ରିଷି କହୁଥିଲେ ନିଚ୍ଛକ କଥା: ପିତା ରାଜକପୁରଙ୍କ ବିବାହ ପରର ସମ୍ପର୍କରେ ନିଜ ପୁସ୍ତକରେ କରିଥିଲେ ଉଲ୍ଲେଖ
ମୁମ୍ବାଇ,୩୦।୪: ବଲିଉଡ୍ର ରୋମାଣ୍ଟିକ୍ ଅଭିନେତା ରିଷି କପୁର ସବୁବେଳେ ନିଚ୍ଛକ କଥା ହିଁ କହୁଥିଲେ। ଏଥିପ୍ରତି ତାଙ୍କର ଭୟ ବି ନ ଥିଲା। ଯାହା ସତ ତାହା ହିଁ ସବୁବେଳେ ତାଙ୍କ ପାଇଁ ଥିଲା ସତ୍ୟ। ବେଳେବେଳେ ଅଧା ରାତିରେ ସେ…
ପିଲା ବେଳର ଫଟୋ ଶେୟାର କରି ରିଷିଙ୍କୁ ମନେପକାଇଲେ ସୁର ସାମ୍ରାଜ୍ଞୀ
ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିକୁ ଲଗାତର ଦ୍ୱିତୀୟ ଦିନରେ ଏକ ବଡ଼ ଝଟ୍କା ଲାଗିଛି। ବୁଧବାର ଅଭିନେତା ଇର୍ଫାନ ଖାଁଙ୍କ ବିୟୋଗର ଦୁଃଖ ମନରୁ ଲିଭି ନ ଥିବା ବେଳେ ଗୁରୁବାର ବର୍ଷୀୟାନ ଅଭିନେତା ରିଷି କପୁର ସମସ୍ତଙ୍କଠାରୁ ବିଦାୟ ନେଇଛନ୍ତି। ଗୁରୁବାର…
ସୁକତେଲ୍ ବ୍ରିଜ୍ ଭୁଶୁଡ଼ିବା ଘଟଣା: ପହଞ୍ଚିଲେ ଦୁଇଜଣିଆ ଉଚ୍ଚସ୍ତରୀୟ ତଦନ୍ତକାରୀ ଟିମ୍
ପାଟଣାଗଡ, ୩୦ା୪ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ପାଟଣାଗଡ ବ୍ଳକ ଅନ୍ତର୍ଗତ ତମିଆଁ-ମୁଦଲସର ସୁକତେଲ ନଦୀ ବ୍ରିଜ ବୁଧବାର ସକାଳେ ମରାମତି ବେଳେ ଭୁଶୁଡି ପଡିଥିଲା। ଭାଙ୍ଗି ଯାଇଥିବା ବ୍ରିଜ ସ୍ଲାବ ତଳେ ଦୁଇଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ। ଘଟଣାରେ…
୩୧ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଝାରସୁଗୁଡ଼ା କରୋନା ଆକ୍ରାନ୍ତ
ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାରେ ବୁଧବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଝାରସୁଗୁଡ଼ା ଜିଲାର ହୋଇଥିବା ବେଳେ ପଶ୍ଚିମବଙ୍ଗ ରାଜ୍ୟ ପୁରୁଲିଆ ଜିଲାରେ ରହୁଛନ୍ତି। ଗତ ୨୩ ତାରିଖ ସନ୍ଧ୍ୟାରେ ସେ ଝାରସୁଗୁଡ଼ାକୁ ଆସିଥିବା ବେଳେ ସେ ୩୧…
ବ୍ରଜରାଜନଗରର ବିଭିନ୍ନ ଅଞ୍ଚଳକୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଘୋଷଣା କଲା ପ୍ରଶାସନ
ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ମ୍ୟୁନିସିପାଲିଟିର ବୁଢ଼ିଜାମ ଅଞ୍ଚଳରେ ବୁଧବାର ଜଣେ ଯୁବତୀଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ସ୍ବରୁପ ବୁଧବାର ରାତିରେ ବ୍ରଜରାଜଥନଗରର ବିଭିନ୍ନ ଅଞ୍ଚଳକୁ କଣ୍ଟେନମେଣ୍ଟ୍ ଓ ବଫର…
ତୃତୀୟ ଲକ୍ଡାଉନରେ ପୁଣିଥରେ ଶୂନ୍ୟରୁ କାମ ଆରମ୍ଭ କରିବ ଦିଲ୍ଲୀ !
ନୂଆଦିଲ୍ଲୀ,୩୦।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ଲକ୍ଡାଉନ ୨.୦ର ଅବଧି ପୂରଣ ହେବାକୁ ଆଉମାତ୍ର ୪ ଦିନ ବାକି ରହିଛି। ହେଲେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାର ନାଁ ନେଉନି। ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ…
କରୋନା ପରର ପୃଥିବୀ: ଭିଡ଼ରୁ ଦୂରେଇ ରହିବେ ୪୬ ପ୍ରତିଶତ, ୪୪.୯ ପ୍ରତିଶତ ପିନ୍ଧିବେ ମାସ୍କ୍
ଓ୍ବାଶିଂଟନ,୩୦।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ ଗ୍ଲୋବାଲ ଡାଟା ଏଜେନ୍ସି ଷ୍ଟେରିଷ୍ଟା ପକ୍ଷରୁ ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଦର୍ଶାଯାଇଛି ଯେ,…
କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ସ୍ବାବ ପରୀକ୍ଷା
ଭଦ୍ରକ ଅଫିସ,୩୦।୪: ଭଦ୍ରକ ସହରରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିଙ୍କ ଗୁରୁବାର ସ୍ବାବ ସଂଗ୍ରହ କରାଯାଇଛି। ସହରର ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଏହି ସ୍ବାବ ସଂଗ୍ରହ କରାଯାଇଛି। ଏମାନେ ବିଭିନ୍ନ କଣ୍ଟେନମେଣ୍ଟ ଅଞ୍ଚଳରେ ଖବର ସଂଗ୍ରହ ପାଇଁ ନିୟୋଜିତ ଥିବାରୁ…
୧୪୪୬୪ ଫେରନ୍ତାଙ୍କ ପାଇଁ ୧୧୫ ସଙ୍ଗରୋଧ କେନ୍ଦ୍ର ପ୍ରସ୍ତୁତ
ବୁଗୁଡ଼ା, ୩୦।୪(ଡି.ଏନ୍.ଏ): ବର୍ତ୍ତମାନ ସାରା ଦେଶ ଓ ରାଜ୍ୟରେ କରୋନା ମହାମାରୀରୁ ଉଦ୍ଧାର ନିମନ୍ତେ ମାସେରୁ ଊର୍ଦ୍ଧ୍ୱ ହେବ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଡାଉନ ଘୋଷଣା କରାଯାଇଛି। ଓଡିଶା ରାଜ୍ୟର ଶ୍ରମିକମାନେ ବାହାର ରାଜ୍ୟରେ ବିଭିନ୍ନ କମ୍ପାନୀରେ କାମକରି…
ଅଲଟ୍ରାଭାୟୋଲେଟ୍ ଲାଇଟ୍ରେ ନଷ୍ଟ ହେବ କରୋନା ଭୂତାଣୁ
ନ୍ୟୁୟର୍କ,୩୦।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଦେଖାଦେଇଛି। କରୋନା ଭୂତାଣୁକୁ ରୋକିବା ପାଇଁ ବହୁ ଗବେଷଣା ମଧ୍ୟ ଜାରି ରହିଛି। ବାୟୁ ମଣ୍ଡଳରେ ଏହି ଭୂତାଣୁର ଉପସ୍ଥିତି ଯଦି ବଢ଼େ ତେବେ ସଂକ୍ରମଣକୁ ରୋକିବା ଅସମ୍ଭବ ହୋଇ ପଡ଼ିବ…
ଦେଶରେ କରୋନା ନେଲା ୧,୦୭୪ ମୁଣ୍ଡ
ନୂଆଦିଲ୍ଲୀ,୩୦।୪: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗୁରୁବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୦୫୦ରେ ପହଞ୍ଚିଛି। ଏବେ ସୁଦ୍ଧା କରୋନାରେ ୧,୦୭୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ…
ଝାରସୁଗୁଡ଼ାକୁ ଫେରିବେ ୫, ୪୦୯ ପ୍ରବାସୀ: ଅନ୍ଲାଇନ୍ ରେଜିଷ୍ଟ୍ରେଶନ କଲେଣି ୫,୧୨୩
ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାକୁ ଲକ୍ଡାଉନ୍ ପରେ ଫେରିବେ ୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ। ଏଥିପାଇଁ ସେମାନେ ଅନ୍ଲାଇନ୍ ଯୋଗେ ରେଜିଷ୍ଟ୍ରେଶନ କରିଛନ୍ତି। ସେମାନେ ଆସିବା ପରେ ସେମାନଙ୍କୁ କ୍ୱାରାଣ୍ଟାଇନ୍ରେ ରଖିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।…
Archives


