Home Left

ଚିନ୍ତା ବଢାଇଲାଣି କରୋନା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୦୦ ନୂଆ ରୋଗୀ

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଚିନ୍ତା ବଢାଇଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୩,୯୦୦ କରୋନା ରୋଗୀ ଚିହ୍ନଟ ହେବା ସହ ୧୯୫ ଜଣଙ୍କ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ…

ଡକ୍ଟର ମ୍ୟାଙ୍ଗୋ

ଲକ୍ଷ୍ନୌ: କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସେବା ଓ ନିଷ୍ଠାପର କାମକୁ ସମ୍ମାନ ଜଣାଇବା ପାଇଁ ଆସିଛି ଡକ୍ଟର ମ୍ୟାଙ୍ଗୋ। କଥାଟା ଶୁଣିବାକୁ ହୁଏତ ଟିକିଏ ଅଡୁଆ ଲାଗିପାରେ। କିନ୍ତୁ ଏଭଳି ଏକ ଆମ୍ବ ଏବେ ବଜାରକୁ ଆସିଛି ଖାସ୍‌…

ହେୟାର କଟ୍‌ କଲେ ଇଲିୟାନା

ମୁମ୍ବାଇ: ଲକ୍‌ଡାଉନ୍‌ ସମୟରେ ବଲିଉଡ୍‌ର ବହୁ ଅଭିନେତା, ଅଭିନେତ୍ରୀ ନିଜ କାମ କରି ସୋସିଆଲ ମିଡିଆରେ ଫଟୋ ଶେୟାର କରୁଥିବା ନଜରକୁ ଆସିଛନ୍ତି। ଏହି ବଲିଉଡ ତାରକାମାନେ ନିଜ ପାର୍ଟନର କିମ୍ବା ଘରର ଅନ୍ୟ ସଦସ୍ୟଙ୍କର ହେୟାର କଟ୍‌ କରି ବେଶ୍‌…

ସଚେତନତା ହିଁ ସଫଳତାର ପୁଞ୍ଜି

ପ୍ରତିବର୍ଷ ମେ ମାସ ପ୍ରଥମ ମଙ୍ଗଳବାରକୁ ବିଶ୍ୱ ଆଜ୍‌ମା ଦିବସ ଭାବେ ପାଳନ କରାଯାଇଥାଏ। ଲୋକମାନଙ୍କ ମଧ୍ୟରେ ଆଜ୍‌ମା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ‘ଗ୍ଲୋବାଲ ଇନିସିଏଟିଭ୍‌ ଫର୍‌ ଆଜ୍‌ମା(ଜିଆଇଏନ୍‌ଏ)’ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଥାଏ। ପ୍ରଥମେ ୧୯୯୮ରେ ଏହି…

ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଥାନାରେ ଉତ୍ତେଜନା

ତିହିଡି,୫।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ତିହିଡି ଥାନା ଜାମଯୋଡି ପଞ୍ଚାୟତ ଅଧିନ ବାଲିଦାଣ୍ତି ଗ୍ରାମର ଜଣେ ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତ ଚାଳକଙ୍କ ଜଣଙ୍କ ଦୈତାରୀ ନାୟକ(୨୭)। ପୋଲିସ ମାଡରେ ଚାଳକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି…

ମୁମ୍ବାଇରେ ୧୪୪ ଧାରା ଜାରି

ମୁମ୍ବାଇ,୫।୫: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ମହାରାଷ୍ଟ୍ରରେ ଏହା ସର୍ବାଧିକ ରହିଛି। ମହାରାଷ୍ଟ୍ରର ମୁମ୍ବାଇ ମହାନଗରରେ ଏହି ସଂଖ୍ୟା ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏହାକୁ ନଜରରେ ରଖି ମଙ୍ଗଳବାରଠାରୁ ମୁମ୍ବାଇରେ ୧୪୪ ଧାରା…

ସାମ୍ନାକୁ ଆସିଲା ବରୀର ଆଉ ୩ ଆକ୍ରାନ୍ତଙ୍କ ଗ୍ରସ୍ତ ବିବରଣୀ

ରତ୍ନଗିରି, ୫।୫(ଡି.ଏନ୍‌.ଏ): ଯାଜପୁର ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ କରୋନା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ଗ୍ରସ୍ତ ବିବରଣୀ ଗତ ୩ ତାରିଖରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଜାରି କରାଯାଇଥିଲା। ତେବେ ସୋମବାର ଆଉ ୩ଜଣ ଆକ୍ରାନ୍ତ…

କରୋନା ଯୋଗୁ ଆମେରିକା ଅର୍ଥନୀତିରେ ସଙ୍କଟ: ୩୦୦,୦୦୦ କୋଟି ଡଲାରର ଋଣ ଆବଶ୍ୟକ

ଓ୍ବାଶିଂଟନ,୫।୫: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ସେହିପରି ଦେଶର ଅର୍ଥନୀତିରେ ସଙ୍କଟ ସୃଷ୍ଟି ହୋଇଛି। ବିଗୁଡୁଥିବା ଅର୍ଥନୀତିରେ ସୁଧାର ଆଣିବା ପାଇଁ ଆମେରିକା ୩୦୦,୦୦୦ କୋଟି ଡଲାରର ଋଣ ଆବଶ୍ୟକ କରୁଛି…

‘ଉହାନ୍‌ ଲାବ୍‌ରୁ କରୋନା ଉତ୍ପତ୍ତିର ବଳିଷ୍ଠ ପ୍ରମାଣ ରହିଛି’

ଓ୍ବାଶିଂଟନ,୫ା୫: ଚାଇନାର ଉହାନ୍‌ସ୍ଥିତ ଲାବ୍‌ରୁ ହିଁ କରୋନା ଭାଇରସ୍‌ ଉତ୍ପତ୍ତି ହୋଇଛି ବୋଲି ଆମେରିକାର ସେକ୍ରେଟାରୀ ଅଫ୍‌ ଷ୍ଟେଟ୍‌ ମାଇକ୍‌ ପୋମ୍ପେଓ ଦାବି କରିଛନ୍ତି। ଆମ ପାଖରେ ଏନେଇ ବଳିଷ୍ଠ ପ୍ରମାଣ ରହିଛି ବୋଲି ସେ ଗଣମାଧ୍ୟମ ସଂସ୍ଥା ଏବିସିକୁ କହିଛନ୍ତି।…

ନିଷ୍ପତ୍ତି ବଦଳାଇଲେ ସରକାର

ନୂଆଦିଲ୍ଲୀ,୫ା୫: ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇ ନେବା ଲାଗି ସରକାର ଟ୍ରେନ ଚଳାଚଳକୁ ଅନୁମତି ଦେଇଛନ୍ତି। ତେବେ ଶ୍ରମିକମାନଙ୍କ ଭଡ଼ା କିଏ ଦେବ ତାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେବା ପରେ ସରକାର…

ବିଦେଶରୁ ଫେରିବେ ଭାରତୀୟ

ନୂଆଦିଲ୍ଲୀ,୫ା୫(ପି.ଟି.): କରୋନା ସଂକ୍ରମଣ ରୋକିବାକୁ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିଥିବାରୁ ବିଭିନ୍ନ ଦେଶରେ ହଜାର ହଜାର ଭାରତୀୟ ଅଟକି ରହିଛନ୍ତି। ସେମାନଙ୍କୁ ଫେରାଇ ଆଣିବା ଲାଗି ମେ’ ୭ରୁ ବଡ଼ ଅଭିଯାନ ଆରମ୍ଭ ହେବ ବୋଲି ସୋମବାର ସରକାର ଘୋଷଣା…

୨୪ ଘଣ୍ଟାରେ ୧,୦୭୪ ସୁସ୍ଥ

ନୂଆଦିଲ୍ଲୀ, ୫ା୫: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଭାରତରେ ବଢ଼ିବା ସହ ପରିସ୍ଥିତିକୁ ଗୋଳମାଳିଆ କରିପକାଇଛି। ଏହା ଭିତରେ ଏକ ଖୁସିଖବର ମଧ୍ୟ ସାମ୍ନାକୁ ଆସିଛି। ତାହାହେଲା ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧,୦୭୪ କରୋନା ରୋଗୀ ସୁସ୍ଥ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri