ମହିଳା କ୍ରିକେଟ ବିଶ୍ୱକପ: କୌଣସି ଦଳ ଫେଭରାଇଟ୍ ନୁହଁନ୍ତି: ମିଥାଲି
ନୂଆଦିଲ୍ଲୀ, ୫।୫- ଆସନ୍ତା ବର୍ଷ ପ୍ରାରମ୍ଭରେ ମହିଳା କ୍ରିକେଟ ବିଶ୍ୱକପ ଅନୁଷ୍ଠିତ ହେବ । ମାତ୍ର କୋଭିଡ୍-୧୯ ଯୋଗୁ ଏହି ମେଗା ଇଭେଣ୍ଟ ପାଇଁ କୌଣସି ଦଳ ପ୍ରସ୍ତୁତି ଆରମ୍ଭ କରିପାରି ନାହାନ୍ତି। ତେଣୁ ଆଗାମୀ ଟୁର୍ନାମେଣ୍ଟ ପାଇଁ କୌଣସି ଦଳ…
ରାଜସ୍ଥାନ କୋଟାରୁ ଆସିଲେ ୩୯ ଛାତ୍ରୀଛାତ୍ର : ହୋମ୍କ୍ବାରାଣ୍ଟାଇନ୍କୁ ପଠାଇଲା ପ୍ରଶାସନ
ବ୍ରହ୍ମପୁର ଅଫିସ,୪ା୫-ରାଜସ୍ଥାନ କୋଟାରେ ଇଞ୍ଜିନିୟରିଂ ଓ ମେଡିକାଲ ପରୀକ୍ଷା ଲାଗି କୋଚିଂ ନେଉଥିବା ୩୯ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ସୋମବାର ସନ୍ଧ୍ୟାରେ ଦୁଇଟି ବସ୍ ବ୍ରହ୍ମପୁରର ଏମ୍କେସିଜି ମେଡିକାଲ ପରିସରରେ ପହଞ୍ଚିଛି। ସେମାନ ପହଞ୍ଚିବା ପରେ ପୋଲିସ୍, ସ୍ବାସ୍ଥ୍ୟ କର୍ମୀଙ୍କ ଉପସ୍ଥିତିରେ…
ପୋଲିସ କବ୍ଜାରେ ଆନ୍ତଃରାଜ୍ୟ ଗ୍ୟାଙ୍ଗ:୨ ବାଇକ୍, ୨୦ ହଜାର ଟଙ୍କା ଜବତ
ବ୍ରହ୍ମପୁର ଅଫିସ,୪ା୫-ଦୀର୍ଘ ବର୍ଷ ଧରି ସହରରେ ବିିଭିନ୍ନ ଥାନା ଇଲାକାରେ ମହିଳାଙ୍କ ବେକରୁ ହାର ଲୁଟି ନେଉଥିବା ଗ୍ୟାଙ୍ଗର ପୋଲିସ ପର୍ଦ୍ଦାଫାସ୍ କରିଛି। ୪ ଜଣିଆ ଗ୍ୟାଙ୍ଗ ମଧ୍ୟରୁ ପୋଲିସ ୩ ଜଣଙ୍କୁ ଆସିକା ଝଗଡ଼ାଇ ଅଞ୍ଚଳରୁ ରବିବାର ରାତିରେ ଗିରଫ…
କରୋନା ଭୟ: ମୃତଦେହ ଛୁଇଁଲେନି ଗ୍ରାମବାସୀ
ସିମୁଳିଆ, ୪ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଜାମୁଝାଡି ପଞ୍ଚାୟତ ଖଟନଗର ଅଞ୍ଚଳରେ ରବିବାର ଅପରାହ୍ନରେ ମୃତ୍ୟୁ ହୋଇଥିବା ଶ୍ରୀଧର ଦଳାଇ(୫୦) ନାମକ ବ୍ୟକ୍ତିଙ୍କ ମୃତଦେହକୁ କରୋନା ଭୟରେ ଗ୍ରାମବାସୀ ନ ଛୁଇଁବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଫଳରେ…
ରାସ୍ତା କଡରେ ରାତି କଟାଇଲେ ସୁରଟ ଫେରନ୍ତା
ପୁରୁଷୋତ୍ତମପୁର,୪ା୫(ଡି.ଏନ୍.ଏ.)- ସୁରଟରୁ ୫୬ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍ ରବିବାର ରାତି ପ୍ରାୟ ୧୧ଟାରେ ପୁରୁଷୋତ୍ତମପୁରରେ ପହଞ୍ଚତ୍ଥିଲା। ମାତ୍ର ଏମାନଙ୍କୁ କ୍ୱାରାଣ୍ଟାଇନ ସେଣ୍ଟରକୁ ନେବାଲାଗି ବ୍ଲକ ପ୍ରଶାସନର ଦେଖା ମିଳି ନ ଥିଲା। ବସ୍ରୁ ଓହ୍ଲାଇ ବାହାରେ ବୁଲୁଥିବାରୁ ତହସିଲଦାର…
‘ଜୀବନ ଦେବୁ ପଛେ ପରମ୍ପରା ବନ୍ଦ କରାଇ ଦେବୁନି’
ପୁରୀ ଅଫିସ, ୪ା୫: ଶହ ଶହ ବର୍ଷ ଧରି ଶ୍ରୀକ୍ଷେତ୍ରରେ ପାଳିତ ହୋଇଆସୁଛି ଯମୁନା ଗାଧୁଆ ପରମ୍ପରା। ମାତ୍ର ଏହାକୁ ବନ୍ଦ କରିବା ଲାଗି ପ୍ରଶାସନିକ ଷଡ଼ଯନ୍ତ୍ର ହେଉଛି ବୋଲି ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏହାକୁ ବିରୋଧକରି ସୋମବାର ଅଞ୍ଚଳବାସୀ…
କଟକଣା ମାନି ରଥଯାତ୍ରା ଆୟୋଜନ ହେଉ
ପୁରୀ ଅଫିସ, ୪ା୫: ମହାମାରୀ କରୋନା ପାଇଁ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଏଭଳି ସ୍ଥିତିରେ ପୁଣିଥରେ ରଥଯାତ୍ରାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛି ଦଇତାପତି ନିଯୋଗ। କରୋନା ପାଇଁ ରଥଯାତ୍ରା…
ମାସ୍କ ନ ପିନ୍ଧି ୬୦ଜଣ ଦେଲେ ଜରିମାନା
କୋଣାର୍କ,୪।୫(ଡି.ଏନ.ଏ.): କରୋନା ଲାଗି ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିବାବେଳେ ଏହାକୁ ଅବମାନନା କରିଥିବାରୁ ସୋମବାର କୋଣାର୍କର ୬୦ଜଣଙ୍କ ଜରିମାନା ଦେଇଛନ୍ତି। ଗୋପ ତହସିଲଦାର ପୃଥ୍ବୀରାଜ ମଣ୍ଡଳ, କୋଣାର୍କ ଏନଏସି ନିର୍ବାହୀ ଅଧିକାରୀ ଏମ. ଶ୍ରୀନିବାସ ଓ କୋଣାର୍କ ଥାନା ଅଧିକାରୀ ରଂଜନ…
ପିପିଲିରେ ଖୋଲିଲା କୋଭିଡ୍ ଶେଡ, ସମୀକ୍ଷା କଲେ ମନ୍ତ୍ରୀ
ପିପିଲି,୪।୫(ସ୍ବ.ପ୍ର.): ପିପିଲିର ସ୍ଥାନୀୟ ଏକ ଇଞ୍ଜିନିୟରିଂ କଲେଜରେ ପ୍ରବାସୀମାନଙ୍କ ପାଇଁ ପୁରୀ ଜିଲା ଅଭ୍ୟର୍ଥନା କକ୍ଷ(କୋଭିଡ ଶେଡ) ଖୋଲାଯାଇଛି। ପୁରୀକୁ ପ୍ରବାସୀଙ୍କୁ ନେଇ ଆସୁଥିବା ପ୍ରତ୍ୟେକ ବସକୁ ଏଠାରେ ଅଟକା ଯାଇ ଚେକିଠ କରାଯିବ। ଜିଲା ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ଏଠାରେ…
ଖୁଣ୍ଟୁଣୀ ବନାଞ୍ଚଳରୁ ୮ ଶିକାରୀ ଗିରଫ: ମାଂସ, ବନ୍ଧୁକ ଜବତ
ଖୁଣ୍ଟୁଣୀ,୪।୫(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ସୋମବାର ସକାଳେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ କରୁଥିବାବେଳେ ଶିକାରୀ ପାଇଁ ଆସିଥିବା ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଏହି ଥାନା ଅଞ୍ଚଳର ଡାଳୁଆ ଗ୍ରାମର ନରେନ୍ଦ୍ର ବେହେରା, ସୁଶା ଦେହୁରୀ ଓ ପାର୍ବତୀପୁର ଗ୍ରାମର…
ପୋଲିସ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ
ଖପ୍ରାଖୋଲ, ୪ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ପଞ୍ଚାୟତ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ ତଳି ମହୁଲପାଲି ଗାଁରେ ସ୍ଥାନୀୟ ପୋଲିସ୍ ତରଫରୁ କରୋନା ସଚେତନତା ସହ ଜନସମ୍ପର୍କ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଖପ୍ରାଖୋଲ ଥାନା ଆଇଆଇସି ଜ୍ୟୋତିରଞ୍ଜନ ପତି,…
କରୋନା ଯୋଦ୍ଧାଙ୍କୁ ସମ୍ମାନ: ଯୁଦ୍ଧ ଜାହାଜରେ ଜଳିଲା ଲାଇଟ୍
ପାରଦୀପ,୪ା୫(ସ୍ବ.ପ୍ର.): କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ନିମନ୍ତେ ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ) ପକ୍ଷରୁ ଅଭିନବ ଉପାୟରେ ସମ୍ମାନ ଜଣାଯାଇଛି। ପୂର୍ବ ଉପକୂଳ ସୀମାର ସାଗରଦୀପ, ପୁରୀ ଓ ପାରୀଦୀପ ସମୁଦ୍ରରେ ଥିବା ପାଟ୍ରୋଲିଂ ଯୁଦ୍ଧ ଜାହଜଗୁଡିକରେ ସବୁଜ, କମଳା ରଙ୍ଗର ଲାଇଟ୍…
Archives


