Home Left

କଣ୍ଟାପଡ଼ା ବ୍ଲକରେ ସରକାରୀ ନିୟମକୁ ଫୁ’: ସାମାଜିକ ଦୂରତା କଟକଣା ପଛ, ଜଳଖିଆ ଖିଆ ଆଗ

କଣ୍ଟାପଡା, ୧୨।୫(ଡି.ଏନ୍‌.ଏ.): ମହାମାରୀ କରୋନାରୁ ମୁକୁଳିବାକୁ ହେଲେ ସାମାଜିକ ଦୂରତ୍ୱ ରକ୍ଷା ହିଁ ଏକମାତ୍ର ଉପାୟ ବୋଲି ସ୍ବାସ୍ଥ୍ୟବିଭାଗ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି। ଏପରିକି ସମ୍ପ୍ରତି ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ମାତ୍ର ତୃତୀୟ ପର୍ଯ୍ୟାୟରେ କିଛି କଟକଣା କୋହଳ…

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜିଲାପାଳଙ୍କ ଅଫିସକୁ ପ୍ରବେଶ ପୂର୍ବରୁ କରାଯାଉଛି ସ୍କ୍ରିନିଂ, ସାନିଟାଇଜେଶନ

ଛତ୍ରପୁର, ୧୩/୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଜିଲାପ୍ରଶାସନ ପକ୍ଷରୁ ସମାଜିକ ଦୂରତା, ମାସ୍କ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଉଛି। କିଭଳି ଜିଲାବାସୀଙ୍କୁ ଗୋଷ୍ଠୀ ସଂକ୍ରମଣରୁ ରକ୍ଷା କରାଯାଇପାରିବ ସେଥିପାଇଁ ଉଦ୍ୟମ…

କୋଭିଡ-୧୯: ୧୭ ହଜାର କଏଦୀଙ୍କୁ ମିଳିବ ପାରୋଲ

ମୁମ୍ବାଇ,୧୨।୫: କରୋନା ଭାଇରସ ସଂକ୍ରମଣ ଏବେ ମହାରାଷ୍ଟ୍ରରେ ସର୍ବାଧିକ ଥିବା ବେଳେ ଏହାକୁ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏବେ ମହାରାଷ୍ଟ୍ରର ବିଭିନ୍ନ ଜେଲରେ ବନ୍ଦୀଥିବା ପାଖାପାଖି ୩୫,୦୦୦ କଏଦୀଙ୍କ ମଧ୍ୟରୁ ୧୭,୦୦୦ କଏଦୀଙ୍କୁ ଅସ୍ଥାୟୀ ପାରୋଲ…

ଇଣ୍ଟରନ୍ୟାଶନାଲ ନର୍ସେସ ଡେ’: ରକ୍ତ ଦାନ କଲେ ଏମ୍ସର କରୋନା ଯୋଦ୍ଧା

ନୂଆଦିଲ୍ଲୀ,୧୨।୫: ମେ’ ୧୨ ଇଣ୍ଟରନ୍ୟାଶନାଲ ନର୍ସେସ ଡେ’ ଅବସରରେ ନୂଆଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ କାର୍ଯ୍ୟରତ ନର୍ସମାନେ ଏକ ରକ୍ତଦାନ ଶିବିରର ଆୟୋଜନ କରିଥିଲେ। ବର୍ତ୍ତମାନ କରୋନା ସଂକ୍ରମଣକୁ ନେଇ ଦେଶ ଏକ ଘଡିସନ୍ଧି ମୁହୂର୍ତ୍ତରେ…

୪୨ ବର୍ଷରେ ‘ଡନ୍‌’

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ଅଭିନୀତ ଫିଲ୍ମ ‘ଡନ୍‌’କୁ ପୂରଣ ହୋଇଛି ୪୨ ବର୍ଷ। ଏହି ଅବସରରେ ପୁରୁଣା ସ୍ମୃତିକୁ ମନେପକାଇଛନ୍ତି ବିଗ୍‌ ବି। ୭୭ ବର୍ଷୀୟ ଏହି ଅଭିନେତା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଅଭିନେତ୍ରୀ ନୁତନଙ୍କ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝଡ଼ବର୍ଷା ସମ୍ଭାବନା: ୧୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ବିହାର ଓ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, କଟକ ଆଦି ଜିଲାର ଗୋଟିଏ…

ମାସ୍କ ଲଗାଇ ୨ ମାସ ପରେ ଘରୁ ବାହାରିଲେ ଦେଶୀ ଗର୍ଲ

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣ ପାଇଁ ସାରା ବିଶ୍ୱର ବିଭିନ୍ନ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଅଧିକାଂଶ ଲୋକେ ଘରେ ବନ୍ଦ ହୋଇ ରହୁଛନ୍ତି। ତେବେ ସବୁବେଳେ ବ୍ୟସ୍ତ ରହୁଥିବା ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ଶୁଟିଂ ନ ଥିବାରୁ ଘରେ…

୬ ଜିଲାରେ ବଢ଼ିବ କୋଭିଡ କେୟାର ଶଯ୍ୟା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏ ନେଇ ରାଜ୍ୟରେ ୬ଟି ଜିଲାରେ କୋଭିଡ କେୟାର ସଯ୍ୟା ବୃଦ୍ଧି ନେଇ ନିଷ୍ପତ୍ତି ନିଆଯାଇଛି। ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ବଲାଙ୍ଗୀରରେ ଶଯ୍ୟା ସଂଖ୍ୟା ବଢ଼ିବ।…

ଇଣ୍ଟରନ୍ୟାଶନାଲ ନର୍ସେସ୍‌ ଡେ’: ରୋଗୀଙ୍କ ସେବା କରୁଛନ୍ତି ୯ ମାସର ଗର୍ଭବତୀ ନର୍ସ

ଶିବାମୁଗ୍ଗା,୧୨।୫: ମେ’ ୧୨ରେ ପାଳନ କରାଯାଉଛି ଇଣ୍ଟରନ୍ୟାଶନାଲ ନର୍ସେସ୍‌ ଡେ’। ଏବେ ସାରା ବିଶ୍ୱ ଏହି କରୋନା ଯୋଦ୍ଧାଙ୍କୁ ସାଲ୍ୟୁଟ କରୁଛନ୍ତି। ସାରା ବିଶ୍ୱରେ କରୋନା ମହାମାରୀ ଏବେ ତାଣ୍ଡବ ରଚି ଚାଲିଥିବା ବେଳେ ନର୍ସମାନେ ସାଜିଛନ୍ତି ଆଗ ଧାଡିର ଯୋଦ୍ଧା।…

କରୋନା ପୀଡ଼ିତ ଶିକ୍ଷକଙ୍କ ମୃତ୍ୟୁରେ ୧ କୋଟି ଟଙ୍କା ସହାୟତା ରାଶି ପ୍ରଦାନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ସହାୟତା ରାଶି ଭାବେ ୧କୋଟି ଟଙ୍କା ପ୍ରଦାନ କରିବାକୁ ପୂର୍ବରୁ ଘୋଷଣା କରିଥିଲେ। ମେ’ ୪ରେ ମ୍ୟୁନିସିପାଲ କର୍ପୋରେଶନ ଅଫ୍‌ ଦିଲ୍ଲୀ(ଏମ୍‌ସିଡି)ସ୍କୁଲରେ କାମ କରୁଥିବା ଜଣେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ପରେ…

ପୋଲିସ ଏସ୍‌ଆଇଙ୍କ ସିଙ୍ଘମ୍‌ ଷ୍ଟାଇଲ୍‌ ପଡ଼ିଲା ମହଙ୍ଗା: ଗଣିଲେ ୫,୦୦୦ ଜରିମାନା

ଭୋପାଳ,୧୨।୫: ମଧ୍ୟପ୍ରଦେଶ ଦମୋହ ଜିଲାରେ ଜଣେ ପୋଲିସ ଏସ୍‌ଆଇଙ୍କୁ ସିଙ୍ଘମ୍‌ ଷ୍ଟାଇଲ୍‌ରେ ଭିଡ଼ଓ ଶୁଟିଂ କରିବା ମହଙ୍ଗା ପଡ଼ିଛି। ଏଥିପାଇଁ ପୋଲିସ ବିଭାଗ ପକ୍ଷରୁ ସମ୍ପୃକ୍ତ ଏସ୍‌ଆଇଙ୍କ ଉପରେ ୫,୦୦୦ଟଙ୍କା ଜରିମାନ ଦଣ୍ଡାଦେଶ କରାଯାଇଛି। ସ୍ଥାନୀୟ ନରସିଂହଗଡ଼ ପୋଲିସ ଥାନାରେ କାର୍ଯ୍ୟ…

କରୋନା ଯୁଦ୍ଧରେ ବିଜୟୀ ହେଲେ ୮୮ ବର୍ଷୀୟ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ

ନୂଆଦିଲ୍ଲୀ,୧୨।୫: ହିମାଚଳ ପ୍ରଦେଶରେ ୮୮ ବର୍ଷୀୟ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ କେଏସ୍‌ ଜସଓ୍ବାଲ କରୋନା ଯୁଦ୍ଧରେ ବିଜୟୀ ହୋଇ କରୋନା ସହ ଲଢିବାକୁ ଅନ୍ୟମାନଙ୍କୁ ସାହାସ ଯୋଗାଇଛନ୍ତି। ଏପ୍ରିଲ ୨୭ରେ ସେ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିବା ପରେ ତାଙ୍କୁ ନୂଆଦିଲ୍ଲୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri