Home Left

ଗଞ୍ଜାମରେ ବିସ୍ଫୋରକ ସ୍ଥିତି: ସଙ୍ଗରୋଧ କେନ୍ଦ୍ରରେ ମୃତ୍ୟୁ ଘଟଣାର ତଦନ୍ତ, ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି

ବ୍ରହ୍ମପୁର ଅଫିସ,୧୧।୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ପାଇଁ କରୋନା ସଂକ୍ରମଣ ଏବେ ବିସ୍ଫୋରକ ସ୍ଥିତି ସୃଷ୍ଟି କରିଛି। ଦିନକୁ ଦିନ ଜିଲାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି । ଗତ ୯ ଦିନରେ ଅର୍ଥାତ ୧୧ତାରିଖ ମଧ୍ୟାନ୍ନ…

ରିୟାଜ୍‌ ନାଇକୁଙ୍କ ମୃତ୍ୟୁ ପରେ ଜମ୍ମୁ-କଶ୍ମୀର ହିଜବୁଲ୍‌ ଡୋର ଘାଜି ହାଇଦରଙ୍କ ହାତରେ

ଶ୍ରୀନଗର,୧୧।୫: ହିଜବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ସଂଗଠନର ଜମ୍ମୁ-କଶ୍ମୀର କମାଣ୍ଡର ରିୟାଜ୍‌ ନାଇକୁଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିବା ପରେ ଏବେ ଏହି ପଦବୀରେ ୨୬ ବର୍ଷ ବୟସ୍କ ସଇଫୁଲା ମୀର୍‌ ଆକା ଘାଜି ହାଇଦର୍‌ଙ୍କୁ ନିଯୁକ୍ତ କରାଯାଇଛି। ଏବେ ସେ ଜମ୍ମୁ-କଶ୍ମୀରରେ ହିଜବୁଲ୍‌ର…

ପୁରୀ ସହରରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରେଣୁକା ଗଳିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ପ୍ରଶାସନ

ପୁରୀ ଅଫିସ, ୧୧।୫: ପୁରୀ ସହରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇପଡ଼ିଛି। ଆକ୍ରାନ୍ତ ରହୁଥିବା ସମୂଦ୍ର କୂଳ ରେଣୁକା ଗଳି ଲେନ୍‌ ଏବଂ ଏହାକୁ ସଂଯୋଗ କରୁଥିବା ଅନ୍ୟ କେତେକ ଗଳିକୁ…

ଇରାନ୍‌ ଯୁଦ୍ଧ ଜାହାଜର ମିଜାଇଲ୍‌ ଲକ୍ଷ୍ୟଚ୍ୟୁତ: ୨୦ରୁ ଅଧିକ ନାବିକ ମୃତ

ତେହେରାନ,୧୧।୫: ଇରାନ୍‌ରେ ଏକ ଯୁଦ୍ଧ ଜାହାଜର ମିଜାଇଲ୍‌ ଲକ୍ଷ୍ୟଚ୍ୟୁତ ହୋଇଛି। ଏହାଦ୍ୱାରା ଅନ୍ୟ ଏକ ମାଲବାହୀ ଜାହାଜ ଧ୍ୱଂସ ହୋଇଯାଇଛି। ଜାହାଜରେ ୩୦ରୁ ୪୦ ନାବିକ ଥିଲେ। ସେଥିମଧ୍ୟରୁ ୨୦ରୁ ଅଧିକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଯୁଦ୍ଧ ଜାହାଜ ଜମରାନ୍‌ରୁ ଆଣ୍ଟି…

ଆଜି ଚିହ୍ନଟ ୧୪ ପଜିଟିଭ୍‌ ମଧ୍ୟରୁ ୧୩ ସୁରଟ ଫେରନ୍ତା, ଜଣେ ପୂର୍ବ ଆକ୍ରାନ୍ତଙ୍କ ଦ୍ୱାରା ସଂକ୍ରମିତ

ଭୁବନେଶ୍ୱର,୧୧ା୫(ବ୍ୟୁରୋ) : ସୋମବାର ସକାଳେ ଚିହ୍ନଟ ହୋଇଥିବା ୧୪ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଗଞ୍ଜାମର ୧୨, ସୁନ୍ଦରଗଡ଼ର ଜଣେ ଏବଂ କେନ୍ଦ୍ରାପଡ଼ାର ଜଣେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମର ୧୨ ଆକ୍ରାନ୍ତ…

ମା’କ୍ଷୀରର ଚମତ୍କାରିତା: ବିନା ଔଷଧରେ କରୋନାକୁ ହରାଇଲା ୨୩ ଦିନର ଶିଶୁ !

ଆଗ୍ରା,୧୧।୫: କରୋନା ଏବେ ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଥିବା ବେଳେ ଏହି ଅଦୃଶ୍ୟ ରୋଗକୁ ବିନା ଔଷଧରେ ହରାଇ ଦେଇଛନ୍ତି ଜଣେ ୨୩ ଦିନର ଶିଶୁ। ଆଗ୍ରାର ଜଣେ ୨୩ ଦିନର ଶିଶୁ ମାତ୍ର ୧୫ ଦିନ ମଧ୍ୟରେ କରୋନା…

‘ବନ୍ଦେ ଭାରତ ମିଶନ’: ଲଣ୍ଡନରୁ ଫେରିଲେ ୩ଶହ ଭାରତୀୟ

ବେଙ୍ଗାଲୁରୁ,୧୧।୫: ‘ବନ୍ଦେ ଭାରତ ମିଶନ’ର ପଞ୍ଚମ ଦିନରେ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନରେ ସୋମବାର ପ୍ରାୟ ୩ଶହ ଭାରତୀୟ ଲଣ୍ଡନରୁ ଆସି ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ଆହୁରି ମଧ୍ୟ କିଛି ସ୍ବତନ୍ତ୍ର ବିମାନରେ ବିଶ୍ୱର ବିଭିନ୍ନ ସ୍ଥାନରେ ଥିବା ଭାରତୀୟଙ୍କୁ ଆଣିବାର…

ସିଲ୍‌ ହେଲା ଦିଲ୍ଲୀର ଶ୍ରମ ଶକ୍ତି ଭବନ

ନୂଆଦିଲ୍ଲୀ,୧୧।୫: ଶକ୍ତି ମନ୍ତ୍ରଣାଳୟର ଜଣେ କର୍ମଚାରୀ କରୋନାରେ ସଂକ୍ରମିତ ହେବା ପରେ ରାଜଧାନୀ ଦିଲ୍ଲୀରେ ଥିବା ଶ୍ରମ ଶକ୍ତି ଭବନକୁ ସୋମବାର ସିଲ୍‌ କରିଦିଆଯାଇଛି। ଏହାସହ ସମସ୍ତ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ କୁହାଯାଇଛି। ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ଘରେ…

ବିଷାକ୍ତ ଷ୍ଟାଇରିନ୍‌ ଗ୍ୟାସ୍‌

ଚଳିତମାସ ୭ ତାରିଖ ରାତିରେ ବିଶାଖାପାଟଣାର ଏକ ରାସାୟନିକ କାରଖାନାରୁ ଷ୍ଟାଇରିନ୍‌ ଗ୍ୟାସ୍‌ ଲିକ୍‌ ହୋଇ ୧୧ ଜଣ ମୃତ୍ୟୁବରଣ କରିଛନ୍ତି ଏବଂ ପ୍ରାୟ ଏକ ହଜାରରୁ ଅଧିକ ବ୍ୟକ୍ତି ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେ…

ସରକାରଙ୍କ ୧୨ଘଣ୍ଟିଆ କାର୍ଯ୍ୟଦିବସ ବୃଦ୍ଧି ନେଇ ଏଆଇଟିୟୁସି ମୌନ ପ୍ରତିବାଦ

ବଡ଼ବିଲ,୧୧।୫(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ପକ୍ଷରୁ ଦୈନିକ ଶ୍ରମ ସମୟ ୮ଘଣ୍ଟାରୁ ୧୨ଘଣ୍ଟାକୁ ବୃଦ୍ଧି କରାଯାଇଛି। ଏହାକୁ କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଏଆଇଟିୟୁସି କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକ ସଙ୍ଗଠନ ପକ୍ଷରୁ ସୋମବାର ମୌନ ପ୍ରତିବାଦ କରାଯାଇଛି। ଶ୍ରମିକ ନେତା କପିଳ ମହାନ୍ତିଙ୍କ ନେତୃତ୍ୱରେ…

ବାଦପଲ୍ଲୀ ସେବାଶ୍ରମ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୪୬ ସୁରଟ ଫେରନ୍ତା: ସମସ୍ତେ ସୁସ୍ଥ, ଆସନ୍ତା ୨୫ରେ ଘରକୁ ଫେରିବେ

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଦିନକୁ ଦିନ ଦ୍ରୁତଗତିରେ ବଢ଼ିଚାଲିଛି। ବିଶେଷକରି ସୁରଟରୁ ପ୍ରବାସୀ ଓଡ଼ିଆମାନେ ଫେରିବା ପରେ ଏହି ସମସ୍ୟା ଦେଖାଦେଇଛି। ଏହି ଜିଲା ବାଦପଲ୍ଲୀ ସେବାଶ୍ରମ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗତ ୪ ତାରିଖରେ ୪୬…

ଅତ୍ୟଧିକ ମିଠା ଓ ସ୍ମରଣ ଶକ୍ତି

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ କରିଥାଏ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri