କୋରାପୁଟ-କିରୁଣ୍ଡୁଲ ରେଳ ଲାଇନ୍ରେ ପଥର ଧସିଲା: ୩ ମୃତ, ୪ ଗୁରୁତର
ରାୟଗଡ଼ା ଅଫିସ,୬ା୫: କୋରାପୁଟ-କିରୁଣ୍ଡୁଲ ରେଳ ଲାଇନର ବୋରା କେଭ୍ ନିକଟରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଚିରୁକାପଲ୍ଲୀ ରେଳଷ୍ଟେଶନଠାରେ ରେଳ ଲାଇନରେ ପଥର ଧସିବାରୁ ଏହି ପଥରଗୁଡିକୁ ରାସ୍ତାରୁ ହଟାଇ ସଫା କରିବା ପାଇଁ ୩୦ ଜଣ କର୍ମୀଙ୍କୁ ନିୟୋଜିତ କରାଯାଇଥିଲା।…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ କୁଖ୍ୟାତ ଆତଙ୍କବାଦୀ ରିୟାଜ୍ ନିହତ
ଶ୍ରୀନଗର,୬।୫: ଜମ୍ମୁ-କଶ୍ମୀରର ଅଓ୍ବନ୍ତିପୋରାର ବେଗପୋରାରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ କୁଖ୍ୟାତ ଆତଙ୍କବାଦୀ ରିୟାଜ୍ ନାଇକୁ ନିହତ ହୋଇଛନ୍ତି। ସେ ହିଜିବୁଲ୍ ମୁଜାହିଦ୍ଦିନ୍ ଆତଙ୍କବାଦୀ ସଂଗଠନର କମାଣ୍ଡର ଭାବେ କାର୍ଯ୍ୟ କରୁଥିଲେ। ଦୀର୍ଘଦନ ଧରି ସୁରକ୍ଷାକର୍ମୀ ରିୟାଜ୍ଙ୍କୁ ଖୋଜୁଥିଲେ। ମଙ୍ଗଳବାରଠାରୁ ଏଠାରେ ଅପରେଶନ ଜାରି…
ଗଞ୍ଜାମ ଜିଲାର ୨୬୮କ୍ୱାରାଣ୍ଟାଇନ ସେଣ୍ଟରରେ ଦୈନିକ ଚାଲିଛି ମନିଟରିଂ
ଛତ୍ରପୁର, ୬।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଥିବା ୨୬୮ଟି କ୍ୱାରାଣ୍ଟାଇନ ସେଣ୍ଟରରେ ୧୭ ହଜାର ୨୪୪ ଜଣ ରହିଛନ୍ତି। ଦୈନିକ ସ୍ଥାନୀୟ ଥାନା ପୋଲିସ କ୍ୱାରାଣ୍ଟାଇନ ସେଣ୍ଟରରର ମନିଟରିଂ କରୁଛନ୍ତି। ଏହାର ଦୈନିକ ରିପୋର୍ଟ ଥାନା ପକ୍ଷରୁ ଗଞ୍ଜାମ…
ଆସନ୍ତା ୫୦ ବର୍ଷ ମଧ୍ୟରେ ଭାରତରେ ଅନୁଭୂତ ହେବ ସାହାରା ମରୁଭୂମି ଭଳି ତାତି: ୧୨୦ କୋଟି ଭାରତୀୟ ହେବେ ପ୍ରଭାବିତ
ଲଣ୍ଡନ/ନୂଆଦିଲ୍ଲୀ,୬।୫: ସାରା ପୃଥିବୀରେ ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଏହାର ପ୍ରଭାବ ଯଦି ଜାରି ରୁହେ, ତେବେ ଆସନ୍ତା ୫୦ ବର୍ଷ ମଧ୍ୟରେ ଭାରତରେ ସାହାରା ମରୁଭୂମି ଭଳି ତାତି ଅନୁଭୂତ ହେବ। ଏହାଦ୍ୱାରା ୧୨୦ କୋଟି ଭାରତୀୟ…
ବାଲେଶ୍ୱରରେ ୨୫ରେ ପହଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ନୂଆ ଆକ୍ରାନ୍ତ ୪୮ ବର୍ଷୀୟ ବ୍ୟକ୍ତି
ଭୁବନେଶ୍ୱର(ବ୍ୟୁରୋ),୬।୫: ବାଲେଶ୍ୱରରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ବ୍ୟକ୍ତି ୪୮ ବର୍ଷୀୟ ବ୍ୟକ୍ତି। ସେ ପଶ୍ଚିମବଙ୍ଗର କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍ରେ ରହିଥିଲେ। ବୁଧବାର ଅପରାହ୍ନରେ ସେ ପଜିଟିଭ୍ ଜଣାପଡ଼ିବା ପରେ ତାଙ୍କ ଟ୍ରାଭେଲ୍ ହିଷ୍ଟ୍ରି ଏବଂ କଣ୍ଟ୍ରାକ୍ଟ ଟ୍ରେସିଂ ଆଦି ଆରମ୍ଭ…
୩୯ କୋଟି ଲୋକଙ୍କୁ ପ୍ରଦାନ କରାଯାଇଛି ୩୪,୮୦୦ କୋଟିର ପିଏମ୍ଜିକେପି ସହାୟତା
ନୂଆଦିଲ୍ଲୀ,୬।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ପ୍ରୟାସ କକରାଯାଉଛି। ମେ ୫ ସୁଦ୍ଧା ଦେଶର ୩୯ କୋଟି ଲୋକଙ୍କୁ ୩୪,୮୦୦ କୋଟି ଟଙ୍କାର ପ୍ରଧାନମନ୍ତ୍ରୀ ଗରିବ…
ଯାଜପୁରରେ ୫୪ରେ ପହଞ୍ଚିଲା କରୋନା ପଜିଟିଭ୍ଙ୍କ ସଂଖ୍ୟା: ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ,କୋଲକାତାରୁ ଫେରିଥିଲେ
ଭୁବନେଶ୍ୱର(ବ୍ୟୁରୋ),୬।୫: ଯାଜପୁରରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ। ସେ କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍ରେ ରହିଥିଲେ। ବୁଧବାର ସେ ପଜିଟିଭ୍ ଜଣାପଡ଼ିବା ପରେ ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରି ଏବଂ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିବା ରାଜ୍ୟ ସୂଚନା ଓ…
ଲକ୍ଡାଉନ୍ରେ ଗାଁରେ ଫସିଲେ ରତନ: ଚୁଲିରେ କରୁଛନ୍ତି ରୋଷେଇ
ଲକ୍ଡାଉନ୍ ପାଇଁ ଘରୁ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି। ଅନେକ ଲୋକ ଅଛନ୍ତି ଯୋଉଁମାନେ ନିଜ ଘରଠାରୁ ଦୂରେଇ ଅନ୍ୟ ସ୍ଥାନରେ ଫସି ରହିଛନ୍ତି। ଏମିତି ଘଟିଛି ଛୋଟ ପରଦାର ଚର୍ଚ୍ଚିତ ଅଭିନେତ୍ରୀ ରତନ ରାଜପୁତଙ୍କ ସହ। ଲକ୍ଡାଉନ୍ ଯୋଗୁ ରତନ…
କଞ୍ଚା ଆମ୍ବ ଖାଇଲେ ଦୀପିକା: କ’ଣ ଖୁସି ଖବର ବୋଲି ପଚାରିଲେ ପ୍ରଶଂସକ
ବଲିଉଡ୍ର ଚର୍ଚ୍ଚିତ ଯୋଡି ମଧ୍ୟରୁ ଅନ୍ୟତମ ହେଉଛନ୍ତି ଦୀପିକା ପାଦୁକୋନ ଓ ରଣବୀର ସିଂହ। ପ୍ରଶଂସକମାନେ ଏହି ଯୋଡିକୁ ବେସ୍ ପସନ୍ଦ କରୁଛନ୍ତି। ଏହି ଯୋଡିଙ୍କ ବିବାହକୁ ଇତିମଧ୍ୟରେ ବର୍ଷେ ବିତିଯାଇଛି। ତେବେ ପ୍ରଶଂସକମାନେ ତାଙ୍କଠାରୁ ଖୁସି ଖବର ଶୁଣିବାକୁ ଚାହିଁ…
ସୁକତେଲ ବ୍ରିଜ୍ ଭୁଶୁଡ଼ିବା ଘଟଣା: କୋର୍ଟ ଚାଲାଣ ହେଲେ ପ୍ରୋଜେକ୍ଟ ଦାୟିତ୍ୱରେ ଥିବା କର୍ମଚାରୀ
ପାଟଣାଗଡ, ୬।୫(ଡି.ଏନ୍.ଏ.)- ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଦୁଇ ଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ।…
ମେ ୧୭ ପରେ ସରକାରଙ୍କ କରୋନା ରଣନୀତି ନେଇ ପ୍ରଶ୍ନ କଲେ ସୋନିଆ
ନୂଆଦିଲ୍ଲୀ,୬।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତରେ ଲକ୍ଡାଉନ୍ ଜାରି ହୋଇଛି। ଏହାର ସମୟ ସୀମାକୁ ମେ ୧୭ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୃଦ୍ଧି କରିଛନ୍ତି। ତେବେ ଏହାପରେ ସରକାରଙ୍କ କରୋନା ରଣନୀତି କିଭଳି ରହିବ ସେନେଇ କଂଗ୍ରେସ ଅଧ୍ୟକ୍ଷା…
ଜାଣନ୍ତି ୭୦୦ ବର୍ଷ ତଳେ ବି କ୍ୱାରାଣ୍ଟାଇନ୍ରେ ରହିଥିଲେ ଲୋକେ, ୪୦ ଦିନ ପର୍ଯ୍ୟନ୍ତ ପାଣି ଭିତରେ ରହି ବଞ୍ଚାଇଥିଲେ ଜୀବନ
ସାରା ବିଶ୍ୱରେ ବର୍ତ୍ତମାନ ମହାମାରୀ କରୋନା ଭୂତାଣୁ କାୟା ବିସ୍ତାର କରିଥିବାରୁ ଲୋକଙ୍କୁ କ୍ୱାରାଣ୍ଟାଇନ୍ରେ ରଖାଯାଉଛି। କାରଣ ଏହା ଏକ ସଂକ୍ରାମକ ରୋଗ। ଏହାକୁ ରୋକିବା ପାଇଁ କ୍ୱାରାଣ୍ଟାଇନ୍ ହିଁ ବିକଳ୍ପ। ଖାଲି ଏବେ ନୁହେଁ, ୭୦୦ ବର୍ଷ ତଳେ ମଧ୍ୟ…
Archives


