ନାବାଳିକାଙ୍କୁ ଆମ୍ବ ଦେବାକୁ କହି ଘରୁ ଡାକିନେଇ ବଳାତ୍କାର: ଅଭିଯୁକ୍ତ କୋର୍ଟଚାଲାଣ
ବୈପାରିଗୁଡ଼ା, ୨୭।୪(ଡି.ଏନ୍.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାରେ କୋରାପୁଟ ଜିଲା ବୈପାରିଗୁଡା ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ବୈପାରିଗୁଡା ଥାନା ଅନ୍ତର୍ଗତ ଉମୁରିଆଗୁଡା ଗ୍ରାମର ଘେନୁ ପରଜା (୨୩)। ପ୍ରକାଶ ଯେ, ଗତ…
ବିବାହ ବାର୍ଷିକୀରେ ପ୍ଲାଜମା ଦାନ କଲେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି
ନୂଆଦିଲ୍ଲୀ,୨୮।୪: ଏବେ କରୋନା ମହାମାରୀ କବଳରୁ ରକ୍ଷା ପାଇବାକୁ ସାରା ବିଶ୍ୱ ଏକ ପ୍ରକାର ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା ବେଳେ ବିଶେଷଜ୍ଞମାନେ ଏହାର ଚିକିତ୍ସା ଖୋଜି ଚାଲିଛନ୍ତି। ଏହାରି ଭିତରେ ଦିଲ୍ଲୀରେ ପ୍ଲାଜମା ଥେରାପି ମାଧ୍ୟମରେ କରୋନା ସଂକ୍ରମିତଙ୍କ ଚିକିତ୍ସା ଆରମ୍ଭ…
ଭୟ-ଆତଙ୍କ ସ୍ଥିତିରେ ‘ଆଶାର ଗୀତ’ ଗାଇ କରୋନା ସହିତ ଲଢ଼େଇ ପାଇଁ ଲୋକଙ୍କୁ ଉତ୍ସାହିତ କରୁଛନ୍ତି ଡାକ୍ତର: ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ
ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ସହିତ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ବି ଲୋକେ କରୋନ ସଂକ୍ରମଣ ନେଇ ଭୟଭୀତ ଏବଂ ଆତଙ୍କିତ ହୋଇ ପଡ଼ିଛନ୍ତି। ଲୋକଙ୍କ ମଧ୍ୟରେ…
୪ଟି ବସ୍ ଯୋଗେ ସୁରତରୁ ଗଞ୍ଜାମ ଫେରୁଛନ୍ତି ୨୨୮ ଶ୍ରମିକ: ନିଜ ପଞ୍ଚାୟତ ଆଇସୋଲଶନ ସେଣ୍ଟରରେ ରହିବେ ୧୪ ଦିନ
ଛତ୍ରପୁର, ୨୮।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାର ୨୨୮ ଶ୍ରମିକ ନିଜ ଖର୍ଚ୍ଚରେ ୪ଟି ବସ୍ ଯୋଗେ ସୁରତରୁ ଗଞ୍ଜାମ ଫେରୁଥିବା ନେଇ ଗଞ୍ଜାମ ଜ଼ିଲା ପ୍ରଶାସନକୁ ଖବର ମିଳିଛି। ସୋମବାର ସୁରତରୁ ବାହାରିଥିବା ଉକ୍ତ ବସ୍ଗୁଡିକ ବୁଧବାର ସକାଳେ ଗଞ୍ଜାମ ଜ଼ିଲାରେ ପହଞ୍ଚିବ…
ଇଟାଲିରେ କରୋନା ମୁକାବିଲା: ୮୦୦୦ ମେୟର ଫେସ୍ବୁକ୍ ସହିତ ଡ୍ରୋନ୍ ଦ୍ୱାରା ଲୋକଙ୍କୁ କରୁଥିଲେ ସଚେତନ
ରୋମ୍,୨୮।୪: ଇଟାଲିରେ କରୋନା ସଂକ୍ରମଣ କମିବାରେ ଳାଗିଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଲକ୍ଡାଉନ୍ ଏବେ କେତେକାଶଂରେ ବି ଜାରି ରହିଛି। ଦିନେ କରୋନା ମହାମାରୀର ହଟ୍ସ୍ପଟ୍ ପାଲଟି ଥିବା ଇଟାଲିର ସ୍ଥିତି ସ୍ବାଭାବିକ ହେବାରେ ୮୦୦୦ ମେୟରଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ…
କରୋନା ମୁକାବିଲା ପାଇଁ ଆହ୍ବାନ: ଗଠନ ହେଲା ପଞ୍ଚାୟତସ୍ତରୀୟ, ଗ୍ରାମ୍ୟସ୍ତରୀୟ କମିଟି
ଆରଡି,୨୮ା୪(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଆରଡି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର କରୋନା ମୁକାବିଲା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। ସରପଞ୍ଚ ଅରବିନ୍ଦ ପାଢ଼ୀ ଏହି କର୍ମଶାଳାର ଅଧ୍ୟକ୍ଷତା କରିଥିବା ବେଳେ ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା କରାଯାଇ…
କରୋନାର ଚକ୍ରବ୍ୟୁହରେ ଲାଲୁ !
ପାଟନା,୨୮।୪: ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଏବେ କରୋନା ଚକ୍ରବ୍ୟୁହରେ ଫଶି ଯାଇଛନ୍ତି। ଲାଲୁ ପ୍ରସାଦ ଏବେ ରାଞ୍ଚିର ରିମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କୁ ଯେଉଁ ଡାକ୍ତର ଚିକିତ୍ସା କରୁଛନ୍ତି ଉକ୍ତ ଡାକ୍ତରଙ୍କ ଓ୍ବାର୍ଡରେ…
ରାଉରକେଲାର ସେକ୍ଟର-୧୮ ମାର୍କେଟ ସିଲ୍: କଣ୍ଟେନମେଣ୍ଟ, ବଫର ଜୋନରେ ୪ ପ୍ଲାଟୁନ ଫୋର୍ସ ମୁତୟନ
ରାଉରକେଲା ଅଫିସ,୨୮।୪: ସୁନ୍ଦରଗଡ଼ ଜିଲା ରାଉରକେଲା ନାଲା ରୋଡ଼ରୁ ମଙ୍ଗଳବାର ପୁଣି ଆଉ ୪କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସୁନ୍ଦରଗଡ଼ରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ…
ପ୍ରବାସୀ ଓଡ଼ିଆଙ୍କ ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର, ଗାଇଡ୍ଲାଇନ ଜାରି
ଭୁବନେଶ୍ୱର, ୨୮।୪(ବ୍ୟୁରୋ): କରୋନା ଭୂତାଣୁ ଯୋଗୁ ଦେଶରେ ଲକ୍ଡାଉନ ଜାରି ହୋଇଥିବାବେଳେ ବାହାର ରାଜ୍ୟରୁ ଫେରିବେ ଲକ୍ଷାଧିକ ଶ୍ରମିକ। ତେବେ ପ୍ରବାସୀ ଓଡ଼ିଆ ଫେରିବା ପରେ ପ୍ରଥମେ କ୍ବାରାଣ୍ଟାଇନ ସେଣ୍ଟରରେ ୧୪ ଦିନ ରହିବା ବାଧ୍ୟତାମୂଳକ। ତେଣୁ କ୍ବାରାଣ୍ଟାଇନ ସେଣ୍ଟର କିମ୍ବା…
ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନା ପଜିଟିଭ
ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ ଏବେ ଚିନ୍ତା ବଢି ଯାଇଛି। ଉକ୍ତ କର୍ମଚାରୀ ଜଣକ ଏପ୍ରିଲ ୧୬ରେ କୋର୍ଟ ଆସିଥିବା କୁହାଯାଉଛି। ତେଣୁ ଏହି କର୍ମଚାରୀଙ୍କ…
କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ କାମ ଦେବନି କନିକାଙ୍କ ପ୍ଲାଜମା !
ଲକ୍ଷ୍ନୌ,୨୮।୪: ବଲିଉଡ୍ ଗାୟିକା କନିକା କପୁର ନିକଟରେ କରୋନା ସଂକ୍ରମଣରୁ ସୁସ୍ଥ ହୋଇଥିବା ବେଳେ ଏବେ ସେ ପ୍ଲାଜମା ଦାନ କରିବାକୁ ମନ ବଳାଇଥିଲେ। ଯେଉଁଥିରେ ଅନ୍ୟ ସଂକ୍ରମିତଙ୍କ ଚିକିତ୍ସା କରାଯାଇ ପାରି ଥାଆନ୍ତା। ହେଲେ ଏବେ ଜଣାପଡିଛି କି କନିକାଙ୍କ…
ବନ୍ତରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି
ବନ୍ତ,୨୮।୪(ଡି.ଏନ୍.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକରେ ମଙ୍ଗଳବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି କରାଯାଇଛି। ଚାରିଗାଁ ଗ୍ରାମରେ ସମ୍ପୃକ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଉକ୍ତ ଗ୍ରାମକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି।…
Archives


