Home Left

ଆମେରିକାରେ ଖାଦ୍ୟ ସଙ୍କଟ: କରୋନା ସଂକ୍ରମଣ ଯୋଗୁ କୋଟିଏ ୭୦ ଲକ୍ଷ ଭୋକିଲା

ଓ୍ବାଶିଂଟନ,୧୨।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ଅଚଳାବସ୍ଥା ଦେଖାଦେଇଛି। ଦେଶର ଆର୍ଥିକ ସ୍ଥିତି ଖରାପ ହେବାକୁ ଲାଗିଛି। ସେହିପରି ଲକ୍‌ଡାଉନ୍‌ ଯୋଗୁ ବେରୋଜଗାର ହୋଇ ଲୋକେ ଖାଦ୍ୟ ଅଭାବରୁ ଭୋକିଲା ରହୁଛନ୍ତି। ଗତ ୨ ମାସ ଧରି ଏଠାରେ ଖାଦ୍ୟ ସଙ୍କଟ…

୭୦ ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୨।୫: ଚିନ୍ତା ବଢାଇ ଚାଲିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୬୦୪ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୭୦,୭୫୬ରେ। ଏହାସହ ଗତ ୨୪ ଘଣ୍ଟାରେ ୮୭ ଜଣଙ୍କ ମୃତ୍ୟୁ…

୨୨ ଦିନ ପରେ ନୀଳଗିରି ଧରମପୁରରୁ ପୁଣି ଆଉ ଜଣେ କରୋନା ପଜିଟିଭ୍‌

ସଜନାଗଡ଼,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ବାଉଁଶପାଳ ଗାଁରୁ ମଙ୍ଗଳବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସେ ଧରମ୍‌ପୁର ଦୀନବନ୍ଧୁ ହାଇସ୍କୁଲରେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ସୂଚନାଯୋଗ୍ୟ,…

ଆଖିର ଏସ୍‌-୨ ରିସେପ୍ଟର ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ

ଓ୍ବାଶିଂଟନ,୧୨।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କେତେକ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ଲୋକଙ୍କୁ ମାସ୍କ୍‌ ପିନ୍ଧିବା ଲାଗି ପରାମର୍ଶ ଦିଆଯାଇଛି। ତେବେ ଆଖି ଦ୍ୱାରା ମଧ୍ୟ ସହଜରେ କରୋନା ସଂକ୍ରମଣ ହୋଇପାରିଥାଏ। ଏନେଇ…

କରୋନା ଯୁଦ୍ଧରେ ହାରିଗଲେ ସିଆଇଏସ୍‌ଏଫ୍‌ର ଆସିଷ୍ଟାଣ୍ଡ ସବ୍‌ ଇନ୍ସପେକ୍ଟର

କୋଲକାତା,୧୨।୫: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏଥିରେ ଶହ ଶହ କରୋନା ଯୋଦ୍ଧା ସଂକ୍ରମିତ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏମିତି ଜଣେ ଆଗଧାଡିର କରୋନା ଯୋଦ୍ଧା ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ୍‌ ସିକ୍ୟୁରିଟି ଫୋର୍ସ(ସିଆଇଏସ୍‌ଏଫ୍‌)ର ଆସିଷ୍ଟାଣ୍ଡ…

ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ହୃଦ୍‌ଘାତରେ ମୃତ୍ୟୁ

ଗଞ୍ଜାମ,୧୨।୫(ଡି.ଏନ୍‌.ଏ.): ମୁମ୍ବାଇର ଏକ ଘରୋଇ କମ୍ପାନୀରେ ଶ୍ରମିକଭାବେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କର ସୋମବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ହୁମା ଫାଣ୍ଡି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଗ୍ରାମର ଦୀନବନ୍ଧୁ ସାହୁ। ଗତ…

ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାରରେ କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁ

ପବିତ୍ରନଗର,୧୨।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା କୁଲେଇ ଗ୍ରାମ୍ୟ ଜଙ୍ଗଲରେ ମଙ୍ଗଳବାର ସକାଳେ ଜଣେ କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁ ହୋଇଛି। ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ କେନ୍ଦୁପତ୍ର ତୋଳାଳି ମହିଳାଙ୍କ…

ପୁରୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା

ପୁରୀ ଅଫିସ, ୧୨।୫: ପୁରୀ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ…

ପଞ୍ଜାବରେ ଲକ୍‌ଡାଉନ ପ୍ରଭାବ : ୫୦% କମିଛି ଚାଷୀ ଆତ୍ମହତ୍ୟା

ଜଳନ୍ଧର,୧୨।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ସମସ୍ତ କ୍ଷେତ୍ର ପ୍ରଭାବିତ ହୋଇଛି। ପ୍ରାକୃତିକ ଦୁର୍ବିପାକର ଚିର ସହଚର ପାଲଟିଥିବା କୃଷି କ୍ଷେତ୍ର ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହିଁ। ଏହାସତ୍ତ୍ୱେ ଚାଷୀ ଭାଙ୍ଗି ଯାଇନାହିଁ। କୃଷି କ୍ଷେତ୍ରରେ କରୋନା କଟକଣା କୋହଳ କରାଯାଇଥିବାରୁ…

ଶିକ୍ଷାରେ ବିପର୍ଯ୍ୟୟ ଆଣିବ କରୋନା

ନୂଆଦିଲ୍ଲୀ,୧୨ା୫ (ପି.ଟି.): କୋଭିଡ୍‌-୧୯ ମହାମାରୀ ସାରା ବିଶ୍ୱର ଶିକ୍ଷାକୁ ଗୁରୁତର ପ୍ରଭାବିତ କରିବାକୁ ଯାଉଛି। ଯଦି ତୁରନ୍ତ ମହତ୍ୱାକାଂକ୍ଷୀ ନୀତି କାର୍ଯ୍ୟକାରୀ କରା ନଯାଏ ତେବେ ପିଲାମାନଙ୍କର ଶିକ୍ଷା ବିପର୍ଯ୍ୟୟ ଆଡକୁ ଠେଲିହୋଇଯିବ ବୋଲି ବିଶ୍ୱ ବ୍ୟାଙ୍କ ବିଶେଷଜ୍ଞମାନଙ୍କ ଏକ ଟିମ୍‌…

ବୁଧବାରରୁ ସୁପ୍ରିମକୋର୍ଟରେ ଜଣିକିଆ ଖଣ୍ଡପୀଠ

ନୂଆଦିଲ୍ଲୀ,୧୨ା୫: ସୁପ୍ରିମକୋର୍ଟରେ ବୁଧବାରଠାରୁ ପ୍ରଥମ ଥର ଲାଗି କେତେକ ମାମଲାର ଶୁଣାଣି ଜଣିକିଆ ଖଣ୍ଡପୀଠରେ ହେବ। ବହୁସଂଖ୍ୟାରେ ମାମଲା ବିଚାର ଅପେକ୍ଷାରେ ପଡ଼ିରହିଥିବାରୁ ଜଣିକିଆ ଖଣ୍ଡପୀଠରେ ସେଗୁଡ଼ିକର ଶୁଣାଣି ଲାଗି ନିଷ୍ପତ୍ତି ହୋଇଛି। ୭ ବର୍ଷ କିମ୍ବା ଏହାଠାରୁ କମ୍‌ ଜେଲ୍‌ଦଣ୍ଡ…

‘ଏହା ରାଜନୀତି କରିବା ସମୟ ନୁହେଁ’

ନୂଆଦିଲ୍ଲୀ, ୧୨ା୫: ପଶ୍ଚିମବଙ୍ଗରେ କରୋନା ଭାଇରସ୍‌ ସ୍ଥିତି ଭୟଙ୍କର ହେବାରେ ଲାଗିଛି। ଏକ୍ଷେତ୍ରରେ କେନ୍ଦ୍ର ସରକାର ଆମକୁ ସହଯୋଗ କରୁନାହାନ୍ତି। ରାଜ୍ୟ-ରାଜ୍ୟ ମଧ୍ୟରେ ଭେଦଭାବ କରାଯାଇ ରାଜନୀତି କରାଯାଉଛି। ସଂଘୀୟ ବ୍ୟବସ୍ଥାର ଅବମାନନା କରାଯାଉଛି। ଏଭଳି ସ୍ଥିତିରେ ସହଯୋଗ କରାଯିବା ବଦଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri