ଧୋନୀ ଖେଳିବା ଉଚିତ୍: କୁଲଦୀପ
ନୂଆଦିଲ୍ଲୀ,୮।୫: ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସପକ୍ଷରେ ମନ୍ତବ୍ୟ ଦେଇଛନ୍ତି ରିଷ୍ଟ ସ୍ପିନର କୁଲଦୀପ ଯାଦବ। ତାଙ୍କ ପାଖରେ ଏବେବି ବହୁତ କ୍ରିକେଟ ବାକି ରହିଛି। ଏବେ ମଧ୍ୟ ସେ ଭାରତ ପାଇଁ ଖେଳିପାରିବେ ବୋଲି ବ୍ୟକ୍ତିଗତ ଭାବେ ଅନୁମାନ…
ଦିଲ୍ଲୀ କ୍ରିକେଟ ପାଇଁ ବିସିସିଆଇ ଆଡ-ହକ୍ କମିଟି ଗଠନ କରିବ
ନୂଆଦିଲ୍ଲୀ,୮।୫(ପି.ଟି.): ବିନା ଅଧ୍ୟକ୍ଷ ଓ ସମ୍ପାଦକରେ ଦୁର୍ନୀତି କବଳିତ ଦିଲ୍ଲୀ ଓ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) କିପରି ଚାଲିବ ସେ ନେଇ ଭାରତୀୟ କ୍ରିକେଟ କେଣ୍ଟ୍ରାଲ ବୋର୍ଡ (ବିସିସିଆଇ) ଉପାୟ ଖୋଜିବା ଆରମ୍ଭ କରିଛି। ଡିଡିସିଏର ଅଧ୍ୟକ୍ଷ ପଦରେ କେହି…
କରୋନା ଭାଇରସ୍ ଟେଷ୍ଟରେ କ୍ରିକେଟର ପଜିଟିଭ୍
ଜୋହାନ୍ସବର୍ଗ,୮।୫(ପି.ଟି.): ଦକ୍ଷିଣ ଆଫ୍ରିକା ପ୍ରଥମଶ୍ରେଣୀ କ୍ରିକେଟର ସୋଲୋ ଏନ୍କ୍ୱେନି କରୋନା ଭାଇରସ୍ ଟେଷ୍ଟରେ ପଜିଟିଭ୍ ବୋଲି ଜଣାପଡିଛି। ୨୫ ବର୍ଷୀୟ ଏହି କ୍ରିକେଟର ମଧ୍ୟ ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟ ଦେଇ ଗତି କରି ଆସୁଛନ୍ତି। ସେ ଏବେ ସ୍କଟଲାଣ୍ଡର ଆବେରଡିନ୍ରେ ଅଛନ୍ତି…
ଫାଙ୍କା ଷ୍ଟାଡିୟମରେ ମଜା ଆସିବନି: କୋହଲି
ନୂଆଦିଲ୍ଲୀ,୮।୫(ପି.ଟି.): କୋଭିଡ-୧୯ ମହାମାରୀ ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଦର୍ଶକଙ୍କ ଉପସ୍ଥିତି ବିନା ଷ୍ଟାଡିୟମରେ କ୍ରିକେଟ ଖେଳାଯାଇ ପାରିବ। କିନ୍ତୁ ଏଥିରେ ମଜା ରହିବ ନାହିଁ ବୋଲି ଭାରତୀୟ ଅଧିନାକୟ ବିରାଟ କୋହଲି କହିଛନ୍ତି। ଏହି ମହାମାରୀ କାରଣରୁ ଦୀର୍ଘଦିନ…
କ୍ୱାରାଣ୍ଟାଇନ ବ୍ୟବସ୍ଥାରେ ଅବହେଳା: ପ୍ରତିବାଦରେ ଡାକ୍ତରଙ୍କ ସହ ଏମ୍କେସିଜି ଛାତ୍ରୀଛାତ୍ରଙ୍କ ଧାରଣା
ବ୍ରହ୍ମପୁର ଅଫିସ, ୮।୫: ବ୍ରହ୍ମପୁର ଉପକଣ୍ଠ ଶୀତଳାପଲିରେ ଥିବା ଟାଟା କୋଭିଡ-୧୯ ହସ୍ପିଟାଲରେ କାମସାରି ଫେରୁଥିବା ଡାକ୍ତରଙ୍କୁ କ୍ୱାରାଣ୍ଟାଇନରେ ରଖିବାନେଇ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ ନ ଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ଶୁକ୍ରବାର ଶିତଳାପଲ୍ଲି ଟାଟା କୋଭିଡ…
କୋଭିଡ-୧୯: ୨୪ରେ ଟାଇଗର- ମିକେଲସନ ଚ୍ୟାରିଟି ଇଭେଣ୍ଟ
ହୋବ ସାଉଣ୍ଡ,୮।୫ (ଏପି): କୋଭିଡ-୧୯ ମହାମାରୀ ଲଢେଇ ଉଦ୍ଦ୍ୟେଶରେ ଆମେରିକୀୟ ତାରକା ଗଲ୍ଫର ଟାଇଗର ଉଡ୍ସ ଓ ଫିଲ ମିକେଲସନ ଏକ ପ୍ରଦର୍ଶନୀ ତଥା ଚ୍ୟାରିଟି ଇଭେଣ୍ଟରେ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍ ଆସନ୍ତା ୨୪ ତାରିଖରେ ମେଡାଲିଷ୍ଟ ଗଲ୍ଫ କ୍ଲବ୍ରେ…
ପ୍ରତିଦିନ କରୋନା ଯାଞ୍ଚ କରାଇବେ ଟ୍ରମ୍ପ
ଓ୍ବାଶିଂଟନ୍,୮।୫: କରୋନା ଭାଇରସ୍ ମହାସଙ୍କଟ ଦେଇ ଗତି କରୁଛି ଆମେରିକା। ସାରା ବିଶ୍ୱରେ ସର୍ବାଧିକ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ହେଉଛି ଆମେରିକାରେ। ଏଠାରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଯାହା ଏବେ ଚିନ୍ତାର…
ନୂଆପଡ଼ାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ: ରହିଛି ୧୬୫ ଶଯ୍ୟା, ୫ ଆଇସିୟୁ
ଭୁବନେଶ୍ୱର, ୮।୫(ବ୍ୟୁରୋ): ନୂଆପଡ଼ା ଜିଲାରେ ଥିବା କୋଭିଡ ହସ୍ପିଟାଲକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଶୁକ୍ରବାର ବୁଲି ଦେଖିବା ସହ ଏହାର କାର୍ଯ୍ୟ କାରିତା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏଠାରେ ୧୬୫ଟି ଶଯ୍ୟା ଉପଲବ୍ଧ ଥିବାବେଳେ…
କରୋନା ସଂକ୍ରମଣରେ ଖବରଦାତାଙ୍କ ମୃତ୍ୟୁ
ଆଗ୍ରା,୮।୫: ନିକଟରେ ଉତ୍ତରପ୍ରଦେଶ ଆଗ୍ରାର ଜଣେ ଖବରଦାତା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ତାଙ୍କୁ ଏସ୍ଏନ୍ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ଗତ ବୁଧବାରଠାରୁ ସେ ଭେଣ୍ଟିଲେଟରରେ ଥିବା ବେଳେ ଗୁରୁବାର ରାତିରେ ତାଙ୍କର ମୃତ୍ୟୁ ହୋଇଥିବା କହିଛନ୍ତି ଆଗ୍ରା…
ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଯୋଦ୍ଧାଙ୍କୁ ଫୁଲ, ତାଳିରେ ସ୍ବାଗତ କଲେ ପଡ଼ୋଶୀ
ନୂଆଦିଲ୍ଲୀ,୮।୫: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସ୍ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀରେ ଏପର୍ଯ୍ୟନ୍ତ ପ୍ରାୟ ୬୦୦୦ରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। କେବଳ ସାଧାରଣ ଲୋକ ନୁହଁନ୍ତି କରୋନା ଯୋଦ୍ଧା ସାଜିଥିବା ଦିଲ୍ଲୀ ପୋଲିସର ୭୦ଜଣ କର୍ମୀ…
ସଲମାନଙ୍କ ଫାର୍ମହାଉସ୍ରେ ଏମିତି ସମୟ ବିତାଉଛନ୍ତି ଜ୍ୟାକ୍ଲିନ୍: ଭିଡିଓ ଭାଇରାଲ
ମୁମ୍ବାଇ : ଦେଶରେ ଲକ୍ଡାଉନ୍ ଚାଲିଥିବାରୁ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ଘରେ ସମୟ କାଟୁଛନ୍ତି। ବଲିଉଡ୍ର କିଛି ସେଲିବ୍ରିଟି ସେଲ୍ଫ୍ କ୍ୱାରାଣ୍ଟାଇନ୍ରେ ମଧ୍ୟ ଅଛନ୍ତି। ଏଥିରୁ ବାଦ୍ ପଡ଼ିନାହାନ୍ତି ଅଭିନେତ୍ରୀ ଜ୍ୟାକ୍ଲିନ୍ ଫର୍ନାଡିଜ୍। ଲକ୍ଡାଉନ୍ରେ ସେ…
ଲକ୍ଡାଉନ ୩.୦: ମଦ କିଣିବା ପାଇଁ ଲାଇନ୍ ଲଗାଇଲେ ହେଲମେଟ୍, ବୋତଲ
ନୂଆଦିଲ୍ଲୀ,୮।୫: କରୋନା ମହାମାରୀ ସହ ମୁକାବିଲା ପାଇଁ ଦେଶରେ ଲକ୍ଡାଉନ ୩.୦ ଜାରି ରହିଛି। ତୃତୀୟ ପର୍ଯ୍ୟାୟର ଏହି ଲକ୍ଡାଉନରେ ସରକାର କେତେକ କଟକଣାକୁ କୋହଳ କରିଛନ୍ତି। ସେଥିମଧ୍ୟରୁ ମଦ ଦୋକାନ ଖୋଲିବା ଅନ୍ୟତମ। ଏହି କଟକଣା କୋହଳ ପରେ ପ୍ରଥମ…
Archives


