Home Left

୧୯ କୋଟିରେ ନିଲାମ ହେବ ଚନ୍ଦ୍ର ପଥର

ଲଣ୍ଡନ,୪।୫: ବ୍ରିଟେନ୍‌ରେ ରହିଥିବା ଚନ୍ଦ୍ର ପଥର ୧୯ କୋଟି ଟଙ୍କାରେ ନିଲାମ ହେବ। ଏହି ୧୩.୫ କିଲୋଗ୍ରାମ୍‌ ଓଜନର ପଥରକୁ ଲଣ୍ଡନର କ୍ରିଷ୍ଟି ନିଲାମ ହାଉସ୍‌ରେ ରଖାଯାଇଛି। ଏହାକୁ ଏନ୍‌ଡବ୍ଲ୍ୟୁଏ-୧୨୬୯୧ ଭାବେ ନାମିତ କରାଯାଇଛି। ପୃଥିବୀ ପୃଷ୍ଠରେ ମିଳିଥିବା ଏହା ହେଉଛି…

ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ

ଭୁବନେଶ୍ୱର, ୪ା୫(ବ୍ୟୁରୋ): ବାହାର ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ଡିଜିପି ଅଭୟ କଡ଼ା ଚେତାବନୀ ଦେଇଛନ୍ତି। କ୍ୱାରାଣ୍ଟାଇନ ନିୟମ ମାନିବାକୁ ସେ ଟୁଇଟ୍‌ କରି ଅପିଲ୍‌ କରିଛନ୍ତି। ସେ ଟୁଇଟ୍‌କରି କହିଛନ୍ତି ଯେ, ପ୍ରବାସୀ ଓଡ଼ିଆମାନେ କ୍ୱାରାଣ୍ଟାଇନ ନିୟମ ନ ମାନିଲେ…

ଛେଳି-ଫଳ ସବୁ କରୋନା ପଜିଟିଭ, ଟେଷ୍ଟ କିଟ୍‌ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ରାଷ୍ଟ୍ରପତି

ଦାର ଏସ୍‌ ସଲାମ,୪।୫: ଆଫ୍ରିକୀୟ ଦେଶ ତାଞ୍ଜାନିଆରେ କରୋନା ଟେଷ୍ଟ ପାଇଁ ବ୍ୟବହାର କରାଯାଉଥିବା କିଟ୍‌ ଗୁଡିକର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ରାଷ୍ଟ୍ରପତି ଜନ ମଗୁଫୁଲି। ସୂଚନାଯୋଗ୍ୟ, ରବିବାର ତାଞ୍ଜାନିଆରେ ଗୋଟିଏ ଛେଳି ଓ ଏକ ଫଳ ପଓ ପଓ(pawpaw) କରୋନା…

ଲକ୍‌ଡାଉନ ୩.୦: ମହାରାଷ୍ଟ୍ରର ୫ଟି ଜିଲାରେ ଖୋଲିବନି ମଦ ଦୋକାନ

ମୁମ୍ବାଇ,୪।୫: ମହାରାଷ୍ଟ୍ରରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଚାଲିଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି କରିଛନ୍ତି। ଏହା ସତ୍ତ୍ୱେ ମଧ୍ୟ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣାଧିନ ହେଉନାହିଁ। ଲକ୍‌ଡାଉନ ୩.୦ ସମୟରେ…

ଗଞ୍ଜାମରେ ଖୋଲିବନି ମଦ ଦୋକାନ: ଜିଲାପାଳ

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୨ କରୋନା ପଜିଟିଭ ରବିବାର ଚିହ୍ନଟ ହୋଇଛନ୍ତି। ଏହାଫଳରେ ଗଞ୍ଜାମ ଜିଲା ଗ୍ରୀନ୍‌ ଜୋନରୁ ତଳକୁ ଖସି ଅରେଞ୍ଜ ଜୋନକୁ ଆସିଛି। ଅପରପକ୍ଷରେ ଜିଲାରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଲାଗୁ ହୋଇଛି। ଫଳରେ କୌଣସି ଅଫ…

ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା

ଦିଗପହଣ୍ଡି,୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ। ତଦାରଖ ଦାୟିତ୍ୱରେ ଥିବା ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ ଓ ସ୍ବେଚ୍ଛାସେବୀବୃନ୍ଦ ସେଠାରେ…

ଲକ୍‌ଡାଉନରେ କୋହଳ ଯୋଗୁ କିଛି ଦେଶରେ ଚିନ୍ତା ବଢାଇଲାଣି ଦ୍ରୁତ ସଂକ୍ରମଣ!

ରୋମ,୪।୫: ଲକ୍‌ଡାଉନରେ କୋହଳ ପରେ ବିଶ୍ୱର ଅଧିକ ଜନସଂଖ୍ୟା ବିଶିଷ୍ଟ ଦେଶରେ ଲୋକେ ଲକ୍ଷ ଲକ୍ଷ ସଂଖ୍ୟାରେ ବାହାରକୁ ବାହାରିବାର ଫଳ ଏବେ ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଇଛି। କାରଣ ବିଶେଷଜ୍ଞଙ୍କ କହିବା କଥା ହେଲା ଲକ୍‌ଡାଉନ କୋହଳ…

ନଏଡାରେ କରୋନାଜନିତ ପ୍ରଥମ ମୃତ୍ୟୁ

ନଏଡା,୪।୫: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଉତ୍ତରପ୍ରଦେଶ ଗୌତମବୁଦ୍ଧ ନଗର(ନଏଡା) ଜିଲାରେ କରୋନାରେ ଜଣେ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ନଏଡା…

ଘର ବାହୁଡା ଶ୍ରମିକଙ୍କୁ ଦେବାକୁ ପଡିବନି ଭଡା, ମିଳିବ ଏକ ହଜାର ଟଙ୍କା

ପାଟନା,୪।୫: ଲକ୍‌ଡାଉନରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ରେଳ ଭଡାକୁ ନେଇ ଆରମ୍ଭ ହୋଇଥିବା ରାଜନୀତି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ ଘୋଷଣା କରିଛନ୍ତି। ନୀତୀଶ କହିଛନ୍ତି ବିହାର ଫେରୁଥିବା ଶ୍ରମିକମାନଙ୍କୁ କୌଣସି ଭଡା ଦେବାକୁ ପଡିବ…

ସିଙ୍ଗାପୁରରେ ୪୮୦୦ ଭାରତୀୟ କରୋନା ସଂକ୍ରମିତ: ସେମାନଙ୍କ ମଧ୍ୟରେ ୯୦ ପ୍ରତିଶତ ଶ୍ରମିକ

ସିଙ୍ଗାପୁର,୪।୫: ସିଙ୍ଗାପୁରରେ ୪୮୦୦ ଭାରତୀୟ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୯୦ ପ୍ରତିଶତ ଶ୍ରମିକ ଥିବା କୁହାଯାଉଛି। ସ୍ଥାନୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ସମ୍ପ୍ରତି ସିଙ୍ଗାପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮,୨୦୫ ରହିଛି। ସେହିପରି ମୃତକଙ୍କ ସଂଖ୍ୟା…

ସୁରଟରୁ ଦ୍ୱିତୀୟ ଟ୍ରେନ୍‌ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ସୁରଟରୁ ଆଉ ଏକ ଟ୍ରେନ୍‌ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮ ଜଣ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଉକ୍ତ ଟ୍ରେନ ୩ ଘଣ୍ଟା…

ଲକ୍ଷେ ଟପିବ ଆମେରିକା କରୋନା ମୃତ୍ୟୁ ସଂଖ୍ୟା: ଟ୍ରମ୍ପ୍‌

ଓ୍ବାଶିଂଟନ,୪।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ କରୋନା ମୃତ୍ୟୁ ସଂଖ୍ୟା ଆମେରିକାରେ ଲକ୍ଷେ ଟପିବ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସତର୍କ ସୂଚନା ଦେଇଛନ୍ତି। ତାଙ୍କ ସରକାର କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri