ତାଗିଦ କଲେ ଗଞ୍ଜାମ ଜିଲାପାଳ: କ୍ୱାରାଣ୍ଟାଇନ୍ ସେଣ୍ଟରକୁ ଯାଉଛନ୍ତି ପରିବାର ସଦସ୍ୟ, ଉଲ୍ଲଂଘନ ନେଇ ରୁଜୁ ହେବ ମାମଲା
ଛତ୍ରପୁର, ୧୦।୫(ଡି.ଏନ୍.ଏ.)- ବାରମ୍ବାର ଜ଼ିଲାପାଳଙ୍କ ତାଗିଦ୍ ସହ କାର୍ଯ୍ୟାନୁଷ୍ଠାନ ଚେତାବନୀ ପରେ ମଧ୍ୟ୍ୟ ଗଞ୍ଜାମ ଜିଲାର କେତେକ କ୍ୱାରାଣ୍ଟାଇନ୍ ସେଣ୍ଟରଗୁଡିକରେ ଥିବା ପ୍ରବାସୀଙ୍କୁ ଭେଟିବା ଲାଗି ପରିବାର ସଦସ୍ୟ ଯାଉଛନ୍ତି। ଉକ୍ତ ବ୍ୟକ୍ତିମାନଙ୍କ ବିରୋଧରେ ମାମଲା ରୁଜୁ ହେବ ବୋଲି ଜିଲାପାଳ…
ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସମ୍ପର୍କୀୟ ବୋହୂ ନିଖୋଜ
ବଡ଼ବିଲ,୧୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ଜଣେ ବୃଦ୍ଧାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି ମୁଣ୍ଡା। ବୃଦ୍ଧାଙ୍କ ସାଙ୍ଗରେ ଯାଇଥିବା…
ଗଞ୍ଜାମରେ ଆଉ ୫ କୋଭିଡ୍ ହସ୍ପିଟାଲ: ଜିଲାପାଳ
ଛତ୍ରପୁର,୧୦ା୫(ଡି.ଏନ୍.ଏ.): ଗଞ୍ଜାମରେ ଆଉ ୫ଟି କୋଭିଡ୍ ହସ୍ପିଟାଲ ଖୋଲାଯିବ। ଏନେଇ ପ୍ରସ୍ତୁତି ସରିଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବର୍ତ୍ତମାନ ଜିଲାର ଶିତଳାପଲି ଠାରେ କୋଭିଡ୍ ହସ୍ପିଟାଲ ରହିଛି। ସେଠାରେ ୨୦୦ ଶଯ୍ୟା ରହିଛି।…
ବ୍ରହ୍ମପୁରକୁ ପୋଲିସ ଡିଜିଙ୍କ ଅଚାନକ ଗସ୍ତ: କୋଭିଡ-୧୯ ମୁକାବିଲା ଉପରେ ସମୀକ୍ଷା, ସଂଗରୋଧ କକ୍ଷ ବାହାରେ ସୁରକ୍ଷା କଡ଼ାକଡ଼ି ଉପରେ ଗୁରୁତ୍ୱାରୋପ
ବ୍ରହ୍ମପୁର ଅଫିସ,୧୦।୫- ସୁରଟ ଫେରନ୍ତାଙ୍କୁ ନେଇ ରାଜ୍ୟରେ ଗଞ୍ଜାମ ଜିଲାର ଚିତ୍ର ସମୂର୍ଣ୍ଣ ଭାବେ ବଦଳି ଯାଇଛି। ଲକ୍ଡାଉନ୍ କୋହଳ ହେବା ପରେ ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାକୁ ଲାଗିଛି। ଜିଲାରେ ଗତ ୭ ଦିନ…
ରେଡ୍ ଜୋନ୍ ଘୋଷଣା କ୍ଷମତା ବାହାରେ, ସରକାରଙ୍କ ନିର୍ଦ୍ଦେଶ ଯାଏ ପୂର୍ବବତ୍ ରହିବ ଅନୁଗୋଳ: ଜିଲାପାଳ
ଅନୁଗୋଳ ଅଫିସ,୧୦।୫: ଅନୁଗୋଳ ଜିଲାରେ ରବିବାର ସକାଳୁ ୧୩ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ ସୁରଟ ଫେରନ୍ତା, ଜଣେ ମହାରାଷ୍ଟ୍ର ଫେରନ୍ତା ଥିବା ବେଳେ…
କୋମାରେ ଯୋଗୀ
ରାୟପୁର,୧୦।୫: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରେ ଲାଗିଛି। ଏବେ ସେ କୋମାକୁ ଚାଲିଯାଇଥିବା ବେଳେ ଆସନ୍ତା ୪୮ ଘଣ୍ଟା ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ରାୟପୁରର ଶ୍ରୀ ନାରାୟଣ ହସ୍ପିଟାଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ,…
ଲକ୍ଡାଉନ: ଏକ ଟଙ୍କାରେ ଇଡଲି ଯୋଗାଉଛନ୍ତି ୮୫ ବର୍ଷୀୟା ବୃଦ୍ଧା
ତାମିଲନାଡୁର କୋଏମ୍ବାଟୁର ସହରଠାରୁ ପ୍ରାୟ ୨୦ କିଲୋମିଟର ଦୂର ପେରୁର ନିକଟରେ ଭାଦିଭେଲାମପାଲୟମ ଗାଁରେ ରହୁଥିବା ୮୫ ବର୍ଷୀୟା ବୃଦ୍ଧା କମଲାଥଲ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମସ୍ତଙ୍କ ଆଦରର ଦାଦିଭାବେ ପରିଚିତ କମଲାଥଲ ବେଶ୍ କିଛି ବର୍ଷ ହେବ…
ଭାରତର ଏହି ନଦୀ ମଧ୍ୟରେ ରହିଛି ହଜାର ହଜାର ଶିବଲିଙ୍ଗ
ପୃଥିବୀରେ ଅନେକ ସ୍ଥାନ ଅଛି, ଯାହାର ରହସ୍ୟ ଜାଣିବା ବହୁ କଷ୍ଟକର। ଭାରତରେ ଏପରି ସ୍ଥାନର ଅଭାବ ନାହିଁ। କର୍ନାଟକରେ ଏମିତି ଏକ ସ୍ଥାନ ଅଛି, ଯାହା ଧର୍ମ ସହିତ ଜଡ଼ିତ। ଏଠାରେ ହଜାର ହଜାର ଶିବଲିଙ୍ଗ ନଦୀ ମଧ୍ୟରେ ଦେଖିବାକୁ…
୨୪ ଘଣ୍ଟାରେ ୭ ଅଧିକାରୀଙ୍କ ସମେତ ୭୨ ପୋଲିସ କରୋନା ସଂକ୍ରମିତ
ମୁମ୍ବାଇ,୧୦।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ଏଥିରେ ଅଧିକମାତ୍ରାରେ ପୋଲିସ ସଂକ୍ରମିତ ହୋଇଥିବା ଦେଖାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୭ ଅଧିକାରୀଙ୍କ ସମେତ ୭୨ ପୋଲିସ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି।…
ଏୟାର ଇଣ୍ଡିଆର ୫ ପାଇଲଟ କରୋନା ପଜିଟିଭ
ନୂଆଦିଲ୍ଲୀ,୧୦।୫: ଚିନ୍ତା ବଢାଇଲାଣି କରୋନା। ଦେଶରେ ଏହା ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ରବିବାର ଏୟାର ଇଣ୍ଡିଆର ୫ ଜଣ ପାଇଲଟ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କାର୍ଯ୍ୟରେ ଯୋଗ ଦେବାର ୭୨ ଘଣ୍ଟା ପୂର୍ବରୁ ଏମାନଙ୍କର ଟେଷ୍ଟ…
ଅପରେଶନ ସମୁଦ୍ର ସେତୁ: ମାଲଦ୍ୱୀପରୁ ୬୯୮ ଭାରତୀୟଙ୍କୁ ନେଇ କୋଚି ପହଞ୍ଚିଲା ଆଇଏନ୍ଏସ୍ ଜଲାଶ୍ୱ
ନୂଆଦିଲ୍ଲୀ,୧୦।୫: ବିଦେଶରେ ଫସି ରହିଥିବା ଭାରତୀୟକୁ ଫେରାଇ ଆଣିବା ଲାଗି ଭାରତ ସରକାର ବନ୍ଦେ ଭାରତ ମିଶନ ଓ ଅପରେଶନ ସମୁଦ୍ର ସେତୁ କାର୍ଯ୍ୟକାରୀ କରିଛନ୍ତି। ଏହା ମାଧ୍ୟମରେ ସମ୍ପୂର୍ଣ୍ଣ ସୁରକ୍ଷା ଯାଞ୍ଚ ପରେ ଭାରତୀୟଙ୍କୁ ଦେଶକୁ ଫେରାଇ ଅଣାଯାଉଛି। ରବିବାର…
କରୋନାକୁ ପୂରିଲା ୧୦୧ ଦିନ: ଉଦାହରଣ ପାଲଟିଲା କେରଳ, ମହାରାଷ୍ଟ୍ରରେ ସ୍ଥିତି ଅଣାୟତ
ନୂଆଦିଲ୍ଲୀ,୧୦।୫: କରୋନା ଭାଇରସ ବିରୋଧରେ ସାରା ଦେଶ ଏକ ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା ବେଳେ ଏବେ ଭାରତରେ କରୋନାକୁ ପୂରଣ ହୋଇଛି ୧୦୧ ଦିନ। ଏହି ସମୟ ମଧ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଦେଶରେ ପ୍ରଥମ କରି ଜାନୁୟାରୀ ୩୦ରେ…
Archives


