Home Left

ଋଷି କପୁରଙ୍କୁ ମନେପକାଇ ପାକିସ୍ତାନୀ ନାୟିକା ଲେଖିଲେ ‘କେବଳ ତୁମର ହିନା’

ମୁମ୍ବାଇ: ଏପ୍ରିଲ ମାସ ଶେଷରେ ବଲିଉଡ୍‌ ହରାଇଲା ତା’ର ଦୁଇ ପୁରୁଣା କଳାକାରଙ୍କୁ। ଋଷି କପୁର ଓ ଇର୍ଫାନ ଖାଁଙ୍କୁ। ହେଲେ ଯୁଗ ଯୁଗ ଧରି ସିନେପ୍ରେମୀଙ୍କ ହୃଦୟରେ ଏମାନେ ଅଭୁଲା ହୋଇ ରହିବେ। ନିକଟରେ ପାକିସ୍ତାନୀ ନାୟିକା ଜେବା ବଖତିୟାର…

କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀଙ୍କ ମଧ୍ୟରେ ଗଣ୍ଡଗୋଳ: ୩ ଆହତ; ତଦନ୍ତ ଚାଲିଥିବା କହିଲେ ଏସ୍‌ପି

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଜମାଗୋରଡ଼ା ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ଜଣ ଆହତ ହୋଇଛନ୍ତି। ଏ ନେଇ ଏକ ମାମଲା ରୁଜୁ ହୋଇଥିବା ବେଳେ ତଦନ୍ତ ଚାଲିଥିବା ଗଞ୍ଜାମ ଏସ୍‌ପି…

୬ ରାଜ୍ୟର ୬ଟି ଗ୍ରୀନ୍‌ଜୋନ୍‌ ଉପରେ ନଜର ରଖିବ ଡ୍ରୋନ୍‌

ନୂଆଦିଲ୍ଲୀ,୫।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ସେହିପରି ସଂକ୍ରମଣ ଆଧାରରେ ବିଭିନ୍ନ ଅଞ୍ଚଳକୁ ରେଡ୍‌ ଜୋନ୍‌, ଅରେଞ୍ଜ୍‌ ଜୋନ୍‌ ଏବଂ ଗ୍ରୀନ୍‌ ଜୋନ୍‌ ଭାବେ ବର୍ଗୀକୃତ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ: କ୍ୱାରାଣ୍ଟାଇନରେ ନ ରହିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପରେ ପ୍ରବାସୀ ଓଡ଼ିଆଙ୍କୁ କଡ଼ା ଚେତାବନୀ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ସେ କହିଛନ୍ତି ଯେ, ସମସ୍ତ ପ୍ରବାସୀ ଓଡ଼ିଆ ୧୪ ଦିନ କ୍ୱାରାଣ୍ଟାଇନ କେନ୍ଦ୍ର…

ଆଇଟିବିପିର ୪୫ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ଭାଇରସ ତା’ର କାୟା ବିସ୍ତାର କରି ଚାଲିଛି। ମଙ୍ଗଳବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬ ହଜାର ଅତିକ୍ରମ କରି ସାରିଥିବା ବେଳେ ଏଥିରୁ ବାଦ୍‌ ପଡି ନାହାନ୍ତି ଦେଶର ସୁରକ୍ଷା ପାଇଁ ନିୟୋଜିତ…

ଅଧିର ରଞ୍ଜନ ଚୌଧୁରୀ ପିଏସି ଅଧ୍ୟକ୍ଷ

ନୂଆଦିଲ୍ଲୀ,୫।୫: କଂଗ୍ରେସ ଏମ୍‌ପି ଅଧିର ରଞ୍ଜନ ଚୌଧୁରୀଙ୍କୁ ପାର୍ଲାମେଣ୍ଟାରୀ ପବ୍ଲିକ୍‌ ଆକାଉଣ୍ଟ୍‌ କମିଟି(ପିଏସି) ଅଧକ୍ଷ ଭାବେ ନିଯୁକ୍ତ କରାଯାଇଛି। ସେ ଏହି ପଦବୀରେ ୨୦୨୧ ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। କମିଟିର କାର୍ଯ୍ୟକାଳ ୨୦୨୦ ମେ୧ରୁ ଆରମ୍ଭ ହୋଇଛି। ଏହି…

ଗୋଟିଏ ପିପିଇକୁ ଶହେ ଥର ବ୍ୟବହାର କରିପାରିବେ ଡାକ୍ତର !

