ସୁସ୍ଥ ହେଲେ କରୋନା ସଂକ୍ରମିତ ୧୨ ନୌସେନା ଯବାନ
ନୂଆଦିଲ୍ଲୀ,୨।୫: ଭାରତୀୟ ନୌସେନାର ୩୮ ଜଣ ଯବାନ କରୋନା ଭାଇରସରେ ସଂକ୍ରମିତ ହେବା ପରେ ଏବେ ସେମାନଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ସୂଚନା ମିଳିଛି। ଶନିବାର ନୌସେନାର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି।…
ମ୍ୟାଚ୍ ଫିକ୍ସିଂ ମାମଲା: ବୁକି ସଞ୍ଜୀବ ଚାଓ୍ବଲାଙ୍କୁ ଜାମିନ ମିଳିଲା
ନୂଆଦିଲ୍ଲୀ,୨।୫ (ପି.ଟି.): ଦକ୍ଷିଣ ଆଫ୍ରିକା ପୂର୍ବତନ ଅଧିନାୟକ ହାନ୍ସି କ୍ରୋନିଏ ସାମିଲ ଥିବା ବହୁ ଚର୍ଚ୍ଚିତ ମ୍ୟାଚ୍ ଫିକ୍ସିଂ ମାମଲାରେ ବୁକି ସଞ୍ଜୀବ ଚାଓ୍ବଲାଙ୍କୁ ଜାମିନ ମିଳିଛି। ଦିଲ୍ଲୀର ଏକ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛି। ୨ ଲକ୍ଷ ଟଙ୍କାର…
ଧୋନୀ ମୋର ପରାମର୍ଶଦାତା: ପନ୍ତ
ନୂଆଦିଲ୍ଲୀ,୨।୫(ପି.ଟି.): ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ମୋର ଗୁରୁ ଭଳି। ସବୁବେଳେ ସେ ସାହାଯ୍ୟ କରିବା ପାଇଁ ଉପସ୍ଥିତ ଥାଆନ୍ତି। ତେବେ ସେ କୌଣସି ସମସ୍ୟାର ସମ୍ପୂର୍ଣ୍ଣ ସମାଧାନ କରି ନ ଥାନ୍ତି। ଯାହା ଫଳରେ ଯୁବ ଖେଳାଳିମାନେ ତାଙ୍କ…
କୋଭିଡ-୧୯ ମହାମାରୀ: ବିଶ୍ୱକପ୍ ଫାଇନାଲ ଜର୍ସି ଦାନ କରିବେ ନିକୋଲ୍ସ
ଓ୍ବେଲିଂଟନ,୨।୫ (ପି.ଟି.): କୋଭିଡ-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ପରିବାର ତଥା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ହେନେରୀ ନିକୋଲ୍ସ ଏବେ ଆଗକୁ ଆସିଛନ୍ତି। ଗତବର୍ଷ ଇଂଲଣ୍ଡରେ ଖେଳାଯାଇଥିବା ବିଶ୍ୱକପ୍ ଫାଇନାଲ ମ୍ୟାଚ୍ରେ ସେ ପିନ୍ଧିଥିବା ଶାର୍ଟ ଦାନ…
ପୂର୍ବତନ କ୍ରିକେଟରଙ୍କ ପାଇଁ ଆଇସିଏର ୩୯ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ
ନୂଆଦିଲ୍ଲୀ,୨।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ସାରା ଦେଶରେ ଚାଲିଥିବା ଲକ୍ଡାଉନ୍ କାରଣରୁ ଅର୍ଥାଭାବ ଦେଇ ଗତି କରୁଥିବା ୩୦ ଜଣ ଖେଳାଳିଙ୍କୁ ସାହାଯ୍ୟ କରିବା ପାଇଁ ଇଣ୍ଡିଆନ କ୍ରିକେଟର୍ସ ଆସୋସିଏଶନ (ଆଇସିଏ) ୩୯ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛି। ଆଇସିଏର…
କଂକ୍ରିଟ ମିକ୍ସର ଟ୍ରକ୍ରୁ ଉଦ୍ଧାର ହେଲେ ୧୮ ଶ୍ରମିକ
ଇନ୍ଦୋର,୨।୫: କରୋନା ସଂକ୍ରମଣକୁ ନେଇ ଦେଶରେ ଲକ୍ଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଏବେ ନିଜ ନିଜ ରାଜ୍ୟକୁ ଫେରିବାକୁ ବ୍ୟସ୍ତ ହୋଇପଡିଛନ୍ତି। ନିକଟରେ ସରକାରଙ୍କ ପକ୍ଷରୁ ସେମାନଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ବ୍ୟବସ୍ଥା…
ସରକାରୀ କର୍ମଚାରୀଙ୍କ ପାଇଁ ବଦଳିଲା କ୍ରିଟିକାଲ-ପାର୍ସିଆଲି କ୍ରିଟିକାଲ୍ ବର୍ଗ: ରୋଷ୍ଟର ଡ୍ୟୁଟି କରିବେ କର୍ମଚାରୀ
ଭୁବନେଶ୍ୱର,୨।୫(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ କ୍ରିଟିକାଲ ଓ ପାର୍ସିଆଲି କ୍ରିଟିକାଲ୍ ବର୍ଗକୁ ବଦଳାଯାଇଛି। କ୍ରିଟିକାଲ ବର୍ଗରେ ୧୫ଟି ବିଭାଗ ରହିଛି। ସେହିଭଳି ପାର୍ସିଆଲି କ୍ରିଟିକାଲ ବର୍ଗରେ ଅନ୍ୟ ସମସ୍ତ ବିଭାଗ ରହିଛି। କୃଷି, ବାଣିଜ୍ୟ ପରିବହନ, ସମନ୍ବୟ, ଅବକାରୀ, ଏଫ୍ ଆଣ୍ଡ…
ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗାଇଡ୍ଲାଇନ୍ ଜାରି: ଗୁରୁତର ରୋଗୀଙ୍କୁ ନ ଫେରାଇବାକୁ ନିର୍ଦ୍ଦେଶ, ଖିଲାପକଲେ ରେଜିଷ୍ଟ୍ରେଶନ ରଦ୍ଦ
ଭୁବନେଶ୍ୱର,୨।୫(ବ୍ୟୁରୋ): ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ ପକ୍ଷରୁ ଶନିବାର ଘରୋଇ ହସ୍ପିଟାଲଗୁଡ଼ିକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ବିଭିନ୍ନ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ସେବା ଯୋଗାଇଦେବାରେ କିଛି ହସ୍ପିଟାଲ ଦ୍ୱିଧା ପ୍ରକାଶ କରୁଛନ୍ତି। ଏନେଇ ଅଭିଯୋଗ ଆସିବା ପରେ ରାଜ୍ୟର ବିଭିନ୍ନ ହସ୍ପିଟାଲ ପାଇଁ…
ପିପିଇ କିଟ୍ ଦାନ କରିବାକୁ ଅନୁରୋଧ କଲେ ସୋନାକ୍ଷୀ
ମୁମ୍ବାଇ: ଦେଶ କରୋନା ଭାଇରସ ସହ ଲଢୁଥିବା ବେଳେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଛନ୍ତି ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ନର୍ସ। ଏମାନେ ସିଧାସଳଖ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସୁଥିବା ବେଳେ ଏମାନଙ୍କ ନିକଟରେ ଶୀଘ୍ର ସଂକ୍ରମଣର ଭୟ ରହିଛି। ତେଣୁ…
ବିଶେଷ ଧରଣର ଟୋପି ପିନ୍ଧି ସାମାଜିକ ଦୂରତ୍ୱ ରକ୍ଷାକଲେ ଚାଇନା ଛାତ୍ରୀଛାତ୍ର
ବେଜିଂ,୨।୫: ବିଗତ ୪ ମାସ ଧରି କରୋନା ସଂକ୍ରମଣରେ ଛଟପଟ ହେଉଥିବା ଚାଇନା ଏକ ପ୍ରକାର ଏହି ଯୁଦ୍ଧରେ ବିଜୟୀ ହୋଇଛି ବୋଲି କହୁଥିବା ବେଳେ ଏବେବି ସେଠି କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ଖବର ବେଳେ ବେଳେ ନଜରକୁ ଆସୁଛି।…
ଫୁଲ ବର୍ଷା କରିବ ବାୟୁସେନା ବିମାନ
ନୂଆଦିଲ୍ଲୀ,୨।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧାଙ୍କ ଉତ୍ସାହ ବଢ଼ାଇବା ପାଇଁ ଭାରତୀୟ ସେନା ପକ୍ଷରୁ ‘ସାରେ ଜାହାଁ ସେ ଆଛା, ହିନ୍ଦୁସ୍ତାନ…
ପୁଲଓ୍ବାମା ଏନ୍କାଉଣ୍ଟରରେ ୨ ଆତଙ୍କବାଦୀ ନିହତ
ପୁଲଓ୍ବାମା,୨।୫: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ଡଙ୍ଗରପୋରା ଅଞ୍ଚଳରେ ଶନିବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଗୁଳିବିନିମୟରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ପୁଲଓ୍ବାମା ଜିଲାର ଡଙ୍ଗରପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର…
Archives


