ଚେନ୍ନାଇରୁ ୨ ଲକ୍ଷ ଟଙ୍କାରେ ଡଙ୍ଗା ଭଡ଼ା କରି ଗଞ୍ଜାମ ଫେରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ
ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ସାରା ଦେଶରେ ଏବେ ଲକ୍ଡାଉନ୍ ସ୍ଥିତି ଜାରି ରହିଛି। ଫଳରେ ବିଭିନ୍ନ ରାଜ୍ୟରେ ଓଡ଼ିଆମାନେ ଫସି ରହିଛନ୍ତି। ସେମାନେ ଭିଟାମାଟିକୁ ଫେରିବା ପାଇଁ ବିଭିନ୍ନ ଉପାୟ ଆପଣାଉଛନ୍ତି। ଏହି କ୍ରମରେ ୨ ଲକ୍ଷ ଟଙ୍କାରେ ଏକ…
କରୋନା ଆତଙ୍କ: ଫେରିଗଲା ଭାରତୀୟଙ୍କ ମୃତଦେହ
ନୂଆଦିଲ୍ଲୀ,୨୬।୪: ନିକଟ ଅତୀତରେ ଆବୁ ଧାବିରୁ ଭାରତ ଆସିଥିବା ୩ ମୃତଦେହ ପୁଣିଥରେ ଆବୁଧାବି ଫେରିଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ୩ ପ୍ରବାସୀ ଭାରତୀୟଙ୍କ ମୃତ୍ୟୁ ପରେ ସେମାନଙ୍କ ମୃତ ଦେହକୁ ବିମାନ ଯୋଗେ ଦିଲ୍ଲୀ ପଠାଯାଇଥିଲା। ହେଲେ…
ଲକ୍ଡାଉନ୍ ନିୟମ ସାମାନ୍ୟ କୋହଳ କଲେ ଜିଲାପାଳ: ସକାଳ ୭ରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବା ବଳବତ୍ତର
ଛତ୍ରପୁର,୨୬ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲାରେ ରବିବାରଠାରୁ ଲକ୍ଡାଉନ୍ ନିୟମରେ ସାମାନ୍ୟ କୋହଳ କରିଛନ୍ତି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ମହାନଗର ନିଗମରେ ଥିବା ମାର୍କେଟ କମ୍ପ୍ଲେକ୍ସ ଓ ଆବାସିକ ମାର୍କେଟ କମ୍ପ୍ଲେକ୍ସ ଖୋଲାରହିବ। ଏନେଇ ଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ…
ମନ୍ କି ବାତ: କରୋନା ମୁକାବିଲାକୁ ନେଇ ଦେଶବାସୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ମନ୍ କି ବାତ କାର୍ଯ୍ୟକ୍ରମରେ କରୋନା ମୁକାବିଲାକୁ ନେଇ ଦେଶବାସୀଙ୍କ ପ୍ରଶଂସା କରିଛନ୍ତି। କରୋନା ବିରୋଧରେ ଲୋକ ଲଢେଇ କରୁଛନ୍ତି ଓ ସରକାର ଜନତାଙ୍କ ସହଯୋଗ ପାଇ କରୋନା ଯୁଦ୍ଧରେ ବିଜୟୀ ହେବ…
ହବଲ୍ ଟେଲିସ୍କୋପର ୧.୪ ମିଲିୟନ ଅବଜରଭେଶନ
ଓ୍ବାଶିଂଟନ, ୨୬।୪: ହବଲ୍ ସ୍ପେସ ଟେଲିସ୍କୋପ୍ ମହାକାଶରେ ଚିତ୍ତାକର୍ଷକ ଅବିଷ୍କାର କରିବାର ୩ ଦଶନ୍ଧି ୨୪ ଏପ୍ରିଲରେ ଶେଷ କରିଛି। ଏହି ସମୟରେ ୧.୪ ମିଲିୟନ ଅବଜରଭେଶନ ବା ଅବଲୋକନ କରି ଏହା ଏକ ରେକର୍ଡ ସୃଷ୍ଟି କରିପାରିଛି। ଉକ୍ତ ଅବଜରଭେଶନରୁ…
ଲୋକ ସଭା, ୫ ବିଧାନସଭାରେ କଣ୍ଟ୍ରୋଲ ରୁମ୍
ନୂଆଦିଲ୍ଲୀ,୨୬।୪(ପି.ଟି.): କୋଭିଡ୍-୧୯ ବିରୋଧୀ ଲଢ଼େଇରେ ଏମ୍ପି, ବିଧାୟକ ଓ ଜନସାଧାରଣଙ୍କ ସହ ସମନ୍ବୟ ରକ୍ଷା ଲାଗି ଲୋକ ସଭା ଏବଂ ୫ ରାଜ୍ୟ ବିଧାନସଭାରେ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ଗତ ୨୧ ତାରିଖରେ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଭିଡିଓ…
ଲକ୍ଡାଉନ ନୁହେଁ, ଗୋଷ୍ଠୀ ସଂକ୍ରମଣରୁ ମୁକ୍ତି ଜରୁରୀ
ମୁମ୍ବାଇ,୨୬।୪(ପିଟି): କରୋନା ମହାମାରୀକୁ ପ୍ରତିହତ କରିବାକୁ ସାରା ଦେଶରେ ମେ’୩ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରାଯାଇଛି। ସବୁ ବନ୍ଦ ରହିଥିବାରୁ ଦେଶର ଅର୍ଥନୈତିକ ସ୍ଥିତି ମଧ୍ୟ ବିଗିଡ଼ି ଗଲାଣି। ଲକ୍ଡାଉନ ହଟିବା ପରେ ଏହି ମହାମାରୀକୁ କିପରି ରୋକାଯାଇପାରିବ ଏବଂ ଦେଶ…
ଦିଲ୍ଲୀ ହସ୍ପିଟାଲର ୩୧ କର୍ମଚାରୀଙ୍କୁ କରୋନା
ନୂଆଦିଲ୍ଲୀ,୨୬।୪(ପି.ଟି.): ଦିଲ୍ଲୀର ବାବୁ ଜଗଜ୍ଜୀବନ ରାମ ହସ୍ପିଟାଲରେ ୧୧ ଡାକ୍ତରଙ୍କ ସମେତ ୩୧ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଏଲ୍ଏନ୍ଜେପି ହସ୍ପିିଟାଲ, ରାଜୀବ ଗାନ୍ଧୀ ସୁପର ସ୍ପେଶିଆଲିଟି ହସ୍ପିଟାଲ ଓ ଅନ୍ୟ ଘରୋଇ ହସ୍ପିଟାଲରେ ଭର୍ତ୍ତି…
ଅଖିମୁଠି ଅନୁକୂଳ ଲାଗି ବିହନ ନାହିଁ, ଖରିଫ ଧାନଚାଷ ପ୍ରଭାବିତ ଆଶଙ୍କା
ଭଦ୍ରକ ଅଫିସ,୨୬ା୪ : ଲକ୍ଡାଉନ୍ ସମୟରେ କୃଷିକ୍ଷେତ୍ର ଯେମିତି ପ୍ରଭାବିତ ନ ହେବ ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି । ହେଲେ ଭଦ୍ରକ ଜିଲାର କୃଷି ବିଭାଗକୁ ଅଖିମୁଠି ଅନୁକୂଳ ଲାଗି ଏଯାବତ ଗୋଟିଏ ବସ୍ତା ବି…
ମହାମାରୀ ସାଜିବ ମାନବାଧିକାର ସଙ୍କଟ
ଜାତିସଂଘ,୨୬।୪: ମହାମାରୀ କରୋନା ବିଶ୍ୱରେ ଦ୍ରୁତ ଗତିରେ ମାନବାଧିକାର ସଙ୍କଟର ରୂପ ନେବାରେ ଲାଗିଛି। ପୂର୍ଣ୍ଣ ଆଜ୍ଞାନୁବର୍ତ୍ତିତା ଦାବି କରୁଥିବା ରାଷ୍ଟ୍ରଗୁଡ଼ିକ ଏହି ଘାତକ ଭୂତାଣୁକୁ ବ୍ୟକ୍ତିଗତ ମାନବାଧିକାର ହନନ ଲାଗି ବାହାନା ଭାବେ ବ୍ୟବହାର କରିପାରିବେ ନାହିଁ ବୋଲି ଜାତିସଂଘ…
ସଙ୍କଟରୁ ସୁଯୋଗ ସାଉଁଟୁଛନ୍ତି ମାଫିଆ
ନୂଆଦିଲ୍ଲୀ,୨୬।୪: କରୋନା ମହାମାରୀର ମୁକାବିଲା ପାଇଁ ବିଶ୍ୱର ଅଧିକାଂଶ ଦେଶ ଲକ୍ଡାଉନରେ ଥିବାବେଳେ ବ୍ୟବସାୟ ଗୁରୁତର ବାଧାପ୍ରାପ୍ତ ହୋଇଛି। ଏହାସତ୍ତ୍ୱେ ଏହି ମହାମାରୀ ଅନେକ ବ୍ୟବସାୟ ପାଇଁ ବଡ଼ ସୁଯୋଗର ଅବକାଶ ଆଣିଛି। ଅସାଧାରଣ ଆବଶ୍ୟକତା ପୂରଣ ଲାଗି ଦ୍ରୁତ ଟେଣ୍ଡର…
ତ୍ୱରିତ ଆଣ୍ଟିବଡି ପରୀକ୍ଷା ସ୍ଥଗିତ
ନୂଆଦିଲ୍ଲୀ,୨୬।୪(ପି.ଟି.): ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍ଆର୍) କୋଭିଡ୍-୧୯ ତ୍ୱରିତ୍ ଆଣ୍ଟିବଡି ପରୀକ୍ଷାର ସଠିକତାକୁ ପୁନଃଯାଞ୍ଚ କରୁଛି। ସେଥିପାଇଁ ଏହି ରାପିଡ୍ ଆଣ୍ଟିବଡି ପରୀକ୍ଷା କିଟ୍ର ବ୍ୟବହାର ସ୍ଥଗିତ ରଖିବାକୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ କୁହାଯାଇଛି। ଚାଇନାର ଦୁଇଟି କମ୍ପାନୀ…
Archives


