କାର୍ଡ଼ ଥାଇବି ନିର୍ମାଣ ଶ୍ରମିକଙ୍କୁ ମିଳିପାରୁୁନି ସହାୟତା
ରାଇସୁଆଁ, ୨୮।୪(ଡି.ଏନ୍.ଏ.): କରୋନା ଭାଇରସ୍ ସଂକ୍ରମଣ ଯୋଗୁ ଆଗୁଆ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରି ସରକାର ଲୋକଙ୍କୁ ବିଭିନ୍ନ ପ୍ରକାରର ସହାୟତ଼ା ପ୍ରଦାନ କରୁଛନ୍ତି। ହେଲେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ଼ ନୂଆଗାଁ ପଞ୍ଚାୟତ଼ରେ ଶତ଼ାଧିକ ନିର୍ମାଣ ଶ୍ରମିକଙ୍କ କାର୍ଡ଼ ଥାଇବି…
ଶ୍ରୀ ହଜୁର ଶାହିବରୁ ଫେରିଥିବା ୫ ଜଣଙ୍କ ରିପୋର୍ଟ କରୋନା ପଜିଟିଭ
ଚଣ୍ଡିଗଡ଼,୨୮।୪: ମହାରାଷ୍ଟ୍ର ନାନ୍ଦେଡର ଶ୍ରୀ ହଜୁର ଶାହିବରୁ ପଞ୍ଜାବର ତନ ତରନ ଜିଲାକୁ ଫେରିଥିବା ୫ ଶ୍ରଦ୍ଧାଳୁ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ନମୁନା ପରୀକ୍ଷାରୁ ସମସ୍ତ ୫ ଜଣଙ୍କ ରିପୋର୍ଟ ପଜିଟିଭ…
କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର
ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ମଣିଷ ଶରୀରର ରୋଗପ୍ରତିରୋଧକ କ୍ଷମତା ମୁଖ୍ୟତଃ ନ୍ୟୁଟ୍ରୋଫିଲ୍ ଏବଂ…
ସର୍ଭେଲାନ୍ସ ଜୋନ୍ରେ ଭଦ୍ରକ ଜିଲାର ୩୨ ପଞ୍ଚାୟତ: ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ
ଭଦ୍ରକ ଅଫିସ, ୨୮।୪: ଭଦ୍ରକ ଜିଲାର ୩୨ଟି ପଞ୍ଚାୟତକୁ ସର୍ଭେଲାନ୍ସ ଜୋନ୍ ଘୋଷଣା କରାଯାଇଛି। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ଜିଲାପାଳ ଜ୍ଞାନ ଦାସ। ପ୍ରତି ପଞ୍ଚାୟତରେ ୧୦ରୁ ଊର୍ଦ୍ଧ୍ୱ କୋଲକାତା ଫେରନ୍ତା ଅଛନ୍ତି। ସର୍ଭେଲାନ୍ସ ଜୋନ୍ରେ ଥିବା ୩୨ଟି…
ପ୍ରଥମ ପ୍ଲାଜମା ଥେରାପିରେ ସୁସ୍ଥ ହେଲେ ଦେଶର କରୋନା ସଂକ୍ରମିତ: ମୁମ୍ବାଇ, ଇନ୍ଦୋରରେ ଆରମ୍ଭ ହେବ ଏହି ଥେରାପି
ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ଏବେ ପ୍ଲାଜମା ଥେରାପି ଦେଖାଇଛି ନୂତନ ଆଶାର ଆଲୋକ। ପ୍ରଥମେ ଦିଲ୍ଲୀରେ ଏହି ପ୍ଲାଜମା ଥେରାପି ଆରମ୍ଭ କରାଯାଇଥିବା ବେଳେ ଏହା ଯେଉଁ ୪୯ ବର୍ଷୀୟ ବ୍ୟକ୍ତିଙ୍କ ଉପରେ ପ୍ରଥମେ ପ୍ରୟୋଗ କରାଯାଇଥିଲା ସେ…
ବାଲେଶ୍ୱର ବିଷ୍ଣୁପୁର ଗ୍ରାମର ୧୨ ପ୍ରବେଶ ପଥ ସିଲ୍
ବାହାନାଗା,୨୮।୪(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବିଷ୍ଣୁପୁର ଗ୍ରାମର ୧୨ଟି ପ୍ରବେଶ ପଥକୁ ମଙ୍ଗଳବାର ସିଲ୍ କରାଯାଇଛି। ବାହାନଗା ବ୍ଳକରେ ୧୬ନଂ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଷ୍ଣୁପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଥିସହ ଗଁାର ୧୨ଟି…
ପୁଣି ଚେନ୍ନାଇରୁ ବୋଟ୍ରେ ଗଞ୍ଜାମ ଫେରିଲେ ୩୩ ମତ୍ସ୍ୟଜୀବୀ: ୪ ଜଣ ଜ୍ୱରରେ ପୀଡିତ, ସମସ୍ତଙ୍କୁ ରଖାଗଲା କ୍ୱାରାଣ୍ଟାଇନରେ
ଛତ୍ରପୁର, ୨୮।୪(ଡି.ଏନ୍.ଏ.): ଲକ୍ଡାଉନ କଟକଣା ଯୋଗୁ ଚେନ୍ନାଇରେ ଫସିଥିବା ଗଞ୍ଜାମ ଜିଲାର ବହୁ ମତ୍ସ୍ୟଜୀବୀ ବିପଦପୂର୍ଣ୍ଣଭାବେ ଜଳପଥ ଦେଇ ଘରକୁ ଫେରୁଛନ୍ତି। ୩୩ ମତ୍ସ୍ୟଜୀବୀ ସମୁଦ୍ର ପଥରେ ଏକ ବୋଟ ଯୋଗେ ଚେନ୍ନାଇରୁ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ନିକଟ…
ଇନଭର୍ଟ ମାଇସିନ୍ ଦ୍ୱାରା ୨ ଦିନରେ ସଂକ୍ରମିତ ହେବେ କରୋନା ମୁକ୍ତ
ଓ୍ବାଶିଂଟନ/ମେଲବୋର୍ନ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହି ମହାମାରୀକୁ କିଭଳି ରୋକା ଯିବ ସେ ନେଇ ବୈଜ୍ଞାନିକମାନେ ଉଦ୍ୟମ ଜାରି ରଖିଛନ୍ତି। ନିକଟରେ ଆମେରିକା ନର୍ଥଶୟାର ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଆଣ୍ଟି…
କରୋନାରେ ମୃତ ଡାକ୍ତରଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ ଦାବି
କୋଲକାତା,୨୮।୪: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଡାକ୍ତରମାନେ ମଧ୍ୟ ଏହା କବଳରୁ ମୁକ୍ତ ହୋଇ ପାରୁ ନାହାନ୍ତି। ରବିବାର ପଶ୍ଚିମବଙ୍ଗର ଜଣେ ୬୯ ବର୍ଷୀୟ ଡାକ୍ତରଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି। ଡାକ୍ତର ଶିଶିର କୁମାର ମଣ୍ଡଳ ନାମକ…
ଛିଙ୍କିବା-କାଶିବା ସମୟରେ ମୁହଁରେ ହାତ ନ ଦେଲେ ଜରିମାନା: ଜୁନ୍ ୧ରୁ ସରକାରୀ ନିୟମ ଲାଗୁ
ବେଜିଂ,୨୮।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଚାଇନା ସରକାର ଏକ ନୂଆ ନିୟମ ଲାଗୁ କରିବାକୁ ଯାଉଛନ୍ତି। ଏଣିକି ସର୍ବସାଧାରଣ ସ୍ଥଳରେ ଛିଙ୍କିବା ଅବା କାଶିବା ସମୟରେ ମୁହଁରେ ହାତ ନ…
ବିନା ଟ୍ରାଏଲ୍ ପ୍ରତିଷେଧକ ଟୀକାର ଉତ୍ପାଦନ ମେ ମାସରୁ: ଭାରତରେ ୧୦୦୦ ଟଙ୍କାରେ ମିଳିବ
ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ଧୀରେ ଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ପୁଣେ ସ୍ଥିତ କମ୍ପାନୀ ସିରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ପକ୍ଷରୁ କରୋନା ପ୍ରତିଷେଧକ ଟୀକାର କ୍ଲିନିକାଲ ଟ୍ରାଏଲ୍ ଏବଂ ଉତ୍ପାଦନ ମେ ମାସଠାରୁ ଆରମ୍ଭ…
କାର୍ଯ୍ୟସ୍ଥଳରେ ସୁରକ୍ଷା ଓ ସ୍ବାସ୍ଥ୍ୟରକ୍ଷା ଜରୁରୀ
ଜେନିଭା,୨୮।୪: ପ୍ରତିବର୍ଷ ଏପ୍ରିଲ ୨୮ରେ ବିଶ୍ୱବ୍ୟାପୀ କାର୍ଯ୍ୟସ୍ଥଳରେ ସୁରକ୍ଷା ଓ ସ୍ବାସ୍ଥ୍ୟ ଦିବସ ପାଳନ କରାଯାଇ ଆସୁଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ଜାରି ଏହି ଅଭିଯାନରେ ଏହାର ଉଚିତ ଉପଯୋଗ ଉପରେ ଗୁରୁତ୍ୱାରୋପ କରାଯାଇଛି। କାର୍ଯ୍ୟକ୍ଷେତ୍ରରେ ଘଟୁଥିବା ଦୁର୍ଘଟଣା କିମ୍ବା…
Archives


