Home Left

ଲକ୍‌ଡାଉନକୁ ପୂରଣ ହେଲା ୪୦ ଦିନ: ମହାମାରୀ ଶିଖାଇଲା କିଛି ନୂଆ ଶବ୍ଦ

ନୂଆଦିଲ୍ଲୀ,୩।୫: ବିଗତ ପ୍ରାୟ ୫ ମାସ ହେବ ଚାଇନାରେ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଭାରତ ମଧ୍ୟ ଏଥିରୁ ବାଦ୍‌ ଯାଇନାହିଁ। ଦେଶରେ ମାର୍ଚ୍ଚ ମାସରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଦେଖି ସରକାର…

୧୫୨ ନଂ. କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ: ସାଙ୍ଗସାଥୀଙ୍କ ସହିତ ଖେଳିଛନ୍ତି ତାସ୍‌, କ୍ରିକେଟ୍‌

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ ୧ ତାରିଖରେ ଚିହ୍ନଟ ହୋଇଥିବା ୧୫୨ ନଂ. କରୋନା ସଂକ୍ରମିତ ୨୮ ବର୍ଷୀୟ ଯୁବକଙ୍କ ଗସ୍ତସୂଚୀ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାରି କରାଯାଇଛି। ସୂଚନାଯୋଗ୍ୟ, ୧୫୨ ନଂ.…

କଳିଙ୍ଗା ଘାଟିରେ ପୁଣି ସୁରଟରୁ ପ୍ରବାସୀଙ୍କୁ ନେଇ ଫେରୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ

ଜି.ଉଦୟଗିରି, ୩।୫(ଡି. ଏନ୍‌.ଏ.): କନ୍ଧମାଳ ଜିଲା କାଲିଙ୍ଗା ଘାଟିରେ ରବିବାର ଦିନ ସକାଳ ୯ଟା ସମୟରେ ସୁରଟରୁ ପ୍ରବାସୀ ଓଡ଼ିଆ ମାନଙ୍କୁ ନେଇ ଫେରୁଥିବା ଏକ ବସ୍‌ ରବିବାର ସକାଳୁ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏଥିରେ ୫ ଜଣ ଯାତ୍ରୀ ସାମାନ୍ୟ…

ଶ୍ରମିକ ସ୍ପେଶାଲ ଟ୍ରେନ୍‌କୁ ନେଇ ଜାରି ହେଲା ଗାଇଡଲାଇନ୍‌

ନୂଆଦିଲ୍ଲୀ,୩।୫: ଲକ୍‌ଡାଉନ ଯୋଗୁ ସାରା ଦେଶରେ ଫସି ରହିଥିବା ଶ୍ରମିକ, ଶିକ୍ଷାର୍ଥୀ, ଶ୍ରଦ୍ଧାଳୁ ଆଦିଙ୍କୁ ନିଜ ନିଜ ରାଜ୍ୟରେ ପହଞ୍ଚାଇବା ପାଇଁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଚଳ ଆରମ୍ଭ କରିଛି। ଏହାକୁ ନେଇ ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳିଥିବା ବେଳେ…

ସୀମା ସିଲ୍‌ କଲା ବରୀ ବ୍ଲକ ପ୍ରଶାସନ

ରତ୍ନଗିରି,୩ା୫(ଡି.ଏନ୍‌/ଏ.): ଯାଜପୁର ଜିଲାରେ ଶନିବାର ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ବରୀ ବ୍ଲକ କଳାମାଟିଆ ପଞ୍ଚାୟତର ତଲକାଇପଡ଼ା ଗ୍ରାମରୁ ଜଣେ, ଉଦୟନାଥପୁରରୁ ଜଣେ ଓ ବାଇଁଶିରିଆ ପଞ୍ଚାୟତରୁ ୨ ଜଣ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଥିଲେ। ଏହାକୁ ଗୁରୁତ୍ୱ…

ଯେତେ ଅଧିକ ଟେଷ୍ଟ ସେତେ ଅଧିକ ସଂକ୍ରମିତ !

ନୂଆଦିଲ୍ଲୀ,୩।୫: ଦେଶରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏବେ ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦ ହଜାର ପହଞ୍ଚିବାକୁ ଯାଉଛି। କୁହାଯାଉଛି କି ଯେଉଁଠାରେ ଯେତେ ଅଧିକ ନମୁନା ପରୀକ୍ଷା କରାଯାଉଛି ସେଠାର ସେତେ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି।…

କେରଳରୁ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୫୫୨ ପ୍ରବାସୀ: ୩ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି, ସ୍ବାବ୍‌ ନମୁନା ସଂଗ୍ରହ

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଏର୍ଣ୍ଣାକୁଲମ ଜଙ୍କଶନ – ଭୁବନେଶ୍ୱର ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ରବିବାର ସକାଳ ୫ଟା ୧୭ ମିନିଟ ରେ ୫୫୨ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିଥିଲା। ସମସ୍ତେ ସୁରକ୍ଷିତ ଭାବେ ଓହ୍ଲାଇବା…

କେରଳରୁ ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲେ ୫୯୩ ପ୍ରବାସୀ ଓଡ଼ିଆ: କରାଗଲା ସ୍କ୍ରିନିଂ, ଷ୍ଟାମ୍ପିଂ, ପଞ୍ଜୀକରଣ

ଜଟଣୀ,୩।୫(ଡି.ଏନ୍‌.ଏ.): କେରଳରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ପୂର୍ବାହ୍ନ ୮ଟା ୫୦ମିନିଟରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିଥିଲା। ଏହି ଷ୍ଟେଶନରେ ବିଭିନ୍ନ ଜିଲାର ୫୯୩ଜଣ ଓହ୍ଲାଇ ବସ୍‌ ଯୋଗେ ନିଜ ଗ୍ରାମକୁ ଫେରିଥିଲେ। ୧ନମ୍ବର୍‌ ପ୍ଲାଟଫର୍ମରେ ଲାଗିଥିବା ଟ୍ରେନ୍‌ରୁ…

କରୋନା ଭାଇରସ: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ମୃତ ଘୋଷଣା କରିବାକୁ ପ୍ରସ୍ତୁତ ହେଉଥିଲେ ଡାକ୍ତର

ଲଣ୍ଡନ,୩।୫: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କିଛିଦିନ ହେବ କରୋନାରେ ପୀଡ଼ିତ ଥିବା ବେଳେ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଯାଇଛନ୍ତି। ହେଲେ ସେ ଯେତେବେଳେ କରୋନାରେ ପୀଡ଼ିତ ହୋଇ ଚିକତ୍ସିତ ହେଉଥିଲେ ସେହି ସମୟର ଅନୁଭୂତିକୁ ସେ ଏକ…

୪୦ ହଜାର ଛୁଇଁବାକୁ ବସିଲାଣି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩।୫: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୬୪୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ରବିବାର ସକାଳ ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩୯,୯୮୦ରେ। ଏମାନଙ୍କ ମଧ୍ୟରୁ…

ସୋସିଆଲ ମିଡିଆ ଆପ୍‌ରୁ ବ୍ୟକ୍ତିଗତ ତଥ୍ୟ ହଟାଉଛନ୍ତି ବ୍ୟବହାରକାରୀ

ନୂଆଦିଲ୍ଲୀ, ୩।୫ (ଆଇଏଏନ୍‌ଏସ୍‌): ସୋସିଆଲ ମିଡିଆର ଗତି ସବୁଠାରୁ ଆଗରେ ଥିବାରୁ ଏହାର ଆଦର କାହିଁରେ କ’ଣ ରହିଛି। କିନ୍ତୁ ବ୍ୟବହାରକାରୀଙ୍କ ବ୍ୟକ୍ତିଗତ ତଥ୍ୟ ଚୋରି ହେଉଥିବାର ଅନେକ ଅଭିଯୋଗ ଆସିଥାଏ। ସୋସିଆଲ ମିଡିଆର ବିଭିନ୍ନ ଆପ୍‌ରେ ବ୍ୟବହାରକାରୀ ଦେଉଥିବା ବ୍ୟକ୍ତିଗତ…

କରୋନା ଯୋଦ୍ଧାଙ୍କ ପିପିଇ ଅସୁରକ୍ଷିତ

ବେଜିଂ,୩।୫: ମହାମାରୀ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍‌ଙ୍କ ପାଇଁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଅନିବାର୍ଯ୍ୟ। ଏହାଦ୍ୱାରା ସେମାନେ ଚିକିତ୍ସା କରିବାବେଳେ ନିଜେ କରୋନା ସଂକ୍ରମଣରୁ ରକ୍ଷା ପାଇବେ। ହେଲେ ଏକ ନୂତନ ଅଧ୍ୟୟନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri