Home Left

ଶ୍ରମିକଙ୍କୁ ଫେରାଇନେବା ପାଇଁ ସହଯୋଗ ଲୋଡ଼ିଲା କେନ୍ଦ୍ର

ନୂଆଦିଲ୍ଲୀ,୧୧ା୫(ପି.ଟି.): ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେବା ଲାଗି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ନିମନ୍ତେ କ୍ୟାବିନେଟ ସଚିବ ରାଜୀବ ଗୌବା ରବିବାର ରାଜ୍ୟଗୁଡ଼ିକର ସହଯୋଗ ଲୋଡ଼ିଛନ୍ତି। ମେ’ ୧ରୁ ବର୍ତ୍ତମାନ ସୁଦ୍ଧା ମୋଟ ୩୫୦ ଟ୍ରେନ୍‌ରେ…

ଏମ୍ସରେ ମନମୋହନ ସିଂ

ନୂଆଦିଲ୍ଲୀ,୧୧ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରବିବାର ରାତିରେ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଏମ୍ସ)ରେ ଭର୍ତ୍ତି କରାଯାଇଛି। ରାତି ୮ଟା ୪୫ରେ ବରିଷ୍ଠ କଂଗ୍ରେସ ନେତାଙ୍କୁ ଏମ୍ସର କାର୍ଡିଓ-ଥେରାପି…

ନିର୍ଦ୍ୱନ୍ଦ୍ୱରେ ବିଧାନ ପରିଷଦକୁ ଯିବେ ଉଦ୍ଧବ

ମୁମ୍ବାଇ,୧୧ା୫ (ପି.ଟି.): କଂଗ୍ରେସ ଏହାର ପ୍ରାର୍ଥୀ ପ୍ରତ୍ୟାହାର କରିନେବ ବୋଲି ଘୋଷଣା କରିବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ନିର୍ଦ୍ୱନ୍ଦ୍ୱରେ ବିଧାନ ପରିଷଦକୁ ନିର୍ବାଚିତ ହେବାକୁ ଯାଉଛନ୍ତି। ଆଗାମୀ ୨୧ ତାରିଖରେ ବିଧାନ ପରିଷଦର ୯ଟି ଆସନ ଲାଗି ନିର୍ବାଚନ…

ଭାରତ-ଚାଇନା ସୈନ୍ୟ ସଂଘର୍ଷ

ନୂଆଦିଲ୍ଲୀ,୧୧ା୫(ପି.ଟି.): ଭାରତ-ଚାଇନା ସୀମାର ସିକିମ୍‌ ସେକ୍ଟର ଅନ୍ତର୍ଗତ ନାକୁଲା ଗିରିପଥରେ ଉଭୟ ପକ୍ଷ ସେନା ମଧ୍ୟରେ ସଂଘର୍ଷ ଘଟି ଅନେକ ଯବାନ ଆହତ ହୋଇଛନ୍ତି। ଉଭୟ ପକ୍ଷର ସୈନ୍ୟ ପରସ୍ପରକୁ ମୁଥ ମାରିଥିଲେ ବୋଲି ଭାରତୀୟ ସେନା ସୂତ୍ରରୁ ଜଣାପଡ଼ିଛି। ସ୍ଥାନୀୟ…

ପ୍ରଶ୍ନ ଘେରରେ ପିଏମ୍‌ କେୟାର୍ସ

ନୂଆଦିଲ୍ଲୀ,୧୧ା୫: କରୋନା ସଂକ୍ରମଣ ରୋକିବା ପାଇଁ ଦେଶରେ ଜାରି ହୋଇଥିତ୍ବା ଲକ୍‌ଡାଉନ୍‌ ଯୋଗୁ ବ୍ୟବସାୟିକ କାରବାର ପ୍ରାୟ ହେଉନାହିଁ କହିଲେ ଚଳେ। ଏଭଳି ସମୟରେ ଆର୍ଥିକ କ୍ଷତିରେ ଚାଲୁଥିବା କମ୍ପାନୀଗୁଡ଼ିକ ଛଟେଇ ସହ ନିଜ କର୍ମଚାରୀଙ୍କ ଦରମା ମଧ୍ୟ କାଟଛାଣ୍ଟ କରୁଛନ୍ତି।…

ମଙ୍ଗଳବାରଠୁ ଧୀରେ ଧୀରେ ସ୍ବାଭାବିକ ହେବ ଟ୍ରେନ୍‌ ଚଳାଚଳ

ନୂଆଦିଲ୍ଲୀ,୧୧।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୫ରୁ ଯାତ୍ରୀବାହୀ ରେଳ ସେବା ବନ୍ଦ ହୋଇଛି। ତେବେ ଏହି ସେବା ଆସନ୍ତା ମଙ୍ଗଳବାରଠାରୁ ଦେଶ ମଧ୍ୟରେ ଧୀରେ ଧୀରେ ସ୍ବାଭାବିକ ହେବ। ରେଳ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ନିଷ୍ପତ୍ତି ହୋଇଛି। ପ୍ରାଥମିକ…

