ଲକ୍ଡାଉନ ସହ ଅର୍ଥନୀତିକୁ ଗୁରୁତ୍ୱ
ନୂଆଦିଲ୍ଲୀ,୨୮ା୪(ପି.ଟି.): ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ ସମୟସୀମା ଶେଷ ହେବାକୁ ଆଉ ୬ ଦିନ ବାକି ଥିବାବେଳେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି…
ମ୍ୟାନ୍ମାର ଆଡ଼େ ମୁହାଁଇବ ଝଡ଼, ଓଡ଼ିଶାକୁ ବିପଦ ନାହିଁ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୩୦ ତାରିଖରେ ଏକ ଲଘୁଚାପ ସଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮ ଘଣ୍ଟା ପରେ ଅବପାତ ରୂପ ନେବ। ପରେ ଏହି ଝଡ ଉତ୍ତର-ଉତ୍ତର -ପଶ୍ଚିମ ଦିଗ…
ଭଦ୍ରକରେ ୩ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା
ଭଦ୍ରକ ଅଫିସ,୨୮।୪: ଭଦ୍ରକ ଜିଲାରେ ମଙ୍ଗଳବାର ଆଉ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୯ରେ ପହଞ୍ଚିଛି। ମଙ୍ଗଳବାର ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କଲିକତା ଫେରନ୍ତା ବୋଲି କୁହାଯାଉଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ବାସୁଦେବପୁର…
ବସ୍ରେ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ଚିନ୍ତା
ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟ ବାହାରେ ଫସି ରହିଥିବା ଓଡ଼ିଆଙ୍କୁ ଓଡ଼ିଶା ଫେରାଇ ଆଣିବା ବର୍ତ୍ତମାନ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହାଇଛି। ରାଜ୍ୟକୁ ୫ଲକ୍ଷରୁ ଅଧିକ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରିବେ। ଏମାନଙ୍କୁ ଫେରାଇ ଆଣିବା ପାଇଁ ସରକାର ବିଭିନ୍ନ ବ୍ୟବସ୍ଥା…
ଗାଁ ଫେରିବାକୁ ବଢ଼ିଲା ଉତ୍କଣ୍ଠା: ୪୮ ଘଣ୍ଟାରେ ପଞ୍ଜୀକରଣ କଲେ ୪.୮୬ ଲକ୍ଷ
ଭୁବନେଶ୍ୱର, ୨୮।୪(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ଓଡ଼ିଶା ବାହାରେ ଲକ୍ଷ ଲକ୍ଷ ଓଡ଼ିଆ ଫସି ରହି ହଇରାଣ ହେଉଛନ୍ତି। ତେବେ ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବାକୁ ରାଜ୍ୟ ସରକାର ଘୋଷଣା କରିବା ସହ ଏଥିପାଇଁ ପଞ୍ଜୀକରଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଗାଁ ଫେରିବାକୁ…
ମାତିଲେ ନକଲି ପୋଲିସ: ବର୍ଦ୍ଦି ପିନ୍ଧି ଲୁଟିଲେ ସ୍କୁଟି
ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀରେ ମାତିଛନ୍ତି ନକଲି ପୋଲିସ। ଆପଣେଇଛନ୍ତି ନୂଆ ଫର୍ମୁଲା। ଆଇପିଏସ୍ ଅଫିସର ଏବଂ ଇନ୍ସପେକ୍ଟର ପରିଚୟ ଦେଇ ଗିରଫ ହୋଇଥିବା ଘଟଣାଭଳି ଅନୁରୂପ ଘଟଣା ଶହୀଦନଗର ଥାନା ଅଞ୍ଚଳରେ ଘଟିଛିି। ଲକ୍ଡାଉନ୍ ନିୟମ ଉଲ୍ଲଂଘନ କରିଥିବାରୁ ଜବତ ଆଳରେ ସ୍କୁଟି…
ହସିବ ଓଡ଼ିଶା…ଫେରିବ ଖୁସିର ଦିନ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ବାତ୍ୟା ହେଉ କି ବନ୍ୟା। ଦୃଢତାର ସହ ମୁକାବିଲା କରିବାରେ କେବେ ପଛଘୁଞ୍ଚା ଦେଇନି ଓଡ଼ିଶା। ଯେତେ ପ୍ରାକୃତିକ ବିପର୍ଯ୍ୟୟ ଆସିଲେ ବି ଭାଙ୍ଗିପଡ଼ିନାହାନ୍ତି ଓଡ଼ିଶାବାସୀ। ପ୍ରତିଥର ଅଣ୍ଟାସଳଖି ଛିଡ଼ାହୋଇଛନ୍ତି। ପୂର୍ବଗୌରବ ଫେରିବା ସହ ନୂଆ ସକାଳ ଆସିଛି, ଆଉ…
ବିନା ଅନୁମତିରେ ଦୋକାନ ଖୋଲି ତଣ୍ଡ ଗଣିଲେ: ୫୦ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କରୋନା ସଂକ୍ରମଣରୁ ସହରକୁ ମୁକ୍ତ କରିବା ଲକ୍ଷ୍ୟରେ କଟକଣା ବଳବତ୍ତର ରଖିଛି। କେନ୍ଦ୍ର ସରକାର ଶନିବାର ସର୍ତ୍ତମୂଳକ ଭାବେ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ। ରବିବାର ଭୁବନେଶ୍ୱରର କେତେଜଣ ଦୋକାନୀ ବିଏମ୍ସିର ବିନା ଅନୁମତିରେ…
ମେ’ରେ ୧୩ ଦିନ ବନ୍ଦ ରହିବ ବ୍ୟାଙ୍କ
ନୂଆଦିଲ୍ଲୀ,୨୮।୪: ବିଭିନ୍ନ ଛୁଟି ଲାଗି ମେ ମାସରେ ଦେଶର ବିଭିନ୍ନ ପ୍ରାନ୍ତରେ ପ୍ରାୟ ୧୩ ଦିନ ବ୍ୟାଙ୍କ ବନ୍ଦ ରହିବ। ଏଣୁ ନିଜର ଜରୁରୀ କାମ କରିବାକୁ ଥିଲେ ଶୀଘ୍ର ସାରିବାକୁ ଲୋକଙ୍କୁ ପରାମର୍ଶ ରହିଛି। ପହିଲାରେ ଶ୍ରମିକ ଦିବସ ପଡୁଛି।…
ଏଫ୍ଇଏସ୍ ଦେଲା ସୁରକ୍ଷା ସାମଗ୍ରୀ
ଅନୁଗୋଳ ଅଫିସ, ୨୮।୪ କରୋନା ବିରୋଧୀ ସଂଗ୍ରାମରେ ପ୍ରମୁଖ ଯୋଦ୍ଧା ସାଜିଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗର ହାତ ବଢ଼ାଇଛି ଅନୁଗୋଳ ଜିଲାର ଫାଉଣ୍ଡେଶନ ଫର୍ ଇକୋଲୋଜିକାଲ ସିକ୍ୟୁରିଟି (ଏଫ୍ଇଏସ୍)। ସୋମବାର ଅନୁଷ୍ଠାନ ପକ୍ଷରୁ ୨୫୦ଟି ବ୍ୟକ୍ତିଗତ ସୁରକ୍ଷା କିଟ୍ ଜିଲା ପ୍ରଶାସନକୁ ପ୍ରଦାନ…
ପୋଲିସର ସହଯୋଗକୁ ଆଇଜିଙ୍କ ପ୍ରଶଂସା
ଅନୁଗୋଳ ଅଫିସ, ୨୮।୪ ଲକ୍ଡାଉନ୍ କଟକଣାକୁ ଅନୁଗୋଳରେ କଡ଼ାକଡ଼ି କରିବା ସହ ଭୋକିଲା ଓ ସହଯୋଗ ଲୋଡ଼ୁଥିବା ଲୋକଙ୍କ ନିକଟରେ ସହାୟତା ପହଞ୍ଚାଇପାରୁଥିବା ଅନୁଗୋଳ ପୋଲିସକୁ ପ୍ରଶଂସା କରିଛନ୍ତି ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ। ସୋସିଆଲ ମିଡିଆ ପୋଷ୍ଟରେ ଆଇଜି ଲେଖିଛନ୍ତି…
ଲକ୍ଡାଉନ କଟକଣାର ପ୍ରଭାବ: ଘରୋଇ ବସ୍ ମାଲିକ,କର୍ମଚାରୀ ହତାଶ
ଭବାନୀପାଟଣା,୨୮ା୪(ଡି.ଏନ୍.ଏ.)-ଲକ୍ଡାଉନ ଯୋଗୁ କଳାହାଣ୍ଡି ଜିଲାର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଗାଡି ମାଲିକ, ଡ୍ରାଇଭର, ହେଲପର, କଣ୍ଡକ୍ଟର ଏବଂ ଏହା ଉପରେ ନିର୍ଭର କରି ଚଳୁଥିବା ଅନ୍ୟାନ୍ୟ କର୍ମଚାରୀମାନେ ହାତବାନ୍ଧି ବସିଛନ୍ତି ା ଜିଲାର ଭବାନୀପାଟଣା ସମେତ ବିଭିନ୍ନ ସହରଠାରୁ ଆରମ୍ଭ କରି…
Archives


