ସୁରଟରୁ ଗଞ୍ଜାମ ଆସିଛି ୨୯୮ ବସ୍ : ଫେରିଛନ୍ତି ୧୬,୫୭୬ ପ୍ରବାସୀ
ଭଞ୍ଜନଗର,୧୨।୫(ଡି.ଏନ.)-ସୁରଟରୁ ଏପ୍ରିଲ ୨୯ ତାରିଖରୁ ଗତ ୮ ତାରିଖ ମଧ୍ୟରେ ମୋଟ ୨୯୮ଟି ବସରେ ପ୍ରବାସୀ ଓଡ଼ିଆମାନେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ଅନ୍ୟପକ୍ଷରେ ସୋମବାର ପୂର୍ବାହ୍ନ ସୁଦ୍ଧା ସୁରଟରୁ ଜିଲାକୁ ୧୦ଟି କାର୍, ୩ ବାଇକ୍ ଓ ଗୋଟିଏ ସାଇକେଲରେ ବି…
କରୋନା ସ୍ଥିତି ଅନୁଧ୍ୟାନ କଲା ସ୍ବାସ୍ଥ୍ୟ ବିଭାଗ ଟିମ୍
ଅନୁଗୋଳ ଅଫିସ, ୧୨।୫: ଅନୁଗୋଳ ଜିଲାରୁ ୧୫ ଜଣ କରୋନା ସଂକ୍ରମିତ ବାହାରିବା ପରେ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ୩ ଜଣିଆ ଟିମ୍ ଜିଲାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ରାଜ୍ୟ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ଆଣ୍ଡ…
ବିଜୟୱାଡାରୁ ସ୍ବତନ୍ତ୍ର ଟ୍ରେନ୍ରେ ଫେରିଲେ ୧୨୦୯ ପ୍ରବାସୀ
ଟିଟିଲାଗଡ଼, ୧୨।୫ (ଡି.ଏନ.ଏ.) ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ସ୍ବତନ୍ତ୍ର ଟ୍ରେନ୍ ସୋମବାର ଅପରାହ୍ନ ୪ଟାରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଳଷ୍ଟେଶନରେ ପହଞ୍ଚିଥିଲା। ଏଥିରେ ରାଜ୍ୟର ୧୩ ଜିଲାର ୧୨୦୯ଜଣ ପ୍ରବାସୀ ଥିଲେ। ନୂଆପଡା ଜିଲାର ସର୍ବାଧିକ ୫୬୫…
ସଙ୍ଗରୋଧ କେନ୍ଦ୍ରରୁ ପ୍ରବାସୀ ଶ୍ରମିକ ଫେରାର
ନୟାଗଡ ଅଫିସ/ରଣପୁର,୧୧ା୫(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ବ୍ଲକ ମଝିଆଖଣ୍ଡ ପଞ୍ଚାୟତର ଏକ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ଶ୍ରମିକ ସୋମବାର ଫେରାର ହୋଇଯାଇଛନ୍ତି। ଲୋଧାଚୁଆ ଗଁାର ରମେଶ ଚନ୍ଦ୍ର ସାହୁ (୨୫) ୪ଦିନ ତଳେ କେରଳରୁ ଆସି ଏଠାରେ ରହିଥିଲେ। ଏ…
ଆଶାକର୍ମୀଙ୍କୁ ଆକ୍ରମଣ, ୨ ଗିରଫ
ନୟାଗଡ଼ ଅଫିସ/ରଣପୁର,୧୧ା୫(ସ୍ବ.ପ୍ର.): ରଣପୁର ଥାନା ବିନୋଦପଡାଠାରେ ଭୁବନେଶ୍ୱର ଫେରନ୍ତାଙ୍କ ନାମ ପଞ୍ଜୀକରଣ କରିବାରୁ କରୋନା ଯୋଦ୍ଧା ଆଶାକର୍ମୀ ନଳିନୀ ପ୍ରଧାନଙ୍କୁ ରବିବାର ରାତିରେ ଆକ୍ରମଣ ହୋଇଛି। ଆଶାକର୍ମୀଙ୍କ ଅଭିଯୋଗ କ୍ରମେ ରଣପୁର ପୋଲିସ ଏକ ମକଦ୍ଦମା ରୁଜୁ କରି ସମ୍ପୃକ୍ତ ୨…
ଭୁବନେଶ୍ୱର ବିମାନବନ୍ଦର ହେବ ନନ୍-ଟଚ୍ ବିମାନବନ୍ଦର
ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଲକ୍ଡାଉନ୍ ହଟିବା ପରେ ବିମାନ ସେବା ସ୍ବାଭାବିକ ହୋଇପାରେ। ତେଣୁ ବିମାନ ସେବା ଆରମ୍ଭ ହେଲେ ଯାତ୍ରୀ ଓ କର୍ମଚାରୀଙ୍କୁ କିପରି ସୁରକ୍ଷା ଦିଆଯିବ ସେଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ବିମାନ ବନ୍ଦରକୁ ନନ୍-ଟଚ୍ କରିବା…
ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବ ବିଏମ୍ସି
ଭୁବନେଶ୍ୱର, ୧୧ା୫(ବ୍ୟୁରୋ): ଭୁବନେଶ୍ୱରରେ କରୋନା ସଂକ୍ରମଣକୁ ରୋକିବା ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଆଉ ପାଦେ ଆଗେଇଛି। ଚଳିତ ମାସ ଏବଂ ଜୁନ୍ ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଭୁବନେଶ୍ୱରର ସମସ୍ତ ୬୭ ଓ୍ବାର୍ଡରେ ପର୍ଯ୍ୟାୟକ୍ରମେ ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ…
ଜମିବାଡ଼ି ବିବାଦ ନେଇ ଆକ୍ରମଣ, ୬ ଗିରଫ
ନିମାପଡ଼ା,୧୧ା୫(ଡି.ଏନ.ଏ): ନିମାପଡ଼ା ଥାନା ଅନ୍ତର୍ଗତ ଶଗଡ଼ା ଗ୍ରାମରେ ଜମିବାଡ଼ି ବିବାଦକୁ ନେଇ ସୋମବାର ଦୁଇ ପରିବାର ମଧ୍ୟରେ ମରଣାନ୍ତକ ଆକ୍ରମଣ ହୋଇଛି। ଏ ନେଇ ଉଭୟ ପରିବାରର ଅଭିଯୋଗକ୍ରମେ ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଉଭୟ…
କ୍ବାରାଣ୍ଟାଇନ ଫାଟକ ଜଗିଲେ ସରପଞ୍ଚ
ଗୋପ,୧୧ା୫(ଡି.ଏନ.ଏ): ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆ ନିଜ ଗ୍ରାମକୁ ବହୁ ସଂଖ୍ୟାରେ ଫେରୁଥିବାରୁ ରାଜ୍ୟ ସରକାର ପଞ୍ଚାୟତର ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଥିଲେ। ତେବେ ପ୍ରଥମ କରି ଗୋପ ବ୍ଲକ ସୁତନ ପଞ୍ଚାୟତର ସରପଞ୍ଚ ବିଳାସିନୀ ବେହେରା ଏହି…
ନିମାପଡ଼ାରେ ଖୋଲିଲା ମାସ୍କ ବିକ୍ରୟ କେନ୍ଦ୍ର
ନିମାପଡ଼ା,୧୧ା୫(ଡି.ଏନ.ଏ): କରୋନା ସଂକ୍ରମଣ ଅହେତୁକ ଭାବେ ବୃଦ୍ଧି ପାଉଥିବାରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ସରକାର ଗତ କିଛିଦିନ ତଳେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ଜୀବିକା ମିଶନ ପକ୍ଷରୁ ନିମାପଡ଼ାରେ ମାସ୍କ ବିକ୍ରୟ କେନ୍ଦ୍ର ଖୋଲିଛି।…
କରୋନା ସେବା ପାଇଁ ନିଜ ବିବାହ ରୋକିଲେ ପିଇଓ
ନିମାପଡ଼ା,୧୧ା୫(ଡି.ଏନ.ଏ): ବିଶ୍ୱରେ ଏବେ ମହାମାରୀ କରୋନା ସଂକ୍ରମଣର ଘୋର ବିଭୀଷିକା ଦେଖାଦେଇଛି। କରୋନା ଯୁଦ୍ଧର ମୁକାବିଲା ପାଇଁ ପୋଲିସ, ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ନର୍ସ, ଅଙ୍ଗନଓ୍ବାଡି କର୍ମୀ, ଆଶାକର୍ମୀ, ସରକାରୀ ଅଫିସରମାନେ ନିଜ ଜୀବନକୁ ବାଜି ଲଗାଇ ଜନସାଧାରଣଙ୍କ ସେବା କରୁଛନ୍ତି। ଏଭଳି…
ନିମାପଡ଼ାକୁ ଫେରିଲେ ୨୪୫ ପ୍ରବାସୀ
ନିମାପଡ଼ା,୧୧ା୫(ଡି.ଏନ.ଏ): କରୋନା ମହାମାରୀର ମୁକାବିଲା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକଡାଉନ ଜାରି ରହିଛି। ଏ ନେଇ କେତେଟା ନିୟମ କୋହଲ କରାଯାଇଥିବାବେଳେ ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆ ଟ୍ରେନ, ବସ୍ ଯୋଗେ ବହୁ ସଂଖ୍ୟାରେ ଫେରିବାରେ ଲାଗିଛନ୍ତି। ଏହି…
Archives