ଦୂତୀ ବାଣ୍ଟିଲେ ଖାଦ୍ୟ ପୁଡ଼ିଆ

ଭୁବନେଶ୍ୱର, ୧୧।୫(କ୍ରୀଡ଼ା ପ୍ରତିନିଧି)-ଆଥଲେଟିକ୍ସ ଟ୍ରାକ୍‌ରେ ନିଜର ଚମକ ଦେଖାଇ ରାଜ୍ୟ ଏବଂ ଦେଶକୁ ଗର୍ବିତ କରିଥିବା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ସମାଜସେବା କ୍ଷେତ୍ରରେ ମଧ୍ୟ ଆଗକୁ ବଢ଼ି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣ ପ୍ରଭାବରୁ…

ବଜ୍ରପାତ ନେଇ ୭ ଜିଲାକୁ ୟେଲୋ ଓ୍ବାର୍ନିଂ: ୪୨.୫ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ରବିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଝଡ଼ ତୋଫାନ ସହ ବଜ୍ରପାତ ସୂଚନା ମିଳିଛି। କେନ୍ଦୁଝରରେ ସର୍ବାଧିକ ୩୧.୬ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜମ, କନ୍ଧମାଳ, ନୟାଗଡ଼, ମୟୂରଭଞ୍ଜ,…

ଭ୍ୟାକ୍ସିନ୍‌ ସହଜ ନୁହେଁ, ଭଲ ହେଲା ପରେ ପୁଣି ହେଉଛି କରୋନା

ଭୁବନେଶ୍ୱର,୧୧ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସାରା ବିଶ୍ୱରେ ଲକ୍‌ଡାଉନ ୍‌ ଜାରି ରହିଛି। ସଂକ୍ରମଣ ଯୋଗୁ ଚାରିଆଡ଼େ କରାଯାଉଥିବା ବେଳେ ଏହା କେତେଦିନ ଜାରିରହିବ ତାହା କାହାରିକୁ ଜଣାନାହିଁ। ବିଶ୍ୱବ୍ୟାପୀ କରୋନାକୁ ନେଇ ଅଥନୀତି ସମ୍ପୂର୍ଣ୍ଣ ବିଗିଡ଼ିବାରେ ଲାଗିଥିବାବେଳେ ଏହିରୋଗର ଭ୍ୟାକ୍ସିନ୍‌…

ଆକ୍ରାନ୍ତଙ୍କ ତଥ୍ୟ ଲିକ୍‌, ହେବ ତଦନ୍ତ

ଅନୁଗୋଳ ଅଫିସ, ୧୧।୫:  ଅନୁଗୋଳ ଜିଲାର ୧୩ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ଲିକ୍‌ ହୋଇଯାଇଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ ନିକଟରୁ ଜିଲା ପ୍ରଶାସନ ପାଖକୁ ଆସିଥିବା ସଂକ୍ରମିତଙ୍କ ନାଁ, ଠିକଣା ଆଦିର ତାଲିକା ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଏହାକୁ ନେଇ…

ଟିକ୍‌ଟକ୍‌ ଛାଡ଼ି ଏବେ କ୍ୱାରାଣ୍ଟାଇନ୍‌ ଅନ୍ତେବାସୀ କରୁଛନ୍ତି ଯୋଗାଭ୍ୟାସ

ଭଦ୍ରକ ଅଫିସ,୧୧ା୫ : ଭଦ୍ରକ ଜିଲା ତିହିଡି ବ୍ଲକ ଭାଟପଡ଼ା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌ ଭିଡିଓ କିଛି ଦିନ ତଳେ ସମଗ୍ର ରାଜ୍ୟରେ ଚହଳ ସୃଷ୍ଟି କରିଥିଲା। ଏବେ ଏହି କ୍ୱାରାଣ୍ଟାଇନ୍‌ ସେଣ୍ଟରର ଅନ୍ତେବାସୀମାନେ ନିଜର ତ୍ରୁଟି ସୁଧାରି ଦୈନିକ ସକାଳ…

ଭଦ୍ରକ ଷ୍ଟେଶନରେ ଓହ୍ଲାଇବେ ପ୍ରବାସୀ ଓଡ଼ିଆ: ବ୍ୟାପକ ପ୍ରସ୍ତୁତି

ଭଦ୍ରକ ଅଫିସ,୧୧ା୫: ଭଦ୍ରକ ଷ୍ଟେଶନରେ ସୋମବାର ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ଆସି ପହଞ୍ଚିବେ। ଏଥିପାଇଁ ପ୍ରଶାସନିକସ୍ତରରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରବିବାର ସନ୍ଧ୍ୟାରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ, ଏସ୍‌ପି ରାଜେଶ ପଣ୍ଡିତ, ପିଡି ମଧୁସୂଦନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri