କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍ ମାମଲା: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି
ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ହୋଇଥିବା ଗ୍ୟାସ ଲିକ୍ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍ ଜଗନ ମୋହନ ରେଡ୍ଡୀଙ୍କ ସହ କଥା ହୋଇଛନ୍ତି। ଏହାସହ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଓ ନ୍ୟାଶନାଲ…
ପୃଥିବୀ ନିକଟରେ ଥିବା ବ୍ଲାକ୍ ହୋଲ୍ର ମିଳିଲା ସନ୍ଧାନ
ଓ୍ବାଶିଂଟନ,୭।୫: ପୃଥିବୀ ନିକଟରେ ଥିବା ଏକ ବ୍ଲାକ୍ ହୋଲ୍ର ସନ୍ଧାନ ମିଳିଛି। ଏହା ପୃଥିବୀଠାରୁ ପ୍ରାୟ ୧୦୦୦ ଆଲୋକ ବର୍ଷ ଦୂରରେ ରହିଛି ବୋଲି ୟୁରୋପିଆନ୍ ମାହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏହା ବ୍ୟାସ ୪୦ କିଲୋମିଟର ବୋଲି ଅନୁମାନ କରାଯାଉଛି।…
ବାଇକ୍, କାର୍ରେ ଫେରୁଛନ୍ତି ପ୍ରବାସୀ ଓଡ଼ିଆ
ଭଦ୍ରକ ଅଫିସ,୭।୫: କରୋନା ଭାଇରସ୍ ଲକ୍ଡାଉନ ଯୋଗୁ ବହୁ ଲୋକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ରାଜ୍ୟସରକାର ସମସ୍ତ ପ୍ରକାରର ବ୍ୟବସ୍ଥା କରୁଛନ୍ତି। ହେଲେ ଏହା ସତ୍ତ୍ୱେ କେତେକ ପ୍ରବାସୀ ଲୁଚି ଛପି…
କରୋନାର କରୁଣ ଦୃଶ୍ୟ: ମୃତଦେହ ଥିବା ବେଡ୍ ନିକଟରେ ଶୋଇ ଚିକିତ୍ସିତ ହେଉଛନ୍ତି ସଂକ୍ରମିତ
ମୁମ୍ବାଇ,୭।୫:ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅଭାବନୀୟ ସ୍ଥିତି ସୃଷ୍ଟି ହେଉଛି। ଫଳରେ ମୃତଦେହ ରହିଥିବା ଓ୍ବାର୍ଡରେ ମଧ୍ୟ ସଂକ୍ରମିତଙ୍କୁ ଚିକିତ୍ସା କରାଯାଉଛି। ଏଭଳି ଏକ…
ଅମାନିଆଙ୍କଠାରୁ ୧ଲକ୍ଷ ୩୪ହଜାର ଜୋରିମାନା ସଂଗ୍ରହ
ଭଦ୍ରକ ଅଫିସ,୭।୫: ଭଦ୍ରକ ଜିଲାର ସମସ୍ତ ଥାନା ଅଞ୍ଚଳରୁ ଗୋଟିଏ ଦିନରେ ଅମାନିଆଙ୍କଠାରୁ ୧ଲକ୍ଷ ୩୪ ହଜାର ଟଙ୍କା ଜରିମାନା ସଂଗ୍ରହ କରାଯାଇଛି। ସେଥିମଧ୍ୟରେ ୫୧ଜଣଙ୍କଠାରୁ ମାସ୍କ ପିନ୍ଧି ନ ଥିବା ବାବଦକୁ ୧୧,୨୦୦ ଟଙ୍କା ସଂଗ୍ରହ ହୋଇଥିବା ବେଳେ ୧୪୧ଟି…
ବୁଦ୍ଧ ପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୭।୫: ସାରା ବିଶ୍ୱରେ କରୋନା ମହାମାରୀ ଏବେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧାଙ୍କୁ ସାରା ବିଶ୍ୱ ସମ୍ମାନ କରୁଛି। ଏହି କ୍ରମରେ ଗୁରୁବାର ବୁଦ୍ଧ ପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି।…
୪୩ ଦିନରେ ପହଞ୍ଚିଲା ରନ୍ଧା ଖାଦ୍ୟ ବଣ୍ଟନ ପ୍ରକ୍ରିୟା
ଭଦ୍ରକ ଅଫିସ,୭।୫: ଦୀର୍ଘ ୪୩ ଦିନ ଧରି ରୋଟାରୀ କ୍ଲବ ମିଡ୍ଟାଉନ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ରନ୍ଧା ଖାଦ୍ୟ ବଣ୍ଟନ ପ୍ରକ୍ରିୟା ଜାରି ରହିଛି। ଗୁରୁବାରଠାରୁ ଏଣିକି ଜାତୀୟ ରାଜପଥରେ ଚାଲି ଚାଲି ଘରକୁ ଫେରୁଥିବା ଲୋକଙ୍କୁ ଅଟକାଇ ରନ୍ଧା…
ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା
ଭଦ୍ରକ ଅଫିସ,୭।୫: ଦେଶରେ ଦିନକୁ ଦିନ କରୋନା ଭାଇରସ୍ ସଂକ୍ରମଣ ବଢ଼ି ବଢ଼ି ଚାଲିଛି। ଏହି ରୋଗର ନିରାକରଣ ସହାୟତା ପାଇଁ ଶ୍ରୀରାମ ମହାଯଜ୍ଞ ସମିତି, ଭଦ୍ରକ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ…
ଲକ୍ଡାଉନ୍ ପରେ କାର୍ଯ୍ୟରେ ଯୋଗଦେବାକୁ ଚାହାନ୍ତି ୯୩% କର୍ମଚାରୀ: ୫୯% ସ୍ବାସ୍ଥ୍ୟ ସଚେତନକୁ ଦେଉଛନ୍ତି ଗୁରୁତ୍ୱ
ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣ ଆଶଙ୍କା ଯୋଗୁ ଗତ ମାର୍ଚ୍ଚ ୨୫ରୁ ସାରାଦେଶରେ ଲକ୍ଡାଉନ ଜାରି ରହିଛି। ଏହା ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଲକ୍ଡାଉନ ଯୋଗୁ ଅତ୍ୟାବଶ୍ୟକ ସେବାକୁ ଛାଡ଼ିଦେଲେ ପ୍ରାୟ ସବୁ ଅନୁଷ୍ଠାନ ବନ୍ଦ ରହିଛି। କର୍ମକ୍ଷେତ୍ର ଏକପ୍ରକାର…
ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ
ଛେଣ୍ଡିପଦା,୭।୫(ସ୍ବ.ପ୍ର.): ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ଛେଣ୍ଡିପଦା ଅନୁଗୋଳ ଯାଇଥିବା ୬୩ନଂ ରାଜ୍ୟ ରାଜପଥରେ ଗୁରୁବାର ସକାଳେ ଭାରସାମ୍ୟ ହରାଇ ଏକ ୧୦୮ ଆମ୍ବୁଲାନ୍ସ ଓଲଟିପଡିଛି। ଏହି ଦୁର୍ଘଟଣାରେ ରୋଗୀ, ସମ୍ପର୍କୀୟ ଓ ଗାଡି କର୍ମଚାରୀ ଅଳ୍ପକେ ବର୍ତ୍ତିଯାଇଥିବା ସୂଚନା…
ରୂପ ବଦଳାଉଛି କରୋନା ଭାଇରସ୍
ଓ୍ବାଶିଂଟନ,୭ା୫: କରୋନା ଭାଇରସ୍ ବିଷୟରେ ନୂଆ ନୂଆ ତଥ୍ୟ ହସ୍ତଗତ ହେଉଛି। ହେଲେ ଆମେରିକାର ଲସ୍ ଆଲାମୋସ୍ ନ୍ୟାଶନାଲ୍ ଲାବରେଟୋରି(ଏଲ୍ଏଏନ୍ଏଲ୍)ର ବୈଜ୍ଞାନିକମାନେ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରଘଟ କରିଛନ୍ତି। ଅଦ୍ୟାବଧି ୨ ଲକ୍ଷ ୬୦ ହଜାର ଲୋକଙ୍କ ଜୀବନ ନେଇଥିବା ଏହି…
ଯୋଧପୁରରେ ୩୦ ଯବାନଙ୍କୁ କରୋନା
ଯୋଧପୁର,୭ା୫(ପି.ଟି.): ଦିଲ୍ଲୀର ଜାମା ମସ୍ଜିଦ ଅଞ୍ଚଳରେ ସୁରକ୍ଷା ପାଇଁ ପୂର୍ବରୁ ମୁତୟନ ଥିବା ୩୦ ବିଏସ୍ଏଫ୍ ଯବାନ କରୋନା ସଂକ୍ରମିତ ଥିବା ଜଣାପଡିଛି। ଉକ୍ତ ଯବାନମାନଙ୍କର ସମ୍ପୂର୍ଣ୍ଣ କମ୍ପାନୀକୁ ସୋମବାର ବିମାନରେ ଯୋଧପୁର ନିଆଯାଇ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ବୁଧବାର ନମୁନା ପରୀକ୍ଷାରୁ…
Archives


