Home Left

ଛତିଶଗଡ଼ ଫେରନ୍ତାଙ୍କୁ ଗାଁରେ ପୂରାଇ ଦେଲେନି ଗ୍ରାମବାସୀ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଶ୍ରମିକ

ସରଣ୍ଡା,୨୯ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ନେଇ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ବିଭିନ୍ନ ସ୍ଥାନରେ ଶ୍ରମିକମାନେ ଫସି ରହିଛନ୍ତି। ରାଜ୍ୟ ସରକାର ଶ୍ରମିକଙ୍କ ଫେରିବା ନେଇ ବ୍ୟବସ୍ଥା କରିଥିବା ବେଳେ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡାସ୍ଥିତ କଟାପାଳିକୁ ଆନ୍ଧ୍ରପ୍ରଦେଶରୁ…

ଭାରତକୁ ସଫଳତା: ଉହାନରେ କରୋନା ସଂକ୍ରମଣ କରିଥିବା ଭୂତାଣୁର ମିଳିଲା ସନ୍ଧାନ

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକଙ୍କୁ ସଫଳତା ମିଳିଛି। ୩୬୦୦ ଭୂତାଣୁ ଉପରେ ପରୀକ୍ଷା ନିରୀକ୍ଷା କରି ସେମାନେ…

ବିନା ଅନୁମତିରେ ଘରକୁ ଯାଇଛନ୍ତି ଜୁନାଗଡ଼ର ୬୦ରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ/ଶିକ୍ଷକ: କାରଣ ଦର୍ଶାଅ ନୋଟିସ ଜାରି

ଜୁନାଗଡ଼,୨୯।୪(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି। ଏପରିକି ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିଜ ମହକୁମାରେ ରହି କୋଭିଡ-୧୯ ମୁକାବିଲା କରିବା କାର୍ଯ୍ୟରେ ପ୍ରଶାସନକୁ ସହଯୋଗ କରିବା ପାଇଁ ନିର୍ଦ୍ଦେଶ…

ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଦଇତାପତି ନିଯୋଗ

ପୁରୀ ଅଫିସ,୨୯।୪: ମହାମାରୀ କରୋନାକୁ ନେଇ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିନ୍ତତା ଲାଗି ରହିଥିବା ବେଳେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛି ଦଇତାପତି ନିଯୋଗ। କଟକଣା ଭିତରେ ରଥଯାତ୍ରା କରିବା ଲାଗି ନିଯୋଗ…

ପରଲୋକରେ ଇରଫାନ୍‌

ବମ୍ବେ: ପରଲୋକରେ ବଲିଉଡ୍‌ର ଖ୍ୟାତନାମା ଅଭିନେତା ଇରଫାନ୍‌ ଖାନ୍‌। ୫୪ ବର୍ଷ ବୟସରେ ବମ୍ବେର କୋକିଲାବେନ୍‌ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ନିର୍ଦ୍ଦେଶକ ସୁଜିତ ସରକାର ଟୁଇଟ୍‌ କରି ଏହା ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର କୋଲନ୍‌ ସଂକ୍ରମଣ ଯୋଗୁ…

କିମ୍‌ ଜୋଙ୍ଗ ଉନ୍‌ ଏବେ କେଉଁଠି: ଉତ୍ତରକୋରିଆର ୬ ନେତା ମଧ୍ୟ ଏଭଳି ହୋଇଥିଲେ ନିଖୋଜ

ଓ୍ବାଶିଂଟନ/ସିଓଲ,୨୯।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କୁ ନେଇ ଏବେ ବେଶ୍‌ ଚର୍ଚ୍ଚା ଜାରି ରହିଛି। ଏଭଳି ପ୍ରଥମ ଥର ନୁହେଁ ଯେ, ଉତ୍ତର କୋରିଆର କୌଣସି ନେତାଙ୍କୁ ନେଇ ଏଭଳି ଆକଳନ ଜାରି ରହିଛି। ଏପ୍ରିଲ୍‌ ୧୧ରେ…

ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): ଲକ୍‌ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା ସରକାର ବାଧ୍ୟତାମୂଳକ କରିଛନ୍ତି। ଗତ ୨୪ ତାରିଖରୁ ଏହି ପଞ୍ଜୀକରଣ ଆରମ୍ଭ ହୋଇଛି। ଅନଲାଇନ…

ଫିଟ୍‌ନେସ୍‌ ସିକ୍ରେଟ୍‌ କହିଲେ ମନୀଷ

ମୁମ୍ବାଇ : ଲକ୍‌ଡାଉନ୍‌ ସମୟରେ ସେଲିବ୍ରିଟ୍‌ମାନେ ଘରେ ରହି ସମୟ ଅତିବାହିତ କରୁଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ହାସ୍ୟ ଅଭିନେତା ମନୀଷ ପାଲ୍‌। କିନ୍ତୁ ଏହି ସମୟରେ ତାଙ୍କର ଫିଟ୍‌ନେସ୍‌ ଯେମିତି ପ୍ରଭାବିତ ନ ହେବ ସେଥିପ୍ରତି ସେ ଯଥେଷ୍ଟ ଗୁରୁତ୍ୱ…

ଝାରସୁଗୁଡ଼ା ଜିଲାର ଜଙ୍ଗଲ ରାସ୍ତାରେ ପ୍ରବେଶ ନିଷେଧ

ଝାରସୁଗୁଡ଼ା,୨୯।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲାର ବିଭିନ୍ନ ପ୍ରବେଶ ପଥ ଯଥା ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ପୂର୍ତ୍ତ ବିଭାଗ ରାସ୍ତାଗୁଡିକରେ ପ୍ରବେଶ କଟକଣାକୁ କଡ଼ାକଡ଼ି କରାଯାଇଛି। ଏହା ସହ ପଡୋଶୀ ଜିଲା ସୁନ୍ଦରଗଡ଼ ସହ ସଂଲଗ୍ନ…

କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଅମାନିଆଙ୍କ ଉପରେ ନଜର ରଖିଛି ଡ୍ରୋନ୍‌ କ୍ୟାମେରା

ଭଦ୍ରକ ଅଫିସ,୨୯ା୪ : ଭଦ୍ରକ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ବୁଧବାର ସୁଦ୍ଧା ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୧୯ ଛୁଇଁଛି। ସମୁଦାୟ ୨୧ଟି କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ ପଞ୍ଚାୟତ ଅଞ୍ଚଳରେ ଗତିବିଧି ଉପରେ ନଜର…

କାମ ଚାଲିଥିବାବେଳେ ଦବିଗଲା ସୁକତେଲ ବ୍ରିଜ, ୨ ଶ୍ରମିକଙ୍କ ଜୀବନ ଗଲା

ପାଟଣାଗଡ, ୨୯।୪ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଧୀନ ଟମିଆ ଗାଁ ନିକଟରେ ଥିବା ସୁକତେଲ ବ୍ରିଜ ବୁଧବାର ସକାଳ ୯ଟାରେ କାମ ଚାଲିଥିବାବେଳେ ଦବି ଯାଇଛି। ବ୍ରିଜ ତଳେ ୨ଜଣ ଶ୍ରମିକ ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି।…

ମୋଦିଙ୍କୁ ଟୁଇଟର୍‌ରେ ଅନ୍‌ଫଲୋ କଲା ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ,୨୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟର୍‌ରେ ହ୍ବାଇଟ୍‌ ହାଉସ୍‌ ଅନ୍‌ ଫଲୋ କରିଛି। ଭାରତ ଆମେରିକାକୁ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍‌ ଔଷଧ ପଠାଇଥିଲା। ଏହାପରେ ଏପ୍ରିଲ୍‌ ୧୦ଠାରୁ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ମୋଦି ଏବଂ ଭାରତର ଅନ୍ୟ ୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri