Home Left

ପ୍ଲାଜ୍‌ମା ଥେରାପିର ଅଧିକ ପରୀକ୍ଷା ଆବଶ୍ୟକ: ବିଶେଷଜ୍ଞଙ୍କ ମତ

ନୂଆଦିଲ୍ଲୀ,୫ା୫: କରୋନା ଭୂତାଣୁକୁ ନାଶ କରିବା ପାଇଁ ପ୍ଲାଜ୍‌ମା ଥେରାପି ଉପଯୁକ୍ତ ଚିକିତ୍ସା ବୋଲି କହିହେବ ନାହିଁ। ଏହି ଚିକିତ୍ସାର ପ୍ରଭାବ ସମ୍ପର୍କରେ ନିଶ୍ଚିତ ହେବାକୁ ହେଲେ ବ୍ୟାପକ ନିୟନ୍ତ୍ରିତ ପରୀକ୍ଷା କରାଇବାକୁ ପଡ଼ିବ ବୋଲି ଚିକିତ୍ସା ବିଶେଷଜ୍ଞମାନେ ମତ ଦେଇଛନ୍ତି।…

୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୫ (ବ୍ୟୁରୋ): ମେ ଶେଷ ହେଲା। ଖରାଦିନିଆ ଝାଞ୍ଜି ନାହିଁ କି ଦେହ ଜଳିପୋଡ଼ି ଗଲାଭଳି ତାତି ନାହିଁ। ପୂର୍ବାହ୍ନରେ ସାମାନ୍ୟ ଗରମ ହେଲେ ମଧ୍ୟ ଅପରାହ୍ନରେ ଝଡ଼ବର୍ଷା ପରିବେଶକୁ ଶୀତଳତାରେ ଭରି ଦେଉଛି। ଚଳିତ ବର୍ଷ ଏଭଳି ପାଗ ରହିିବ।…

ଫେରୁଥିବା ରାଜ୍ୟରୁ ଅନୁମତି ଆଣିବା ବାଧ୍ୟତାମୂଳକ

ଭୁବନେଶ୍ୱର,୫ା୫(ବ୍ୟୁରୋ): ଯେଉଁ ରାଜ୍ୟରୁ ଲୋକମାନେ ଓଡ଼ିଶାକୁ ଫେରୁଛନ୍ତି ସେଠାରୁ ସେମାନେ ଅନୁମତିପତ୍ର ଆଣିବା ସହିତ ଯାନବାହନର ସମ୍ପୂର୍ଣ୍ଣ ବିବରଣୀ ରାଜ୍ୟ ସରକାରଙ୍କ କୋଭିଡ୍‌ ପୋର୍ଟାଲରେ ପଞ୍ଜୀକରଣ କରିବା ବାଧ୍ୟତାମୂଳକ କରାଯାଇଛି। ସୋମବାର ଗୀତଗୋବିନ୍ଦ ସଦନଠାରେ ଆୟୋଜିତ କୋଭିଡ୍‌-୧୯ ସମ୍ପର୍କିତ ଖବରଦାତା ସମ୍ମିଳନୀରେ…

କେରଳରେ ଓଡ଼ିଆ ମହିଳା ଶ୍ରମିକ ନିର୍ଯାତିତ

ଭୁବନେଶ୍ୱର, ୫।୫ (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ: କରୋନା କଟକଣା ପାଇଁ କେରଳରେ ଫସି ରହିଥିବା କେନ୍ଦ୍ରାପଡ଼ାର ୧ହଜାରରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଏବେ ନାନା ନିର୍ଯାତନାର ଶିକାର ହେଉଛନ୍ତି। ଏମାନେ ଏକ କପଡ଼ା କମ୍ପାନୀରେ ଦୁଇଦିନ ହେବ ଭୋକ ଉପାସରେ ପଡ଼ିରହି…

ଚାଇନାରେ ପୁଣି ଦେଖାଦେଇପାରେ କରୋନା ପ୍ରକୋପ

ବେଜିଂ,୫ା୫: ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍‌ ପୁଣିଥରେ ଚାଇନାରେ ତାହାର ପ୍ରକୋପ ଦେଖାଇପାରେ। ଏଭଳି ଆଶଙ୍କା ପ୍ରକାଶ କରିଛନ୍ତି ଚାଇନାର ଜଣେ ପ୍ରମୁଖ ସ୍ବାସ୍ଥ୍ୟ ଅଧିକାରୀ। ଗତ ଦୁଇ ସପ୍ତାହ ମଧ୍ୟରେ ଦେଶର ୧୦ ପ୍ରଦେଶରେ ନୂଆ…

ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ବସ୍‌ ଚାଳକ ମୃତ

ନିରାକାରପୁର,୫।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥରେ କୁହୁଡ଼ି ଛକରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ପ୍ରବାସୀ ଓଡ଼ିଆଙ୍କୁ ନେଇ ହାଇଦ୍ରାବାଦରୁ କେନ୍ଦ୍ରାପଡ଼ା ଆସୁଥିବା ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବସ୍‌ ଚାଳକଙ୍କ…

ମଦ ବିକ୍ରି: ଅମଙ୍ଗ କାହିଁକି

ଜ୍ୟୋତିରଞ୍ଜନ ମହାପାତ୍ର, ଭୁବନେଶ୍ୱର,୫।୫(ବ୍ୟୁରୋ): ସରକାରୀ ଲାଇସେନ୍ସଧାରୀ ମଦ ଦୋକାନୀମାନେ ମଦ ବିକ୍ରି କରିବାର ଅବଧିକୁ ବଢ଼ାଇବାକୁ ସରକାରଙ୍କୁ ଅନୁରୋଧ କରିବା ସହ ଅନେକେ ବର୍ତ୍ତମାନ ବିକ୍ରି ପାଇଁ ଅମଙ୍ଗ ହେଉଛନ୍ତି, ଯାହାକୁ ନେଇ ଜନସାଧାରଣ ତଥା ବୁଦ୍ଧୀଜୀବୀ ମହଲରେ ଭିନ୍ନ ମତ…

ବିଶୃଙ୍ଖଳିତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୧୭ ତାରିଖ ଯାଏ ଲକ୍‌ଡାଉନରେ ରହିବାକୁ ଘୋଷଣା କରିଛନ୍ତି। ଏହି ସମୟରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରାଜ୍ୟ…

ଚିନ୍ତା ବଢ଼ାଉଛି ଯାଜପୁର ଜିଲା

ଭୁବନେଶ୍ୱର, (ବ୍ୟୁରୋ)/ଯାଜପୁର ଅଫିସ୍‌, ୫ା୫: ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଉଛି ଯାଜପୁର ଜିଲା। ଏହି ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ତାହା ପୁଣି ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ହେଉଛି। ସୋମବାର ରାଜ୍ୟରେ ୭ଜଣ ସଂକ୍ରମିତ ଚିହ୍ନଟ…

ରଥ ନିର୍ମାଣ ପାଇଁ ସୁପାରିସ

ପୁରୀ ଅଫିସ,୫ା୫: ରଥ ତିଆରି ଏକ ଧର୍ମୀୟ କାର୍ଯ୍ୟ ନୁହେଁ, ଏହା ନିର୍ମାଣ କାର୍ଯ୍ୟ। ତେଣୁ ସରକାର ଲକ୍‌ଡାଉନ ପାଇଁ ଯେଉଁ ଗାଇଡ୍‌ଲାଇନ କରିଛନ୍ତି ତାହାର କୌଣସି ପ୍ରକାର ଉଲ୍ଲଂଘନ ହେବ ନାହିଁ। ମହାପ୍ରଭୁଙ୍କ ରଥ ନିର୍ମାଣ ସଂକ୍ରାନ୍ତରେ ସୋମବାର ଅପରାହ୍ନରେ…

ପ୍ରବାସୀ ଶ୍ରମିକଙ୍କ ଫେରିବା ଖର୍ଚ୍ଚ ବହନ କରିବାକୁ ସୁଯୋଗ ଦିଅ

ଭୁବନେଶ୍ୱର, ୫।୫ (ବ୍ୟୁରୋ): ରାଜ୍ୟ ବାହାରେ ଫସି ରହିଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବା ଲାଗି ଯାତ୍ରା ଖର୍ଚ୍ଚ ବହନ କରିବା ପାଇଁ କଂଗ୍ରେସ ପକ୍ଷରୁ ଘୋଷଣା କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ…

କଣ୍ଟେନମେଣ୍ଟ ଜୋନ୍‌ରେ ପୋଲିସକୁ ପଥର ମାଡ଼

ରାଉରକେଲା ଅଫିସ,୫।୫: ସ୍ଥାନୀୟ ନାଲାରୋଡ୍‌ କଣ୍ଟେନମେଣ୍ଟ ଅଞ୍ଚଳରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ସାଢେ ୧ଟା ସମୟରେ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ କରିବା ସହ ବ୍ୟାରିକେଡ୍‌ ଭାଙ୍ଗି ଦେଇଥିଲେ। ଶତାଧିକ ମହିଳା ଓ ପୁରୁଷ ମହତାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri