ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳଙ୍କ ଡ୍ରାଇଭର କରୋନା ପଜିଟିଭ୍
ନୂଆଦିଲ୍ଲୀ,୧।୫: ଦିଲ୍ଲୀରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ରଗତିରେ ବଢ଼ିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ ୩୫୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇସାରିଲେଣି। ଏହିକ୍ରମରେ ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳ ନିଧି ଶ୍ରୀବାସ୍ତବଙ୍କ ଡ୍ରାଇଭର କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ଏହାପରେ ସହରରେ ଆତଙ୍କ ଖେଳିଯାଇଛି।…
ଦେଶରେ ୨୪ ଘଣ୍ଟାରେ ୧,୯୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ,୧।୫: ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଲକ୍ଡାଉନ ପରେ ବି ଦେଶରେ କରୋନା ସଂକ୍ରମିତଙ୍କ ହାର କମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୧,୯୯୩ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏବେ…
ରାଜ୍ୟର ୪୮ ଲକ୍ଷ ହିତାଧିକାରୀଙ୍କୁ ମିଳିବ ୧୦୦ ଟଙ୍କା ଲେଖାଏ ଗ୍ରୀଷ୍ମକାଳୀନ ସହାୟତା
ଭୁବନେଶ୍ୱର, ୧।୫(ବ୍ୟୁରୋ): ମାସିକ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ମିଳିବ ଗ୍ରୀଷ୍ମକାଳୀନ ସହାୟତା। ମଧୁବାବୁ ପେନସନ ଯୋଜନା ଓ ଜାତୀୟ ସାମାଜିକ ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀ ଏହି ସୁବିଧା ପାଇବେ। ଏହି ହିତାଧିକାରୀମାନେ ପ୍ରତି ମାସରେ ୧୦୦ ଟଙ୍କା ଲେଖାଏ ପାଇବେ। ଏ…
ଆମେରିକା: କରୋନା ସଂକ୍ରମଣରେ ୬୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ
ଓ୍ବାଶିଂଟନ,୧।୫: କରୋନା କବଳରେ ଆମେରିକା। ସେଠାରେ ପ୍ରତି ୨୪ ଘଣ୍ଟାରେ ଏବେବି ୨ ହଜାରରୁ ଊଦ୍ଧ୍ୱର୍ର୍ ଲୋକଙ୍କ ମୃତ୍ୟୁ ସରକାରଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛନ୍ତି। ଗୁରୁବାର ସୁଦ୍ଧା ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୬୯,୫୩୪ ଥିବା ବେଳେ ମୃତକଙ୍କ ସଂଖ୍ୟା ୬୩,୦୦୧ରେ…
ସୁରଟରୁ ବାହାରିବ ୨୧ ବସ୍: କ୍ୱାରାଣ୍ଟାଇନ୍ ସେଣ୍ଟର ତଦାରଖ କଲେ ଉପଜିଲାପାଳ
ଭଞ୍ଜନଗର,୧।୫(ଡି.ଏନ୍.ଏ.)- ସୁରଟରୁ ଶହଶହ ଓଡ଼ିଆ ଭିଟାମାଟିକୁ ବସ୍ଭଡ଼ା କରି ଦୌନନ୍ଦିନ ବାହାରୁଛନ୍ତି। ଶୁକ୍ରବାର ରାତିରେ ସୁରାଟର ବିଭିନ୍ନ ସ୍ଥାନରୁ ପ୍ରାୟ ୨୧ ବସ୍ ଓଡ଼ିଶା ଅଭିମୁଖେ ଯାତ୍ରୀ ନେଇ ବାହାରିବ। ଏନେଇ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତି ଚାଲିଛି। ପ୍ରବାସି ଓଡ଼ିଆ ସମାଜର…
ପଏଣ୍ଟ ପାର୍କ ବିଶ୍ୱବିଦ୍ୟାଳୟ ବାସ୍କେଟବଲ ଦଳରେ ଯୋଗଦେଲେ ଜଗଶନବୀର
ପିଟ୍ସବର୍ଗ,୧।୫(ୟୁଏସ୍ଏ): ଏନ୍ବିଏ ଏକାଡେମୀ ପ୍ରତିଭା ଭାରତର ଜଗଶନବୀର ସିଂଙ୍କୁ ଏକ ବଡ଼ ସୁଯୋଗ ମିଳିଛି। ଆମେରିକାର ପିଟ୍ସବର୍ଗସ୍ଥିତ ପଏଣ୍ଟ ପାର୍କ ବିଶ୍ୱବିଦ୍ୟାଳୟ ପୁରୁଷ ବାସ୍କେଟବଲ ଦଳ ପାଇଁ ଖେଳିବାକୁ ସେ ଚୁକ୍ତି କରିଛନ୍ତି। ୨୦୨୦-୨୧ ସେସନ ପାଇଁ ସେ ବିଦେଶୀ ଖେଳାଳି…
ସୁରଟରୁ ୩ ବସ ଆସିକାରେ ପହଁଚିଲା: କ୍ୱାରାଣ୍ଟାଇନରେ ୧୧୪
ଆସିକା,୧ା୫(ଡି.ଏନ୍.ଏ.)- ଲକ୍ଡାଉନ୍ ସ୍ଥିତିରେ ସୁରଟରେ ଫସି ରହିଥିବା ପ୍ରବାସୀ ଓଡିଆଙ୍କ ଘର ବାହୁଡାର ଦ୍ୱିତୀୟ ପର୍ଯ୍ୟାୟରେ ଗୁରୁବାର ବିଳମ୍ବିତ ରାତିରେ ୩ ବସ୍ରେ ପ୍ରବାସୀ ଓଡିଆ ଆସି ଆସିକାରେ ପହଞ୍ଚତ୍ଛନ୍ତି। ରାତି ପ୍ରାୟ ସାଢେ ୨ଟାରେ ଏହି ବସ୍ ସବୁ ଏଠାରେ…
ଲକ୍ଡାଉନ ବଢ଼ିଲେ ଅଧିକାଂଶ ମୃତ୍ୟୁ ଭୋକରେ ହେବ: ନାରାୟଣମୂର୍ତ୍ତି
ନୂଆଦିଲ୍ଲୀ,୧।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏହାର ଅବଧି ମେ’ ୩କୁ ଶେଷ ହେବାକୁ ଥିବା ବେଳେ ଦେଶରେ ଲକ୍ଡାଉନକୁ ଆହୁରି ବୃଦ୍ଧି କରାଯିବାକୁ ନେଇ ଚର୍ଚ୍ଚା ଚାଲିଛି। ଏହି ଆଶଙ୍କା ମଧ୍ୟରେ ଦେଶର ପ୍ରତିଷ୍ଠିତ ଆଇଟି…
ଅନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧।୫: ଅନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମସ୍ତ ଶ୍ରମଜୀବିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏମାନେ ହିଁ ସୁନ୍ଦର ଓ ସମୃଦ୍ଧ ଭାରତର ଭିତ୍ତି ସ୍ଥାପନ କରିବେ ବୋଲି ରାଷ୍ଟ୍ରପତି ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି। ଟୁଇଟ୍ କରି ରାଷ୍ଟ୍ରପତି…
ଶ୍ରମିକଙ୍କ ବିନା ପ୍ରଗତି ଅସମ୍ଭବ
ବଅଁରପାଳ, ୧।୫(ଡି.ଏନ.ଏ.)-ଶ୍ରମିକ ହେଉଛନ୍ତି ରାଷ୍ଟ୍ର ନିର୍ମାତା। ଶ୍ରମଜୀବୀ, ଚାଷୀଙ୍କୁ ବାଦ୍ ଦେଇ ଦେଶ ପ୍ରଗତିର ମୂଲ୍ୟାଙ୍କନ କରିବା ନିରର୍ଥକ। ବିକାଶର ସାରଥୀ ଏହି ଦୁଇ ଗୋଷ୍ଠୀଙ୍କୁ ସମ୍ମାନ ନ ମିଳିଲେ ରାଷ୍ଟ୍ରର ବିକାଶ ଠପ୍ ହୋଇଯିବ ବୋଲି କହିଛନ୍ତି ଅବସରପ୍ରାପ୍ତ କର୍ମଚାରୀ…
କରୋନା ଭୟ: ଦିଲ୍ଳୀ-ଗୁରୁଗ୍ରାମ ବର୍ଡର ସିଲ୍
ନୂଆଦିଲ୍ଲୀ,୧।୫: କରୋନା ଭାଇରସ୍ ସଂକ୍ରମଣ ସଙ୍କଟକୁ ଦେଖି ଏବେ ଗୁରୁଗ୍ରାମ ସୀମାକୁ ସିଲ୍ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏଭଳି ସ୍ଥିତିରେ କେବଳ ସେହି ଲୋକଙ୍କୁ ଯିବାକୁ ଅନୁମତି ଦିଆଯିବ, ଯେଉଁମାନଙ୍କ ପାଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପାସ୍ ଜାରି କରାଯାଇଥିବ। ଏନେଇ…
ଭିନ୍ନ ଢଙ୍ଗରେ ଭଉଣୀ ଅନୁଷ୍କାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଭାଇ
ମୁମ୍ବାଇ: ବଲିଉଡ୍ ନାୟିକା ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଧର୍ମପତ୍ନୀ ଅନୁଷ୍କା ଶର୍ମା ୩୨ ବର୍ଷରେ ପଦାର୍ପଣ କରିଛନ୍ତି। କରୋନା ଭାଇରସ ଯୋଗୁ ଦେଶରେ ଲକ୍ଡାଉନ ଚାଲିଥିବାରୁ ତାଙ୍କ ଜନ୍ମଦିନ ଧୁମ୍ଧାମ୍ରେ ପାଳନ କରାଯାଉ ନ ଥିବା…
Archives


