ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍ରୁ ବାଦ ପଡ଼ିବା ପରେ…
ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ ସଞ୍ଜୁଙ୍କ ପ୍ରତିକ୍ରିୟା କିଭଳି ଥିଲା, ସେ ବିଷୟରେ କହିବା ସହ ତାଙ୍କ ମାନସିକତାକୁ…
ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ
ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା ଦେଇ ଗତି କରୁଥିବା ବେଳେ ୫ଟି କଥା ବ୍ୟକ୍ତିକୁ ଆହୁରି ଅଧିକ ଦୁର୍ୱଳ…
ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ
ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ ଲମ୍ବା ବ୍ରିଟିଶ ନିର୍ମିତ କେନାଲ, ଜମ୍ବୁ ଲକ୍ଠାରେ ଗେଷ୍ଟ ହାଉସ୍ ଭଳି ଅନେକ…
ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…
୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି ଏବଂ ରବିବାର ଅଟେ, ଯାହା ସୂର୍ଯ୍ୟଦେବଙ୍କୁ ସମର୍ପିତ। ଏହା ସହିତ ଦ୍ୱିତୀୟ ଚାତୁର୍ମାସ୍ୟର…
ଏଇ ଭାରତରେ
ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ। ଫଳରେ ଲୋକେ ଟ୍ୟାଙ୍କର ଉପରେ ନିର୍ଭର କରିଥାନ୍ତି। ବଡ଼କଥା ହେଉଛି, ୫୦ ଏକରବିଶିଷ୍ଟ…
ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ
ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି ଦୁର୍ନୀତି ଓ ଅନିୟମିତତା ହେଉଛି ତା’ର ନମୁନା ଦେଖିବାକୁ ମିଳୁଛି। ପୋଲିସ ଏସ୍ଆଇ…
ସମୟ ବ୍ୟାଙ୍କ୍ର ସେବାପୁଞ୍ଜି
ବ୍ୟାଙ୍କ୍ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ କହୁଥିଲେ- ”ଇଏ ଗୋଟିଏ ପ୍ରକାର ଇନ୍ଭେଷ୍ଟମେଣ୍ଟ। ପୁଅ ଇଞ୍ଜିନିୟର ହୋଇ ବାହାରିଲା ପରେ…
ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର
ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ ହେଲେ ଛାତ୍ରୀଛାତ୍ରଙ୍କ ପାଇଁ ବାରମ୍ବାର ଏକ୍ସ-ରେଗୁଲାର ପରୀକ୍ଷା ଦେବାର ବ୍ୟବସ୍ଥା ରହିଛି। କିନ୍ତୁ…
୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର
ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ବିଦ୍ୟାଳୟରେ ମାତ୍ର ୨ଟି ଶ୍ରେଣୀଗୃହରେ ୫ ଶ୍ରେଣୀର ୧୦୪ ଛାତ୍ରୀଛାତ୍ର…
ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା
ଭୁବନେଶ୍ୱର,୩୦ା୮(ସୁନିତ୍ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍ କି ଟିଅର ଗ୍ୟାସ୍ ନାହିଁ। ତଥାପି ଆମର ସେହି ସାଧାରଣ ଛାତ୍ରୀଛାତ୍ରମାନେ ସରକାରଙ୍କୁ ଡରିବା ଛାଡ଼ି ଦେଇଛନ୍ତି। ଯେତେବେଳେ ସାଧାରଣ ଛାତ୍ର ସରକାରକୁ ଡରିବା…
ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍’ ଲୋଭ
ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ ଯାଇ ଜାପାନର ବୈଜ୍ଞାନିକମାନେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମସ୍ତିଷ୍କ କୋଷରେ…
ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି। ନୂଆ ନିଷ୍ପତ୍ତି ଅନୁଯାୟୀ, ଏନ୍ଏମ୍ସି ଦ୍ୱାରା ସ୍ୱୀକୃତ ମେଡିକାଲ କଲେଜରୁ ପୋଷ୍ଟ-ଗ୍ରାଜୁଏଶନ…

