Home Left

ପୁଣି ନକ୍ସଲ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ: କୋବ୍ରା ବାଟାଲିୟନର ଦୁଇ ଯବାନ ଗୁରୁତର

ବଣାଇଁ,୨୨।୨(ପ୍ରଦୀପ ତ୍ରିପାଠୀ): ଶନିବାର ଝାରଖଣ୍ଡ ପଶ୍ଚିମ ସିଂହଭୂମ ଜିଲାର ସାରାଣ୍ଡା ଜଙ୍ଗଲ ଅଞ୍ଚଳରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟିଥିବା ଜଣାପଡ଼ଛି । ଛୋଟାନାଗରା ଥାନା ଅନ୍ତର୍ଗତ ଚାଦ୍ରିଡେରା ଜଙ୍ଗଲରେ ୨୦୯ ନମ୍ବର କୋବ୍ରା ବାଟାଲିୟନର…

ଝାରସୁଗୁଡାରେ ରକ୍ତାକ୍ତ ରାଜପଥ: ଟ୍ରଲର-ବୋଲେରୋ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ

ଝାରସୁଗୁଡା,୨୨।୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ସଦର ଥାନା ସମ୍ମୁଖରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରେଲର ଏବଂ ପୋଲିସ ବୋଲେରୋ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ୫…

ସ୍ୱଂୟ ସହାୟକ ଦ୍ୱାରା କରାଯାଇଥିବା ଫୁଲ ଚାଷ ଦେଖିଲେ ଜିଲାପାଳ, ପାହାଡ଼ ଚଢ଼ି….

ପଟ୍ଟାଙ୍ଗି,୨୨।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ଜିଲାପାଳ ମନୋଜ ସତ୍ୟବାନ୍ ମହାଜନ୍ ଗସ୍ତ କରି ପଞ୍ଚାୟତର ବିଭିନ୍ନ କାର୍ଯ୍ୟକ୍ରମ ବୁଲି ଦେଖିଥିଲେ । ଏହାସହ ଉପସ୍ଥିତ ବ୍ଲକ୍ କର୍ମଚାରୀଙ୍କ ସହ ଆଲୋଚନା କରି…

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଉର୍ମିଳା ରାଉତ(୪୯) ଏବଂ ସ୍ବର୍ଗତ କାଶୀନାଥ ପ୍ରଧାନଙ୍କ ପୁଅ ଗୋପୀନାଥ ପ୍ରଧାନ(୬୦) ଦନ୍ତା…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ ଆଣିଛନ୍ତି । ଚିଠା ନିୟମାବଳୀ ଅନୁଯାୟୀ, ବିବାହ ପଞ୍ଜୀକରଣ ଚାହୁଁଥିବା ଯୋଡ଼ି ସେମାନଙ୍କ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଏହାର…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି କରାଯାଉଛି। ପ୍ରଥମେ ମହମ୍ମଦ ଆମିର ଏବଂ ଏବେ ପୂର୍ୱତନ ପାକିସ୍ତାନୀ କ୍ରିକେଟର ରଶିଦ…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ ବିବାହିତ ବ୍ୟକ୍ତିକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ମାତ୍ର ଅଦାଲତରେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ରେ 10% ବୃଦ୍ଧି…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଶାକୁମ୍ବରୀ ପୀଠାଧୀଶ୍ୱର ଆଶୁତୋଷ ବ୍ରହ୍ମଚାରୀ ମହାରାଜ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଯୌନ…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ ମସ୍‌ଜିଦ ପତନ ପରେ କଂଗ୍ରେସ କୌଣସି ବିଧାନସଭା କିମ୍ୱା ଲୋକସଭା ନିର୍ୱାଚନ ଜିତିନାହିଁ।…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର କ୍ଷେପଣାସ୍ତ୍ର ଓ ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ଲାଗି ଆସିଥିବା ବିବାଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?