Home Left

ପ୍ରଥମେ ବିରିୟାନୀ, ଏବେ ରଙ୍ଗମିଶା ଭାତ: ୧୭ ତାରିଖ ପର୍ଯ୍ୟନ୍ତ ବୁଲା ଜୀବଜନ୍ତୁଙ୍କୁ ଖାଦ୍ୟ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଖାଇବାକୁ ପାଉ ନ ଥିବା ବୁଲା କୁକୁର ଓ ଗାଈଗୋରୁଙ୍କୁ ଖାଦ୍ୟ ଯୋଗାଇଦେବାକୁ ରାଜ୍ୟ ସରକାର ଗତ ମାର୍ଚ୍ଚରେ ୫୪ ଲକ୍ଷ ଟଙ୍କା ଅନୁମୋଦନ କରିଥିଲେ। ୫ଟି ମହାନଗର ନିଗମ ସହ ୪୮ ପୌରପାଳିକା ପାଇଁ ମୁଖ୍ୟମନ୍ତ୍ରୀଙ୍କ…

୩୭ ଦିନ ପରେ ପୁରୀକୁ ଫେରିଲା କରୋନା

ପୁରୀ ଅଫିସ,୧୧।୫: ୩୭ ଦିନ ପରେ ପୁରୀ ଜିଲାକୁ ଫେରିଛି କରୋନା। ଜିଲାରୁ ରବିବାର ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ପଷ୍ଟ କରିବା ପରେ ଜିଲାବାସୀଙ୍କ…

ବଇଣ୍ଡା ୭୨ ଘଣ୍ଟା ଶଟ୍‌ଡାଉନ; ଜିଲାପାଳ କ୍ଷମତା ବ୍ୟବହାର କଲେ ସରପଞ୍ଚ

ବଇଣ୍ଡା, ୧୧ା୫ (ଡି.ଏନ.ଏ.): ଅନୁଗୋଳ ଜିଲାରେ ରବିବାର ୧୩ କରୋନା ସଂକ୍ରମିତ ଚିହ୍ନଟ ପରେ ସଂକ୍ରମଣ ରୋକିବାକୁ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଜିଲାପାଳଙ୍କ କ୍ଷମତା ବ୍ୟବହାର କରି ବଇଣ୍ଡା ସହ ପଞ୍ଚାୟତକୁ ୭୨ ଘଣ୍ଟା ଶଟ୍‌ଡାଉନ ଘୋଷଣା କରିଛନ୍ତି। ଉକ୍ତ…

ଆଇନଜୀବୀଙ୍କୁ ମିଳିବ ୧୦ ହଜାର ସହାୟତା

କଟକ ଅଫିସ୍‌,୧୧।୫: କରୋନା ପ୍ରଭାବରେ ରୋଜଗାର ହରାଇଥିବା ଆଇନଜୀବୀଙ୍କୁ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଆର୍ଥତ୍କ ସହାୟତା ମିଳିବ। ଓଡ଼ିଶା ରାଜ୍ୟ ଆଇନ୍‌ଜୀବୀ ପରିଷଦ ପକ୍ଷରୁ ଏ ନେଇ ପଦକ୍ଷେପ ନିଆଯାଇଛି। ପରିଷଦ ଦ୍ୱାରା ପ୍ରସ୍ତୁତ ଜରୁରିକାଳୀନ ଆର୍ଥତ୍କ ସହାୟତା ନିୟମ -୨୦୨୦କୁ…

ସଂକ୍ରମିତ ଅନୁଗୋଳ ଯୁବକ ଜୀବନବୀମା ଏଜେଣ୍ଟ

ଅନୁଗୋଳ ଅଫିସ, ୧୧।୫: ସକାଳେ ରିପୋର୍ଟ ଆସିଥିବା ୧୩ ପଜିଟିଭଙ୍କ ମଧ୍ୟରୁ ଜଣେ ଅନୁଗୋଳ ସହରର ଯୁବକ ବୋଲି ଜଣାପଡ଼ିବା ପରେ ପ୍ରଶାସନ, ପୋଲିସ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ତାଙ୍କ ଘର ସମ୍ମୁଖରେ ପହଞ୍ଚତ୍ଥିଲେ। ଯୁବକ ଜଣଙ୍କ କିପରି ସଂକ୍ରମିତ ହେଲେ…

ଭଦ୍ରକର ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ୨୦ ବଖରା

ଭଦ୍ରକ ଅଫିସ,୧୧ା୫: ରବିବାର ବିଳମ୍ବିତ ରାତିରେ ଭଦ୍ରକର ଭିନ୍ନ ଭିନ୍ନ ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ୨୦ ବଖରା ଜଳିଯାଇଛି। ଭଦ୍ରକ ପୌରପାଳିକା ଜାନୁଗଞ୍ଜ ବଢିଆ ସାହିର ମୃତ୍ୟୁଞ୍ଜୟ ବେଜ୍‌ ଓ ସଞ୍ଜୟ ବେଜ୍‌ଙ୍କ ଦୁଇ ବଖରା ଜଳିଯାଇଛି। ଅଗ୍ନିକାଣ୍ଡର କାରଣ…

କାଉଣ୍ଟି କ୍ରିକେଟ ନ ଖେଳନ୍ତୁ ବୁମ୍‌ରା

ନୂଆଦିଲ୍ଲୀ, ୧୧ା୫ (ପି.ଟି.)-ଯଶପ୍ରୀତ ବୁମ୍‌ରାଙ୍କ ଭଳି ଖେଳାଳି କାଉଣ୍ଟି କ୍ରିକେଟ ଖେଳିବା ଲାଗି ବ୍ୟଗ୍ର ହେବା ଉଚିତ୍‌ ନୁହେଁ ବୋଲି କହିଛନ୍ତି ପାକିସ୍ତାନର କିମ୍ବଦନ୍ତୀ କ୍ରିକେଟର ଓ୍ବାସିମ ଆକ୍ରାମ। ବୁମ୍‌ରା କ୍ରିକେଟର ସମସ୍ତ ଫର୍ମାଟରେ ଖେଳୁଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ…

ଜିଲା ବାହାର ଶ୍ରମିକଙ୍କୁ ନେଇ ଠିକାସଂସ୍ଥାରେ ଉତ୍ତେଜନା

ଦାରିଙ୍ଗବାଡ଼ି,୧୧।୫(ଡି.ଏନ.ଏ)- ସରକାର ଗ୍ରୀନ୍‌ଜୋନ୍‌ରେ ଚାଷକାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାମ ସାମାଜିକ ଦୂରତା ରଖି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକ ଠିକାସଂସ୍ଥାରେ ଜିଲା ବାହାର ଶ୍ରମିକ କାମ କରୁଥିବା ନେଇ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ପ୍ରକାଶ…

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଆଇସିଏମ୍‌ଆର୍‌, ଡବ୍ଲ୍ୟୁଏଚ୍‌ଓ ପ୍ରତିନିଧି ଦଳ

ଗୋପାଳପୁର,୧୧ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦ୍ରୁତ ଗତିରେ କରୋନା ପଜିଟିଭଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ଡବ୍ଲ୍ୟୁଏଚ୍‌ଓ, ଆଇସିଏମ୍‌ଆର ପ୍ରତିନିଧି ଦଳ ରବିବାର ଦୁଇଟି ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଛନ୍ତି। ମଧ୍ୟାହ୍ନରେ ଆଇସିଏମ୍‌ଆର ବୈଜ୍ଞାନିକ ଡାକ୍ତର ଜୟପ୍ରକାଶ କ୍ଷତ୍ରୀ ଓ ଡବ୍ଲୁଏଚ୍‌ଓ ଷ୍ଟେଟ୍‌…

ଧୀରେ ଧୀରେ ସ୍ବାଭାବିକ ହେବ ଟ୍ରେନ୍‌: ସୋମବାର ୪ଟାରୁ ଆଇଆର୍‌ସିଟିସିରେ ଟିକେଟ ବୁକିଂ

ନୂଆଦିଲ୍ଲୀ,୧୦।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୫ରୁ ଯାତ୍ରୀବାହୀ ରେଳ ସେବା ବନ୍ଦ ହୋଇଛି। ତେବେ ଏହି ସେବା ଆସନ୍ତା ମଙ୍ଗଳବାରଠାରୁ ଦେଶ ମଧ୍ୟରେ ଧୀରେ ଧୀରେ ସ୍ବାଭାବିକ ହେବ। ରେଳ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ନିଷ୍ପତ୍ତି ହୋଇଛି। ପ୍ରାଥମିକ…

କୁମ୍ପି ଭାଙ୍ଗି କୋଭିଡ୍‌ ଫଣ୍ଡକୁ ଅର୍ଥଦାନ କଲେ ଛାତ୍ର

କବିସୂର୍ଯ୍ୟନର,୧୦ା୫(ଡି.ଏନ୍‌.ଏ.)- ବର୍ଷକର ପକେଟ ମନିକୁ ସପ୍ତମ ଶ୍ରେଣୀ ଛାତ୍ର ସାର୍ଥକ କୁମାର କବିସୂର୍ଯ୍ୟନଗର ତହସିଲଦାର ପ୍ରକାଶ କୁମାର ମିଶ୍ରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ୍‌)କୁ ଦାନ କରିଛନ୍ତି। ବାପା ମା’ ଦେଇଥିବା ପକେଟ ମନିକୁ ଖର୍ଚ୍ଚ ନ କରି ସେ…

ଅନ୍ତେବାସୀଙ୍କୁ ଗାଳିଦେଇ ଶିକ୍ଷକ ନିଲମ୍ବିତ

ଦିଗପହଣ୍ଡି,୧୦ା୫(ଡି.ଏନ.ଏ.)- ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ଗାଳିଗୁଲଜ କରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ଏନେଇ ଭିଡିଓ ଭାଇରାଲ ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ବିଇଓ ନିଲମ୍ବନ କରିଛନ୍ତି। ସେ ହେଲେ ଜକର ନୋଡାଲ ୟୁପି ସ୍କୁଲର ସହକାରୀ ଶିକ୍ଷକ ବିଶ୍ୱଜିତ୍‌ ପ୍ରଧାନ। ଦିଗପହଣ୍ଡି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri