Home Left

ରାସ୍ତା ଖୋଳି ସୀମା ଅବରୋଧ

ଗୁଣପୁର,୨୭ା୪(ଡି.ଏନ୍‌.ଏ.): ଗଜପତି ଜିଲା ସୀମାନ୍ତ ଆନ୍ଧ୍ରରେ କରୋନା ରୋଗୀ ଚିହ୍ନଟ ହେବା ପରେ ରାୟଗଡ଼ା ଜିଲା ପୋଲିସ ଓ ପ୍ରଶାସନ ପାଇଁ ଏହା ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଗୁଣପୁର ସୀମାକୁ ଲାଗି ରହିଥିବା ୪ଟି ରାଜ୍ୟର ସୀମାନ୍ତ ରାସ୍ତା…

କର୍ତ୍ତବ୍ୟରତ ଜିଆରଏସ୍‌ଙ୍କୁ ପୋଲିସର ଲାଠିମାଡ଼

ଯାଜପୁର ଅଫିସ/ବରୀ(ସ୍ବ.ପ୍ର.),୨୭ା୪:  ଯାଜପୁର ଜିଲା ବରୀ ବ୍ଲକ କଳାମାଟିଆ ବ୍ୟାଙ୍କ ଛକ ନିକଟରେ ସୋମବାର ବରୀ ଥାନାର ଜଣେ କନଷ୍ଟେବଳ ବରୀ ବ୍ଲକ କାର୍ଯ୍ୟାଳୟର ଜଣେ କାର୍ଯ୍ୟରତ ଜିଆରଏସଙ୍କୁ ଲାଠି ମାଡ଼ କରିଥିବା ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତ ଜିଆରଏସ ବରୀ…

୨ ଡାକ୍ତରଙ୍କୁ ଆକ୍ରମଣ ଉଦ୍ୟମ ଅଭିଯୋଗ

ବରୀ,୨୭ା୪(ସ୍ବ.ପ୍ର.): ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି)ର ୨ଜଣ ଡାକ୍ତରଙ୍କୁ ସୋମବାର ପୂର୍ବାହ୍ନରେ ଜଣେ ବ୍ୟକ୍ତି ଅଶ୍ଳୀଳ ଭାଷାରେ ଗାଳିଗୁଳଜ କରିବା ସହିତ ଆକ୍ରମଣ ଉଦ୍ୟମ କରିଥିବା ବରୀ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଡାକ୍ତର ଜ୍ୟୋତି ଚୌଧୁରୀ ଓ ଜିନ୍ନତ ଦାସ…

୪ ସ୍ବାବ୍‌ ଗ୍ରହଣ କେନ୍ଦ୍ରରେ ୨୭୨ ଜଣଙ୍କ ନମୁନା ସଂଗ୍ରହ

ବିଞ୍ଝାରପୁର,୨୭।୪(ଡି.ଏନ.ଏ): ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଞ୍ଝାରପୁର ବ୍ଲକରେ କୋଲକାତା ଫେରନ୍ତାଙ୍କ ପାଇଁ ୪ଟି ସ୍ବାବ୍‌ ଗ୍ରହଣ କେନ୍ଦ୍ର କରାଯାଇଛି। ବ୍ଲକର ସୟଦପୁରସ୍ଥିତ ବ୍ରଜସୁନ୍ଦର ହାଇସ୍କୁଲ, ଉତ୍ତଙ୍ଗରା ହାଇସ୍କୁଲ, ବାଚ୍ଛୋଳ ହାଇସ୍କୁଲ, ଆଉଁରୀ ପ୍ରାଥମିକ ବିଦ୍ୟାଳୟ ସମେତ ପ୍ରଶାସନ ତରଫରୁ…

ପାହାଡ଼ରେ ବେଆଇନ ପଥର ବ୍ଲାଷ୍ଟଂ: ଥରିଲା ଗାଁ

ଖୋର୍ଦ୍ଧା ଅଫିସ,୨୭ା୪ : ଲକ୍‌ଡାଉନ ଖଟକଣାକୁ ଫୁ କରି ବେଆଇନ ଭାବେ ପାହାଡରେ ପଥର ବ୍ଲାଷ୍ଟିଂ ସାଙ୍ଗକୁ କ୍ରଶର ୟୁନିଟ ଚାଲିଛି। ଅନ୍ୟପକ୍ଷେ ପଥର ମାଫିଆମାନେ ପାହାଡରୁ ଦିନରାତି ବ୍ଲାଷ୍ଟିଂ କରି ଚାଲିଛନ୍ତି। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଦେଉଳି…

ମହିଳା ପୋଲିସ ଅଧିକାରୀଙ୍କ କରୋନା ଗୀତ ଭାଇରାଲ

ଖୋର୍ଦ୍ଧା ଅଫିସ,୨୭ା୪ : ସାରା ବିଶ୍ୱ ଆଜି କରୋନା ଯୋଗୁ ଆତଙ୍କିତ ଅବସ୍ଥାରେ ରହିଛି। କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍‌ଡାଉନ ଜାରି ରହିଛି। ଏ ନେଇ ସରକାରଙ୍କ ପକ୍ଷରୁ ବହୁବିଧ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାରଙ୍କଠାରୁ ବିଭିନ୍ନ…

