Home Left

ଝୁଲି ରହିଛି ୩ କଏଦୀଙ୍କ ଓଡ଼ିଶା ସ୍ଥାନାନ୍ତର ନିଷ୍ପତ୍ତି

ତ୍ରିନାଥ ମହାନ୍ତି ଭୁବନେଶ୍ୱର, ୬ା୫(ବ୍ୟୁରୋ): କେତେକ ମାମଲାରେ ୩ଜଣ ଓଡ଼ିଆ କଏଦୀ ଏବେ ତାମିଲନାଡୁ ଜେଲରେ ଅଛନ୍ତି। ସେମାନେ ଓଡ଼ିଶା ସ୍ଥାନାନ୍ତର ପାଇଁ ବାରମ୍ବାର ଆବେଦନ କରି ନିରାଶ ହୋଇଛନ୍ତି। ଏପଟେ ଦୁଇବର୍ଷ ହେବ ଓଡ଼ିଶା ଜେଲ ବିଭାଗ ପକ୍ଷରୁ ତାମିଲ୍‌ନାଡୁ…

କରୋନା ଯୁଦ୍ଧରେ ଟେକ୍ନୋଲୋଜି ଅସ୍ତ୍ର

ସସ୍ମିତା ପାଇକରାୟ ଭୁବନେଶ୍ୱର,୬ା୫(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶା ଦେଶରେ ରୋଲ୍‌ ମଡେଲ ସାଜିଛି। ଯୁଦ୍ଧ ଜିତିବାକୁ ରାଜ୍ୟ ସରକାର ଟେକ୍ନୋଲୋଜି ବା ବୈଷୟିକ ଜ୍ଞାନ କୌଶଳକୁ ଅସ୍ତ୍ର କରିଛନ୍ତି। ଆଗୁଆ ଯୋଜନା ଓ କଟକଣାକୁ ସଫଳ ଭାବେ କାର୍ଯ୍ୟକାରୀ କରିବାରେ…

ନବଜାତକକୁ ସ୍ବାଗତକଲେ ଏଲନ୍‌ ମସ୍କ, ଗର୍ଲଫ୍ରେଣ୍ଡ ଗ୍ରୀମ୍‌ସ

ନୂଆଦିଲ୍ଲୀ,୬।୫: ଟେସ୍‌ଲା ମୁଖ୍ୟ ଏଲନ୍‌ ମସ୍କ ଏବଂ ଗର୍ଲଫ୍ରେଣ୍ଡ ଗ୍ରୀମ୍‌ସ ସେମାନଙ୍କ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ୩୨ ବର୍ଷୀୟ ଗ୍ରୀମ୍‌ସଙ୍କ ପ୍ରକୃତ ନାମ କ୍ଲେୟାର ବାଉଚର। ଗର୍ଭବତୀ ଥିବା ଖବରକୁ ଗ୍ରୀମ୍‌ସ ଚଳିତ ବର୍ଷ ଜାନୁୟାରୀରେ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଥିଲେ।…

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ଖୋର୍ଦ୍ଧା ଅଫିସ/ ନିରାକାରପୁର,୬ା୫(ଡି.ଏନ୍‌.ଏ.): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ପୁଣି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ କୁହୁଡି ଛକରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ବସ୍‌ ଡ୍ରାଇଭରଙ୍କ…

ବ୍ୟବସ୍ଥା ନ କରି ସହଯୋଗ ଲୋଡ଼ିଲେ

ନୂଆଦିଲ୍ଲୀ, ୬।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା ପରେ ଗ୍ରାମାଞ୍ଚଳକୁ ଯୋଗାଯୋଗ କରୁଥିବା ଜାତୀୟ ରାଜପଥଗୁଡ଼ିକରେ ହଜାର ହଜାର ଲୋକଙ୍କ ଗହଳି ଦେଖିବାକୁ ମିଳିଛି। ସମ୍ଭବତଃ ଏପରି ଗହଳି ୭୩ବର୍ଷ ତଳେ ଦେଶ ବିଭାଜନ ସମୟରେ ମଧ୍ୟ ଦେଖିବାକୁ…

ଜୁନ ୧୮ ଯାଏ ବଢ଼ିଲା ସମସ୍ତ ଅନ୍ତରୀଣ ନିର୍ଦ୍ଦେଶ

କଟକ ଅଫିସ,୬।୫: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ମଙ୍ଗଳବାର କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ବିଭିନ୍ନ ମାମଲାରେ ପୂର୍ବରୁ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ଯେଉଁ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି, ଯାହା ମାର୍ଚ୍ଚ ୨୪ ତାରିଖ ପରେ ସମାପ୍ତ ହେଉଛି,…

ଆଜିଠାରୁ ରବି ଧାନ ସଂଗ୍ରହ

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ରବି ଧାନ ଅମଳ ୪୦ ପ୍ରତିଶତ ଶେଷ ହୋଇଛି। ବୁଧବାରଠାରୁ ରାଜ୍ୟର ୧୭ଟି ଜିଲାରେ ରବି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ମୁଗ, ବିରି, କୋଳଥ,ଚଣା ଆଦି ଡାଲିଜାତୀୟ ଏବଂ ତୈଳବୀଜ ଫସଲ କ୍ରୟ ପ୍ରକ୍ରିୟା ମଧ୍ୟ…

ଆଉ ୩ ମାସ ଅଟକ ରହିବେ ମେହବୁବା

ନୂଆଦିଲ୍ଲୀ, ୬ା୫: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହବୁବା ମୁଫ୍‌ତିଙ୍କୁ ପିଏସ୍‌ଏ ଅନୁଯାୟୀ ଅଟକ ରଖାଯାଇଥିବା ବେଳେ ମଙ୍ଗଳବାର ଏହାକୁ ଆଉ ୩ ମାସ ବୃଦ୍ଧି କରାଯାଇଛି। ଶ୍ରୀନଗର ଜିଲା ମାଜିଷ୍ଟ୍ରେଟ ମଙ୍ଗଳବାର ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଏଭଳି…

ରଥ ନିର୍ମାଣ ଲାଗି ଆସିଲାନି ନିର୍ଦ୍ଦେଶ

ପୁରୀ ଅଫିସ,୬ା୫: ଚଳିତ ବର୍ଷ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ତିନିରଥ ଗଡ଼ିବା ନେଇ ସଂଶୟ ଦେଖାଦେଇଛି। ମଙ୍ଗଳବାର ଦିନତମାମ୍‌ର ଘଟଣା ଚିତ୍ର ସମସ୍ତଙ୍କ ମନରେ ଏଭଳି ଭାବିବାକୁ ସୁଯୋଗ ସୃଷ୍ଟି କରିଛି। ସୋମବାର ସନ୍ଧ୍ୟାରେ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ମଙ୍ଗଳବାର…

କରୋନାକୁ ପ୍ରଭାବହୀନ କରିବ ବିକଶିତ ଆଣ୍ଟିବଡି

ଜେରୁସଲମ୍‌, ୬ା୫: କରୋନା ଭୂତାଣୁ ବିଶ୍ୱବାସୀଙ୍କୁ ଆତଙ୍କିତ କରିପକାଇଛି। ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ବେଳେ ୨୧୨ ଦେଶର ସହସ୍ରାଧିକ ଲୋକ ଏଥିରେ ପ୍ରାଣ ହରାଇଲେଣି। ଏପର୍ଯ୍ୟନ୍ତ ଏହାର ସଫଳ ଔଷଧ ବାହାରି ନ ଥିବାବେଳେ କରୋନା ଭୂତାଣୁର…

ମଦ କାରବାର: ଜିଲାପାଳଙ୍କ ପଲା ଭାରି

ଭୁବନେଶ୍ୱର, ୬ା୫(ବ୍ୟୁରୋ): ରାଜ୍ୟର ମଦ ଦୋକାନ ଖୋଲିବା ନେଇ ଦ୍ୱନ୍ଦ୍ୱ ଏ ପର୍ଯ୍ୟନ୍ତ ଦୂର ହୋଇପାରୁନାହିଁ। ଗତ ୧ ତାରିଖରେ ଦେଶର ସମସ୍ତ ଗ୍ରୀନ ଜୋନ୍‌ ଅଞ୍ଚଳରେ ମଦ ଦୋକାନ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଥିଲେ। ହେଲେ ଓଡ଼ିଶାରେ ଏପର୍ଯ୍ୟନ୍ତ…

ଇଟାଲୀକୁ ଟପିଲା ବ୍ରିଟେନ

ଓ୍ବାଶିଂଟନ/ଲଣ୍ଡନ/ରୋମ୍‌, ୬ା୫: ମହାମାରୀ କରୋନା ଉଗ୍ରରୂପ ନେବାରେ ଲାଗିଛି। ୨୧୨ ଦେଶର ୩୬.୮୭ ଲକ୍ଷ ଜଣ ଏହା ଜାଲରେ ପଡ଼ିଥିବାବେଳେ ୨.୫୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଭୂତାଣୁ ଆକ୍ରାନ୍ତରେ ଗଲାଣି। ମଙ୍ଗଳବାର ୪୪,୫୦୦ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ୨,୯୦୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri