Home Left

ଲକ୍ଷଣ ନ ଥିଲେ ଘରେ ରହିପାରିବେ ସଂକ୍ରମିତ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆକ୍ରାନ୍ତଙ୍କ ମଧ୍ୟରେ ଲକ୍ଷଣ ନ ଥିବା ଜଣାପଡିଛି। ତେଣୁ ଲକ୍ଷଣ ନ ଥିବା ଏବଂ ସ୍ବଳ୍ପ ଲକ୍ଷଣ ଥିବା ସଂକ୍ରମିତଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ…

ବାଲେଶ୍ୱରରେ ୫୦ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ସକାଳେ ଆଉ ୨୩ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୫, ଗଞ୍ଜାମ ଓ ଯାଜପୁରରେ ୩ଜଣ, ପୁରୀ ଏବଂ ବୌଦ୍ଧରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

ରାଜ୍ୟରେ ବଢୁଛି କଏଦୀ ସଂଖ୍ୟା

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟରେ ବର୍ତ୍ତନା ୮୬ଟି ଜେଲ୍‌ ରହିଥିବାବେଳେ ପ୍ରତିବର୍ଷ କଏଦୀଙ୍କ ସଂଖ୍ୟା ବଢ଼ି ଚାଲିଛି। ପୂର୍ବବର୍ଷ ତୁଳନାରେ ୨୦୧୯ରେ ପ୍ରାୟ ୬.୪୩ ପ୍ରତିଶତ ବୃଦ୍ଧି ଘଟିଛି। ୨୦୧୮ରେ ରାଜ୍ୟର ବିଭିନ୍ନ ଜେଲ୍‌ରେ କଏଦୀଙ୍କ ସଂଖ୍ୟା ୧୬୫୦୧ ରହିଥିଲାବେଳେ ଗତବର୍ଷ ୧୭୫୬୩କୁ ବୃଦ୍ଧି…

ବସ୍‌ରୁ ଓହ୍ଲାଇ ଘରକୁ ପଳାଇଲେ ପ୍ରବାସୀ

କଟକ ଅଫିସ୍‌,୧୨ା୫: ପ୍ରବାସୀ ଫେରନ୍ତାଙ୍କ ରହଣି ପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ତଥାପି ଅନେକ ଫେରନ୍ତା ସରକାରୀ ନିୟମକୁ ମାନୁନାହାନ୍ତି। ବସ୍‌ରେ ଫେରିବା ବେଳେ ରାସ୍ତାରେ ଓହ୍ଲାଇ ଏଣେତେଣେ ବୁଲାବୁଲି କରୁଛନ୍ତି। ଏପରିକି ନିଜ ଘରକୁ ଚାଲିଯାଉଛନ୍ତି। ସୋମବାର…

ବସ୍ତିରେ ହୋଇନାହିଁ ସଂକ୍ରମଣ: ବିଏମ୍‌ସି

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): କରୋନା ସଂକ୍ରମଣରେ ରୋକ୍‌ ଲଗାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନାନା ପଦକ୍ଷେପ ହାତକୁ ନେଇଛି। ବିଏମ୍‌ସି ଡେପୁଟି କମିଶନର ଶୁଭେନ୍ଦୁ ସାହୁ କହିଛନ୍ତି, ସହରର ସମସ୍ତ ବସ୍ତି ଅଞ୍ଚଳକୁ ଆକ୍ଟିଭ୍‌ ସର୍ଭିଲାନ୍ସରେ ରଖାଯାଇଛି। ଲକ୍ଷଣ ଥିବା…

ସ୍ବାଭାବିକ ହେଉଛି, ଭିଡ଼ ବି ବଢୁଛି

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ରାଜଧାନୀ ଭୁବନେଶ୍ୱର ଏବେ ବି ରେଡ୍‌ ଜୋନ୍‌ରେ ରହିଛି। ସଂକ୍ରମଣକୁ ଯଥାସମ୍ଭବ ରୋକିବା ପାଇଁ ପୋଲିସ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପରିବର୍ତ୍ତିତ କଟକଣା ଲାଗୁ କରାଯାଇଛି। ହେଲେ ଜୀବନ…

କ୍ବାରାଣ୍ଟାଇନ୍‌ ଛାଡ଼ି ବାହାରେ ବୁଲୁଛନ୍ତି ପ୍ରବାସୀ

ପୁରୀ ଅଫିସ,୧୨ା୫: ମହାମାରୀ କରୋନା ରାଜ୍ୟରେ ଭୟଙ୍କର ରୂପ ଧାରଣ କଲାଣି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦ ଟପିଗଲାଣି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ରାଜ୍ୟକୁ ଏବେ ପ୍ରବାସୀ…

ଶରୀର ଦାନ କରିବେ ଭବାନୀ ଚରଣ ପଟ୍ଟନାୟକ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଶରୀର ଦାନ କରିବେ ବରିଷ୍ଠ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ। ମୃତ୍ୟୁ ପରେ ସେ ତାଙ୍କ ଶରୀରକୁ କଟକ ଏସ୍‌ସିବି ମେଡିକାଲ କଲେଜକୁ ଦାନ କରିବେ ବୋଲି ୯୯ତମ ଜନ୍ମ ଦିବସ ଅବସରରେ ପଟ୍ଟନାୟକ ଘୋଷଣା କରିଛନ୍ତି।…

ଘରୋଇ ବିଦ୍ୟାଳୟ ଫି’ ପ୍ରସଙ୍ଗ: ରାସ୍ତାକୁ ଓହ୍ଲାଇଲା ଅଭିଭାବକ ମହାସଂଘ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନା ପାଇଁ ଘରୋଇ ବିଦ୍ୟାଳୟଗୁଡ଼ିକ ରି-ଆଡ୍‌ମିଶନ ଫି, ପରିବହନ ଖର୍ଚ୍ଚ, ଇନ୍‌ଫ୍ରାଷ୍ଟ୍ରକ୍ଚର ଫି, କମ୍ପ୍ୟୁଟର ଫି, ଡେ’ ବୋର୍ଡିଙ୍ଗ୍‌ ଫି ଆଦି ୩ ମାସ ପର୍ଯ୍ୟନ୍ତ ନ ନେବାକୁ ମୁଖ୍ୟମନ୍ତ୍ରୀ ଜଣାଇଥିଲେ। ହେଲେ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଫୋନ କରି…

କୋଭିଡ୍‌ ଚିକିତ୍ସାକୁ ଦୃଢ଼ୀଭୂତ କରିବା ପାଇଁ ମକ୍‌ ଡ୍ରିଲ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସ୍ବାସ୍ଥ୍ୟସେବାକୁ ଦୃଢ଼ୀଭୂତ କରିବା ସହ ସ୍ବାସ୍ଥ୍ୟକର୍ମୀଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ମକ୍‌ ଡ୍ରିଲ୍‌ ମାଧ୍ୟମରେ ପ୍ରସ୍ତୁତିକୁ ଜୋର୍‌ଦାର କରାଯାଉଛି। ଏହି ପରିପ୍ରେକ୍ଷୀରେ ପୁରୀର…

ବସ୍ତିରୁ ବ୍ୟାପିଥିଲା ମୁମ୍ବାଇ ପୋଲିସକୁ ସଂକ୍ରମଣ

ଭୁବନେଶ୍ୱର,୧୨ା୫ (ବ୍ୟୁରୋ): ଲକ୍‌ଡାଉନ୍‌ କଟକଣାକୁ ପାଳନ କରିବା ସହ କରୋନା ସଂକ୍ରମଣ ରୋକିବାରେ ପୋଲିସ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ହେଲେ ଏବେ ଦିନରାତି ଜଗିରହୁଥିବା ପୋଲିସ ନିଜେ ସଂକ୍ରମଣର ଶିକାର ହୋବାରେ ଲାଗିଛି। ମୁମ୍ବାଇରେ ୩ଶହରୁ ଊର୍ଦ୍ଧ୍ୱ ପୋଲିସ କୋଭିଡ୍‌-୧୯ରେ…

କରୋନା ଛଡ଼ାଇନେଲା ସବୁ, ପଢ଼ିବା, ଚଳିବା କଷ୍ଟ

ପୋଲସରା,୧୨ା୫(ଡି.ଏନ.ଏ.)-ସାରା ବିଶ୍ୱକୁ ଗ୍ରାସିଛି କରୋନା। ଏଥିରେ ଗଲାଣି ୨ ଲକ୍ଷରୁ ଊର୍ଦ୍ଧ୍ୱ ଜୀବନ। କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ବହୁ ପ୍ରଚେଷ୍ଟା ସହ ସ୍ଥାନୀୟ ପ୍ରଶାସନ ମଧ୍ୟ ସଜାଗ ରହିଛି। ଏହା ସତ୍ତ୍ବେ ଗଞ୍ଜାମ ଜିଲାରେ ଜଣଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri