କରୋନା ଯୋଦ୍ଧାଙ୍କ ପିପିଇ ଅସୁରକ୍ଷିତ
ବେଜିଂ,୩।୫: ମହାମାରୀ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍ଙ୍କ ପାଇଁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଅନିବାର୍ଯ୍ୟ। ଏହାଦ୍ୱାରା ସେମାନେ ଚିକିତ୍ସା କରିବାବେଳେ ନିଜେ କରୋନା ସଂକ୍ରମଣରୁ ରକ୍ଷା ପାଇବେ। ହେଲେ ଏକ ନୂତନ ଅଧ୍ୟୟନ…
ଚାଇନାରେ ସଂକ୍ରମଣ ୧କୁ ହ୍ରାସ
ବେଜିଂ,୩।୫: କରୋନା ଭୂତାଣୁର ଉତ୍ପତ୍ତିସ୍ଥଳ ଚାଇନାରେ ଶୁକ୍ରବାର ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତାହା ବାହାରୁ ଆସିଥିବା ମାମଲା ବୋଲି କୁହାଯାଉଛି। ଡିସେମ୍ବର ମାସରେ ପ୍ରଥମେ ଏହି ଭୂତାଣୁ ସଂକ୍ରମଣ ଜଣାପଡିଥିଲା। ସେଠାରେ କରୋନାରେ ୪୬୩୩ ଜଣଙ୍କର ମୃତ୍ୟୁ ଘଟିଥିଲା। ମୁଖ୍ୟ…
ମାସକରେ ମଲେଣି ୯ ବାଘ
ଭୋପାଳ/ଉମରିଆ,୩।୫: ଅଭୟାରଣ୍ୟରେ ଅସୁରକ୍ଷିତ ଜାତୀୟ ପଶୁ। ଲକ୍ଡାଉନ୍ ସମୟରେ ଦେଶର ସଂରକ୍ଷିତ ଜଙ୍ଗଲ ଏବଂ ଅଭୟାରଣ୍ୟରେ ବିଭିନ୍ନ କାରଣରୁ ମରୁଛନ୍ତି ବାଘ। ଶନିବାର ବାନ୍ଧବଗଡ଼ ବ୍ୟାଘ୍ର ପ୍ରକଳ୍ପ ଅଧୀନ ମେଡରା ବୀଡ ଅଞ୍ଚଳରୁ ଏକ ବାଘ ଶାବକର ମୃତଦେହ ଉଦ୍ଧାର କରାଯାଇଛି।…
ଚିନ୍ତା ବଢ଼ାଇଲେଣି ପ୍ରବାସୀ: ଗଞ୍ଜାମରେ ୨ ସୁରଟ ଫେରନ୍ତାଙ୍କୁ କରୋନା
ବ୍ରହ୍ମପୁର ଅଫିସ, ୩।୫- ଗଞ୍ଜାମରୁ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାକୁ ମିଶାଇ ରାଜ୍ୟରେ ଏବେ ମୋଟ ୧୬ ଜିଲା ସଂକ୍ରମିତ ତାଲିକାରେ ସାମିଲ ହୋଇଛନ୍ତି। ଜିଲାରେ ଚିହ୍ନଟ ୨ କରୋନା ସଂକ୍ରମିତ ୩ ଦିନ ତଳେ ସୁରଟରୁ…
ଦିନକରେ ୩୮ ହଜାର ନୂଆ ମାମଲା
ଓ୍ବାଶିଂଟନ/ରୋମ୍/ ଲଣ୍ଡନ, ୩।୫: କରୋନା ମହାମାରୀ ଯୋଗୁ ବିଶ୍ୱ ଏବେ ଥରହର। ୨୧୨ ଦେଶରେ ଏହି ଭୂତାଣୁ ରାଜୁତି କରୁଥିବା ବେଳେ ଅନାୟାସରେ ଗୋଟିକ ପରେ ଗୋଟିଏ ଜୀବନ ଯାଉଛି। ଶନିବାର ସୁଦ୍ଧା ବିଶ୍ୱରେ ୩୪.୩ ଲକ୍ଷରୁ ଊର୍ଦ୍ଧ୍ୱ ଭୂତାଣୁ ଆକ୍ରାନ୍ତ…
ରାଜସ୍ଥାନ କୋଟାରୁ ଝାରସୁଗୁଡ଼ାରେ ପହଞ୍ଚିଲେ ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର
ଝାରସୁଗୁଡା ଅଫିସ,୩।୫- କରୋନା କଟକଣା ଯୋଗୁ ଝାରସୁଗୁଡା ଜିଲାର ୭୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ରାଜସ୍ଥାନ କୋଟାରେ ଫସି ରହିଥିଲେ। ସେମାନେ ୩ଟି ବସ୍ ଯୋଗେ ରବିବାର ଝାରସୁଗୁଡାରେ ଆସି ପହଞ୍ଚିଛନ୍ତି। ସେମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସ୍କ୍ରିନିଂ କରାଯାଇଥିବା ବେଳେ କ୍ୱାରାଣ୍ଟାଇନରେ…
ତୃତୀୟ ପର୍ଯ୍ୟାୟରେ କୋହଳ
ନୂଆଦିଲ୍ଲୀ,୩।୫(ପି.ଟି.): ଦୀର୍ଘ ୪୦ ଦିନ ଧରି ଦେଶରେ ଲକ୍ଡାଉନ ଜାରି ରହିବା ସତ୍ତ୍ୱେ କରୋନା ସଂକ୍ରମଣ କମିନାହିଁ। ଲକ୍ଡାଉନ ଉଠାଇଦେଲେ ସଂକ୍ରମଣକୁ ନିୟନ୍ତ୍ରଣ କରାଯାଇପାରିବ ନାହିଁ ବୋଲି ବିଭିନ୍ନ ରାଜ୍ୟ ସରକାର ଓ ବିଶେଷଜ୍ଞମାନେ ମତ ଦେଇଥିଲେ। ଏହାକୁ ଦୃଷ୍ଟିରେ ରଖି…
ଶୁଖିନି ଫନୀର କ୍ଷତ: ଅସଜଡ଼ା ଶିକ୍ଷାନୁଷ୍ଠାନ, ସଂଘର୍ଷ କରୁଛି ହୋଟେଲ ଶିଳ୍ପ; ପୁରୁଣା ରୂପକୁ ଫେରୁଛି ବାଲୁଖଣ୍ଡ
ପୁରୀ ଅଫିସ,୩।୫: ବାତ୍ୟା ଫନୀକୁ ବିତିଗଲା ବର୍ଷେ। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ୧୪ ଜିଲା ଫନୀଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା ଓ କଟକ ଜିଲାରେ ଅଧିକ କ୍ଷୟକ୍ଷତି ହୋଇଥିଲା। ତେବେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲାର…
ସେସୁର ମୋବାଇଲ ଆପ୍ ‘ସେସୁ କନେକ୍ଟ’ ଉନ୍ମୋଚିତ: ଘରେ ବସି ଡିଜିଟାଲ ମୋଡରେ ବିଲ ପଇଠ କରି ପାରିବେ ଉପଭୋକ୍ତା
ଭୁବନେଶ୍ୱର,୩।୫(ବ୍ୟୁରୋ): କରୋନା(କୋଭିଡ୍-୧୯) ସଂକ୍ରମଣ ଆଶଙ୍କାରେ କେନ୍ଦ୍ର ସରକାର ୩ ପର୍ଯ୍ୟାୟରେ ଲକ୍ଡାଉନ ଅବଧି ମେ ୧୭ ତାରିଖ ଯାଏ ବୃଦ୍ଧି କରିଛନ୍ତିି। ମାର୍ଚ୍ଚରୁ ମିଟର ରିଡିଂ କିମ୍ବା ବିଦ୍ୟୁତ୍ ବିଲ୍ ଉପଭୋକ୍ତାଙ୍କୁ ଦିଆଯାଉ ନାହିଁ। ଫଳରେ ଉପଭୋକ୍ତାମାନେ ସେମାନଙ୍କର ବିଲ୍ ପ୍ରଦାନ…
‘ଫନୀ’କୁ ବର୍ଷେ: ଉଜାଡ଼ି ଦେଇଥିଲା ୧୪ ଜିଲା
ଭୁବନେଶ୍ୱର,୩।୫(ବ୍ୟୁରୋ): ୨୦୧୯ ମେ ୩ ତାରିଖ ଶୁକ୍ରବାର। ଓଡ଼ିଶା ଉପକୂଳକୁ ମାଡ଼ିଆସିଥିଲା ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନୀ’। ସକାଳ ୮ଟାରେ ପୁରୀ ଉପକୂଳକୁ ଧକ୍କା ଦେଇ ଘଣ୍ଟାକୁ ୧୭୫ରୁ ୧୮୫ କି.ମି. ବେଗରେ ପବନ ସୁ ସୁ ଗର୍ଜନ କରି ତାଣ୍ଡବ…
ଆର୍ଥତ୍କ ପ୍ୟାକେଜ ନେଇ ମାନସ ମନ୍ଥନ
ନୂଆଦିଲ୍ଲୀ,୩। ୫: କୋଭିଡ୍-୧୯ ଲାଗି ସାରା ଦେଶରେ ଅଚଳାବସ୍ଥା ଲାଗି ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ଦ୍ୱିତୀୟ ପ୍ୟାକେଜ ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ,ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ଅଥ…
ବିଗ୍ ବଜାର ଦେଉଛି ଡୋର୍ଷ୍ଟେପ ଡେଲିଭରି
ଭୁବନେଶ୍ୱର,୩। ୫: କରୋନା ବିରୋଧରେ ଲଢେଇ ଜାରି ରଖିବା ସହ ବିଗ୍ ବଜାର ପକ୍ଷରୁ ବର୍ତ୍ତମାନ ଲୋକଙ୍କୁ ଡୋର୍ଷ୍ଟେପ ଡେଲିଭରି ବା ଘର ଦୁଆର ମୁହଁରେ ସାମଗ୍ରୀ ପହଞ୍ଚାଇବା ସେବା ପ୍ରଦାନ କରାଯାଉଛି। ଜରୁରୀକାଳିନ ସମୟରେ ଗ୍ରାହକଙ୍କୁ ସହାୟତା ଯୋଗାଇ ଦେବା…
Archives


