Home Left

ଏମ୍‌ସିଏଲ୍‌ ହିଙ୍ଗୁଳା କୋଇଲା ଖଣି ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ଜୀବନ ଗଲା

ତାଳଚେର,୫।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଏମ୍‌ସିଏଲ୍‌ରେ ଥିବା ହିଙ୍ଗୁଳା କୋଇଲା ଖଣିରେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଠିକା ଶ୍ରମିକ ଜଣଙ୍କ ହେଉଛନ୍ତି ଛତିଶଗଡ଼ ଅଞ୍ଚଳର ୩୮ ବର୍ଷୀୟ ସୋମେତ ଜମାଡ। ସୋମେତ…

ଭାରତମାତାର ବୀର ସନ୍ତାନଙ୍କୁ ଅନ୍ତିମ ବିଦାୟ

ଜୟପୁର,୫।୫: ଜମ୍ମୁ-କଶ୍ମୀରର ହନ୍ଦଓ୍ବାଡାରେ ହୋଇଥିବା ଏନ୍‌କାଉଣ୍ଟରରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ଲଢେଇ କରି ଶହୀଦ ହୋଇଥିବା କର୍ନେଲ ଆଶୁତୋଷ ଶର୍ମା ଓ ମେଜର ଅନୁଜ ସୁଦଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମଙ୍ଗଳବାର ଅନ୍ତିମ ବିଦାୟ ଦିଆଯାଇଛି। କର୍ନେଲ ଆଶୁତୋଷ ଶର୍ମାଙ୍କୁ ମଙ୍ଗଳବାର…

ଜୁଲାଇ ୧୮ରୁ ୨୩ ଜେଇଇ ମେନ୍‌: ୨୬ ଜୁଲାଇରେ ଏନ୍‌ଇଇଟି ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ,୫।୫: ଜେଇଇ ମେନ୍‌ ଏବଂ ଏନ୍‌ଇଇଟି ପ୍ରବେଶିକା ପରୀକ୍ଷା ପାଇଁ ନୂତନ ତାରିଖ ଘୋଷଣା କରାଯାଇଛି। ଜୁଲାଇ ୧୮ରୁ ୨୩ ମଧ୍ୟରେ ଜେଇଇ ମେନ୍‌ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ଜୁଲାଇ ୨୬ରେ ଏନ୍‌ଇଇଟି ପରୀକ୍ଷା ହେବ ବୋଲି ମାନବ ସମ୍ବଳ…

କ୍ୱାରାଣ୍ଟାଇନ ନିୟମ ଉଲ୍ଲଂଘନ କଲେ ବଢ଼ିବ ଅବଧି, ଭୋଗିବାକୁ ପଡ଼ିବ ଜେଲ ଦଣ୍ଡ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜ଼ିଲାକୁ ଫେରୁଛନ୍ତି। ତେବେ ଜିଲାର କେତେକ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ସୁରଟ ଫେରନ୍ତା ବିଶୃଙ୍ଖଳା କରିବା ସହ କ୍ୱାରାଣ୍ଟାଇନ ନିୟମକୁ ଉଲ୍ଲଂଘନ କରୁଛନ୍ତି। ଏ ନେଇ…

ଅଙ୍ଗନଓ୍ବାଡିକର୍ମୀଙ୍କୁ ମାସ୍କ, ସାନିଟାଇଜର୍‌ ବଣ୍ଟନ

ଭଦ୍ରକ ଅଫିସ,୫।୫: ଭଦ୍ରକ ଜିଲାରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଅଙ୍ଗନୱାଡିକର୍ମୀଙ୍କୁ ମାସ୍କ ଓ ସାନିଟାଇଜର୍‌ ବଣ୍ଟନ କରାଯାଇଛି। ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କ ଆଞ୍ଚଳିକ ଅନୁଦାନ ପାଣ୍ଠିରୁ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବିଧାୟକ ସଞ୍ଜୀବ ମଲ୍ଲିକ ଓ ଏମ୍‌ପି ମଣ୍ଡଳ ଜିଲାର ସମସ୍ତ…

ଗୋଟିଏ ଦିନରେ ୮୬ ଦେଶରେ ୩୪୬୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଓ୍ବାଶିଂଟନ,୫।୫: ଗୋଟିଏ ଦିନରେ ପୃଥିବୀର ୮୬ ଦେଶରେ କରୋନା ସଂକ୍ରମଣ ଯୋଗୁ ୩୪୬୬ ଜଣଙ୍କ ମୃତ୍ୟୁ ଘଟିଛି। ୨୪ ଘଣ୍ଟାରେ ୧୩୬ ଦେଶରେ ୭୧ ହଜାର ୭୯୪ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମିତ…

ଆଇନ ମନ୍ତ୍ରଣାଳୟର ଅଧିକାରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୫।୫: ଆଇନ ମନ୍ତ୍ରଣାଳୟର ଜଣେ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଶାସ୍ତ୍ରୀ ଭବନର ଗୋଟିଏ ମହଲାକୁ ଆଶିଂକ ଭାବେ ସିଲ୍‌ କରାଯାଇଥିବା ସୂଚନା ମିଳିଛି। ଏହି ସରକାରୀ କୋଠାରେ ଆଉ କିଛି ମନ୍ତ୍ରଣାଳୟର କାର୍ଯ୍ୟାଳୟ ମଧ୍ୟ ରହିଛି। ସରକାରୀ…

ଯୁବବର୍ଗଙ୍କୁ ସଂକ୍ରମିତ କଲେ କରୋନା ଯୁଦ୍ଧରେ ହେବ ବିଜୟ!

ଲଣ୍ଡନ,୫।୫: ଏବେ ସାରା ବିଶ୍ୱ କରୋନା ଭାଇରସର ଚିକିତ୍ସା ପଦ୍ଧତି ଖୋଜିବାରେ ବ୍ୟସ୍ତ ରହିଛି। କିଛି ବିକାଶଶୀଳ ଦେଶ କରୋନା ଭ୍ୟାକ୍ସିନ ତିଆରି କରିବାରେ ଲାଗି ପଡିଛନ୍ତି। ହେଲେ ବ୍ରିଟେନର କେତେଜଣ ବୈଜ୍ଞାନିକ କରୋନା ଚିକିତ୍ସା ପାଇଁ ଯେଉଁ ଉପାୟ ଚିନ୍ତା…

କାମଧନ୍ଦା ବନ୍ଦ ଯୋଗୁ ପାଇଲେନି ଖାଇବାକୁ: ଭଣ୍ଡାରିପୋଖରୀରୁ ଚାଲି ଚାଲି ଝାଡ଼ଖଣ୍ଡ ବାହାରିଲେ ୪୦ ଶ୍ରମିକ

ବନ୍ତ,୫।୫(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୭ ତାରିଖ ଯାଏ ଲକ୍‌ଡାଉନ୍‌ ରହିବାକୁ ଘୋଷଣା କରିଛନ୍ତି। ଏହି ସମୟରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ଏହି…

ସଙ୍ଗରୋଧ ଗୃହ ପାଇଁ ଖାଦ୍ୟ ତାଲିକା ଜାରି କଲା ପ୍ରଶାସନ

ଭଦ୍ରକ ଅଫିସ,୫।୫: ଭଦ୍ରକ ଜିଲାରେ କାର୍ଯ୍ୟ କରୁଥିବା ସମସ୍ତ ସଙ୍ଗରୋଧ ଗୃହ ପାଇଁ ଏକ ଖାଦ୍ୟ ତାଲିକା ଜାରି କରିଛି ଜିଲା ପ୍ରଶାସନ। କ୍ୱାରାଣ୍ଟାଇନ ସେଣ୍ଟରରେ ନିମ୍ନ ମାନର ଖାଦ୍ୟକୁ ନେଇ ପ୍ରବାସୀ ଓଡ଼ିଆମାନେ ପାଟିତୁଣ୍ଡ କରିବା ସହ ଖାଦ୍ୟ ଫିଙ୍ଗିଦେଇଥିଲେ।…

ତାମିଲ୍‌ନାଡୁର କୋୟମ୍‌ବେଡୁ ବଜାର ପାଲଟିଛି କରୋନା ହଟ୍‌ସ୍ପଟ୍‌

ଚେନ୍ନାଇ,୫।୫: ତାମିଲନାଡୁର କୋୟମ୍‌ବେଡୁ ବଜାର ଏବେ କରୋନ ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟିଛି। ୬୫ ଏକର ଜମିରେ ଥିବା ଏହି ବୃହତ୍‌ ବଜାରକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବ୍ୟବସାୟୀ ଆସିଥାନ୍ତି। ଶହଶହ ମାଲ୍‌ ବୋଝେଇ ଟ୍ରକ୍‌ ପ୍ରତିଦିନ ଏଠାକୁ ଆସିଥାଏ। ବହୁ…

ଛେଣ୍ଡିପଦାରେ ଫସିଥିବା ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ

ଛେଣ୍ଡିପଦା,୫।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଝାଡଖଣ୍ଡ ଅଞ୍ଚଳର ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଝାଡଖଣ୍ଡ ରାଜ୍ୟ ସାହେବଗଞ୍ଜ ଜିଲାର ପ୍ରବାସୀ ଶ୍ରମିକମାନେ ଲକ୍‌ଡାଉନ ଘୋଷଣା ହେବାରୁ ଛେଣ୍ଡିପଦା ବ୍ଲକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri