Home Left

ଓଡ଼ିଶା ପାଇଁ ଆସିପାରେ ଗମ୍ଭୀର ସ୍ଥିତି: ଆଶଙ୍କା ପ୍ରକାଶ କରୁଛନ୍ତି ସ୍ବାସ୍ଥ୍ୟ ବିଶାରଦ

ଭୁବନେଶ୍ୱର,୧।୫(ବ୍ୟୁରୋ): ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବାରୁ ଏହା ରାଜ୍ୟ ସରକାରଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିବାରେ ଲାଗିଛି। ମାର୍ଚ୍ଚ ୩୧ ତାରିଖରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଥିଲା। କିନ୍ତୁ ମାସକ ପରେ ଏହା ୧୪୨ରେ ପହଞ୍ଚିଛି। ଅର୍ଥାତ ୧…

ଲକ୍‌ଡାଉନ ଯୋଗୁ ୭୦ଲକ୍ଷ ଅନିଚ୍ଛାକୃତ ଗର୍ଭଧାରଣ ସମ୍ଭବ !

ଓ୍ବାଶିଂଟନ,୧।୫: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଏହା ଯଦିଓ ପ୍ରକୃତି ଉପରେ ଭଲ ପ୍ରଭାବ ପକାଇଛି, ଅନ୍ୟ ଦିଗରେ ଏହାର କିଛି ଖରାପ ପ୍ରଭାବ ମଧ୍ୟ ପଡିବ ବୋଲି କୁହାଯାଉଛି। ଜାତିସଙ୍ଘ ଜନସଂଖ୍ୟା କୋଷ(ୟୁଏନ୍‌ଏପ୍‌ପିଏ)ର…

ଅଭିବୃଦ୍ଧି ନେଇ ସରକାରଙ୍କ ଚିନ୍ତା

ନୂଆଦିଲ୍ଲୀ,୧।୫: ଲକ୍‌ଡାଉନ ପରେ ଦେଶର ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ଛିଡା କରାଇବା ଲାଗି ସରକାର ଯୋଜନା ହାତକୁ ନେଉଛନ୍ତି। ଦେଶର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବାକୁ ଏବେ ପ୍ରାଥମିକତା ଦିଆଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଭିନ୍ନ ମନ୍ତ୍ରଣାଳୟ ସହ ଏ…

ନିବେଶକଙ୍କ ଲାଭ ୭.୬୮ ଲକ୍ଷ କୋଟି

ମୁମ୍ବାଇ,୧। ୫: ଗୁରୁବାର ଭାରତୀୟ ପୁଞ୍ଜିବଜାରର ସେନ୍‌ସେକ୍ସ ୯୯୭ ପଏଣ୍ଟ ବଢିଛି। ଗତ ୪ ଦିନ ଧରି ଶେୟାର ବଜାରରେ କାରବାର ଉନ୍ନତ ରହିବାରୁ ନିବେଶକଙ୍କ ସମ୍ପତ୍ତି ୭.୬୮ ଲକ୍ଷ କୋଟି ଟଙ୍କା ବୃଦ୍ଧି ଘଟିଥିବା ନଜରକୁ ଆସିଛି। ଗୁରୁବାର କାରବାରରେ…

କୋର୍‌ ସେକ୍ଟରକୁ କୋଭିଡ୍‌ ମାଡ଼

ନୂଆଦିଲ୍ଲୀ,୧ ।୫: କୋଭିଡ୍‌-୧୯ ଯୋଗୁ ସାରା ଦେଶରେ ମେ ୩ ଯାଏ ଲକ୍‌ଡାଉନ ଜାରି ରହିବ। ଏହି ସମୟରେ ଦେଶର ଶିଳ୍ପ କ୍ଷେତ୍ର କାର୍ଯ୍ୟକଳାପ ସମ୍ପୂର୍ଣ୍ଣ ଭାବେ ଠପ୍‌ ରହିଛି। ଏଥିଲାଗି ପ୍ରମୁଖ ଶିଳ୍ପ କ୍ଷେତ୍ର ବା କୋର ସେକ୍ଟର ଅଭିବୃଦ୍ଧି…

ବ୍ୟାଙ୍କିଙ୍ଗ୍‌ ଉଦ୍ୟୋଗ ମହଙ୍ଗା ଭତ୍ତା ୭୬.୧%

ଭୁବନେଶ୍ୱର,୧-୫: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଫେବୃୟାରୀରେ ୩୨୮ ପଏଣ୍ଟ ଥିଲା। ଏଥିରେ ୨ ପଏଣ୍ଟ ହ୍ରାସ ଘଟି ମାର୍ଚ୍ଚରେ ୩୨୬ ପଏଣ୍ଟ ରହିଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୬ ପଏଣ୍ଟରେ ଅପରିବର୍ତ୍ତିତ…

ରାଶନ ବୋଝେଇ ପିକ୍‌ଅପ ଓଲଟିଲା

ପାଟପୁର,୩୦ା୪- ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ. ରାଜପଥ ପୋଡାମାରୀ ନିକଟସ୍ଥ କଂସାମାରୀ ଗ୍ରାମ ପାଖରେ ଗୁରୁବାର ଅପରାହ୍ନରେ ଏକ ରାଶନ ବୋଝେଇ ପିକ୍‌ଅପ (ନଂ.ଓଆର୍‌୦୭ୟୁ-୭୨୬୭) ଭ୍ୟାନ୍‌ର ଓଲଟି ଚାଳକ ଆହତ ହୋଇଛନ୍ତି। ସେ ହେଲେ ଆର୍‌.ଉଦୟଗିରିର ବଳରାମ ପୂଜାରୀ। ବ୍ରହ୍ମପୁରରୁ ରାଶନ ସାମଗ୍ରୀ…

ରନ୍ଧନ ଗ୍ୟାସ୍‌ ଗୋଦାମ୍‌ରେ ସିଲିଣ୍ଡର ଲିକ୍‌

ପଡ଼ିଆ,୩୦ା୪: ଗ୍ୟାସ୍‌ ସିଲିଣ୍ଡର୍‌ ଲିକ୍‌ ଯୋଗୁ ମାଲକାନଗିରି ଜିଲା ପଡ଼ିଆସ୍ଥିତ ଇଣ୍ଡେନ୍‌ ଗ୍ୟାସ୍‌ ବିତରଣ କେନ୍ଦ୍ରରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଘଟଣାରୁ ପ୍ରକାଶ ଯେ, ପୂର୍ବାହ୍ନରେ ଗ୍ରାହକ ମାନଙ୍କୁ ଗ୍ୟାସ୍‌ ବଣ୍ଟନ କାର୍ଯ୍ୟ ଚାଲିଥିବା ସମୟରେ ହଠାତ୍‌ ଗୋଦାମ୍‌ରେ ଥିବା…

ଶୁକ୍ରବାରଠାରୁ ଖୋଲିବ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଶିଳ୍ପ: ଶ୍ରମିକ ପରିବହନ ନେଇ ଜିଲାପାଳ ଜାରି କରିବେ ଗାଇଡଲାଇନ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଶୁକ୍ରବାରଠାରୁ ରାଜ୍ୟରେ ଥିବା ସମସ୍ତ ଅଣୁ, କ୍ଷୁଦ୍ର୍ର ଓ ମଧ୍ୟମ ଉଦ୍ୟୋଗ ଖୋଲିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଦୀର୍ଘ ଦେଢ଼ମାସ ହେବ ବନ୍ଦ ହୋଇ ରହିଥିବା ୩ ଲକ୍ଷ କ୍ଷୁଦ୍ର ଉଦ୍ୟୋଗ କାର୍ଯ୍ୟକ୍ଷମ ହେବ। ଗୁରୁବାର ଭିଡିଓକନ୍‌ଫରେନ୍ସିଂ ମାଧ୍ୟମରେ…

CORONAVIRUS UPDATE: ମାସକରେ ୧୨ ଜିଲାରେ ୧୩୮ ସଂକ୍ରମିତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏହାକୁ ରୋକିବା ସରକାରଙ୍କ ପକ୍ଷେ ବେଳକୁ ବେଳ ମୁସ୍କିଲ ହୋଇପଡୁଛି। ସରକାର ଯେତେ ଯାହା ପଦକ୍ଷେପ ନେଲେ ବି ଏହି ରୋଗ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ…

ସ୍କ୍ରିନିଂ ପରେ ୧୫ ସୁରଟ ଫେରନ୍ତାଙ୍କୁ ପଠାଗଲା ଏମ୍‌କେସିଜି: ଧରାକୋଟ କ୍ୱାରାଣ୍ଟାଇନ ସେଣ୍ଟରରେ ୧୧୪ ପ୍ରବାସୀ ଓଡ଼ିଆ

ଧରାକୋଟ,୩୦ା୪(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ୪ ବସ୍‌ କଡା ସୁରକ୍ଷା ମଧ୍ୟରେ ବୁଧବାର ମଧ୍ୟରାତ୍ରରେ ଆସିକାରେ ପହଞ୍ଚତ୍ଥିଲା। ସେଥିରୁ ୨ଟି ବସ୍‌କୁ ଧରାକୋଟ ଆଦର୍ଶ ବିଦ୍ୟାଳୟସ୍ଥିତ କ୍ୱାରାଣ୍ଟାଇନ ସେଣ୍ଟରକୁ ଅଣାଯାଇଥିଲା। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ତହସିଲଦାର ସଦାନନ୍ଦ…

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ: କେତେକ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତ ରୂପ ନେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଲଘୁଚାପ ଧୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri