ଶୀଘ୍ର ସ୍ବାଭାବିକ ହେବ ସାଧାରଣ ପରିବହନ ବ୍ୟବସ୍ଥା
ନୂଆଦିଲ୍ଲୀ,୭।୫: ଦେଶର ସାଧାରଣ ପରିବହନ ବ୍ୟବସ୍ଥା ଶୀଘ୍ର ସ୍ବାଭାବିକ ହେବାକୁ ଯାଉଛି। ଅର୍ଥାତ୍ ବସ୍, ଟ୍ରେନ୍ ପୁଣି ଥରେ ପୂର୍ବବତ ପରିଚାଳିତ ହେବ ବୋଲି ସୂଚନା ରହିଛି। ସରକାର ବର୍ତ୍ତମାନ ଏ ଦିଗରେ ନୂଆ ଗାଇଡ୍ଲାଇନ ପ୍ରସ୍ତୁତ କରୁଛନ୍ତି। ଗମନାଗମନ ବେଳେ…
ଆଇସ୍କାନ ହୋଇପାରେ ସୁପରସ୍ପ୍ରେଡର
ସମ୍ବଲପୁର,୭ା୫(ବ୍ୟୁରୋ): ସମ୍ବଲପୁର ଜିଲାରେ ଆସନ୍ତା ୧୧ ତାରିଖରୁ ଧାନ କିଣାବିକା ଆରମ୍ଭ ହେବାକୁ ସ୍ଥିର ହୋଇଛି। ଏଥିପାଇଁ କେତେକ ଚାଷୀଙ୍କୁ ଟୋକନ ଦିଆଯାଇଛି। ହେଲେ ଏଥିପାଇଁ ଚାଷୀଙ୍କ ଟିପଚିହ୍ନ ସହ ଆଖି ସ୍କାନ କରିବାର ନିୟମ ରହିଛି । ଆଇସ୍କାନ କଲେ…
ଆଇଟିଆଇ ପ୍ରସ୍ତୁତ କଲା ୟୁଭିସି ସାନିଟାଇଜ୍ ମେଶିନ: ଇଲୋକ୍ଟ୍ରୋନିକ୍ସ ଉପକରଣକୁ କରିହେବ ସାନିଟାଇଜ୍
ବ୍ରହ୍ମପୁର ଅଫିସ,୭ା୫-କୋଭିଡ୍-୧୯ ଭୂତାଣୁ ସାରା ଦେଶ ତଥା ବିଶ୍ୱରେ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି । ଏହି ସମୟରେ ଇଲୋକ୍ଟ୍ରାନିକ୍ସ ଉପକରଣ ଦ୍ୱାରା ଏହି ଭୂତାଣୁ ସଂକ୍ରମଣକୁ ରୋକିବା ନେଇ ଏକ ସ୍ବତନ୍ତ୍ର ୟୁଭିସି(ଅଲ୍ଟ୍ରା ଭାଉଲେଟ୍ ଚାମ୍ବର) ସାନିଟାଇଜ୍ ମେଶିନ…
ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ
ସୋରଡା,୭ା୫(ଡି.ଏନ୍.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୨୦୮ ଜଣ ସୁରଟ ଫେରନ୍ତା ରହିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୁଷ ୨୦୪୦, ମହିଳା ୯୬ ଓ ୭ ଜଣ ଶିଶୁ ରହିଛନ୍ତି । ତେବେ ଅନ୍ୟ ବ୍ଲକ ଅଞ୍ଚଳର ସଙ୍ଗରୋଧ କେନ୍ଦ୍ରମାନଙ୍କରେ ଯୁବକମାନେ…
ବାଲୁକା କଳାରେ କରୋନା ଯୋଦ୍ଧାଙ୍କୁ ସମ୍ମାନ
ବାରିପଦା ଅଫିସ, ୭ା୫- ବାଲୁକା କଳାରେ କରୋନା ଯୋଦ୍ଧାକୁ ସଲାମ ଜଣାଇଛନ୍ତି ଠାକୁରମୁଣ୍ଡାର ବାଲୁକା କଳାଶିଳ୍ପୀ ଦଶରଥ ମହାନ୍ତ। ବୁଧବାର ସେ ଠାକୁରମୁଣ୍ଡା ବ୍ଲକ ବାଉଁଶଡିହା ଗ୍ରାମରେ ବାଲୁକା କଳା ମାଧ୍ୟମରେ ପୋଲିସ, ଡାକ୍ତର ଓ ସାମ୍ବାଦିକମାନଙ୍କୁ ସ୍ଥାନିତ କରି ତାଙ୍କୁ…
ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ରଙ୍କ ପରଲୋକ
ବାଲେଶ୍ୱର ଅଫିସ/ସୋର.୬ା୫(ଡି.ଏନ୍.ଏ): ବାଲେଶ୍ୱରର ଅନ୍ୟତମ ବିଶିଷ୍ଟ ବ୍ୟକ୍ତି ତଥା ପୂର୍ବତନ ମନ୍ତ୍ରୀ ହରପ୍ରସାଦ ମହାପାତ୍ର(୯୭)ଙ୍କର ବୁଧବାର ସହଦେବଖୁଣ୍ଟାସ୍ଥିତ ବାସଭବନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ ଚିକିତ୍ସାଧୀନ ଥିଲେ। ତେବେ ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା…
ଲକ୍ଡାଉନ୍ ଦେଲା ନିଖୋଜ ପୁଅର ଠିକଣା
ନବରଙ୍ଗପୁର,୬ା୫(ବି.ପ୍ର.)- ଲକ୍ଡାଉନ୍ ସମୟରେ ମା’ ବାପାଙ୍କୁ ମିଳିଲା ଖୁସି ଖବର। ୧୫ ବର୍ଷ ହେଲା ନିଖୋଜ ବୋଲି ଭାବୁଥିବା ପୁଅର ଠିକଣା ପାଇଛନ୍ତି। ପୁଅର ପତ୍ତା ପାଇବା ପରେ ମା’, ବାପାଙ୍କ ମନରେ ଖୁସିର ଲହରି ଖେଳି ଯାଇଛି। ନବରଙ୍ଗପୁର ଜିଲା…
ବିଶୃଙ୍ଖଳିତ ସୁରଟ ଫେରନ୍ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର
ଦିଗପହଣ୍ଡି,୬ା୫(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ବାଳିକା ହାଇସ୍କୁଲ ପରିସରରେ ଥିବା କ୍ବାରାଣ୍ଟାଇନ ସେଣ୍ଟର ପରିଦର୍ଶନ କରିଛନ୍ତି ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉ ସାହେବ। ବୁଧବାର ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ, ବିଡ଼ିଓ ହଳଧର ଶବର, ସରପଞ୍ଚ…
ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଏସ୍ପି
ସୋରଡା,୬ା୫(ଡି.ଏନ୍.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୨୨୦୮ ଜଣ ପ୍ରବାସୀ ରହୁଛନ୍ତି। ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ବ୍ଲକରେ ପହଞ୍ଚତ୍ ସଙ୍ଗରୋଧ କେନ୍ଦ୍ରର ପରିଚାଳନା ନେଇ ସମୀକ୍ଷା କରିଥିଲେ। ଆଦର୍ଶ ବିଦ୍ୟାଳୟ କେନ୍ଦ୍ରକୁ ଯାଇ ବୁଲି ଦେଖିବା ସହ…
କୋଭିଡ୍ ହେଲ୍ଥ ସେଣ୍ଟରରେ ୫-ଟି ସଚିବ
ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କୋଭିଡ୍ ହସ୍ପିଟାଲ୍ ଯାଇ ସ୍ଥିତି ପରଖୁଛନ୍ତି। ଏହି କ୍ରମରେ ବୁଧବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର…
୧୧୫୭ ପ୍ରବାସୀଙ୍କ ମଧ୍ୟରୁ ୫୮ କରୋନା ନେଗେଟିଭ୍
କେନ୍ଦ୍ରାପଡ଼ା ଅଫିସ, ୬ା୫: ଗତ ୪ ତାରିଖରୁ ଅଦ୍ୟାବଧି ୧୧୫୭ ପ୍ରବାସୀ ଜିଲାକୁ ଫେରିଛନ୍ତି। ସେମାନଙ୍କଠାରୁ ସଂଗୃହୀତ ସ୍ବାବ୍ ଟେଷ୍ଟିଂ ପରେ ୫୮ ଜଣ କରୋନା ନେଗେଟିଭ୍ ବୋଲି ଜିଲା ପ୍ରଶାସନ ବୁଧବାର ଗଣମାଧ୍ୟମକୁ ସୂଚନା ଦେଇଛି। ଜିଲାର ୪ଟି ସ୍ଥାନରେ…
କଣ୍ଟେନମେଣ୍ଟ ଜୋନ୍ରେ ୩ ପଞ୍ଚାୟତର ୯ଗାଁ
ରସୁଲପୁର, ୬।୫(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତର ଜଣେ ୫୮ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍ (କ୍ରମିକ ନଂ.୧୭୬)ଙ୍କ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତାଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ୩୬ଜଣଙ୍କୁ ମଧ୍ୟରୁ…
Archives