ଲଣ୍ଡନ,୫।୫: କରୋନା ଭାଇରସ ସହ ଲଢିବାକୁ ପିପିଇ(ପର୍ସନାଲ ପ୍ରୋଟେକ୍ସନ ଇକ୍ୟୁପମେଣ୍ଟ) ଡାକ୍ତରଙ୍କ ପାଇଁ ନିହାତି ଜରୁରୀ। ହେଲେ ଏହାର ପୁନଃ ବ୍ୟବହାର ନ ହେବା କାରଣରୁ ଏହାର ସଂଖ୍ୟା କମ୍‌ ହେବା ସହ ଯେତିକି ପିପିଇ ଆବଶ୍ୟକ ତାହା ମିଳିପାରୁ ନାହିଁ।…

ଫେରାର ଓଡ଼ିଆ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନକୁ ଅଣାଗଲା: ୧୨ରୁ ଊର୍ଦ୍ଧ୍ୱଙ୍କ ନାମରେ ମାମଲା

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଜନତା ହାଇସ୍କୁଲ ଓ ରାଗପୁର କ୍ୱାରାଣ୍ଟାଇନ ସେଣ୍ଟରର ପ୍ରବାସୀ ଓଡ଼ିଆ ଗତ ୩ ତାରିଖରେ ପୋଲିସ ଓ ଶିକ୍ଷକଙ୍କୁ ଦୁର୍ବ୍ୟବହାର କରିବା ସହ ଫେରାର ହୋଇଯାଇଥିଲେ। ଏ ନେଇ କୋଦଳା ତହସିଲଦାରଙ୍କ ଏତଲା…

‘ମଦ’ର ହୋମ୍‌ ଡେଲିଭରି ଦେବେ ଛତିଶଗଡ଼ ସରକାର

ରାୟପୁର,୫।୫: ଲକ୍‌ଡାଉନ ୩.୦ ପରେ ଦେଶର ବିଭିନ୍ନ ସ୍ଥାନକୁ ୩ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଗ୍ରୀନ୍‌, ଅରେଞ୍ଜ ଓ ରେଡ୍‌ ଜୋନକୁ ଦେଖି ଲକ୍‌ଡାଉନ ନିୟମରେ କୋହଳ ମଧ୍ୟ କରାଯାଇଛି। ମଙ୍ଗଳବାର ଛତିଶଗଡ଼ ସରକାର ମଦପ୍ରେମୀଙ୍କ ପାଇଁ ଆଣିଛନ୍ତି ଖୁସି ଖବର।…

କରୋନା ସଂକ୍ରମଣରୁ ସୁସ୍ଥ ହୋଇଥିବା ଲୋକଙ୍କ ମୁହଁ ବନ୍ଦ କରିଛି ଚାଇନା

ବେଜିଂ,୫।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ଦେଶରେ ପ୍ରତିଷେଧକ ଟୀକା ନେଇ ଗବେଷଣା ଜାରି ରହିଛି। ଏପରିସ୍ଥଳେ ଉହାନରେ ସୁସ୍ଥ ହୋଇଥିବା କରୋନା ସଂକ୍ରମିତଙ୍କୁ ବାହାର…

ସ୍ମେଲଟର ପ୍ଲାଣ୍ଟରେ ଦୁର୍ଘଟଣା: କାରକୁ ଟାଣି ନେଲା ମ୍ୟାଗନେଟ

ବଅଁରପାଳ,୫।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲକୋ ସ୍ମେଲଟର ପ୍ଲାଣ୍ଟର ପଟ୍‌ଲାଇନ୍‌ ଏ ଓ ବି ମଧ୍ୟସ୍ଥଳରେ ମଙ୍ଗଳବାର ସକାଳେ ଜଣେ ଠିକାଦାରଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ସମ୍ପୃକ୍ତ ଠିକାଦାର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାଯୋଗ୍ୟ, ଉକ୍ତ ଠିକାଦାର କାର୍‌ରେ ପଟ୍‌ଲାଇନ୍‌ ରାସ୍ତା…

ଭୁଲ, ଗୁଜବ ଖବର ନ ଦେବାକୁ ଗଞ୍ଜାମ ଜିଲାପାଳଙ୍କ ଅନୁରୋଧ: ସତ୍ୟ ପ୍ରମାଣ ସହ ଖବର ପ୍ରକାଶ କରିବାକୁ ପରାମର୍ଶ

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ପ୍ରିଣ୍ଟ, ଇଲେକ୍‌ଟ୍ରୋନିସ୍‌ ଏପରିକି ସୋସିଆଲ ମିଡିଆରେ କରୋନାକୁ ନେଇ କେହି ଭୁଲ ତଥା ତଥା ଗୁଜବ ଖବର ଦିଅନ୍ତୁ ନାହିଁ। ଏପରି କଲେ କାହାରିକୁ ଛାଡ଼ିବୁ ନାହିଁ। ମଙ୍ଗଳବାର ସମସ୍ତ ବିଡିଓ ଓ ଅଧିକାରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri