ଏକମାତ୍ର ଭରସା ସୋଲାର ଜଳପ୍ରକଳ୍ପ ଅଚଳ:ହନ୍ତସନ୍ତ ଗ୍ରାମବାସୀ
ଦାରିଙ୍ଗବାଡି, ୧୫।୭ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମରେ ଜଳସଙ୍କଟ ଦେଖାଯାଇଛି। ଏକମାତ୍ର ଭରସା ସୋଲାର ପମ୍ପ ଅଚଳ ଯୋଗୁ ଗାଁରେ ପିଇବା ଓ ନିତ୍ୟ ବ୍ୟବହାର ପାଇଁ ପାଣି ମିଳୁନାହିଁ। ଏଭଳି ଗତ…
ଆକ୍ସନରେ ରାଜ୍ୟପାଳ, କଲେ ବଡ଼ ଘୋଷଣା, ରାଜ୍ୟରେ…
ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏହାକୁ ନେଇ ସାରା ରାଜ୍ୟ ଶୋକ ପ୍ରକାଶ କରୁଥିବା ବେଳେ ଘଟଣାକୁ ନେଇ ଆକ୍ସନ ମୋଡରେ ରାଜ୍ୟପାଳ। ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ…
ମୁମ୍ବାଇରେ ଖୋଲିଲା ଟେସଲାର ପ୍ରଥମ ଶୋ’ରୁମ, ଗାଡ଼ିର ମୂଲ୍ୟ ଏତିକି ଲକ୍ଷ ଟଙ୍କାରୁ ଆରମ୍ଭ
ମୁମ୍ବାଇ,୧୫।୭: ବିଶ୍ୱର ତୃତୀୟ ବୃହତ୍ତମ ଅଟୋମୋବାଇଲ ବଜାର ଭାରତରେ ଟେସଲା ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ମଙ୍ଗଳବାର ମୁମ୍ବାଇରେ କମ୍ପାନୀର ପ୍ରଥମ ଶୋ’ରୁମ ଉଦ୍ଘାଟନ ହୋଇଛି, ଯେଉଁଠାରେ ଟେସଲାର ମଡେଲ ୱାଇ ଇଲେକ୍ଟ୍ରିକ ଗାଡ଼ିର ମୂଲ୍ୟ ୬୦ ଲକ୍ଷ ଟଙ୍କା (ପ୍ରାୟ…
ଜୟଶଙ୍କରଙ୍କ ଚାଇନା ଗସ୍ତ, ୨୦୨୦ ଗାଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ସି ଜିନପିଙ୍ଗଙ୍କୁ ଭେଟିଲେ
ନୂଆଦିଲ୍ଲୀ,୧୫।୭: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ମଙ୍ଗଳବାର ଦିନ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିଛନ୍ତି। ୨୦୨୦ ମସିହାରେ ଗାଲୱାନ ଉପତ୍ୟକାରେ ହୋଇଥିବା ମାରାତ୍ମକ ସଂଘର୍ଷ ପରେ ଏହା ହେଉଛି ଉଭୟ ନେତାଙ୍କ ମଧ୍ୟରେ ପ୍ରଥମ ବୈଠକ। ପୂର୍ବ ଲଦାଖରେ ସୀମା…
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ନବୀନଙ୍କ ଟୁଇଟ୍, ବଡ଼ କଥା କହିଦେଲେ…
ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍ କରି କହିଛନ୍ତି,…
FM ପୀଡିତାଙ୍କ ମୃତ୍ୟୁ: ଟୁଇଟରେ ଏମିତି ଲେଖିଲେ ରାହୁଲ, କହିଲେ ଏହା ଆତ୍ମହତ୍ୟା ନୁହେଁ…
ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା…
ସୌମ୍ୟାଶ୍ରୀଙ୍କ ମୃତ୍ୟୁରେ ପ୍ରକୃତ ଦୋଷୀ କିଏ, ଖୋଲାଖୋଲି କହିଦେଲେ ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ୱର,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ…
ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ଅନ୍ୟପଟେ ଏହି ଘଟଣାକୁ ନେଇ…
୧୭ରେ ଓଡ଼ିଶା ବନ୍ଦ ଡାକରା: ସ୍କୁଲ-କଲେଜ୍ ସବୁକିଛି ହୋଇଯିବ ଠପ୍
ଭୁବନେଶ୍ୱର,୧୫।୭: ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବା ଜଣାପଡିଛି। ୧୭ରେ ସାରା…
ପୁଣି ମୁଣ୍ଡନେଲା ଆମ ବସ୍: ବାଇକ୍କୁ ପଛରୁ ଧକ୍କା ଦେଇ ଚଢ଼ିଗଲା, ବସ୍ ଭଙ୍ଗାରୁଜା କଲେ ଉତ୍ତ୍ୟକ୍ତ ଲୋକେ
ବାରଙ୍ଗ/ତ୍ରିଶୂଳିଆ,୧୫।୭(ଲିଙ୍ଗରାଜ ରାଉତ/ତୁଷାରକାନ୍ତ ବେହେରା): ବେପରୁଆ ଗାଡ଼ିଚାଳନା ଯୋଗୁ ଆମ ବସ୍ ଧକ୍କାରେ ସୋମବାର ରାତିରେ ପୁଣି ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କଟକ ରାଣୀହାଟ ବେହେରା ସାହିର ଶୁଭେନ୍ଦୁ ପରିଡ଼ା। ଏହାକୁ ନେଇ କରି ଉତ୍ତ୍ୟକ୍ତ ଲୋକେ…
ଆଜି କାଲିଫର୍ନିଆ ଉପକୂଳରେ ଅବତରଣ କରିବେ ଶୁଭାଂଶୁ ଶୁକ୍ଳା
ଓ୍ବାଶିଂଟନ୍, ୧୫ା୭:ଭାରତୀୟ ମହାକାଶଚାରୀ ତଥା ବାୟୁସେନା ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା ଏବଂ ଆକ୍ସିଓମ୍-୪ ମିଶନର ଅନ୍ୟ ୩ କ୍ରିଉ ସଦସ୍ୟ ପେଗୀ ହ୍ବିଟ୍ସନ୍, ସ୍ଲାଓଜ୍ ଉଜ୍ନାନ୍ସ୍କି ଏବଂ ଟିବୋର କାପୁ ସୋମବାର ଭାରତୀୟ ସମୟ ଅପରାହ୍ନ ସାଢ଼େ ୪ଟାରେ ସ୍ପେସ୍ଏକ୍ସ’ର…
୧୧୪ ବର୍ଷ ବୟସରେ ଆଖିବୁଜିଲେ ପ୍ରସିଦ୍ଧ ଧାବକ ଫୌଜା ସିଂହ: ରାସ୍ତା ପାର୍ବେଳେ ଧକ୍କାଦେଲା ଗାଡ଼ି
ଜଳନ୍ଧର,୧୫।୭: ପଞ୍ଜାବର ଜଳନ୍ଧର ଜିଲାରେ ଏକ ସଡ଼କ ଦୁର୍ଘଟଣାରେ ବିଶ୍ୱ ପ୍ରସିଦ୍ଧ ମାରାଥନ ଧାବକ ଫୌଜା ସିଂହଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ୧୧୪ ବର୍ଷ ବୟସ ହୋଇଥିଲା ଏବଂ ସେ ତାଙ୍କ ଜନ୍ମସ୍ଥାନ ବ୍ୟାସରେ ବୁଲିବାକୁ ଯାଇଥିଲେ। ମୁଣ୍ଡରେ ଗମ୍ଭୀର ଆଘାତ…
Archives


