Home Left

ପ୍ଲାଜ୍‌ମା ଥେରାପି ଲାଗି ଆଇସିଏମ୍‌ଆର୍‌କୁ ସ୍ବୀକୃତି

ନୂଆଦିଲ୍ଲୀ, ୯ା୫: ପ୍ରାଣଘାତୀ କରୋନା ଲୋକଙ୍କ ଜୀବନ ନେବାରେ ଲାଗିଛି। ଏଭଳି ସ୍ଥିତିରେ କରୋନା ରୋଗୀଙ୍କୁ ପ୍ଲାଜ୍‌ମା ଥେରାପି ଲାଗି ଆଇସିଏମ୍‌ଆର୍‌କୁ ସ୍ବୀକୃତି ମିଳିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର କୁହାଯାଇଛି ଯେ, ନ୍ୟାଶନାଲ ଏଥିକ୍ସ…

ୟୁକ୍ରେନ୍‌ରେ ପଢୁଥିବା ଛାତ୍ରୀଛାତ୍ରଙ୍କ ବିମାନ ଖର୍ଚ୍ଚରେ ସବ୍‌ସିଡି ଦାବି

ଭୁବନେଶ୍ୱର,୯।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ସେମାନଙ୍କ ମାତାପିତା। ପ୍ରତିବର୍ଷ ପ୍ରାୟ ୧ ହଜାର ଛାତ୍ରୀଛାତ୍ର ମେଡିକାଲ ଶିକ୍ଷା ପାଇଁ ୟୁକ୍ରେନ୍‌ ଯାଉଥିବାବେଳେ ସେମାନେ ଏବେ ସେଠାରେ ଫସି ରହିଛନ୍ତି।…

ପଲିମର୍‌ କମ୍ପାନୀକୁ ୫୦ କୋଟି ଜରିମାନା

ନୂଆଦିଲ୍ଲୀ,୯ା୫(ପି.ଟି.): ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଥିବା ଏଲ୍‌ଜି ପଲିମର୍ସ କମ୍ପାନୀରେ ବୁଧବାର ରାତିରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହୋଇ ୧୨ ଜଣଙ୍କ ଜୀବନ ଯିବା ଘଟଣାରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ଉକ୍ତ କମ୍ପାନୀ ଉପରେ ୫୦ କୋଟି ଟଙ୍କାର ଅନ୍ତରୀଣ ଜରିମାନା…

୧୦ ହଜାର ଟପିଲା ‘ମୋ ପ୍ରତିଭା’ ଆବେଦନ

ଭୁବନେଶ୍ୱର,୯।୫(ବ୍ୟୁରୋ): ଲକ୍‌ଡାଉନ୍‌ରେ ଶିଶୁଙ୍କ ସୃଜନଶୀଳତାର ବିକାଶ ପାଇଁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ୟୁନିସେଫ୍‌ ଦ୍ୱାରା ଆରମ୍ଭ ହୋଇଥିବା ‘ମୋ ପ୍ରତିଭା’ ଅନ୍‌ଲାଇନ୍‌ ପ୍ରତିଯୋଗିତା ଇତି ମଧ୍ୟରେ ୫ ସପ୍ତାହ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ନିଶ୍ଚିନ୍ତକୋଇଲି,୯।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ତରତ ଶାସନ ପଞ୍ଚାୟତର ୮୩ ମହିଳା ସୟଂସହାୟକ ଗୋଷ୍ଠୀ, ଅଙ୍ଗନୱାଡି କର୍ମୀ ଓ ଆଶାକର୍ମୀ ମିଶି ୬୦,୦୦୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ସ୍ଥାନୀୟ ତହସିଲଦାରଙ୍କୁ ଏହି ସହାୟତା ରାଶି…

କରୋନା ସମ୍ପର୍କରେ ଶିଶୁଙ୍କୁ ସଚେତନ କରାଯିବ

କଟକ ଅଫିସ୍‌,୯।୫: ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁମାନଙ୍କର ସୁରକ୍ଷା ପାଇଁ ଏକ ରାଜ୍ୟ ସ୍ତରୀୟ ପ୍ରଚାର ଅଭିଯାନର ଶୁକ୍ରବାର ଶୁଭାରମ୍ଭ ହୋଇଛି। ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷା ତଥା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା ମୁଖ୍ୟ…