ରଥଖଳା ଶୁନ୍‌ଶାନ୍‌: କାଠ ଉପରେ ପଡୁନି ବାରିସି ଚୋଟ

ପୁରୀ ଅଫିସ,୨୭ା୪: ରଥଖଳା ସମ୍ପୂର୍ଣ୍ଣ ପ୍ରସ୍ତୁତ ସରିଛି। ରଥକାଠ ବି ପଡ଼ିରହିିଛି। ହେଲେ ରଥଖଳାରେ ଦେଖାନାହାନ୍ତି ମହାରଣା ସେବକ କି ଭୋଇ ସେବକ। ଶୂନ୍‌ଶାନ୍‌ ହୋଇପଡ଼ିିଛି ରଥଖଳା। ମହାମାରୀ କରୋନା ହିଁ ରଥଖଳାରେ ଖେଳାଇଦେଇଛି ଏମିତି ନୀରବତା। ଅକ୍ଷୟ ତୃତୀୟା ପରଠାରୁ…

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ବିଫଳ: ୯ ବର୍ଷ ପରେ ସନ୍ତାନ ପ୍ରସବ କଲେ ମହିଳା

କାଳିଆପାଣି,୨୭।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡ଼ିପାଳ ପଞ୍ଚାୟତ ରୁଗୁଡ଼ିସାହିର କୃଷ୍ଣ ବିରୁଆଙ୍କ ସ୍ତ୍ରୀ ନମାନି (୪୦) ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରିବାର ୯ବର୍ଷ ପରେ ରବିବାର ଏକ କନ୍ୟା ସନ୍ତାନ ଜନ୍ମ କରିଥିବା ଜଣାପଡ଼ିଛି। ଏହି ଘଟଣା ଏବେ ପରିବାର…

କୋହଳ ହେଲା ଉକ୍‌ଡାଉନ ନିୟମ: ଜବରଦଖଲରେ ଥିବା ଦୋକାନ ବନ୍ଦ ରହିବ

ଜଗତ୍‌ସିଂହପୁର ଅଫିସ, ୨୭ା୪: ନିକଟରେ ରାଜ୍ୟ ସରକାର ଲକ୍‌ଡାଉନ୍‌ ନିୟମରେ କେତେକ କୋହଳ କରିଛନ୍ତି। ବିଶେଷକରି କେତେକ ଦୋକାନ, ବଜାର ଖୋଲା ରଖିବା ସଂକ୍ରାନ୍ତରେ ଘୋଷଣା କରାଯାଇଛି। ଏହି ଘୋଷଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଲା ପରେ ବ୍ୟବସାୟୀ ମହଲରେ ଖୁସି…

ଛାତ୍ରୀଙ୍କ ଭିଡିଓ ଭାଇରାଲ ଘଟଣା: ଶିକ୍ଷକଙ୍କ ପରେ ଦୁଇ ଖବରଦାତା ଗିରଫ

ବାଲିକୁଦା,୨୭ା୪(ସ୍ବ.ପ୍ର.): ଭିଡିଓ ଭାଇରାଲ ମାମଲାର ସମାଧାନ ପାଇଁ ଛାତ୍ରୀଙ୍କୁ ଚାପ ପକାଉଥିବା ୨ ଖବରଦାତାଙ୍କୁ ବାଲିକୁଦା ପୋଲିସ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଏହି ଥାନା ଅଞ୍ଚଳର ବିପିନ ସେଠୀ ଓ ଦିଲୁ ମୁଦୁଲି। ଛାତ୍ରୀଙ୍କ ଅଭିଯୋଗ…

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲିଲେ ଜିଲାପାଳ

ମାର୍ଶାଘାଇ,୨୭ା୪(ଡି.ଏନ.ଏ.): ଲକ୍‌ଡାଉନ ପରେ ବାହାର ରାଜ୍ୟରେ ଥିବା ଲୋକଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏନେଇ ଆଶା, ଅଙ୍ଗନୱାଡି କର୍ମୀ ଓ ଏଏନଏମ କର୍ମୀ ଘରଘର ବୁଲି ବାହାର ରାଜ୍ୟରେ ଥିବା ଲୋକଙ୍କ ତଥ୍ୟ ସଂଗ୍ରହ କରୁଛନ୍ତି। ଯେଉଁମାନେ…

ବ୍ଲକ୍‌ ପ୍ରଶାସନକୁ ମାସ୍କ ଯୋଗାଇଲା ମା’ଶକ୍ତି ଏସ୍‌ଏଚ୍‌ଜି

ଏରସମା,୨୭ା୪ (ସ୍ବ.ପ୍ର.): କରୋନା ମୁକାବିଲା ଲାଗି ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏହି ପରିପ୍ରେକ୍ଷୀରେ ସବୁ ଲୋକଙ୍କୁ ମାସ୍କ ଯୋଗାଇ ଦେବା ଲାଗି ଏରସମା ବ୍ଲକର ମା’ଶକ୍ତି ଏସ୍‌ଏଚ୍‌ଜିର ମହିଳାମାନେ ଆଗେଇ ଆସିଛନ୍ତି। ଲୋକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri