Home Left

ମାସ୍କ ନ ପିନ୍ଧିବାରୁ ଜରିମାନା: ୩୮ ଜଣଙ୍କଠାରୁ ୮,୫୦୦ ଟଙ୍କା ଆଦାୟ

ରାଇକିଆ,୨୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଆଯାଉଛି। ବାରମ୍ବାର ସଚେତନ କରାଯିବା ପରେ ମଧ୍ୟ କିଛି ଅମାନିଆ ଏହାକୁ ମାନୁ ନାହାନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ରାଇକିଆରେ କିଛି ଅମାନିଆ ଘରୁ ବାହାରୁଥିବା ବେଳେ ମାସ୍କ ନ…

ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ଅତିକ୍ରମ କଲା

ମୁମ୍ବାଇ,୨୭।୪: କରୋନା ଭାଇରସ ମହାରାଷ୍ଟ୍ରରେ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳ ସୁଦ୍ଧା ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୦୬୮ରେ ପହଞ୍ଚିଥିବା ବେଳେ ୩୪୨ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଯାହା ରାଜ୍ୟ ସରକାରଙ୍କ ନିଦ ହଜାଇ ଦେଇଛି।…

କମ ଦରମା-ବିନା ପିପିଇରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ମନା କଲେ ନର୍ସିଂ ଷ୍ଟାଫ୍‌: ୧୦୦ରୁ ଅଧିକ ଦେଲେ ଇସ୍ତଫା

ଜୟପୁର,୨୭।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ରାଜସ୍ଥାନରେ ୧୦୦ରୁ ଅଧିକ ନର୍ସିଂ ଷ୍ଟାଫ୍‌ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ମନା କରି ଇସ୍ତଫା ଦେଇଛନ୍ତି। କମ ଦରମା ଏବଂ ବିନା ବ୍ୟକ୍ତିଗତ ସୁରକ୍ଷା ଉପକରଣ…

କରୋନା ଆସୁଛି ଦିଲ୍ଲୀରୁ: ଅନିଲ

ଚଣ୍ଡିଗଡ଼,୨୭।୪: ହରିୟାଣାରେ କରୋନା ସଂକ୍ରମଣ ପାଇଁ ଦିଲ୍ଲୀ ଦାୟୀ ବୋଲି କହିଛନ୍ତି ହରିୟାଣାର ଗୃହମନ୍ତ୍ରୀ ଅନିଲ ବିଜ। ସେ କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦିଲ୍ଲୀରେ ଥିବା ଶ୍ରମିକଙ୍କୁ ହରିୟାଣା ନ ପଠାଇ ବରଂ ଦିଲ୍ଲୀରେ ରଖିବାର ବ୍ୟବସ୍ଥା କରନ୍ତୁ।…

ଆଖି ସାମ୍ନାରେ ପୁଅର ମୃତ୍ୟୁ ଦେଖି ଚାଲିଗଲା ମା’ଙ୍କ ଜୀବନ

ସଜନାଗଡ଼,୨୭ା୪(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ଗରଡିହି ପଞ୍ଚାୟତର ବାଲିଚୁଆ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ୰ ଶ୍ୟାମସୁନ୍ଦର ସିଂଙ୍କ ପୁଅ ରବୀନ୍ଦ୍ର ସିଂ ଦୀର୍ଘଦିନ ଧରି କିଡ୍‌ନୀ ରୋଗରେ ପୀଡ଼ିତ ଥାଇ ଜିଲା…

କରୋନା ପାଇଁ ଶରୀର ଦାନ କରିବାକୁ ପ୍ରସ୍ତୁତ ଦିଲ୍ଲୀର ପ୍ରଥମ ପ୍ଲାଜମା ଡୋନର

ନୂଆଦିଲ୍ଲୀ,୨୭।୪: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ଗ୍ରାସ କରିବାରେ ଲାଗିଛି। ଏହି ଯୁଦ୍ଧରେ ବିଜୟୀ ହେବାକୁ ସମସ୍ତେ ଚେଷ୍ଟା ଜାରି ରଖିଛନ୍ତି। ଦେଶରେ କରୋନା ଚିକିତ୍ସା ପାଇଁ ରାଜଧାନୀ ଦିଲ୍ଲୀରେ ପ୍ରଥମ…

ସୁସ୍ଥ ରହିବା ଅନ୍ତରାଳେ…

ଆଜିକାଲିର ବ୍ୟସ୍ତମୟ ଜୀବନରେ ନିଜକୁ ସୁସ୍ଥ ରଖିବା ଅପରିହାର୍ଯ୍ୟ। ତେଣୁ ଆମକୁ କେତୋଟି ଦିଗ ପ୍ରତି ଯଥେଷ୍ଟ ଧ୍ୟାନ ଦେବା ଆବଶ୍ୟକ। ଜାଣନ୍ତୁ ସେ ସମ୍ପର୍କରେ.. ଖାଦ୍ୟପେୟ : ଆମେ ସୁସ୍ଥ ରହିବା ପଛରେ ଖାଦ୍ୟପେୟର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସବୁବେଳେ…

କରୋନା ଟେଷ୍ଟ୍‌ କିଟ୍‌ ଅଧିକ ଦାମରେ କାହିଁକି କିଣାଗଲା,ସରକାର କରନ୍ତୁ ସ୍ପଷ୍ଟ: କଂଗ୍ରେସ

ନୂଆଦିଲ୍ଲୀ,୨୭।୪: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଲାଗି ର଼୍ୟାପିଡ୍‌ ଆଣ୍ଟିବଡ଼ି କିଟ୍‌ ଚାଇନାରୁ ଅଣାଯାଇଛି। ଏହାର ଦାମ ୨୪୫ ଟଙ୍କା ଥିବାବେଳେ ଆମଦାନୀକାରୀ ଭାରତରେ ଏହାକୁ ୬୦୦ ଟଙ୍କାରେ ବିକ୍ରି କରୁଛନ୍ତି। ଏହାକୁ ନେଇ କଂଗ୍ରେସ ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ…

ଏମ୍ସ ହେବ କରୋନା ସଂକ୍ରମଣର ହଟ୍‌ସ୍ପଟ!

ନୂଆଦିଲ୍ଲୀ,୨୭।୪: ରାଜଧାନୀ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ) ଏବେ କରୋନା ସଂକ୍ରମଣର ହଟ୍‌ସ୍ପଟ ହେବାକୁ ଯାଉଛି ବୋଲି କୁହାଯାଉଛି। ଅନ୍ୟପଟେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନଙ୍କ ଓଏସ୍‌ଡି(ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି) କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ…

ମୋଦିଙ୍କ ସହିତ ଆଲୋଚନାରେ ସାମିଲ୍‌ ହେଲେନି କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଭିଡ଼ିଓ କନଫରେନ୍ସିଂରେ ଲକ୍‌ଡାଉନ୍‌ ନେଇ ଆଲୋଚନା କରିଛନ୍ତି। ଏହି ଅବସରରେ କରୋନା ସଂକ୍ରମଣ ଉପରେ ମଧ୍ୟ ବିସ୍ତୃତ ଚର୍ଚ୍ଚା ହୋଇଛି। ତେବେ ଏହି ଆଲୋଚନାରେ କେରଳ ମୁଖ୍ୟମନ୍ତ୍ରୀ…

ପାପଡ଼ାହାଣ୍ଡିରେ କାଳବୈଶାଖୀ ତାଣ୍ଡବ: ଉଡ଼ାଇନେଲା ଘର ଛପର, ଭାଙ୍ଗିଲା ଗଛ

ପାପଡ଼ାହାଣ୍ଡି, ୨୭।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ରବିବାର କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବିଶେଷଭାବେ ପ୍ରଭାବିତ ହୋଇଛି ଜଟାବାଲ ପଞ୍ଚାୟତ। ପଞ୍ଚାୟତର ବାରିଗୁଡ଼ା, କୃଷ୍ଣଗୁଡ଼ା, ଝାରମୁଣ୍ଡା ଓ ଆଦିବାସୀଗୁଡା ଅଞ୍ଚଳର ବହୁ ଘରର ଚାଳ ଛପର ଉଡ଼ିଯାଇଥିବା ବେଳେ…

ଲକ୍‌ଡାଉନ ପ୍ରଭାବ: ସାଥିଙ୍କ କେଶ କାଟୁଛନ୍ତି ପୋଲିସ

ଯୋଧପୁର,୨୭।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ଚିତ୍ର ସାମ୍ନାକୁ ଆସୁଛି। ଏହି ସମୟରେ ଆଗ ଧାଡିର ଯୋଦ୍ଧା ସାଜିଥିବା ପୋଲିସଙ୍କର କିଛି ଫଟୋ ଓ ଭିଡିଓ ମଧ୍ୟ ଦେଖିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri