ଆକ୍ରମଣ କରି ଗ୍ୟାସ ଏଜେନ୍ସି କର୍ମଚାରୀଙ୍କଠାରୁ ୧୦ ଲକ୍ଷ ୮୦ହଜାର ଲୁଟିନେଲେ ଦୁର୍ବୃତ୍ତ
ଭଦ୍ରକ ଅଫିସ, ୪।୫: ଭଦ୍ରକ ଜିଲା ତିହିଡି ବ୍ଲକରେ ସୋମବାର ଜଣେ ଗ୍ୟାସ ଏଜେନ୍ସି କର୍ମଚାରୀ ଲୁଟ୍ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ସହ ତାଙ୍କ ନିକଟରୁ ୧୦ ଲକ୍ଷ ୮୦ ହଜାର ନେଇଯାଇଥିବା ଜଣାପଡ଼ିଛି। ଲୁଟ୍ର ଶିକାର…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ
ଛତ୍ରପୁର,୪ା୫(ଡି.ଏନ୍.ଏ.) : ବାହାର ରାଜ୍ୟରୁ ବସ୍ ଓ ଟ୍ରେନ୍ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା ସୁରଟ ଫେରନ୍ତାମାନେ ବିଶୃଙ୍ଖଳା କରିଛନ୍ତି। ଏପରିକି ଆଉ କେତେକ କ୍ୱାରାଣ୍ଟାଇନ୍ କେନ୍ଦ୍ରରୁ ଚମ୍ପଟ…
ଗିଲଗିଟ୍-ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ: ଭାରତ କଲା ବିରୋଧ
ନୂଆଦିଲ୍ଲୀ,୪।୫: ଗିଲଗିଟ୍ ଏବଂ ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ ପରେ ଭାରତ ପକ୍ଷରୁ ଏହାର ବିରୋଧ କରାଯାଇଛି। ପାକିସ୍ତାନ ସୁପ୍ରିମ୍କୋର୍ଟ ଗିଲଗିଟ୍ ଏବଂ ବଲ୍ଟିସ୍ତାନରେ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରୀୟ ଆଇନରେ ସଂଶୋଧନ ଲାଗି ରାୟ ଦେଇଥିଲେ। ଏହାପରେ…
ପ୍ରବାସୀ ଓଡ଼ିଆଙ୍କୁ ଆଣିବାକୁ ଯାଉଥିଲା ବସ୍, ଭାରସାମ୍ୟ ହରାଇ ଓଲଟିଲା
ଭଦ୍ରକ ଅଫିସ, ୪।୫: ଟ୍ରେନରେ ଆସୁଥିବା ପ୍ରବାସୀ ଓଡ଼ିଆଙ୍କୁ ଗଞ୍ଜାମରୁ ଆଣିବା ପାଇଁ ଯାଉଥିବା ଏକ ଘରୋଇ ବସ୍ ୧୬ ନଂ. ଜାତୀୟ ରାଜପଥର ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ଅଞ୍ଚଳରେ ଭାରସାମ୍ୟ ହରାଇ ସୋମବାର ଓଲଟି ପଡ଼ିଛି। ଏଥିରେ କେହି…
ବିଭିନ୍ନ ସଂଗରୋଧ କେନ୍ଦ୍ର ବୁଲି ଦେଖିଲେ କଟକ ଜିଲାପାଳ: ପରିମଳ ବ୍ୟବସ୍ଥା ନେଇ ପ୍ରକାଶ କଲେ ଅସନ୍ତୋଷ
ଚୌଦାର,୪l୬(ଡି. ଏନ୍.ଏ): କଟକ ଜିଲା ଚୌଦ୍ୱାର ପୌରପାଳିକା ଓ ବିଭିନ୍ନ ପଞ୍ଚାୟତରେ କରାଯାଇଥିବା ସଂଗରୋଧ କେନ୍ଦ୍ରକୁ ସୋମବାର କଟକ ଜିଲାପାଳ ଭବାନୀଶଙ୍କର ଚଇନି ପରିଦର୍ଶନ କରିଛନ୍ତି। ପୌରପାଳିକା ତରଫରୁ ଗାନ୍ଧି ଛକ, ଚୌଦ୍ୱାର ମହାବିଦ୍ୟାଳୟ ମହିଳା ଛାତ୍ରୀନିବାସରେ ପ୍ରବାସୀ ଓଡ଼ିଆଙ୍କ ପାଇଁଁ…
ଦେଶରେ ୧୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା ହୋଇଛି: ଆଇସିଏମ୍ଆର୍
ନୂଆଦିଲ୍ଲୀ,୪।୫: ଦେଶର କରୋନା ସଂକ୍ରମଣ ରୋକିବା ପାଇଁ ନମୁନା ପରୀକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି। ସୋମବାର ସୁଦ୍ଧା ୧୧ ଲକ୍ଷ ୭ ହଜାର ୨୩୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ (ଆଇସିଏମ୍ଆର୍) ପକ୍ଷରୁ ସୂଚନା ଦିଆଯାଇଛି।…
ଲକ୍ଡାଉନରେ ବହି ପଢ, ଗଛ ଲଗାଅ: ଇମ୍ରାନ
ଇସ୍ଲାମାବାଦ,୪।୫: କରୋନା ସଂକ୍ରମଣ ରୋକିବାକୁ ଏବେ ବିଶ୍ୱର ଅଧିକାଂଶ ଦେଶରେ ଲକ୍ଡାଉନ ଫର୍ମୁଲାକୁ ଲାଗୁ କରାଯାଇଛି। ପାକିସ୍ତାନରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଏହା ଇମ୍ରାନ ଖାଁ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି।…
ଖୋଲିଲା ମଦ ଦୋକାନ: ଲାଗିଲା ଗ୍ରାହକଙ୍କ ଲମ୍ବା ଲାଇନ
ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ଦେଶରେ ଲାଗୁ ହୋଇଛି ଲକ୍ଡାଉନ ୩.୦। ପୂର୍ବରୁ ଯେଉଁ ୪୦ ଦିନିଆ ଲାକ୍ଡାଉନ ଘୋଷଣା କରାଯାଇଥିଲା ସେତେବେଳେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳି ନ ଥିବା ବେଳେ ଏବେ କିନ୍ତୁ କିଛି ରାଜ୍ୟରେ…
କରୋନା ସଙ୍କଟ ପରେ ଚାଇନା: ୩ ଦିନରେ ବୁଲି ବାହାରିଲେ ୮.୫ କୋଟି ପର୍ଯ୍ୟଟକ
ବେଜିଂ,୪।୫: କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଏବେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଲୋକେ ନିଜର କାର୍ଯ୍ୟକ୍ଷେତ୍ରରେ ଯୋଗଦେବାକୁ ଆରମ୍ଭ କରିଛନ୍ତି। ମେ ମାସରେ ଚାଇନାରେ ହୋଇଥିବା ଛୁଟିରେ ଲୋକେ ବୁଲିବାକୁ ବାହାରିଛନ୍ତି। ଗତ ୩ ଦିନ ମଧ୍ୟରେ ୮.୫…
କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୮ ହଜାର ଟପିଲା
ଓ୍ବାଶିଂଟନ,୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୪୮ ହଜାର ୨୪୧ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩୫ ଲକ୍ଷ ୬୫ ହଜାର ୧୧୦ ଛୁଇଁଛି। ୧୧ ଲକ୍ଷ ୫୩ ହଜାର…
କଟକଣା ହେଲା କୋହଳ କିନ୍ତୁ କମୁନି ସଂକ୍ରମଣ: ୩ ଦିନରେ ୭ହଜାରରୁ ଊର୍ଦ୍ଧ୍ୱ ପଜିଟିଭ
ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣକୁ ନେଇ ୪୦ ଦିନିଆ ଲକ୍ଡାଉନ ଅବଧି ପୂରଣ ହେବା ପରେ ଏବେ ଆରମ୍ଭ ହୋଇଛି ଲକ୍ଡାଉନ ୩.୦। ଏହା ମେ’ ୧୭ ପର୍ଯ୍ୟନ୍ତ ଲାଗୁ ହୋଇଥିବା ବେଳେ ଏବେ ସଂକ୍ରମିତ ଅଞ୍ଚଳକୁ ୩ଟି ଜୋନ୍ରେ ବିଭକ୍ତ…
କେନ୍ଦୁଝର ଜିଲାର ୩ ଗାଁ କଣ୍ଟେନମେଣ୍ଟ, ୧୧ ଗାଁ ବଫର ଜୋନ ଘୋଷଣା
ହାଟଡିହୀ,୪।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ପଞ୍ଚୁଗୋଛିଆ ପଞ୍ଚାୟତ ହୀରାପୁର ଗ୍ରାମରେ ରବିବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମାସକ ତଳେ ସେ କୋଲକାତାରୁ ଫେରିଥିଲେ। କରୋନା ପଜିଟିଭ ଚିହ୍ନଟ ପରେ ଜିଲାପାଳ ଆଶିଷ ଠାକରେ ହୀରାପୁର…
Archives


