ଆର୍ଥତ୍କ ପ୍ୟାକେଜ ନେଇ ମାନସ ମନ୍ଥନ
ନୂଆଦିଲ୍ଲୀ,୩। ୫: କୋଭିଡ୍-୧୯ ଲାଗି ସାରା ଦେଶରେ ଅଚଳାବସ୍ଥା ଲାଗି ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ଦ୍ୱିତୀୟ ପ୍ୟାକେଜ ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ,ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ଅଥ…
ବିଗ୍ ବଜାର ଦେଉଛି ଡୋର୍ଷ୍ଟେପ ଡେଲିଭରି
ଭୁବନେଶ୍ୱର,୩। ୫: କରୋନା ବିରୋଧରେ ଲଢେଇ ଜାରି ରଖିବା ସହ ବିଗ୍ ବଜାର ପକ୍ଷରୁ ବର୍ତ୍ତମାନ ଲୋକଙ୍କୁ ଡୋର୍ଷ୍ଟେପ ଡେଲିଭରି ବା ଘର ଦୁଆର ମୁହଁରେ ସାମଗ୍ରୀ ପହଞ୍ଚାଇବା ସେବା ପ୍ରଦାନ କରାଯାଉଛି। ଜରୁରୀକାଳିନ ସମୟରେ ଗ୍ରାହକଙ୍କୁ ସହାୟତା ଯୋଗାଇ ଦେବା…
ଭାରତ ୨୦୩୨ ଅଲିମ୍ପିକ୍ସ ପାଇଁ ବିଡ୍ ଦାଖଲ କରିବ
ନୂଆଦିଲ୍ଲୀ, ୩।୫:ଭାରତ ୨୦୩୨ ଅଲିମ୍ପିକ୍ସ ପାଇଁ ବିଡ୍ ଦାଖଲ କରିବ। କୋଭିଡ୍-୧୯ ଆଶଙ୍କା ଦୂର ହେବା ପରେ ଭାରତ ଯେପରି ଅଲିମ୍ପିକ୍ସ ସମେତ ଅନ୍ୟ ଅନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନ ପାଇଁ ବିଡ୍ରେ ସଫଳ ହେବ ସେଥିପାଇଁ ଉଦ୍ୟମ କରାଯିବ ବୋଲି ଭାରତୀୟ…
ପୁରୁଷୋତ୍ତମପୁରରେ ପହଞ୍ଚତ୍ଲେ ୬୨ ସୁରଟ ଫେରନ୍ତା
ପୁରୁଷୋତ୍ତମପୁର, ୨l୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର ଜଣେ ମହିଳାଙ୍କ ସମେତ ୬୨ ଜଣ ଶନିବାର ରାତି ପ୍ରାୟ ୧୧ଟାରେ ସୁରଟରୁ ବସ୍ ଯୋଗେ ଆସି ପହଞ୍ଚତ୍ଛନ୍ତି। ସେମାନଙ୍କୁ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ନିବାସ କ୍ବାରାଣ୍ଟାଇନ ସେଣ୍ଟରରେ…
କଳିଙ୍ଗା ଘାଟିରେ ବସ୍ ଦୁର୍ଘଟଣାଗ୍ରସ୍ତ, ୨ ମୃତ: ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଫେରୁଥିଲା
ଭଞ୍ଜନଗର,୨ା୫(ଡି.ଏନ୍.ଏ.)- ପ୍ରବାସୀ ଓଡ଼ିଆଙ୍କୁ ସୁରଟରୁ ନେଇ ଫେରୁଥିବା ଏକ ବସ ଶନିବାର ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୁଗୁଡ଼ା ଅଞ୍ଚଳର ଚିତ୍ତରଞ୍ଜନ ସେଠୀ ଓ ସନ୍ତୋଷ ସେଠୀ। ଦୁର୍ଘଟଣାରୁ…
ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ, ଭାଣିଜୀ ମୃତ
ମୋହନା,୨ା୫(ଡି.ଏନ୍.ଏ.)- ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ ଓ ଭାଣିଜୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଅଡବା ଥାନା ପାଣିଗଣ୍ଡା ପଞ୍ଚାୟତ ବୁଢାଢିଅ ଗ୍ରାମର ଏବନି ମଣ୍ଡଳ (୩୧) ଓ କର୍ଚ୍ଚବାଡି ପଞ୍ଚାୟତ ହିଡିକିମା ଗଁାର…
ତେଲଙ୍ଗାନାରେ ଫସିଛନ୍ତି ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ
ବାଲେଶ୍ୱର ଅଫିସ,୨।୫: ବାଲେଶ୍ୱର ଜିଲା ଗୋପାଳପୁର ଅଞ୍ଚଳର ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ ଦୁଇବର୍ଷ ଧରି ତେଲଙ୍ଗାନା ରାଜ୍ୟର ମେଡ଼ିଚାଲ ଜିଲା ଅଲାମ୍ପେଟ ପଞ୍ଚାୟତରେ ଥିବା ଶ୍ରୀରାମ ସ୍ପିନିଂ ମିଲ୍ରେ କାମ କରିବା ସହ ନିଜର ପରିବାର ସହ ରହୁଥିଲେ। କରୋନା ଯୋଗୁ…
ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ: ଜଗନ୍ନାଥପୁର ଷ୍ଟେଶନରେ ଗଞ୍ଜାମ ଜିଲାପାଳ, ଏସ୍ପିଙ୍କ ଅନୁଧ୍ୟାନ
ଛତ୍ରପୁର,୨ା୫(ଡି.ଏନ୍.ଏ.): କେରଳ, ସୁରଟ ଓ ବାଙ୍ଗାଲୁରରୁ ୩ଟି ସ୍ବତନ୍ତ୍ର ଟ୍ରେନରେ ପ୍ରବାସୀ ଓଡ଼ିଆମାନେ ଫେରୁଛନ୍ତି। କେରଳରୁ ବାହାରିଥିବା ଏର୍ନାକୁଲମ ଜଙ୍କଶନ- ଭୁବନେଶ୍ୱର ଶ୍ରମିକ ସ୍ପେସିଆଲ ଟ୍ରେନ ରବିବାର ସକାଳ ୫ଟାରୁ ୬ ଟା ମଧ୍ୟରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନ ଠାରେ…
କୋଟାରୁ ଫେରୁଛନ୍ତି ସୁବର୍ଣ୍ଣପୁରର ୩୭ଛାତ୍ରୀଛାତ୍ର
ସୋନପୁର,୨।୫(ନି.ପ୍ର.): ଲକ୍ଡାଉନ୍ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ଜଣ ଛାତ୍ରୀଛାତ୍ର ଘରକୁ ପେରୁଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷା ପରେ ଶନିବାର ମଧ୍ୟାହ୍ନ ୧୨ଟାରେ ୧୨ ଛାତ୍ରୀ ଓ ୨୫ ଛାତ୍ର ୨ଟି ବସ୍ ଯୋଗେ କୋଟାରୁ ବାହାରିଛନ୍ତି। ୨୫ଘଣ୍ଟାର…
ରାଜଧାନୀକୁ ଟପିଲା ଯାଜପୁର: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା, ଆଜି ଗୋଟିଏ ଦିନରେ ୮ ଚିହ୍ନଟ
ଭୁବନେଶ୍ୱର,୨ା୫(ବ୍ୟୁରୋ) : ଶନିବାର ସକାଳେ ଯାଜପୁର ଜିଲାରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ଘର ବରୀ ବ୍ଲକ ଅଞ୍ଚଳରେ। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ…
ଗୋଟିଏ ଦିନରେ ବରୀ ବ୍ଲକରୁ ୪ କରୋନା ପଜିଟିଭ୍ ଚିହ୍ନଟ
ରତ୍ନଗିରି,୨ା୫(ଡି.ଏନ୍.ଏ.) : ଶନିବାର ସକାଳେ ଯାଜପୁର ଜିଲା ବରୀ ବ୍ଲକରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଅପରାହ୍ନରେ ଆଉ ଜଣେ ଏହି ବ୍ଲକ ଅଧିନସ୍ଥ ବାଇଁଶିରିଆ ପଞ୍ଚାୟତରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ସମ୍ପୃକ୍ତ ବ୍ୟକ୍ତିଙ୍କ ବୟସ…
ଗୁମ୍ମାକୁ ଫେରିବେ ୪୫୦୦ ଶ୍ରମିକ
ଗୁମ୍ମା,୨ା୫: ରାଜ୍ୟ ବାହାରେ ଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକ୍ରିୟା ଜାରି ରହିଛି। ଶ୍ରମିକମାନଙ୍କୁ ନାମ ପଞ୍ଜୀକରଣ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏଥିରେ ଗଜପତି ଜିଲା ଗୁମ୍ମା ବ୍ଲକ୍ ଅଧୀନ ୨୦ ପଞ୍ଚାୟତର ୪୫୦୦ ଶ୍ରମିକ…
Archives


