Home Left

କୋମନା ସହରକୁ ବିଶୋଧନ କରାଗଲା

କୋମନା,୨୯ା୪(ଡି.ଏନ୍‌.ଏ.): ବୁଧବାର ଭୋରରୁ ଅଗ୍ନିଶମ ବିଭାଗ ତରଫରୁ କୋମନା ସହରକୁ ସମ୍ପୂର୍ଣ୍ଣ ଭାବେ ବିଶୋଧନ କରାଯାଇଛି । ସହରର ପ୍ରତ୍ୟେକ ଦୋକାନ ବଜାର, ବସଷ୍ଟାଣ୍ଡ ସମେତ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ, କୃଷି ବିଭାଗ, ଭାରତୀୟ ଷ୍ଟେଟବ୍ୟାଙ୍କ, ଅସ୍ଥାୟୀ କରୋନା ସ୍ବାସ୍ଥ୍ୟ…

ଶେଷରେ ଅସହାୟ ମହିଳାଙ୍କ ଚିକିତ୍ସା ହେଲା

ଲୋଇସିଂହା, ୨୯।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ପନେସରା ଗାଁ। ସେହି ଗାଁର ଅସହାୟ ମହିଳା ହାଡ ସାହୁ। ମୂଲଲାଗି ପରିବାର ଚଳାନ୍ତି। କାମକୁ ନ ଗଲେ ତାଙ୍କ ଘରେ ଚୁଲି ଜଳେନି। ଏପରି ପରିସ୍ଥିତିରେ ଦିନେ ସେ କାମ…

ଆନ୍ଧ୍ରରୁ ସାଇକେଲରେ ବ୍ରହ୍ମଗିରି ଫେରିଲେ ୭ ଶ୍ରମିକ: ୭୫୦ କି.ମିକୁ ଲାଗିଲା ୭ ଦିନ

ବ୍ରହ୍ମଗିରି,୨୯ା୪(ଡି.ଏନ.ଏ): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ୭ଜଣ ଶ୍ରମିକ ଗାଁ ଛାଡ଼ିି ଆନ୍ଧ୍ରପ୍ରଦେଶକୁ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। କିନ୍ତୁ ସେମାନଙ୍କ ପାଇଁ ଦୁର୍ଦ୍ଦଶା ଆଣିଲା କରୋନା। ମାସେ ହେଲା ସାରା ଦେଶ ଲକ୍‌ଡାଉନ। ଏଥିଯୋଗୁ ଶିଳ୍ପ, କାରଖାନା ଓ…

ଦେଶୀମଦ ସହ ଗାଡ଼ି ଜବତ

ବାଲେଶ୍ୱର ଅଫିସ, ୨୯।୪: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ରସାଳପୁର ରାସ୍ତାରେ ଅବକାରୀ ବିଭାଗର ଜିଲା ଭ୍ରାମ୍ୟମାଣ ଟିମ୍‌ ଦ୍ୱାରା ବୁଧବାର ଚଢ଼ାଉ କରାଯାଇ ୯ଶହ ଲିଟର ଦେଶୀ ମଦ ସହ ଏକ ଟାଟା ଏସିଇ ଗାଡ଼ି (ନଂ. ଓଡ଼ି୦୧-୫୫୭୫)…

ଆବଦ୍ଧାଞ୍ଚଳରେ ଗଠନ ହେଲା ୩ଟି ଟିମ୍‌

ବନ୍ତ,୨୯।୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରାଯିବା ସହ ସଂକ୍ରମଣ ନବ୍ୟାପିବା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ…

କେନ୍ଦୁଝର: ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ ଶିକ୍ଷାଦାନ ଦାବି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ବିଶ୍ୱ ମହାମାରୀରେ ପରିଣତ ହୋଇଥିବା କରୋନାର ମୁକାବିଲା ପାଇଁ କେନ୍ଦୁଝର ଜିଲାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ରହିଛି। ବୁଧବାର ଜିଲାରୁ ପ୍ରଥମ କରୋନା ସଂକ୍ରମିତଙ୍କ ଚିହ୍ନଟ କରାଯାଇଛି। ତେଣୁ ଜିଲାରେ ଲକ୍‌ଡାଉନର ଅବଧି ସମ୍ପୂର୍ଣ୍ଣ ପ୍ରତ୍ୟାହର ହେବାର…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ (ମାନସିକ ଅନଗ୍ରସର) ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ପୀଡ଼ିତା ଜଣଙ୍କ ତାଙ୍କ ଭଉଣୀ ଘରେ ରହୁଥିଲେ। ମଙ୍ଗଳବାର ଭଉଣୀ ଓ ଭିଣୋଇ…

ବଜ୍ରପାତରେ ମହିଳାଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.):  ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଧୀନ ବଡ଼ଖିରୀ ଗ୍ରାମରେ ମଙ୍ଗଳବାର ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉଡାନ ବାସ୍କେଙ୍କ ସ୍ତ୍ରୀ ଗିଥ ବାସ୍କେ। ଅପରାହ୍ନ ୪ଟା ସମୟରେ ସେ ନିଜ ଘର ବାଡ଼ିରେ କାମ କରୁଥିବା…

ବାହାର ରାଜ୍ୟରୁ ଫେରିବେ ୪୩ ହଜାର ଲୋକ

ଜଗତ୍‌ସିଂହପୁର ଅଫିସ,୨୯ା୪: ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାର ବିଭିନ୍ନ ଜିଲା ଲୋକ ବାହାର ରାଜ୍ୟରେ ଫସି ରହିଛନ୍ତି। ଏବେ ରାଜ୍ୟ ସରକାର ସେମାନଙ୍କୁ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି। ତେବେ ଯେଉଁମାନେ ଫେରିବାକୁ ଚାହୁଁଛନ୍ତି ସେମାନେ ଅନଲାଇନ୍‌ରେ ନାମ ପଞ୍ଜୀକରଣ କରୁଛନ୍ତି। ଏହି…

ଫେରାର ୨ ପିଲେଟ ଚୋର ଗିରଫ

ଯୋଡ଼ା, ୨୯।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳର ବଡବିଲସ୍ଥିତ ଆରିୟା ଷ୍ଟିଲ କାରଖାନାରୁ ପରିବହନ ବେଳେ ପିଲେଟ ଚୋରି କରିଥିବା ଦୁଇ ଫେରାର ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ କମାର ଯୋଡା…

ନିୟମ ଊଲ୍ଲଂଘନ କରି ୯ ଗିରଫ

ଯୋଡ଼ା, ୨୯।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଥିବା ଏସେଲ ଖଣି ଓ ଜଜାଙ୍ଗସ୍ଥିତ ଜଜାଙ୍ଗ ଖଣିର ପରିବହନ କାର୍ଯ୍ୟକୁ ବନ୍ଦ କରିଥିବା ଅଭିଯୋଗରେ ପୋଲିସ ୯ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ମଙ୍ଗଳବାର ପୂର୍ବାହ୍ନରେ ଜୁରୁଡିସ୍ଥିତ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ଚମ୍ପୁଆ/ଯୋଡା/ଝୁମ୍ପୁରା, ୨୯।୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇ ବ୍ୟାପକ ଧାନ ଫସଲ ସାଙ୍ଗକୁ ପନିପରିବା ନଷ୍ଟ ହୋଇଯାଇଛି। କରୋନା ଲାଗି ଚାଷୀମାନେ କ୍ଷତିରେ ଥିବା ବେଳେ ଏବେ କୁଆପଥର ବର୍ଷା ଚିନ୍ତାରେ ପକାଇଛି। ଋଣ ଆଣି ଚାଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri