ଲଘୁଚାପ ବିଳମ୍ବିତ: ୭ ଯାଏ ସ୍ବଳ୍ପ ବର୍ଷା, ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବେ ଲଘୁଚାପ ଦାନା ବାନ୍ଧୁଛି। ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ସମୁଦ୍ର ପତ୍ତନଠାରୁ ଟ୍ରପୋସ୍ପିୟର ମଧ୍ୟଭାଗ ପର୍ଯ୍ୟନ୍ତ ଲମ୍ବିଥିବା ସୂଚନା ମିଳିଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ…
ବିପୁଳ କ୍ଷତି ସହିଲେଣି ପରିବା ଚାଷୀ, ବ୍ୟବସାୟୀ
ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍ଡାଉନ୍ରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ କୃଷି କାର୍ଯ୍ୟ ଓ କୃଷିଜାତ ଦ୍ରବ୍ୟ ବିକ୍ରିବଟାକୁ ଅନୁମତି ଦିଆଯାଇଛି। ଏଭଳି ସଙ୍କଟ ସମୟରେ ଚାଷୀମାନେ ପରିବା ଚାଷ କରି ବଜାରକୁ ଛାଡୁଥିବାବେଳେ ବ୍ୟବସାୟୀମାନେ ମଧ୍ୟ ନାନା ହଟହଟା ହୋଇ ଖରାବର୍ଷାରେ ଲୋକଙ୍କୁ…
ଆନ୍ତଃ ରାଜ୍ୟ ଯାତାୟାତ ଲାଗି ଅନୁମତି
ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକ ବସ୍ ଏବଂ ଟ୍ରେନ୍ ଯୋଗେ ଫେରିବା ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଆନ୍ତଃରାଜ୍ୟ ଗମନାଗମନ ଲାଗି ଗ୍ରୀନ୍ ସିଗନାଲ ଦେଇଛନ୍ତି। ନିର୍ଦ୍ଦିଷ୍ଟ କିଛି କାରଣ ଥିଲେ…
କ୍ରିକେଟ ଅଷ୍ଟ୍ରେଲିଆର ୫୦ ନିୟୁତ ଡଲାର ଋଣ
ମେଲବୋର୍ନ, ୪ା୫ (ପି.ଟି.): କୋଭିଡ୍-୧୯ ଯୋଗୁ ଯଦି ଭାରତ ଟୁର୍ରେ ନ ଆସେ ତେବେ କ୍ରିକେଟ ଅଷ୍ଟ୍ରେଲିଆକୁ ବିପୁଳ ଆର୍ଥିକ କ୍ଷତି ସହିବାକୁ ପଡ଼ିବ। ଏଥିପାଇଁ ଆଗୁଆ ବିକଳ୍ପ ବ୍ୟବସ୍ଥା ସ୍ବରୂପ କ୍ରିକେଟ ଅଷ୍ଟ୍ରେଲିଆ କମନଓ୍ବେଲ୍ଥ ବ୍ୟାଙ୍କ୍ରୁ ୫୦ ନିୟୁତ ଡଲାର…
ଜୋନ୍ ଅନୁଯାୟୀ ଖୋଲିବ ନିମ୍ନ ଅଦାଲତ: ରେଡ୍ରେ ଘଣ୍ଟାଏ, ଅରେଞ୍ଜରେ ଦୁଇ, ଗ୍ରୀନ୍ରେ ଅଢ଼େଇ ଘଣ୍ଟା
କଟକ ଅଫିସ,୪ା୫: କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଲକ୍ଡାଉନ୍କୁ ବଢ଼ାଇଛନ୍ତି। ତେବେ ଭୂତାଣୁର ପ୍ରଭାବ ଅନୁଯାୟୀ ୩ଟି ଜୋନ୍ରେ ଭାଗ କରାଯାଇଛି। ସେଗୁଡ଼ିକ ହେଲା ରେଡ୍, ଅରେଞ୍ଜ…
ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ନେଇ ନୂଆ ନିୟମ
ଭୁବନେଶ୍ୱର,୪ା୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ଲକ୍ଡାଉନକୁ ଆଉ ଦୁଇ ସପ୍ତାହ ଅର୍ଥାତ୍ ମେ ୧୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସୋମବାରଠାରୁ ୩ୟ ପର୍ଯ୍ୟାୟ ଲକ୍ଡାଉନ୍ ଆରମ୍ଭ ହେବ। ତେଣୁ ରବିବାର ରାଜ୍ୟ ସରକାରଙ୍କ ପକ୍ଷରୁ କ’ଣ ସବୁ…
ଆଜି ବସ୍ ଚଳାଚଳ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ: ଦାବି ପୂରଣ ନ ହେଲେ ଚାଲିବନି ଗାଡ଼ି
ଭୁବନେଶ୍ୱର, ୪ ।୫(ବ୍ୟୁରୋ): ରାଜ୍ୟରେ ଆଗକୁ ଘରୋଇ ବସ୍ ଚଳାଚଳ କେବେ ହେବ ଏବଂ ଏଥିଲାଗି କ’ଣ ସବୁ ନିୟମକାନୁନ ରହିବ ତାକୁ ନେଇ ବିଚାରବିମର୍ଶ ଚାଲିଛି। ହଜାର ହଜାର ବସ୍ ଦେଢ଼ ମାସ ହେଲା ନ ଚାଲିବା କାରଣରୁ ମାଲିକମାନଙ୍କ…
କଳିଙ୍ଗା ଦୁର୍ଘଟଣା: ଦୋଷ ଲୁଚାଇବାକୁ ଉଦ୍ୟମ, ବିପଦରେ ପକାଇବ ତରବରିଆ ଘରବାହୁଡ଼ା ନିଶା
ଭୁବନେଶ୍ୱର,୪।୫(ବ୍ୟୁରୋ): କରୋନା(କୋଭିଡ୍-୧୯) ଲକ୍ଡାଉନ ଯୋଗୁ ଦୀର୍ଘ ଦେଢ଼ମାସ କାଳ ଅନ୍ୟ ରାଜ୍ୟରେ ଫସି ରହିଥିବା ଲୋକମାନେ ଏବେ ଘରମୁହାଁ ହୋଇଛନ୍ତି। ସେମାନଙ୍କର ଗୋଟିଏ ଚିନ୍ତା କେମିତି ଘରେ ପହଞ୍ଚତ୍ବେ। ତେବେ ଏହି ଘରବାହୁଡ଼ା ନିଶା ସମସ୍ତଙ୍କ ପାଇଁ ବିପଦ ହୋଇ ଛିଡ଼ା…
ସୀମିତ ରହିବ ହାଇକୋର୍ଟ କାର୍ଯ୍ୟ
କଟକ ଅଫିସ,୪।୫: ଲକ୍ଡାଉନ ଅବଦ୍ଧି ବୃଦ୍ଧିକୁ ନେଇ ହାଇକୋର୍ଟ ପକ୍ଷରୁ ରବିବାର ନୂତନ ନିର୍ଦ୍ଦେଶନାମା ଜାରି ହୋଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ ବୋଲି ଡେପୁଟି ରେଜିଷ୍ଟ୍ରାର (ବିଚାର ବିଭାଗ) ଏକ ନିର୍ଦ୍ଦେଶନାମାରେ ଜଣାଇଛନ୍ତି। ସପ୍ତାହର…
କୋଭିଡ୍୧୯ ମୁକାବିଲା: ରାଜ୍ୟର ବିଭିନ୍ନ ଅଞ୍ଚଳ ବର୍ଗୀକରଣ
ଭୁବନେଶ୍ୱର,୪।୫(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଅଞ୍ଚଳର ବର୍ଗୀକରଣ କରିଛନ୍ତି। ଏ ନେଇ ରବିବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ଉଲ୍ଲେଖଯୋଗ୍ୟ, ସଂକ୍ରମିତ ଚିହ୍ନଟ…
ବେଲଜିୟମ କୋଚ୍ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି
ବ୍ରସେଲ୍ସ,୪।୫(ଏଏଫ୍ପି): ବେଲ୍ଜିୟମ ଫୁଟବଲ କୋଚ୍ ରୋବେର୍ଟୋ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। କାତାରରେ ଆୟୋଜନ ହେବାକୁ ଥିବା ଫିଫା ବିଶ୍ୱକପ୍ ପର୍ଯ୍ୟନ୍ତ ସେ କୋଚ୍ ପଦରେ ରହିବେ ବୋଲି ସ୍ଥାନୀୟ ଗଣମାଧ୍ୟମଗୁଡିକ ସୂଚନା ଦେଇଛନ୍ତି। ଏ ନେଇ ୪୬ ବର୍ଷୀୟ ମାର୍ଟିନେଜ…
ବଲାଙ୍ଗିର ଫେରୁଥିବା ଶ୍ରମିକଙ୍କ ସମସ୍ୟା ବୁଝିଲେ ତହସିଲଦାର
ଶେରଗଡ଼,୩ା୪(ଡି.ଏନ୍.ଏ.)- ଶେରଗଡ଼ ପଥରପୁଞ୍ଜି ଗ୍ରାମ ରାସ୍ତାରେ ରବିବାର ମଧ୍ୟାହ୍ନରେ ୩୦ଜଣ ଶ୍ରମିକ ଛୋଟ ଛୁଆଙ୍କୁ ଧରି ଚାଲିଚାଲି ଯାଉଥିବା ସ୍ଥାନୀୟ ଯୁବକମାନେ ଦେଖିଥିଲେ। ଏନେଇ ଶେରଗଡ଼ ତହସିଲଦାର ଡ଼.ଦୟାସିନ୍ଧୁ ପରିଡାଙ୍କୁ ଜଣାଇବା ପରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକଙ୍କ ସହ…
Archives


