ଚିନ୍ତା ବଢ଼ାଉଛନ୍ତି ସୁରଟ ଫେରନ୍ତା: ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି
ବାରିପଦା ଅଫିସ,୯।୫: ମୟୁରଭଞ୍ଜ ଜିଲାରେ ଶନିବାର ସକାଳେ ଆଉ ୩ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କପ୍ତିପଦା ବ୍ଲକର ହୋଇଥିବା ବେଳେ ସମସ୍ତେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତ ପୁରୁଷ ବୋଲି ଜିଲାପାଳ…
ପାଇପ୍ରେ କ୍ଷୀର ଯୋଗାଣ
ନୂଆଦିଲ୍ଲୀ: କରୋନା ପାଇଁ ଏବେ ସମସ୍ତେ ସାମାଜିକ ଦୂରତା ଅବଲମ୍ବନ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି। ତେବେ ସାମାଜିକ ଦୂରତା ରକ୍ଷା କରିବା ପାଇଁ ବେଳେବେଳେ କେତେଜଣ ଏଭଳି ଉପାୟ ଅବଲମ୍ବନ କରିଥାନ୍ତି, ଯେଉଁଥିପାଇଁ ସବୁଆଡ଼େ ଚର୍ଚ୍ଚାର କାରଣ ପାଲଟିଥାନ୍ତି। ଏଭଳି…
ଛତିଶଗଡ଼ ଏନ୍କାଉଣ୍ଟର: ଜଣେ ସବ୍ ଇନ୍ସପେକ୍ଟର ଶହୀଦ, ୪ ମାଓବାଦୀ ମୃତ
ରାଜନନ୍ଦଗାଁ,୯।୫: ଛତିଗଡ଼ର ମାଓ ପ୍ରଭାବିତ ଅଞ୍ଚଳ ରାଜନନ୍ଦଗାଁ ଜିଲାରେ ଶନିବାର ସୁରକ୍ଷା କର୍ମୀ ଓ ମାଓମାବଦୀଙ୍କ ମଧ୍ୟରେ ହୋଇଥିବା ଏନ୍କାଉଣ୍ଟରରେ ଜଣେ ପୋଲିସ ସବ୍ ଇନ୍ସପେକ୍ଟର ଶହୀଦ ହେବା ସହ ୪ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ନିକଟରୁ ଏକେ…
ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା
ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲା ଚରମ୍ପା ଜଳ ବଣ୍ଟନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଶୁକ୍ରବାର ୩୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରାଙ୍କୁ କମିଟି ପକ୍ଷରୁ ଏହି ଟଙ୍କା…
ଦେଶରେ ୬୦ ହଜାର ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଏବେ ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ୧୦ ଦିନରେ ସଂକ୍ରମିତଙ୍କ ସଂଖ୍ୟା ଦୁଇଗୁଣ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩,୩୨୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୯୫ ଜଣଙ୍କର ମୃତ୍ୟୁ…
କେରଳ, ସୁରଟରୁ ଫେରିଲେ ମୋହନାର ୧୨ପ୍ରବାସୀ
ଆର.ଉଦୟଗିରି,୯।୫(ଡି.ଏନ୍.ଏ): ଗଜପତି ଜିଲାର ମୋହନା ବ୍ଲକକୁ କେରଳ ଓ ସୁରତରୁ ୧୨ଜଣ ପ୍ରବାସୀ ଓଡ଼ିଆ ଆସିଥବା ଜଣାପଡିଛି। ଶୁକ୍ରବାର ଅପରାହ୍ନରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେସନରେ ୧୨ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇଥିଲେ। ସେଥିମଧ୍ୟରୁ ୧୧ଜଣ କେରଳରୁ ଫେରିଥିବା ବେଳେ ଜଣେ ସୁରଟ…
