ଆମିରଙ୍କ ପ୍ରେମରେ ଆମେରିକା
ମୁମ୍ବାଇ: ଏବେ ସାରା ବିଶ୍ୱରେ କରୋନା ବିରୋଧରେ ଲଢ଼େଇ ଚାଲିଛି। କରୋନା ଯୋଗୁ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଆମେରିକା। ଏଠାରେ ଏଯାବତ୍ ୧୧ଲକ୍ଷରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୭୦,୦୦୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇ ସାରିଛନ୍ତି। ସେଠାରେ…
ବିଶ୍ୱ ଖେଳକୁଦ ଦିବସ
ମୁମ୍ବାଇ: ପ୍ରତିବର୍ଷ ମେ ୭ରେ ବିଶ୍ୱ ଖେଳକୁଦ ଦିବସ ପାଳନ କରାଯାଇଥାଏ। ଖେଳକୁଦର ମହତ୍ୱ ଯୁବପିଢ଼ି ବୁଝିବା ଓ ଏନେଇ ଲୋକଙ୍କୁ ସଚେତନ କରାଇବା ଏହି ଦିବସର ପ୍ରଧାନ କାର୍ଯ୍ୟ। ବିଭିନ୍ନ ବିଦ୍ୟାଳୟ ଓ ଅନୁଷ୍ଠାନଗୁଡ଼ିକରେ ଏହାକୁ ପ୍ରଧାନ୍ୟ ଦିଆଯାଇଥାଏ। ମଣିଷର…
କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍ ଘଟଣାକୁ ନେଇ ଏନ୍ଡିଏମ୍ଏର ବୈଠକ ଡାକିଲେ ମୋଦି
ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଗୁରୁବାର ସକାଳେ ହୋଇଥିବା କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟାଶନାଲ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏନ୍ଡିଏମ୍ଏ) ଅଧିକାରୀଙ୍କର ଏକ ବୈଠକ ଡାକିଛନ୍ତି। ଏହି ବୈଠକରେ ମୋଦିଙ୍କ ସହ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ…
ନୂତନ ବ୍ରେନ୍ ସର୍କିଟର ଅନୁସନ୍ଧାନ
ମୁମ୍ବାଇ: ମାନସିକ ଚାପ ଯୋଗୁ ମାନବ ଶରୀରରେ ଦେଖାଦେଉଥିବା ପ୍ରତିକ୍ରିୟା ତଥା ଅସୁସ୍ଥତାର କାରଣ ଜାଣିବାରେ ବୈଜ୍ଞାନିକମାନେ ସଫଳ ହୋଇଛନ୍ତି। ମଣିଷର ମସ୍ତିଷ୍କରେ ଥିବା ଏକ ସ୍ବତନ୍ତ୍ର ସର୍କିଟ ଏଥିପାଇଁ ଦାୟୀ ବୋଲି ସେମାନେ ଅନୁସନ୍ଧାନରୁ ଜାଣିବାକୁ ପାଇଛନ୍ତି। ଉକ୍ତ ନୂତନ…
କୃତିଙ୍କ ତୁଳନା ନାହିଁ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ କୃତି ଖରବନ୍ଦା ଏବେ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ ଅଛନ୍ତି। ଗତ କିଛିଦିନ ତଳେ ସେ ତାଙ୍କ ବୟଫ୍ରେଣ୍ଡ ପୁଲକିତ ସମ୍ରାଟଙ୍କ ସହିତ ଏକ ଫଟୋ ଶେୟାର କରିଥିଲେ। ଯେଉଁଥିରେ ପୁଲକିତ ତାଙ୍କ ହେୟାର ଚମ୍ପି କରୁଥିଲେ।…
ସରକାରୀ ଦେଶୀମଦ ଭାଟିରେ ବେଆଇନ ମଦ ପ୍ରସ୍ତୁତ ଘଟଣାରେ ୩ ଗିରଫ: ୭୨୦ ଲିଟର ଦେଶୀମଦ ଜବତ
ଦିଗପହଣ୍ଡି,୭।୫(ଡି.ଏନ୍.ଏ.): ଦିଗପହଣ୍ଡିରୁ ୨୦ କିଲୋମିଟରରେ ଦୂରରେ ଥିବା କଳବାଡ ଗ୍ରାମ ନିକଟ ସରକାରୀ ଦେଶୀ ମଦଭାଟି ଉପରେ କେ. ନୂଆଗାଁ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଛି। ଏହି ଚଢ଼ାଉରେ ପୋଲିସ ୭୨୦ ଲିଟର ଦେଶୀମଦ ଜବତ କରିଥିବା ଜଣାପଡ଼ିଛି। ଏଥିସହ…
ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭୟଭୀତ ନ ହେବା ପାଇଁ ଜିଲାବାସୀଙ୍କୁ ଅନୁରୋଧ କଲେ ଜିଲାପାଳ
ଛତ୍ରପୁର,୭ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗୋଟିଏ ଦିନରେ ଜିଲାରେ ୧୭ ପଜିଟିଭ୍ ବାହାରିଥିବାରୁ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସମସ୍ତ ପଜିଟିଭ୍ ସୁରଟ ଫେରନ୍ତା ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ କହିଛନ୍ତି।…
ରାଜା ବେଶରେ ସଜ୍ଜିତ ୩ ଠାକୁର
ଆରଡି, ୭।୫, (ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ଜଗନ୍ନାଥ ମନ୍ଦିରରେ ଗୁରୁବାର ଚନ୍ଦନ ପୂର୍ଣ୍ଣିମାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏଠାରେ ପୂଜା ପାଉଥିବା ୩ ଠାକୁର ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ରାଜା ବେଶରେ ସଜ୍ଜିତ…
କରୋନା ସଂକ୍ରମଣରୁ ମୁକ୍ତ ହେଲେ ଇଧି ଫାଉଣ୍ଡେଶନର ମୁଖ୍ୟ
ଇସ୍ଲାମାବାଦ,୭।୫: ପାକିସ୍ତାନରେ ଥିବା ଇଧି ଫାଉଣ୍ଡେଶନର ମୁଖ୍ୟ ଫୈଜଲ ଇଧି କରୋନା ସଂକ୍ରମଣରୁ ମୁକ୍ତ ହୋଇଥିବା ଜଣାପଡିଛି। ଗତ ମାସରେ ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଏବେ ପ୍ରଥମଥର ଲାଗି ତାଙ୍କ ରିପୋର୍ଟ ନେଗେଟିଭ ଆସିଛି। ଏହାପରେ ଆଉ…
ଅଡୁଆ କରୁଛି ୧୨ ଘଣ୍ଟିଆ କର୍ଫ୍ୟୁ କଟକଣା
ଭଦ୍ରକ ଅଫିସ,୭।୫: ଭଦ୍ରକରେ ଏବେ ପରିବା ଚାଷୀ, ମାଛ ଚାଷୀ ତଥା ଅନ୍ୟାନ୍ୟ ବ୍ୟବସାୟୀଙ୍କୁ ସରକାରୀ କଟକଣା ଅଡୁଆ କରୁଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଜାରି ହୋଇଥିବା କର୍ଫ୍ୟୁ କଟକଣା ଯୋଗୁ ଚାଷୀ ଓ…
ମେ ୧୩ରେ ଶପଥ ନେବେ ନେତାନ୍ୟାହୁ
ଜେରୁଜେଲମ୍,୭।୫: ଇସ୍ରାଏଲ୍ର ପ୍ରଧାନମନ୍ତ୍ରୀ ଭାବେ ବେଞ୍ଜାମିନ୍ ନେତାନ୍ୟାହୁ ମେ ୧୩ରେ ଶପଥ ନେବେ। ତାଙ୍କୁ ଅଯୋଗ୍ୟ ଘୋଷିତ କରିବା ପାଇଁ କରାଯାଇଥିବା ଏକ ଆବେଦନକୁ ସ୍ଥାନୀୟ ସୁପ୍ରିମ୍କୋର୍ଟ ଖାରଜ କରିଦେଇଛନ୍ତି। ଏହା ସହିତ ତାଙ୍କୁ ସରକାର ଗଠନ ଲାଗି ଅନୁମତି ପ୍ରଦାନ…
CORONAVIRUS UPDATE: ଗଞ୍ଜାମରେ କରୋନା ପଜିଟିଭ୍ ୨୧କୁ ବୃଦ୍ଧି, ସମସ୍ତେ ସୁରଟ ଫେରନ୍ତା; ଜିଲାପାଳ
ଛତ୍ରପୁର, ୭।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୧୭ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୪ଜଣଙ୍କଠାରେ କରୋନା ପଜିଟିଭ୍ ମିଳିଥିବା ବେଳେ ବର୍ତ୍ତମାନ ଏହି ପଜିଟିଭ୍ ସଂଖ୍ୟା ୨୧ରେ ପହଞ୍ଚିଛି। ଗୁରୁବାର ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।…
Archives


