Home Left

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ ହୋଇଥିବା ଗ୍ରାମସଭାରେ ଜାଲ୍‌ ଦସ୍ତଖତ କରାଯାଇ ଗ୍ରାମସଭାକୁ ସଫଳ ବୋଲି ଘୋଷିତ କରିଥିବା…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ। ହୋଲିକା ଦହନ ପରେ ସକାଳେ ରଙ୍ଗ ସହିତ ହୋଲି ପାଳନ କରାଯାଏ। ଏହି…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଏହାକୁ ଏକ ପ୍ରମୁଖ ରଣନୈତିକ ପଦକ୍ଷେପ ବୋଲି ବର୍ଣ୍ଣନା କରିଛନ୍ତି। ସେ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ ମୁଖ୍ୟ ଅଂଶ ଭାବରେ ବିବେଚନା କରାଯାଉଥିବା ବେଳେ, ଫ୍ଲାଟବ୍ରେଡର କାହାଣୀ ଭାରତର ରେକର୍ଡ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ କରିବା ସହିତ କେତେକ ଜୀବନ ନେଇଛନ୍ତି। ବରୁଣେଇ ଜଙ୍ଗଲରୁ ଏକ ହାତୀ ନିଜ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ ବେଡା ଶାଳ ନିକଟ ପଡ଼ିଆରେ ଶୁକ୍ରବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅନୁଷ୍ଠିତ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ ଚାନ୍ଦନୀ ଚୌକର ଭାଜପା ଏମପି ପ୍ରବୀଣ ଖଣ୍ଡେଲୱାଲଙ୍କୁ ସାମିଲ କରାଯାଇଛି। ଏମପି ଏବଂ…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା ହ୍ରାସ କରୁଛି। ପ୍ରକୃତରେ, ରେଳବାଇ ଏହି 10ଟି ଟ୍ରେନରୁ ସୁପରଫାଷ୍ଟ ଟ୍ୟାଗ ହଟାଇ…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ ଦେଶର ପୂର୍ବତନ ଖେଳାଳିମାନଙ୍କୁ ପରିହାସ କରିଥିଲେ। ଏହି ମାମଲା ଏବେ ଉଗ୍ର ରୂପ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି । ୩୯ ଶିକାରିକୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୯ ଦେଶୀ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ ଭାବରେ ସମାଲୋଚନା କରାଯାଇଥିଲା କାରଣ ଅଭିଷେକ ବିଶ୍ୱର ନମ୍ବର ୱାନ ଟି-୨୦ ବ୍ୟାଟ୍ସମ୍ୟାନ।…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ ଭାଇଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାସ୍ଥଳରୁ ଅଭିଯୁକ୍ତକୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?