ଛଟେଇ ଆଣିବ ଅର୍ଥନୀତିରେ ସୁନାମି

ନୂଆଦିଲ୍ଲୀ,୯ା୫: କରୋନା ଭାଇରସ୍‌ ବିରୋଧରେ ଲଢ଼େଇ ପାଇଁ ଦେଶବ୍ୟାପୀ ଜାରି କରାଯାଇଥିବା ଲକ୍‌ଡାଉନ୍‌ ଅନ୍‌ ଅଫ୍‌ ସୁଇଚ୍‌ ଭଳି ନୁହେଁ। କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଅବଧି ଶେଷ କରିବାକୁ ଚାହୁଁଥିଲେ ଦେଶବାସୀଙ୍କଠାରେ ମନସ୍ତାତ୍ତ୍ୱିକ ପରିବର୍ତ୍ତନ ଆଣିବା ଦରକାର ବୋଲି କଂଗ୍ରେସର ପୂର୍ବତନ…

ଯୁଦ୍ଧଠୁ କମ୍‌ ନୁହେଁ ପ୍ରତିଦ୍ୱନ୍ଦ୍ୱିତା

ନ୍ୟୁୟର୍କ,୯ା୫: ୧୯୬୧ରେ ସୋଭିଏଟ ସଂଘ ମହାକାଶକୁ ପ୍ରଥମଥର ପାଇଁ ମଣିଷ ପଠାଇବା ପରେ ଆମେରିକାର ଆମତ୍ବିଶ୍ୱାସ ଉପରେ ବିଦ୍ୟୁତ୍‌ ଆଘାତ ଭଳି ଝଟକା ଲାଗିଥିଲା। ଏବେ ଯଦି ଚାଇନା କୋଭିଡ୍‌-୧୯ ଭାକ୍‌ସିନ ସଫଳତାର ସହ ବିକଶିତ କରେ ତେବେ ଆମେରିକାର ସମ୍ମାନକୁ…

କୋଭିଡ୍‌-୧୯: ‘ମାଇକ୍ରୋସଫ୍ଟ ଟିମ୍‌’ରେ ପାଠପଢ଼ିବେ ସରକାରୀ ସ୍କୁଲ ଛାତ୍ରୀଛାତ୍ର

ଭୁବନେଶ୍ୱର,୯।୫(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ଯୋଗୁ ଦେଶ ସମେତ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଥିବାବେଳେ ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ହ୍ବାଟ୍‌ସଆପ୍‌ ଏବଂ ଡିଡି ଓଡ଼ିଆ ମାଧ୍ୟମରେ ଶିକ୍ଷାଦାନର ବ୍ୟବସ୍ଥା କରିଛନ୍ତି। ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ…

ସ୍କୁଲ୍‌ରେ ଅଡ୍‌-ଇଭିନ ବ୍ୟବସ୍ଥା ପାଇଁ ଯୋଜନା

ଭୁବନେଶ୍ୱର, ୯।୫(ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ୍‌। ଦିନକୁ ଦିନ ସ୍ଥିତି ଜଟିଳ ହୋଇଚାଲିଥିବାବେଳେ ଇତିମଧ୍ୟରେ ଲକ୍‌ଡାଉନ୍‌ ଅବଧିକୁ ୩ଥର ବଢ଼ାଯାଇଛି। ଏପରି ସ୍ଥଳେ ପିଲାଙ୍କ ପାଠପଢ଼ା ଗୁରୁତର ବାଧାପ୍ରାପ୍ତ ହୋଇଛି। ନୂଆ ଶିକ୍ଷାବର୍ଷ କେବେ ଆରମ୍ଭ ହେବ…

ସୁନ୍ଦରଗଡ଼ରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି

ସୁନ୍ଦରଗଡ଼, ୯।୫(ଡି.ଏନ୍‌.ଏ.): ରାଜ୍ୟରେ ଶନିବାର ସକାଳେ ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ ଜିଲାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ରାଉରକେଲା…

ଚିନ୍ତା ବଢ଼ାଉଛି ସୁରଟ ଲିଙ୍କ୍‌: ଭଦ୍ରକରେ ଆଉ ଜଣେ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲାରେ ଶନିବାର ସକାଳୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ତିହିଡି ବ୍ଲକ କୁବେରା ପଞ୍ଚାୟତ ଅଞ୍ଚଳର ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri