ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର
ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ ନୁହେ ଁବୋଲି ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଶନିବାର ଆୟୋଜିତ ଏକ୍…
ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos
ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ ନିଜର ବାନ୍ଧବୀ ସୋଫି ଶାଇନ (Sophie Shine)ଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ…
ମେଟ୍ରିକ୍ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର
ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଥିଲେ। ବିଦ୍ୟାଳୟରୁ ପରୀକ୍ଷା କେନ୍ଦ୍ର ମାତ୍ର ୩ କିଲୋମିଟର ଦୂରତା ହୋଇଥିବା…
ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍ ଫଟୋ
ମୁମ୍ବାଇ: ବଲିଉଡର ଫିଟନେସ୍ କୁଇନ୍ ତଥା ଖ୍ୟାତନାମା ଆଇଟମ୍ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକଅପ ପରେ ଏବେ ମଲାଇକାଙ୍କ ନାଁ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ସହ ଯୋଡ଼ା…
ଜଙ୍ଗଲରେ ଭୋଜି ମନା
ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି କରାଯାଇଛି। ଜାରି କଟକଣାରେ ଅନୁଗୋଳ ଅଧୀନ ଜଙ୍ଗଲରେ ବଣଭୋଜି କିମ୍ବା ସାମାଜିକ ସମାବେଶ…
ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ
କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ ଛାତ୍ରୀଙ୍କୁ ଜାନୁଆରୀ ୧୪ ତାରିଖରେ ଗଣବଳାତ୍କାର କରାଯାଇଥିବା ନେଇ ଛାତ୍ରୀଜଣକ ତାଙ୍କ ମା’ଙ୍କୁ…
Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…
ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ ଖୋଲି ଦେଇଛନ୍ତି । ମୋଟ୍ ୧୬ଟି ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…
ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ
ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ବିଷୋୟୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ପ୍ରଧାନାଚାର୍ଯ୍ୟ ଭଗବତୀ…
ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା
ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ ହଲଠାରେ ଅନୁଷ୍ଠିତ ହୋଇଥିଲା।ବିଡିିଓ ଅଚ୍ୟୁତାନନ୍ଦ ଯାନୀ ଏହାର ଶୁଭାରମ୍ଭ କରିଥିଲେ। ଶକ୍ତିଶିଖା ନାମକ…
‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’
ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ ୧୦୧୩ କୋଟି ଟଙ୍କା ବ୍ୟୟରେ ସରକାର ଏକ ବୃହତ ଡ୍ୟାମ୍ ନିର୍ମାଣ ଯୋଜନା…
ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …
ଭୁବନେଶ୍ୱର,୨୧।୨: କିସ୍ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩ ଫୁଟିଆ ଖଟରେ ଜୀବନ ହାରିବା ସମ୍ଭବ ନୁହେଁ। ମୁଁ କହିଥିଲି ମୁଁ ଗଲେ…
ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…
ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ ତରଳ ଗ୍ୟାସ ବୋଝେଇ ଏକ ଟ୍ରକ ରାସ୍ତାରେ ଓଲଟି ପଡ଼ିଛି, କିଛି ମୁହୂର୍ତ୍ତ…

