ଆମେରିକାର ପ୍ରଥମ କରୋନା ମୃତକଙ୍କ ହୃତ୍ପିଣ୍ଡ ଫାଟିଯାଇଥିଲା
ନ୍ୟୁୟର୍କ,୩୦ା୪: ମହାମାରୀ କରୋନାର ସର୍ବାଧିକ ପ୍ରକୋପ ଆମେରିକାରେ ଦେଖିବାକୁ ମିଳୁଛି। ଅଦ୍ୟାବଧି ଦେଶରେ ପ୍ରାୟ ସାଢ଼େ ୧୦ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ୬୦ହଜାରରୁ ଊର୍ଦ୍ଧ୍ୱ ଆମେରିକୀୟଙ୍କ ଜୀବନ ଗଲାଣି। ହେଲେ ଆମେରିକାର ପ୍ରଥମ କରୋନା ମୃତ୍ୟୁ ହୃତ୍ପିଣ୍ଡ ଫାଟିଯିବା…
୧୩ କ୍ୱାରାଣ୍ଟାଇନ କେନ୍ଦ୍ର ଲାଗି ୩୦ଲକ୍ଷ ଖର୍ଚ୍ଚ
କାକଟପୁର,୩୦।୪(ଡି.ଏନ.ଏ.): ଲକଡାଉନ ଅବଧି ବଢ଼ିବା ପରେ ବାହାର ରାଜ୍ୟରେ ଥିବା ଓଡ଼ିଆମାନେ ନିଜ ଗ୍ରାମକୁ ଫେରିବାରେ ଲାଗିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାର ପ୍ରତି ପଞ୍ଚାୟତାରେ କ୍ୱାରାଣ୍ଟାଇନ କେନ୍ଦ୍ର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପ୍ରତି ସରପଞ୍ଚଙ୍କୁ ୫ଲକ୍ଷ ପର୍ଯ୍ୟନ୍ତ…
୩ ସପ୍ତାହର ବନ୍ଧୁତା
ଓ୍ବାଶିଂଟନ,୩୦ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଟୁଇଟର୍ରେ ଅନ୍ଫଲୋ କରିଛନ୍ତି। କେବଳ ବ୍ୟକ୍ତିଗତ ଭାବେ ଟ୍ରମ୍ପ୍ ନୁହନ୍ତି, ବରଂ ପ୍ରେସିଡେଣ୍ଟ ଅଫ୍ ଦି ୟୁନାଇଟେଡ୍ ଷ୍ଟେଟ୍ସ (ପିଓଟିୟୁଏସ୍) ଏବଂ ଆମେରିକାର ପାଓ୍ବାର ପଏଣ୍ଟ ତଥା ତାଙ୍କ ସରକାରୀ…
ରେଭେନ୍ଶା ୨ୟ କ୍ୟାମ୍ପସକୁ ନେଇ ବିବାଦ
କଟକ ଅଫିସ,୩୦।୪: ରେଭେନ୍ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ନିର୍ମାଣ ଆରମ୍ଭ ହୋଇଥିବା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରି ନିର୍ମାଣ କରାଯାଇଛି। କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ନିୟମ ଓ ହାଇକୋର୍ଟଙ୍କ ଆଦେଶକୁ ଖୋଲାଖୋଲି ଭାବେ…
ଜନ୍ମମାଟିରେ ପହଞ୍ଚିଲା ଯବାନଙ୍କ ମୃତଦେହ
ନିମାପଡା, ୩୦।୪(ଡି.ଏନ.ଏ.): ଭାରତୀୟ ସେନା ବାହାନୀର ରାଜସ୍ଥାନ ଯୋଧପୁରଠାରେ କାର୍ଯ୍ୟରତ ଓଡ଼ିଆ ଯବାନ ରାଜେଶ କୁମାର ସାହୁ(୨୯)ଙ୍କ ଗୁଳିମାଡରେ ଶନିବାର ମୃତ୍ୟୁ ଘଟିଥିଲା। ତାଙ୍କ ଘର ପୁରୀ ଜିଲା ନିମାପଡା ଏନଏସି ଅନ୍ତର୍ଗତ ଅମୁଣିଆପାଟଣା ଗଁାରେ। ରାଜେଶଙ୍କ ମୃତ୍ୟୁ ଗୁଳିମାଡରେ ହୋଇଥିବା…
ଝିଅକୁ ହରାଇଥିବା ହୋମଗାର୍ଡଙ୍କୁ ସହାୟତା
ପିପିଲି,୩୦।୪(ଡି.ଏନ.ଏ.): ଝିଅକୁ ହରାଇବା ସତ୍ତ୍ୱେ କର୍ତ୍ତବ୍ୟକୁ ଅବହେଳା ନ କରି କାର୍ଯ୍ୟରେ ରହିଥିବା ପିପିଲି ଥାନା ଅଞ୍ଚଳରେ କାର୍ଯ୍ୟରତ ହୋମଗାର୍ଡ ଗୌରୀ ବେହେରାଙ୍କୁ ସହାୟତାର ସୁଅ ଛୁଟିଛି। ତାଙ୍କର ଏହି କାର୍ଯ୍ୟକୁ ଦେଖି ସମସ୍ତେ ପ୍ରଶଂସା କରିବା ସହ ପିପିଲି ଥାନାଧିକାରୀ…
ଜାତୀୟ ହାରଠୁ ଓଡ଼ିଶାରେ କରୋନା ନମୁନା ପରୀକ୍ଷା ଅଧିକ
ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଓଡ଼ିଶାରେ କରୋନା ନମୁନା ପରୀକ୍ଷା ହାର ଜାତୀୟ ହାରଠୁ ଅଧିକ ରହିଛି। ଜାତୀୟସ୍ତରରେ ପ୍ରତି ୧୦ଲକ୍ଷ ଲୋକଙ୍କ ମଧ୍ୟରେ ୪୫୨ଜଣ ଲୋକଙ୍କର ନମୁନା ପରୀକ୍ଷା ହେଉଥିବାବେଳେ ଓଡ଼ିଶାରେ ୬୬୬ଜଣ ରହିଛନ୍ତି। ଗତ ୪ ସପ୍ତାହ ମଧ୍ୟରେ ରାଜ୍ୟରେ ନମୁନା…
ଭାରତ ଉପରେ ୟୁଏସ୍ କମ୍ପାନୀଙ୍କ ନଜର
ନୂଆଦିଲ୍ଲୀ,୩୦ ।୪: ଚାଇନାରେ ମହାମାରୀ ଯୋଗୁ ବିଭିନ୍ନ ସମସ୍ୟା ଉପୁଜୁଥିବାରୁ ୟୁନାଇଟେଡ୍ ଷ୍ଟେଟସ ଅଫ୍ ଆମେରିକା(ୟୁଏସ୍)ର କମ୍ପାନୀଗୁଡିକ ପରିଚାଳନାରେ ସମସ୍ୟା ସାମ୍ନା କରୁଛନ୍ତି। ଏଭଳି ସ୍ଥିତିରେ କିଛି କମ୍ପାନୀ ଚାଇନାରୁ ବାହାରି ଆସିବାକୁ ମନ ବଳାଇଛନ୍ତି। ଏହି କମ୍ପାନୀଗୁଡିକର ନଜର ଏବେ…
ସଫେଇ ବାହାନାରେ ଜମିଲା ଭୋଜି
ଅନୁଗୋଳ ଅଫିସ, ୩୦।୪ – ଲକ୍ଡାଉନ୍ କଟକଣାକୁ ଉଲ୍ଲଂଘନ କରିଛନ୍ତି ଅନୁଗୋଳ ପୌରପାଳିକାର କେତେଜଣ କର୍ମଚାରୀ। ଡିସ୍ ସଫେଇ ବାହାନାରେ ସେମାନେ କଳାକେନ୍ଦ୍ରରେ ବୁଧବାର ଭୋଜିର ଆୟୋଜନ କରିଥିବା ଏବେ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ଭୋଜିରେ ବିଜେଡିର କିଛି…
କୁଆପଥର ମାଡ଼ରେ ଫସଲ ନଷ୍ଟ
କେନ୍ଦୁଝର, ୩୦ା୪(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ବାଉରୀପଦା ପଞ୍ଚାୟତ ଅନ୍ତର୍ଗତ କେମ୍ପସଡା ଏବଂ ଏହାର ଆଖପାଖ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ସ୍ଥାନୀୟ ଅଞ୍ଚଳରେ ପରିବା ଫସଲ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଏହି ଅଞ୍ଚଳ ଅରଡେଇ ନଦୀକୂଳରେ ଥିବା…
ସାମ୍ନାକୁ ଆସୁଛି ଦୈନିକ ୧୮ ନିୟୁତ ମାଲ୍ଓ୍ବେର
ନୂଆଦିଲ୍ଲୀ,୩୦ ।୪: ଗତ କିଛି ସପ୍ତାହ ମଧ୍ୟରେ ଦୈନିକ ୧୮ ନିୟୁତ ମାଲ୍ଓ୍ବେର ସାମ୍ନାକୁ ଆସୁଥିବା ଜଣାପଡ଼ିିଛି। କୋଭିଡ୍-୧୯ ଆଳରେ ସାଇବର ଅପରାଧୀମାନେ ଲୋକଙ୍କୁ ଠକିବାକୁ ଏଭଳି ଷଡ଼ଯନ୍ତ୍ର କରୁଥିବା ପ୍ରମୁଖ ଟେକ୍ନୋଲୋଜି କମ୍ପାନୀ ଗୁଗଲ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି।…
କ୍ୱାରାଣ୍ଟାଇନ୍ କେନ୍ଦ୍ର ପରିଚାଳନା ତାଲିମ
ଶେରଗଡ଼,୩୦ା୪(ଡି.ଏନ୍.ଏ.)- ଶେରଗଡ଼ ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ପ୍ରଥମ କରି ୧୧୪ଜଣ ସୁରଟ ଫେରନ୍ତାଙ୍କୁ ରଖାଯିବ। ଏନେଇ ଆଦର୍ଶ ବିଦ୍ୟାଳୟରେ ସମସ୍ତ ପ୍ରସ୍ତୁତ ସରିଛି। ଛାତ୍ରୀ ନିବାସ କୋଠାରେ ସେମାନେ ୧୪ ଦିନ ରହିବେ। ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ସୁରଞ୍ଜନ…
Archives


