୧୪ ଦିନରୁ ୨୧ ଦିନ ବଢ଼ିପାରେ କ୍ୱାରାଣ୍ଟାଇନ ଅବଧି
ଭୁବନେଶ୍ୱର,୭।୫(ବ୍ୟୁରୋ): ବଢ଼ିପାରେ ପ୍ରବାସୀମାନଙ୍କ କ୍ୱାରାଣ୍ଟାଇନ୍ ଅବଧି। ପୂର୍ବ ନିର୍ଦ୍ଧାରିତ ୧୪ ଦିନର ଅବଧିକୁ ୨୧ ଦିନକୁ ବଢ଼ାଇବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ପରାମର୍ଶଦାତା କେ. ଶ୍ରୀନାଥ ରେଡ୍ଡୀ ଗୁରୁବାର ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଭିଡିଓ କନ୍ଫରେନ୍ସିଂରେ ଆୟୋଜିତ ସମୀକ୍ଷା ବୈଠକରେ…
ରାମାୟଣ ପ୍ରସାରଣର ବିଶ୍ୱ ରେକର୍ଡ ଦାବି ନେଇ ବିବାଦ: ସ୍ପଷ୍ଟୀକରଣ ଦେଲା ଦୂରଦର୍ଶନ
ମୁମ୍ବାଇ: ଲକ୍ଡାଉନ୍ ସମୟରେ ରାମାନନ୍ଦ ସାଗରଙ୍କ ରାମାୟଣ ଟିଆରପି ରେଟିଂରେ ଅନେକ ରେକର୍ଡ ସୃଷ୍ଟି କରିଛି। ଏହା ମଧ୍ୟ କୁହାଯାଇଥିଲା ଯେ, ରାମାୟଣ ହେଉଛି ବିଶ୍ୱର ସବୁଠୁ ଅଧିକ ଲୋକ ଦେଖୁଥିବା କାର୍ଯ୍ୟକ୍ରମ। ଏହା ଏପ୍ରିଲ ୧୬ରେ ପ୍ରସାରିତ ହୋଇଥିଲା। ଏହାକୁ…
ବାହାହେବାକୁ ପ୍ରସ୍ତୁତ ହେଲେଣି ଅରବାଜ !
ମୁମ୍ବାଇ: ବଲିଉଡ୍ ଷ୍ଟାର ଅରବାଜ ଖାଁ ପତ୍ନୀ ମଲାଇକାଙ୍କଠାରୁ ଅଲଗା ହେବା ପରେ ଯେତିକି ଚର୍ଚ୍ଚାକୁ ଆସି ନ ଥିଲେ ତା’ଠାରୁ ଅଧିକ ଚର୍ଚ୍ଚିତ ହୋଇଥିଲେ ତାଙ୍କ ଗର୍ଲ ଫ୍ରେଣ୍ଡକୁ ନେଇ। ଅରବାଜଙ୍କୁ କିଛିଦିନ ହେବ ତାଙ୍କ ଗର୍ଲ ଫ୍ରେଣ୍ଡ ଜର୍ଜିଆଙ୍କ…
ଲକ୍ଡାଉନ ଖୋଲିଲେ କ’ଣ କରିବେ ଜରିନ
ମୁମ୍ବାଇ: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ବଲିଉଡ୍ର ପ୍ରାୟ ସବୁ ସେଲିବ୍ରିଟି ଘରେ ରହି ପରିବାର ସହ ସମୟ କାଟୁଛନ୍ତି। ବଲିଉଡ୍ ମୁଭି ‘ବୀର’ରେ ନଜର ଆସିଥିବା…
କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭାଇଜାଗ,୭।୫: ଆନ୍ଧ୍ରପ୍ରଦେଶର ଭାଇଜାଗରେ ଥିବା ଏଲ୍ଜି ପଲିମର୍ସରେ ଗୁରୁବାର ସକାଳୁ ହୋଇଥିବା ଗ୍ୟାସ ଲିକ୍ ଘଟଣାରେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍ ଜଗନ ମୋହର ରେଡ୍ଡୀ କିଙ୍ଗ ଜର୍ଜ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକଙ୍କୁ ଭେଟିଛନ୍ତି। ଏହି ସମୟରେ…
ଏମିତି ଦେଶ, ଯେଉଁଠି ଘର କାନ୍ଥରେ ସ୍ତ୍ରୀଙ୍କ ଫଟୋ ରହିବା ବାଧ୍ୟତାମୂଳକ
ବିଶ୍ୱର ପ୍ରତ୍ୟେକ ଦେଶରେ କିଛି ନା କିଛି ରହସ୍ୟ ରହିଛି। ପ୍ରତ୍ୟେକ ଦିଶ ନିଜ ଚାଲିଚଳଣି, ପରମ୍ପରାକୁ ନେଇ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥାଏ। ସେହିପରି ବ୍ରୁନେଇ ଏମିତି ଏକ ଦେଶ, ଯେଉଁଠାରେ ଅଜବ ନୀତି ନିୟମ ତଥା ପ୍ରଥା ରହିଛି।…
କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୧ କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୭।୫: କରୋନା ମହାମାରୀ ସହ ଲଢିବାକୁ ଆଗଧାଡିର ଯୋଦ୍ଧା ସାଜିଛନ୍ତି ପୋଲିସ। ଏମାନେ ସାଧାରଣ ଜନତାକୁ ଘରେ ସୁରକ୍ଷିତ ରଖିବାକୁ ଯାଇ ଦିନ ରାଜି ରାଜରାସ୍ତାରେ ଜଗି ବସୁଛନ୍ତି। ଏମିତି ଜଣେ ଯୋଦ୍ଧା ହେଉଛନ୍ତି ଦିଲ୍ଲୀ ପୋଲିସରେ କାର୍ଯ୍ୟରତ ଥିବା କନଷ୍ଟେବଳ…
ସପ୍ତାହକ ମଧ୍ୟରେ କେରଳ ଫେରିବେ ୨୧୫୦ ପ୍ରବାସୀ: ଅର୍ଥନୀତି ହେବ ପ୍ରଭାବିତ
କୋଚି,୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆର୍ଥିକ ସଙ୍କଟ ଦେଖାଦେଇଛି। ବହୁ ଶିଳ୍ପ ସଂସ୍ଥା ଲକ୍ଡାଉନ୍ ଯୋଗୁ ବନ୍ଦ ରହିଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଥିବା କେରଳ ବାସିନ୍ଦା ଘରବାହୁଡ଼ିବା ଲାଗି ପଞ୍ଜିକରଣ କରିଛନ୍ତି। ଆସନ୍ତା ଏକ ସପ୍ତାହ ମଧ୍ୟରେ ୨୧୫୦…
କଳା ରଙ୍ଗର ଲୋକେ କରୋନା ସଂକ୍ରମିତ ହେବା ଆଶଙ୍କା ଅଧିକ: ବ୍ରିଟେନ୍ ରିପୋର୍ଟ
ଲଣ୍ଡନ/ନୂଆଦିଲ୍ଲୀ,୭।୫: ସାରା ପୃଥିବୀରେ କରୋନା ମହାମାରୀ ଆତଙ୍କ ରଚିଛି। ତେବେ କରୋନା ସଂକ୍ରମଣ କଳା ରଙ୍ଗର ଲୋକଙ୍କୁ ହେବାର ଅଧିକ ଆଶଙ୍କା ରହିଥିବା ବ୍ରିଟେନ୍ର ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରିଟିଶ୍ ଷ୍ଟାଟିସ୍ଷ୍ଟିକ୍ ଅଫିସ୍ ପକ୍ଷରୁ ଏହି ରିପୋର୍ଟ ପ୍ରକାଶ…
ନିଜ ଦେଶରେ ବାସହରା ହୋଇଛନ୍ତି କୋଟିଏରୁ ଊର୍ଦ୍ଧ୍ୱ ଶିଶୁ
ନ୍ୟୁୟକ, ୭ା୫: ନିଜ ଦେଶରେ ବାସହରା ହୋଇଛନ୍ତି ଲକ୍ଷ ଲକ୍ଷ ଶିଶୁ। ପୁଣି ବର୍ଷକ ମଧ୍ୟରେ। ୨୦୧୯ରେ ପୃଥିବୀର ବିଭିନ୍ନ ଦେଶରେ କୋଟିଏ ୯୦ ଲକ୍ଷ ଶିଶୁ ବିସ୍ଥାପିତ ହୋଇଛନ୍ତି। ୟୁନିସେଫ୍ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରୁ ଏହା ଜଣାପଡ଼ିଛିି। ‘ଲଷ୍ଟ୍…
ମୁମ୍ବାଇରେ ୨୫୦ ପୋଲିସ କରୋନା ସଂକ୍ରମିତ
ମୁମ୍ବାଇ,୭।୫: କରୋନା ସଂକ୍ରମଣରେ ଭାରତ ହଟ୍ସ୍ପଟ ପାଲଟି ଯାଇଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ପଜିଟିଭ ରହିଛନ୍ତି। ଏହା ଦେଶବାସୀଙ୍କ ପାଇଁ ଯେତିକି ଚିନ୍ତାର କାରଣ ପାଲଟିଛି ତା’ଠାରୁ ଅଧିକ ଚିନ୍ତାର ବିଷୟ ପାଲଟିଛି ମହାରାଷ୍ଟ୍ରରେ ପାଖାପାଖି ୨୫୦ ପୋଲିସ କରୋନାରେ…
ରୁଷ୍ ସଂସ୍କୃତିମନ୍ତ୍ରୀ କରୋନା ପଜିଟିଭ୍
ମସ୍କୋ,୭।୫: ରୁଷ୍ ସଂସ୍କୃତିମନ୍ତ୍ରୀ ଓଲ୍ଗା ଲ୍ୟୁବିମୋଭା ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏସମ୍ପର୍କରେ ତାଙ୍କ ପ୍ରବକ୍ତା ଆନ୍ନା ଉଷାଚ୍ୟୁଭା ସୂଚନା ଦେଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାର ଆବଶ୍ୟକତା ନାହିଁ ବୋଲି ଆନ୍ନା କହିଛନ୍ତି। ତେବେ ଓଲ୍ଗାଙ୍କୁ କ୍ୱାରାଣ୍ଟାଇନ୍ରେ…
Archives


