ଜୁନ୍ ୨୦ ପରେ ଯୁକ୍ତ୩, ଅଗଷ୍ଟ ୨୦ ସୁଦ୍ଧା ସରିବ ପିଜି ପରୀକ୍ଷା
ଭୁବନେଶ୍ୱର, ୬।୫(ବ୍ୟୁରୋ): ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଯୁକ୍ତ୩ ମହାବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଶେଷବର୍ଷ ପରୀକ୍ଷା ଜୁନ୍ ୨୦ ପରେ ଆରମ୍ଭ ହେବ। ଜୁଲାଇ ୨୪ ସୁଦ୍ଧା ପରୀକ୍ଷା ଶେଷ ହେବ ଓ ଅଗଷ୍ଟ ୩୧ ସୁଦ୍ଧା…
ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହେଲାନି
ପୁରୀ ଅଫିସ, ୬ା୫: ବୁଧବାର ଥିଲା ପବିତ୍ର ନୃସିଂହ ଚତୁର୍ଦ୍ଦଶୀ। ଏହି ତିଥିରେ ପରମ୍ପରା ଅନୁଯାୟୀ ରଥଖଳାରେ ତିନିରଥର କଣଗୁଜ ଅନୁକୂଳ ହୋଇଥାଏ। କିନ୍ତୁ ଏଥର ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହୋଇପାରିଲା ନାହିଁ। କେତେଜଣ ରୂପକାର ସେବକ ରଥଖଳାକୁ ଆସିଥିଲେ।…
ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି
ପୁରୀ ଅଫିସ, ୬ା୫: ପବିତ୍ର ନୃସିଂହ ଚତୁର୍ଦ୍ଦଶୀରେ ବୁଧବାର ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ସ୍ଥାନୀୟ ବ୍ରାହ୍ମଣ ଯୁବକମାନେ କୂଅରୁ ଜଳ ଆଣି ଏହି ନୀତିରେ ସାମିଲ ହୋଇ ଥିଲେ। ଠାକୁରାଣୀଙ୍କୁ ଜଳ ମଧ୍ୟରେ ନିମଗ୍ନ କରିଥିଲେ।…
କରୋନା ମହାମାରୀରୁ ବର୍ତ୍ତିବା ପାଇଁ ସନସାଇନ୍ ପକ୍ଷରୁ ବିଶୋଧନ କାର୍ଯ୍ୟକ୍ରମ
ନିଆଳି,୬।୫(ଡି.ଏନ୍.ଏ.): କଟକ ନିଆଳି ବ୍ଲକ ଦେବୀକନ୍ଦଳ ଦ୍ୱୀପାଞ୍ଚଳର ଅଳତଳଙ୍ଗ ଗାଁରେ ସନସାଇନ୍ ୟୁଥ୍ କ୍ଲବ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା ମହାମାରୀରୁ ବର୍ତ୍ତିବା ପାଇଁ ସନସାଇନ୍ କ୍ଲବ ପକ୍ଷରୁ ଗାଁରେ ସଫେଇ କରାଯିବା ସହ ବିଶୋଧନ ସିଞ୍ଚନ ଓ…
୨୭କୁଇଣ୍ଟାଲ ମହୁଲ ପୋଚ ନଷ୍ଟ କଲା ଅବକାରୀ ବିଭାଗ
ଜୁନାଗଡ,୬।୫(ଡି.ଏନ୍.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ରଣପୁର ପୋଡଚୁଆଁ ପାହାଡରେ ଦେଶୀ ହାତରନ୍ଧା ମଦ ତିଆରି ହେଉଥିବା ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା। ସେଠାରେ ତଲାସୀ ପରେ ୨୭.୪୦ କୁଇଣ୍ଟାଲ ମହୁଲ ପୋଚ, ୩୫ଲିଟର ହାତରନ୍ଧା ମଦ…
ସଙ୍ଗରୋଧ ଗୃହରେ ପ୍ରବାସୀ ଶ୍ରମିକଙ୍କୁ ଭେଟିଲେ, ମାସ୍କ ବାଣ୍ଟିଲେ ବିଧାୟକ
କୋକସରା,୬।୫(ଡି.ଏନ୍.ଏ): କଳାହାଣ୍ଡି ଜିଲା ଧର୍ମଗଡ ବିଧାୟକ ମୌଷଧି ବାଗ କୋକସରା ସହର ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ମାସ୍କ ଓ ସାବୁନ ବଣ୍ଟନ କରିଛନ୍ତି। ପରେ ସ୍ଥାନୀୟ ଜବାହର ଉଚ୍ଚ ବିଦ୍ୟାପୀଠରେ କରାଯାଇଥିବା ଅସ୍ଥାୟୀ କୋଭିଡ ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀ…
ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ପରିଦର୍ଶନ କଲେ ଜିଲାପାଳ
ଜୁନାଗଡ,୬।୫(ଡି.ଏନ୍.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବୁଡିପଦର ଓ ତଳମଲାଠାରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରକୁ ବୁଧବାର ଅପରାହ୍ନରେ ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ପରିଦର୍ଶନ କରିଥିଲେ। ସେଠାରେ ରହୁଥିବା ଶ୍ରମିକଙ୍କ ସେ ସ୍ଥିତି ବୁଝିବା ସହ କାର୍ଯ୍ୟର ସମୀକ୍ଷା କରିଥିଲେ।…
ପୁଣି ଏକ ବାଲ୍ୟବିବାହ ରୋକିଲା ଚାଇଲ୍ଡଲାଇନ
ଦେବଗଡ଼, ୬ା୫(ଡି.ଏନ.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ରାଇତାଳ ଗ୍ରାମରେ ବାଲ୍ୟବିବାହ ପାଇଁ ଯୋଜନା ଚାଲିଥିବା ବେଳେ ଚାଇଲ୍ଡଲାଇନ ପକ୍ଷରୁ ଏହାକୁ ରୋକାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଗତ ଏପ୍ରିଲ ୨୬ତାରିଖରେ ରାଇତାଳ ଗ୍ରାମରେ ଏକ ବାଲ୍ୟବିବାହ ପାଇଁ ଉଦ୍ୟମ…
ଦେବଗଡରେ ସ୍ଥିତି ସମୀକ୍ଷା କଲେ କୋଭିଡ ପର୍ଯ୍ୟବେକ୍ଷକ
ଦେବଗଡ, ୬ା୫(ଡି.ଏନ.ଏ.): କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ଦେବଗଡ ଜିଲା ନିମନ୍ତେ ନିଯୁକ୍ତ ପର୍ଯ୍ୟବେକ୍ଷକ ତଥା ଶକ୍ତି ବିଭାଗର ସଚିବ ବିଷ୍ଫୁପଦ ସେଠୀ ଏବଂ ସ୍ବତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀ ବୁଧବାର ଦେବଗଡ ଜିଲା ଗସ୍ତରେ ଆସିଥିଲେ। ଜିଲା ପ୍ରଶାସନ ପକ୍ଷରୁ…
ଲକ୍ଡାଉନ ୩.୦: ଖୁବ୍ଶୀଘ୍ର ଆରମ୍ଭ ହେବ ସର୍ବସାଧାରଣ ପରିବହନ; ନୀତୀନ
ନୂଆଦିଲ୍ଲୀ,୬।୫: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍ଡାଉନ ୩.୦ ଜାରି ରହିଛି। ମାର୍ଚ୍ଚ ୧୭ଯାଏଁ ଏହି ଲକ୍ଡାଉନର ଅବଧିକୁ ବୃଦ୍ଧି କରାଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍ଡାନରେ କେତେକ କଟକଣାକୁ କୋହଳ କରାଯାଇଛି। ଏହିକ୍ରମରେ ଯାତାୟାତ ପାଇଁ ଖୁବ୍ଶୀଘ୍ର ସର୍ବସାଧାରଣ ପରିବହନକୁ…
କନ୍ୟା ହରାଇଥିବା ହୋମ୍ଗାର୍ଡ ଗୌରୀଙ୍କୁ ସହାୟତା
ପିପିଲି, ୬ା୫(ଡି.ଏନ.ଏ): ପିପିଲି ଥାନାର ହୋମ୍ଗାର୍ଡ ଗୌରୀ ବେହେରା କରୋନା ବିରୋଧୀ ଲଢେଇ ଲଢୁଥିବା ବେଳେ ତାଙ୍କର କର୍କଟ ପୀଡ଼ିିତା ୧୩ ବର୍ଷୀୟା ଝିଅ ସବୁଦିନ ପାଇଁ ଆଖି ବୁଜି ଦେଇଥିଲା। ଝିଅର ଚିକିତ୍ସା ପାଇଁ ଗୌରୀ ନିଜର ସମସ୍ତ ସଞ୍ଚିତ…
ଦିଲ୍ଲୀ ମରକଜରେ ସାମିଲ ହୋଇଥିବା ହଜାରେ କରୋନା ସଂକ୍ରମିତ ସୁସ୍ଥ
ନୂଆଦିଲ୍ଲୀ,୬।୫: ଦିଲ୍ଲୀ ନିଜାମୁଦ୍ଦିନ ସ୍ଥିତ ତବଲିଘି ଜମାତ ସହ ଜଡ଼ିତ ଥିବା ଲୋକଙ୍କୁ ନେଇ ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ତବଲିଘି ଜମାତ ସହ ଜଡ଼ିତ ଥିବା ପ୍ରାୟ ୧ହଜାର କରୋନା ସଂକ୍ରମିତ ରୋଗୀ ସୁସ୍ଥ ହୋଇଥିବା ନେଇ ବୁଧବାର…
Archives