ଅନ୍ନପୂର୍ଣ୍ଣା ହିତାଧିକାରୀଙ୍କୁ ମିଳିଲା ଚାଉଳ
ଆରଡି, ୯।୫(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତର ୫ଜଣ ଅନ୍ନପୁନ୍ନା ହିତାଧିକାରୀଙ୍କୁ ଶୁକ୍ରବାର ୩ ମାସର ଚାଉଳ ବଣ୍ଟନ କରାଯାଇଛି। ଜିଲା ଯୋଗାଣ ଅଧିକାରୀ ମିର୍ ରାଜା ଅଲ୍ଲିଙ୍କ ହସ୍ତକ୍ଷେପ ଯୋଗୁ ଏହା ସମ୍ଭବ ହୋଇଥିବା ଜଣାପଡିଛି।…
୯୦% ସ୍ବାସ୍ଥ୍ୟକର୍ମୀଙ୍କୁ ତାଲିମ
ଭୁବନେଶ୍ୱର, ୯।୫(ବ୍ୟୁରୋ): କରୋନା ମୁକାବିଲା ଲାଗି ଡାକ୍ତର, ନର୍ସ, ବୈଷୟିକ ସହାୟକ ଏବଂ ଚିକିତ୍ସା ସହାୟକମାନଙ୍କୁ ତାଲିମ ଦିଆଯାଇଛି। ସେମାନେ ପୂର୍ଣ୍ଣ ଦକ୍ଷତା ସହ ଯେକୌଣସି ସମ୍ଭାବ୍ୟ ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ଥିବା ସରକାର ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ…
ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ବ୍ୟାରିକେଡ୍
ପୁରୀ ଅଫିସ, ୯।୫: ରଥ ନିର୍ମାଣ କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ସେ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ରଥ ନିର୍ମାଣକାରୀଙ୍କ ବ୍ୟତୀତ ରଥଖଳାକୁ ଯେପରି ଅନ୍ୟମାନେ ପ୍ରବେଶ କରି ନ ପାରିବେ ତାହା ଉପରେ ଗୁରୁତ୍ୱ…
ପୋଲିସଙ୍କୁ ମିଳିବ କରୋନା ସୁରକ୍ଷା ତାଲିମ
କଟକ ଅଫିସ୍, ୯।୫: କରୋନା ଭୂତାଣୁର ଦ୍ରୁତ ସଂକ୍ରମଣ ଯୋଗୁ ରାଜ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇ ପଡ଼ିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ଶୁକ୍ରବାର ରାଜ୍ୟର ସମସ୍ତ ରେଞ୍ଜ…
ଶ୍ରମିକମାନେ ୧୨ ଘଣ୍ଟା କାର୍ଯ୍ୟ କରିପାରିବେ
ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟ ସରକାର ୨୦୨୦ ଏପ୍ରିଲ ୨୦ରେ ଶିଳ୍ପ ଓ ବାଣିଜି୍ୟକ କାର୍ଯ୍ୟକଳାପ ପାଇଁ ଜାରି କରିଥିବା କଟକଣାକୁ କିଛି ମାତ୍ରାରେ କୋହଳ କରିଛନ୍ତି। ଶ୍ରମିକମାନେ ଦୈନିକ ୮ ଘଣ୍ଟା ବଦଳରେ ୧୨ ଘଣ୍ଟା କାମ କରି ପାରିବେ। ଶ୍ରମିକମାନଙ୍କୁ…
ଆଜି ଚୂଡ଼ାନ୍ତ ହେବ ମାଟ୍ରିକ ଖାତା ମୂଲ୍ୟାୟନ ତାରିଖ
ଭୁବନେଶ୍ୱର, ୯।୫(ବ୍ୟୁରୋ): ଶିକ୍ଷା କ୍ଷେତ୍ରକୁ କରୋନା ବ୍ୟାପକ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ ପରୀକ୍ଷା ଶେଷ ହୋଇ ନ ଥିବାବେଳେ ମାଟ୍ରିକ ଖାତା ମୂଲ୍ୟାୟନ ମଧ୍ୟ ହୋଇନାହିଁ। ତେବେ ମାଟ୍ରିକ ଖାତା ଦେଖା ନେଇ ଶନିବାର ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି…
Archives


