Home Left

ଫେରନ୍ତା ପ୍ରବାସୀଙ୍କ ପାଇଁ ବରୀରେ ପ୍ରସ୍ତୁତି

ବରୀ, ୪।୫ (ସ୍ବ.ପ୍ର.): ବାହାର ରାଜ୍ୟରୁ ଆସୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ବରୀ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ସୁବିଧା କରାଯାଇଛି। ୨୯ ପଞ୍ଚାୟତକୁ ନେଇ ଗଠିତ ବରୀ ବ୍ଲକ ପକ୍ଷରୁ ସୋମବାର ସୁଦ୍ଧା ୧୮୮୦ଲୋକଙ୍କ ନିମନ୍ତେ ଭିତ୍ତିଭୂମି ପ୍ରସ୍ତୁତ ସରିଛି।…

୭୬୧ ଜଣଙ୍କ ସ୍ବାବ୍‌ ନମୁନା ସଂଗୃହୀତ

ରତ୍ନଗିରି, ୪।୫ (ଡି.ଏନ.ଏ.): ବରୀ ବ୍ଲକରୁ ୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାମାଟିଆ ପଞ୍ଚାୟତ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ୬୦ ଜଣଙ୍କ ସ୍ବାବ ନମୁନା ରବିବାର ସଂଗ୍ରହ କରାଯାଇଥିଲା। ସୋମବାର ସମ୍ପୃକ୍ତ ୬୦ ଜଣଙ୍କ ସଂସ୍ବର୍ଶରେ ଆସିଥିବା ୨୧୯…

ରଟିଣାରେ ୩୫ ଜଣଙ୍କ ସ୍ବାବ ଟେଷ୍ଟ

ଖଇରା, ୪।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ଗ୍ରାମରୁ ରବିବାର ଜଣେ ୩୪ ବର୍ଷୀୟ କଲିକତା ଫେରନ୍ତା କରୋନା ସଂକ୍ରମିତ ଥିବା ଚିହ୍ନଟ ହେବା ପରେ ଏହି ଅଞ୍ଚଳରୁ ସ୍ବାବ ପରୀକ୍ଷା କାର୍ଯ୍ୟ ଆରମ୍ଭ ହୋଇଛି। ବାଲେଶ୍ୱରରୁ ଆସିଥିବା…

ଖଇରାରେ ଘରବାହୁଡା ପ୍ରକ୍ରିୟା ଆରମ୍ଭ

ଖଇରା, ୪।୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମ ପରେ ଖଇରା ଅଞ୍ଚଳରୁ ଓଡିଶା ବାହରେ ରହୁଥିବା ବ୍ୟକ୍ତିମାନଙ୍କର ଘର ବାହୁଡା କାର୍ଯ୍ୟ ଆରମ୍ଭ ହୋଇଛି । ସୋମବାର ସକାଳେ ସୁରଟରୁ ୨ଟି ବସ ଯୋଗେ ଏହି ଲୋକମାନେ ଖଇରା…

ସୁରଟରୁ ଫେରିଲେ ୧୨୦ ପ୍ରବାସୀ ଓଡ଼ିଆ: କୋଲକାତାରୁ ଜଣେ ଚାଲି ଚାଲି ଆସିଲେ

ଔପଦା, ୪।୫(ଡି.ଏନ୍‌.ଏ.): ସୁରଟରୁ ୧୨୦ଜଣ ପ୍ରବାସୀ ଓଡ଼ିଆ ବସ୍‌ ଯୋଗେ ସୋମବାର ପହଞ୍ଚିଛନ୍ତି। ଆସିବା ବାଟରେ ଭଦ୍ରକରେ ଜଣେ, ସୋରରେ ୨, ଖଇରା ବ୍ଲକ ତୁଡ଼ିଗଡ଼ିଆରେ ୪ ଓ ଗଣ୍ଡିବେଡ଼ରେ ୨ଜଣ ଓହ୍ଲାଇଥିବା ବେଳେ ବାକି ୧୧୧ଜଣ ଅପରାହ୍ନ ୨ଟା ବେଳେ…

‘ଜିଲାରେ ହେଉ କୋଭିଡ୍‌ ପରୀକ୍ଷଣ କେନ୍ଦ୍ର’

ବାଲେଶ୍ୱର ଅଫିସ, ୪।୫: ରାଜ୍ୟର ୩ ଜିଲା ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ କରୋନା ହଟ୍‌ସ୍ପଟ ଘୋଷଣା କରାଯାଇଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁ ଥିବା ବେଳେ ପ୍ରବାସୀ ଓଡ଼ିଆଙ୍କ ଆଗମନ ସ୍ଥିତିକୁ ଆହୁରି ସଙ୍ଗୀନ କରିପାରେ ବୋଲି ଆଶଙ୍କା…

ବଣିକ ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଜୁନାଗଡ, ୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ଜୁନାଗଡ ବଣିକ ସଂଘ ପକ୍ଷରୁ ସୋମବାର ଦିନରାତି ପରିଶ୍ରମ କରି କରୋନା ମହାମାରୀରୁ ରକ୍ଷା କରିବା ପାଇଁ ଲୋକଙ୍କୁ ସଚେତନ କରୁଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସ୍ଥାନୀୟ ଥାନାର ଅଧିକାରୀ ଉତ୍ତମ କୁମାର ସାହୁ…

ସିଆରପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ

ଶ୍ରୀନଗର,୪।୫: ଜମ୍ମୁ-କଶ୍ମୀରର ହନ୍ଦଓ୍ବାରାରେ ସୋମବାର ପୁଣି ଏକ ଆତଙ୍କବାଦୀମାନେ ଆକ୍ରମଣ କରନdନ୍ତି।ହୋଇଛି। କଶ୍ମୀର ଘାଟିର କୁପଓ୍ବାରା ଜିଲା ହନ୍ଦଓ୍ବାରାରେ ସିଆରପିଏଫ୍‌ର ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏହି ଏନ୍‌କାଉଣ୍ଟରରେ ୩ ଜଣ ଯବାନ ଶହୀଦ ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ…

କ୍ୱାରାଣ୍ଟାଇନ ଶେଷ ପରେ ଗାଁରେ ପହଞ୍ଚାଇଲାନି ପ୍ରଶାସନ: ରାତିରେ ଅଧାରାସ୍ତାରେ ଛାଡ଼ିଗଲେ ଡ୍ରାଇଭର

ମାଲକାନଗିରି,୪ା୫(ଡି.ଏନ୍‌.ଏ.) : କରୋନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣକରି ଚାଲିଛନ୍ତି। ମାଲକାନଗିରି ଜିଲା ପ୍ରଶାସନ ଏହି ନିୟମକୁ କଡ଼ାକଡ଼ି ପାଳନ କରୁଛି। ବାହାର ରାଜ୍ୟରୁ ଆସୁଥିବା ଶ୍ରମିକଙ୍କୁ ସଙ୍ଗରୋଧ ଗୃହରେ ୧୪ ଦିନ…

ବେନିୟମ ଚାଲାଣ ହେଉଛି କେନ୍ଦୁପତ୍ର: ବିନା ନଥିପତ୍ରରେ ଚାଲିଛି କାରବାର

ମାଲକାନଗିରି,୪ା୫(ଡି.ଏନ୍‌.ଏ.) : ମାଲକାନଗିରି ଜିଲାରେ ବର୍ଷକୁ କୋଟି କୋଟି ଟଙ୍କାର କେନ୍ଦୁପତ୍ର କାରବାର ହୋଇଥାଏ। ଜିଲାର ଆଦିବାସୀ ଏବଂ ଅଣ ଆଦିବାସୀ କେନ୍ଦୁପତ୍ର ସଂଗ୍ରହକରି ଗୁଜୁରଣ ମେଣ୍ଟାଇଥାନ୍ତି। ଚଳିତବର୍ଷ କରୋନା ଯୋଗୁ କେନ୍ଦୁପତ୍ର ସଂଗ୍ରହ ଓ ବ୍ୟବସାୟ ଉପରେ ଆଶଙ୍କା ଥିଲା।…

କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କ ସ୍ବାବ୍‌ ସଂଗ୍ରହ

ସୋନପୁର,୪।୫(ନି.ପ୍ର.): ଲକ୍‌ଡାଉନ୍‌ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ ଛାତ୍ରୀଛାତ୍ର ସୋମବାର ସୋନପୁରରେ ପହଞ୍ଚତ୍ଛନ୍ତି । ୨ଟି ସ୍ବତନ୍ତ୍ର ବସ୍‌ରେ ମେଡିକାଲ କୋଚିଂ ନେଉଥିବା ଛାତ୍ରୀଛାତ୍ର ପହଞ୍ଚତ୍ବା ପରେ ସେମାନଙ୍କୁ ସିଧାସଳଖ ସରକାରୀ ଆଇଟିଆଇସ୍ଥିତ ଅସ୍ଥାୟୀ କୋଭିଡ…

କର୍ମଚାରୀ କରୋନା ସଂକ୍ରମିତ ହେବା ପରେ ସିଲ୍‌ ହେଲା ବିଏସ୍‌ଏଫ୍‌ ମୁଖ୍ୟାଳୟ

ନୂଆଦିଲ୍ଲୀ,୪।୫: ଦିଲ୍ଲୀ ଲୋଧି ରୋଡ଼ର ଥିବା ବିଏସ୍‌ଏଫ୍‌ କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି। ସୋମବାର ଏହି ଖବର ଜଣାପଡ଼ିବା ପରେ ବିଏସଏଫ୍‌ର ମୁଖ୍ୟାଳୟର ୨ଟି ମହଲାକୁ ସିଲ୍‌ କରାଯାଇ ବିଶୋଧନ ପ୍ରକ୍ରିୟା ଜାରି ରହିଛି ବୋଲି ବିଏସ୍‌ଏଫ୍‌ର ଅଧିକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri