Home Left

ଲଘୁଚାପ ବର୍ଷା, ବରଗଡ଼ରେ ଅବସ୍ଥା ବେହାଲ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ମଙ୍ଗଳବାର ରାତିରୁ ବୁଧବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିଥିଲା। ଏହି ଲଘୁଚାପଜନିତ ବର୍ଷାରେ ଜିଲାର ଗାଁଠୁ ସହର ସବୁଆଡେ ଜଳମଗ୍ନ ହୋଇ ପଡିଥିଲା। ଏଥିରେ ଜିଲାର ଗ୍ରାମାଞ୍ଚଳ ସହିତ ସହରାଞ୍ଚଳ ମୁଖ୍ୟତଃ ଅଧିକ ପ୍ରଭାବିତ ହୋଇଥିଲା। ବରଗଡ଼…

ତିଖାଲି ଡେମରୁ ବନ୍ୟା ଜଳ ନିଷ୍କାସନ

ଖଡ଼ିଆଳ,୨୫।୯.(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲ୍ଲା ଖଡ଼ିଆଳ ଲୋୟର ଇନ୍ଦ୍ର ଜଳ ସେଚନର ପ୍ରକଳ୍ପର ତିଖାଲି ଡ୍ୟାମର ଦ୍ୱିତୀୟ ବନ୍ୟା ଜଳ ସୁନ୍ଦର ନଦୀରେ ନିଷ୍କାସନ ହୋଇଛି। ଲାଗିରହିଥିବା ଲଘୁଚାପ ଜନିତ ବର୍ଷାକୁ ଆକଳନ କରି ତିଖାଲି ଡ୍ୟାମରେ ପାଣି…

ଦୀର୍ଘ ବର୍ଷର ସ୍ବପ୍ନ ହେବ ପୂରଣ: ଭଇଁରୀଗୁଡା-ବାଗଡୁଙ୍ଗରୀ ହାତୀ ନଦୀ ଉପରେ ହେବ ପୋଲ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡା-ବାଗଡୁଙ୍ଗରୀ ଗ୍ରାମବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହେବାକୁ ଯାଉଛି। କାରଣ ଏହି ୨ ଗାଁ ମଧ୍ୟରେ ଥିବା ହାତୀ ନଦୀରେ ଏକ ସୁଉଚ୍ଚ ପୋଲ ନିର୍ମାଣ କରିବା ନେଇ ରାଜ୍ୟ…

ନାରାୟଣପାଟଣାରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା :୨ ମୃତ, ୩ ଗୁରୁତର

କୋରାପୁଟ,୨୫।୯(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣାରେ ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଗୁରୁତର ହୋଇଛନ୍ତି। ୩ ଗୁରୁତରଙ୍କୁ ପ୍ରଥେମେ ନାରାୟସନପାଟଣା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ତାଙ୍କ ଅବସ୍ଥା…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି! ୨୭ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର,୨୫।୯(ଅନୁରାଧା ମହାରଣା): ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇଦିନ ହେଲା ବର୍ଷା ପରିମାଣ କମିଥିଲେ ମଧ୍ୟ ଗୁରୁବାରଠାରୁ ବଡ଼ ବର୍ଷାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାନୁସାରେ, ଗୁରୁବାର କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ବିରୋଧୀ ଆଲୋଚନାରେ ଭାଗନେବା ହିଁ ଗଣତନ୍ତ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫।୯(ସୁନିତ୍‌ ମିଶ୍ର): ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ବିଲ୍‌ ୨୦୨୫ ବୁଧବାର ଗୃହରେ ପାରିତ ହୋଇଯାଇଛି। ଏହି ବିଲ୍‌ ୨ ଦିନ ପୂର୍ବରୁ ଗୃହରେ ଆଗତ କରାଯାଇଥିଲା। ଏହା ଉପରେ ଅପରାହ୍ନ ୪ଟା ପରେ ଗୃହରେ ବିସ୍ତୃତ…

ଦିନକ ଆଗରୁ ସରିଲା ବିଧାନସଭା

ଭୁବନେଶ୍ୱର, ୨୫।୯(ସୁନିତ୍‌ ମିଶ୍ର): ବିଧାନସଭା ମୌସୁମୀ ଅଧିବେଶନକୁ ବୁଧବାର ଅନିର୍ଦ୍ଦିିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। ହେଲେ ଗୃହର ଆଉ କୌଣସି ବିଜ୍‌ନେସ୍‌…

କୁଷ୍ମାଣ୍ଡା ବେଶରେ ମା ସମଲେଶ୍ବରୀ, ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ): ଶାରଦୀୟ ପୂଜାତ୍ସବରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶରୀ ଗୁରୁବାର କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି। ଭକ୍ତମାନେ ଧୂପ, ଦୀପ, ଫୁଲ…

ଲଦାଖକୁ ରାଜ୍ୟ ମାନ୍ୟତା ଦାବି: ଲେହ୍‌ରେ ହିଂସା

ଲେହ୍‌,୨୫ା୯ (ପି.ଟି. /ରଏଟର୍ସ): କେନ୍ଦ୍ରଶାସିତ ଅଞ୍ଚଳ ଲଦାଖକୁ ରାଜ୍ୟ ମାନ୍ୟତା ପ୍ରଦାନ ଦାବିରେ ବୁଧବାର ଲେହ୍‌ଠାରେ ବନ୍ଦ ପାଳନ ସମୟରେ ବ୍ୟାପକ ହିଂସାକାଣ୍ଡ ଘଟିଛି। ଲେହ୍‌ ଆପେକ୍ସ ବଡି (ଏଲ୍‌ଏବି) ଏବଂ ସୁରକ୍ଷା କର୍ମୀଙ୍କ ମଧ୍ୟରେ ସଂଘର୍ଷ ବେଳେ ପୋଲିସ ଗୁଳିରେ…

୨ ମ୍ୟାଚ୍‌ ହାରି ବି ଚେତା ପଶିନି: ଭାରତକୁ ଫାଇନାଲରେ ଦେଖିଦେବୁ ବୋଲି ଧମକ ଦେଲେ ପାକିସ୍ତାନ…

ଆବୁଧାବି,୨୪ା୯: ନିକଟ ଅତୀତରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତର ପ୍ରଭାବୀ ପ୍ରଦର୍ଶନ ଯୋଗୁ ଭାରତ-ପାକ୍‌ ମ୍ୟାଚ୍‌କୁ ପୂର୍ବଭଳି ତୀବ୍ର ପ୍ରତିଦ୍ୱନ୍ଦ୍ୱିତା କୁହାଯିବା ଉଚିତ ନୁହେଁ ବୋଲି ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ମତ ଦେଇଥିଲେ। ଏ ସମ୍ପର୍କରେ ବାଂଲାଦେଶ…

ପହଲଗାମ ଆକ୍ରମଣରେ ବଡ଼ ବ୍ରେକ୍‌ଥ୍ରୁ: ଧରାପଡିଲା ଆତଙ୍କବାଦୀଙ୍କୁ ସାହାଯ୍ୟ କରିଥିବା ବ୍ୟକ୍ତି

ନୂଆଦିଲ୍ଲୀ,୨୪।୯: ଜମ୍ମୁ ଓ କାଶ୍ମୀର ପୋଲିସ ୨୨ ଏପ୍ରିଲ୍‌ ପାହାଲଗାମ ଆକ୍ରମଣରେ ଆତଙ୍କୀମାନଙ୍କୁ ଲୋଜିଷ୍ଟିକ୍‌ ସହାୟତା ଦେଇଥିବା ମୁହାମ୍ମଦ କତାରୀଙ୍କୁ ଧରିଛନ୍ତି। ଜୁଲାଇରେ ଚାଲିଥିବା ଅପରେସନ୍‌ ମହାଦେବରେ ଉଦ୍ଧାର ହୋଇଥିବା ଅସ୍ତ୍ରଶସ୍ତ୍ରର ଫୋରେନ୍ସିକ୍‌ ବିଶ୍ଳେଷଣରୁ କତାରୀଙ୍କ ସମ୍ପୃକ୍ତତା ପ୍ରମାଣିତ ହୋଇଛି। ସେ…

ବାଇକ୍‌ରେ ଯିବା ବେଳେ ମାଡ଼ିଗଲା ହାଇଓ୍ବା: ଛଟପଟ ହୋଇ ଚାଲିଗଲା ୩ ଜୀବନ

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ୩୨୬ ନଂ.ଜାତୀୟ ରାଜପଥର ମହାନଳା ଗ୍ରାମ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ରାତି ପ୍ରାୟ ୮ ଟାରେ ଏକ ହାଇୱା ଟ୍ରକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri