ନିଲମ୍ବିତ ଏସ୍ଆଇ ରାକେଶ ଗିରଫ
ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଚୋରା ଗାଡ଼ି କାରବାର ସହ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା କରି ଗର୍ଭପାତ କରାଇବା ଘଟଣାରେ ସମ୍ପୃକ୍ତ କ୍ୟାପିଟାଲ ଥାନା ନିଲମ୍ବିତ ସବ୍ ଇନ୍ସପେକ୍ଟର ରାକେଶ ସାମଲଙ୍କୁ ପୋଲିସ ବୁଧବାର ଗିରଫ କରିଛି। ପ୍ରାୟ ୨ମାସ…
ଜିଆଇଏସ୍ ମ୍ୟାପିଂରେ କ୍ୱାରାଣ୍ଟାଇନ୍ ସେଣ୍ଟର ତଥ୍ୟ
ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଥିବା କ୍ୱାରାଣ୍ଟାଇନ୍ ସେଣ୍ଟର ଓ କୋଭିଡ୍ ହସ୍ପିଟାଲ ବାବଦରେ ଜିଆଇଏସ୍ (ଜିଓଗ୍ରାଫିକ୍ ଇନଫରମେଶନ ସିଷ୍ଟମ) ମ୍ୟାପିଂ କରାଯାଇଛି। ଅକ୍ଷାଂଶ ଓ ଦ୍ରାଘିମାକୁ ଆଧାର କରି ରାଜ୍ୟ ସରକାର ଏହି ନୂଆ ବ୍ୟବସ୍ଥାକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶା ସ୍ପେସ ଆପ୍ଲିକେଶନ…
ଶିଳ୍ପଜଗତରେ ଖୁସିର ଲହରି
ନୂଆଦିଲ୍ଲୀ,୧୪।୫: ସରକାରଙ୍କ ପକ୍ଷରୁ କରାଯାଇଥିବା ବିଭିନ୍ନ ଘୋଷଣାକୁ ନେଇ ଦେଶର ଶିଳ୍ପଜଗତରେ ଖୁସିର ଲହରି ଖେଳିଯାଇଛି। ଏମ୍ଏସ୍ଏମ୍ଇ, ବିଦ୍ୟୁତ୍ ବିତରଣ କମ୍ପାନୀ ଏବଂ ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ଗ୍ରହଣ କରାଯାଇଥିବା ପଦକ୍ଷେପକୁ ଶିଳ୍ପ ଜଗତ ପକ୍ଷରୁ ପ୍ରଶଂସା କରାଯାଇଛି। ପ୍ୟାକେଜ…
ଘରୋଇ ହସ୍ପିଟାଲକୁ ପୁଣି ଚେତାବନୀ
ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଅନେକ ଘରୋଇ ହସ୍ପିଟାଲ ଓ ନର୍ସିଂ ହୋମ୍ ରୋଗୀଙ୍କୁ ଚିକିତ୍ସା ନ କରି ଫେରାଇ ଦେଉଛନ୍ତି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶା କ୍ଲିନିକାଲ ଏଷ୍ଟାବ୍ଲିଶ୍ମେଣ୍ଟ (କଣ୍ଟ୍ରୋଲ ଓ ରେଗୁଲେଶନ) ଆକ୍ଟ ଓ ଏହା ଅଧୀନରେ ଆସୁଥିବା ନିୟମଗୁଡ଼ିକୁ…
ରାସ୍ତାରେ ଯୁବକଙ୍କୁ ଗଳାକାଟି ହତ୍ୟା
ପୁରୀ ଅଫିସ,୧୪ା୫: ପୁରୀ ସଦର ଥାନା ଅନ୍ତର୍ଗତ ଶାସନ ଦାମୋଦରପୁର ପଞ୍ଚାୟତ ହାଟସାହି ନିକଟରେ ଜଣେ ଯୁବକଙ୍କୁ ଗଳା କାଟି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଦୁର୍ବୃତ୍ତ ରାସ୍ତାରେ ଭୁଜାଲିରେ ହାଣି ହତ୍ୟା କରି ଫେରାର ହୋଇଯାଇଛନ୍ତି।…
କୋଭିଡ୍-୧୯ ଲଢ଼େଇରେ ସିଟିଟିସି
ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଭାରତର ମହାକାଶ ଅଭିଯାନ ‘ମଙ୍ଗଳାୟନ’ ଏବଂ ‘ଚନ୍ଦ୍ରାୟନ-୨’ ପ୍ରସ୍ତୁତିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ନିର୍ବାହ କରିବାପରେ ଏବେ କୋଭିଡ୍-୧୯ ଲଢେଇରେ ଗୁରୁଦାୟିତ୍ୱ ନେଇଛି ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ୍ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର(ସିଟିଟିସି)। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ) ମନ୍ତ୍ରଣାଳୟ…
ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ୬ ମାସ ସମୟ
ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀଙ୍କ ଘୋଷଣାରୁ ରିୟଲ ଇଷ୍ଟେଟ କ୍ଷେତ୍ରକୁ ଆଶ୍ୱସ୍ତି ମିଳିଛି। ଏହି କ୍ଷେତ୍ରର ବିଭିନ୍ନ ପରିଯୋଜାନକୁ ସମ୍ପୂର୍ଣ୍ଣ କରିବା ଲାଗି ସରକାର ଅତିରିକ୍ତ ୬ ମାସ ସମୟ ଦେଇଛନ୍ତି। ଏହା ଦ୍ୱାରା ବିଲ୍ଡରଙ୍କ ଯୋଜନା ପୂରା କରିବା ଲାଗି ସମୟ ମିଳିବ…
ଆର୍ଥିକ ପ୍ୟାକେଜ ସମ୍ପର୍କରେ ଯାହା କୁହନ୍ତି …
-ଦେଶର ଅର୍ଥନୀତିକୁ ସୁଦୃଢ଼ କରିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ଆର୍ଥତ୍କ ପ୍ୟାକେଜ ବ୍ୟବସାୟ ବିଶେଷ କରି ଏମ୍ଏସ୍ଏମ୍ଇ ସେକ୍ଟର ସମ୍ମୁଖୀନ ହୋଇଥିବା ସମସ୍ୟା ଦୂର କରିବାରେ ସହାୟକ ହେବ। ଏହା ନଗଦ ବଢ଼ାଇବା ସହ ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବ…
୧୭ ଚୋରା ବାଇକ ଜବତ, ୨ ଗିରଫ
ଆର.ଉଦୟଗିରି,୧୩ା୫(ଡି.ଏନ.ଏ.)- ଅଡବା ପୋଲିସ ଏକ ବାଇକ ଚୋର ରାକେଟ୍ର ପର୍ଦ୍ଧାଫାଶ କରିବା ସହ ୧୭ ଚୋରା ବାଇକ ଜବତ କରି ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବିରିକୋଟ ଗ୍ରାମ ଖ୍ରୀଷ୍ଟିୟାନ ସାହିର ସଲ୍ମନ ନାୟକ, ତ୍ରିନାଥ ରେଡ୍ଡୀ। ଅଡବା ଥାନା…
ଜୁନାଗଡ ଓକିଲ ସଂଘ ବାଛିଲା ଅନ୍ତରୀଣ କମିଟି
ଜୁନାଗଡ,୧୩।୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ ଓକିଲ ସଂଘ କାର୍ଯ୍ୟନିର୍ବାହୀ କମିଟିର ଜରୁରୀକାଳୀନ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସର୍ବସମ୍ମତିକ୍ରମେ ଚଳିତ ବର୍ଷ ପାଇଁ ଏକ ଅନ୍ତରୀଣ କମିଟି ଗଠନ କରାଯାଇଛି। ଏହି କମିଟିରେ ପୂର୍ବତନ ଓକିଲ ସଂଘ ସଭାପତି ଅଶୋକ କୁମାର…
ଧାନବିକ୍ରି ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ
ବରଗଡ଼ ଅଫିସ୍,୧୩।୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ବୁଧବାର ୫ଦିନ ବିତିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ଚାଷୀମାନଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି । କେତେକ ଚାଷୀଙ୍କୁ ଟୋକନ ମିଳି ନଥିବା ଯୋଗୁ ଧାନବିକ୍ରିରୁ ସେମାନେ…
ଧଣ୍ଡାମୁଣ୍ଡା ପଞ୍ଚାୟତ ସଟ୍ଡାଉନ, ଦୋକାନ ବଜାର ବନ୍ଦ
ଖପ୍ରାଖୋଲ, ୧୩ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ରାଜ୍ୟ ବାହାରୁ ଅନେକ ପ୍ରବାସୀ ଶ୍ରମିକ ଫେରିଛନ୍ତି। ସଂକ୍ରମଣ ଭୟରେ ବ୍ଲକ ଅନ୍ତର୍ଗତ ଧଣ୍ଡାମୁଣ୍ଡା ପଞ୍ଚାୟତର ସରପଞ୍ଚ ଲକ୍ଷ୍ମୀ କୁମ୍ଭାର ୧୨ଘଣ୍ଟା ପାଇଁ ପଞ୍ଚାୟତକୁ ସଟ୍ ଡାଉନ୍ ଘୋଷଣା କରିଥିଲେ। ଫଳରେ…
Archives


